Latest Odisha News

BREAKING NEWS

Browsing Category

ଓଡିଶା

Odisha

ପବିତ୍ର ମହାଳୟା, ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମାଆ ସୁରେଶ୍ଵରୀ

ସୋନପୁର: ଆଜି ପବିତ୍ର ମହାଳୟା । ଆଶ୍ବିନ କୃଷ୍ଣ ଅମାବାସ୍ୟା ତିଥିରେ ସୋନପୁର ଗଡଜାତର ଇଷ୍ଟଦେବୀ ମାଆ ସୁରେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ଗଡ଼ଜାତର ମହାବଳୀ ପରମ୍ପରା ଅତି ପ୍ରାଚୀନ ହୋଇଥିବାବେଳେ ବଳୀଯାତ୍ରାରେ ଇଷ୍ଟଦେବୀ ବିଭିନ୍ନ ବେଶ ଧାରଣ କରି ମହାଳୟାରୁ ଦଶମୀ ତିଥି ଯାଏଁ…

ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମା ସମଲେଶ୍ୱରୀ, ଭୋର ୪ଟାରୁ ଲାଗିଛି ଭକ୍ତଙ୍କ ଭିଡ

ସମ୍ବଲପୁର: ଆଜି ପବିତ୍ର ମହାଳୟା ଅମାବାସ୍ୟା । ଏହି ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବା ମା ସମଲେଶ୍ୱରୀଙ୍କୁ ଧବଳମୁଖୀ ବେଶ କରାଯାଇଛି । ମହାଳୟାରେ ମା ସମଲେଶ୍ୱରୀ ଭକ୍ତଙ୍କୁ ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି । ବର୍ଷର ଅନ୍ୟଦିନରେ ମା ସମଲେଇ ସିନ୍ଦୁର ବର୍ଣ୍ଣରେ ଦର୍ଶନ ଦେଉଥିବା ବେଳେ…

ପରିଣତ ବୟସରେ ଦୁଇ କୁଷ୍ଠରୋଗୀଙ୍କୁ ଜୀବନ ଜୀଇଁବାର ରାହା ଦେଖାଇଲା ପ୍ରେମ

ସୋର: ବାଲେଶ୍ୱରରେ ଥିବା  କୁଷ୍ଠରୋଗୀ ଆଶ୍ରୟସ୍ଥଳୀରେ ଏକ ବିରଳ ଓ ହୃଦୟସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି । ଏହି ଆଶ୍ରୟସ୍ଥଳୀରେ ଦୁଇ ଜଣ ଅନ୍ତେବାସୀ ଦାସ ମାରାଣ୍ଡି (୬୩) ଓ ପଦ୍ମାବତୀ ଦାସ (୬୫) ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। କୁଷ୍ଠ ରୋଗରେ ଆକ୍ରାନ୍ତ ହେବା ପରେ ପରିବାର ଲୋକଙ୍କ…

ପବିତ୍ର ମହାଳୟାରେ ଯାଜପୁର ନାଭିଗୟାରେ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ: ଆସନ୍ତାକାଲି ମା ବିରଜାଙ୍କ ପୀଠରେ ଗଡିବ ରଥ

ଯାଜପୁର : ଆଜି ପବିତ୍ର ମହାଳୟା  । ଏହି ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବାର ସ୍ୱତନ୍ତ୍ର ପରମ୍ପରା ରହିଛି । ବିଶେଷକରି ଆଜିର ଦିନରେ ପିଣ୍ଡଦାନ କଲେ ପିତୃପୁରଷଙ୍କ ମୋକ୍ଷ ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି । ଏଥିପାଇଁ ଆଜି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ଥିବା…

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ପୁଣିଥରେ ଖୋଲିଲା ଶିମିଳିପାଳ ଜାତୀୟ ଅଭୟାରଣ୍ୟ

ବାରିପଦା: ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଜୈବମଣ୍ଡଳ ଶିମିଳିପାଳ ଜାତୀୟ ଉଦ୍ୟାନ ମୌସୁମୀ ଋତୁ ପାଇଁ ପ୍ରାୟ ୫ ମାସ ବନ୍ଦ ରହିବା ପରେ ଆଜିଠୁ ପର୍ଯ୍ଯଟକଙ୍କ ପାଇଁ ପୁଣି ଖୋଲିଛି। ସକାଳ ୬ଟାରୁ ୯ଟା ମଧ୍ୟରେ ପର୍ଯ୍ୟଟକମାନେ ପାର୍କ ଭିତରକୁ ପ୍ରବେଶ କରିପାରିବେ। ଯଶିପୁର ପାର୍ଶ୍ୱରୁ କଳିଆଣି…

ଆଜି ପବିତ୍ର ମହାଳୟା: ପୁରୀରେ ପ୍ରବଳ ଗହଳି, ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ :ଆଜି ପବିତ୍ର ମହାଳୟା। ୧୫ ଦିନ ଧରି ଚାଲିଥିବା ପିତୃପକ୍ଷର ଆଜି ହେଉଛି ଶେଷ ଦିନ। ଏହି ଅବସରରେ ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଥିବା ଦେଖିବାକୁ ମିଳିଛି  । ଆଜି ପିତୃପୁରୁଷଙ୍କୁ ପିଣ୍ଡଦାନ କଲେ ମୋକ୍ଷ ପ୍ରାପ୍ତି ହୁଏ ବୋଲି ବିଶ୍ବାସ ରହିଛି  ।…

ଆସନ୍ତାକାଲି ମହାଳୟା ପାଇଁ ସବୁ ସ୍କୁଲ ଛୁଟି

ଭୁବନେଶ୍ୱର: ଶନିବାର ପବିତ୍ର ମହାଳୟା ଅନୁଷ୍ଠିତ ହେବ । ମହାଳୟା ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ । ଏ ନେଇ ଘୋଷଣା କଲେ ରାଜ୍ୟ ଗଣଶିକ୍ଷା ବିଭାଗ । ଦଶହରା ଛୁଟିକୁ ନେଇ ମଧ୍ୟ ନେଇ ଗଣଶିକ୍ଷା ବିଭାଗର ନୋଟିସ୍ ପ୍ରକାଶ କରିଛି । ଚଳିତ ବର୍ଷ ଦଶହରା ଛୁଟି ଦୁଇଟି…

ପାର୍ବଣ ୠତୁକୁ ନେଇ ପ୍ରଶାସନର ପ୍ରସ୍ତୁତି ବୈଠକ, ନିୟମ ଉଲ୍ଲଙ୍ଘନ କଲେ ନିଆଯିବ ଆଇନଗତ କାର୍ଯ୍ୟାନୁଷ୍ଠାନ

ରାୟଗଡ଼ା: ଆରମ୍ଭ ହେଲା ପାର୍ବଣ ଋତୁ। ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଗୁଣୁପୁର ଉପଜିଲ୍ଲାପାଳ ଲଳିତ କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଚଳିତ ପାର୍ବଣ ଋତୁରେ ମହାଳୟା ସହ ଦୁର୍ଗା ପୂଜା, ଗଜଲକ୍ଷ୍ମୀ ପୂଜା ଏବଂ…

ଯାଜପୁର ରୋଡ୍‌ ଲକ୍ଷ୍ମୀ ମାର୍କେଟରେ ଅଗ୍ନିକାଣ୍ଡ, ୨ ଗୁରୁତର

ଯାଜପୁର: ରାତି ୮ଟା ସମୟରେ ଯାଜପୁର ରୋଡ୍‌ ଲକ୍ଷ୍ମୀ ମାର୍କେଟରେ ଅଗ୍ନିକାଣ୍ଡ। କିରଣ ଲାଇଟ୍ ହାଉସ ଗୋଦାମ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଲକ୍ଷାଧିକ ଟଙ୍କାର ଜିନିଷ ପୋଡି ପାଉଁଶ। ଅଗ୍ନିକାଣ୍ଡରେ ୨ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି…

ସୁରକ୍ଷିତ ଭାବେ ଓଡ଼ିଶା ଫେରିବେ ଲାଓସରେ ଫସିଥିବା ଓଡ଼ିଆ ଶ୍ରମିକ, ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଲାଓସ୍‌ରେ ଓଡ଼ିଆ ଶ୍ରମିକ ଫସିରହିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ। ଓଡ଼ିଆ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ନିଜ ମାଟିକୁ ଫେରାଇ ଆଣିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୂଚନା ଅନୁସାରେ ଅଧିକ ରୋଜଗାର କରିବା ଆଶାରେ କେନ୍ଦ୍ରାପଡା…