Latest Odisha News

BREAKING NEWS

Browsing Category

ଓଡିଶା

Odisha

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲା: ଅଭିଯୁକ୍ତ ଘନିଆର ଉଦ୍ଦେଶ୍ୟ ସ୍ପଷ୍ଟ କଲା ପୋଲିସ

ଭୁବନେଶ୍ୱର: ୪ ବର୍ଷର ନାବାଳିକା ଦିନକ ପୂର୍ବରୁ ହତ୍ୟାର ଶିକାର ହୋଇଥିଲା। ଏହା ପୂର୍ବରୁ ସେ ଦୁଷ୍କର୍ମର ଶିକାର ହୋଇଥିବା ନେଇ ଅଭିଯୋଗ ରହିଥିବା ବେଳେ ପୋଲିସ ଏହି ମାମଲାରେ ଅଭିଯୁକ୍ତ ଘନିଆ ଦାସକୁ ଗିରଫ କରିବାର ଦିନକ ପରେ ଘଟଣା ବାବଦରେ ସ୍ପଷ୍ଟ କରିଛନ୍ତି ଟ୍ୱିନ୍ ସିଟି ପୁଲିସ…

ନିର୍ବାଚନର କେଇମାସ ପୂର୍ବରୁ ଉପବାଚସ୍ପତି ପଦରୁ ରାଜନୀକାନ୍ତ ସିଂହ କାହିଁକି ଇସ୍ତଫା ଦେଲେ?

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପିଚ୍ ପାଇଁ ଉଭୟ ବିଧାନସଭା ଏବଂ ଲୋକସଭା ଆସନ ପାଇଁ ନେତା ପ୍ରସ୍ତୁତି ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଭେଟି ଉପବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ରଜନୀକାନ୍ତ ସିଂହ। ବିଧାନସଭାରେ ପହଂଟି ୨୦୧୯ରେ ଅନ୍ତିମ ସାଧାରଣ ନିର୍ବାଚନ ପରେ ଜୁନ ମାସରୁ…

ମହିଳା ସାମ୍ବାଦିକଙ୍କୁ ମାଡ ମାରିବା ମାମଲା : ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଭୁବନେଶ୍ଵର: ମହିଳା ସାମ୍ବାଦିକାଙ୍କୁ ମାଡ ମାରିବା ମାମଲାରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । ୫୦ ହଜାର ଟଙ୍କା ଜୋରିମାନା ସହ ଜଣେ ଜାମିନଦାର ବଦଳରେ ସର୍ତ୍ତମୂଳକ ଭାବେ ଜାମିନ ଦେଲେ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ । ସୂଚନା ଅନୁସାରେ,…

ବାଘ ଚମଡା ଡିଲ ବେଳେ ୨ ମାଫିଆ ଗିରଫ

ରାୟଗଡା: ପୁଣି କଲରାପତରିଆ ବାଘ ଚମଡା ଜବତ । ରାୟଗଡାରେ ବାଘ ଚମଡା ଡିଲ ବେଳେ ଦୁଇ ଜଙ୍ଗଲ ମାଫିଆ ଗିରଫ । ଉଭୟ ମାଫିଆଙ୍କ ନିକଟରୁ ଦୁଇଟି କଲରାପତରିଆ ବାଘ ଚମଡା ଜବତ କରାଯାଇଛି । ଘଟଣାର ତଦନ୍ତ କରୁଛି ଏସଟିଏଫ୍ । ସୂଚନା ମୁତାବକ, ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ତାମ୍ପରବିଦୁନି ଛକରେ…

ଆମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା : ବିଧାୟକ ସୁଶାନ୍ତ ସିଂଙ୍କ ଗିରଫ ଦାବିରେ ଏସପି ଅଫିସ ଘେରିଲା ବିଜେପି

ବରଗଡ : ଆମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା । NHRCରେ ଅଭିଯୋଗ କଲେ ସୂଚନା ଅଧିକାର କର୍ମୀ ସୁବ୍ରତ ଦାଶ । ଭଟଲୀ ବିଧାୟକ ସୁଶାନ୍ତ ସିଂଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରାଯାଇଛି । ସୁଶାନ୍ତଙ୍କ ନାଁରେ ପୋଲିସ କୌଣସି ମାମଲା ରୁଜ୍ଜୁ କରୁନି ,ଏ ନେଇ ସୁବ୍ରତ ଫେରାଦ ହୋଇଛନ୍ତି…

ମାସକରେ ଦୁଇଟି ହିଟ୍ ରଣ୍ଡ ରନ୍: ଗୋଟିଏରେ ପୋଲିସର ସକ୍ରିୟତା, ଅନ୍ୟଟିରେ ସଙ୍କୋଚପଣ?

ଭୁବନେଶ୍ୱର: ରାଜଧାନୀରେ ଆଇନ୍ ଶୃଙ୍ଗଳା ଓ ବଢୁଥିବା ଅପରାଧକୁ ନିୟନ୍ତ୍ରଣ ଦାୟିତ୍ବରେ ଥିବା କମିଶନରେଟ ପୋଲିସକୁ ନେଇ ଏବେ ରାଜଧାନୀରୁ ଝାରସୁଗୁଡା ଚର୍ଚ୍ଚା। ରାଜଧାନୀରେ ମାସକ ବ୍ୟବଧାନରେ ଦୁଇ ଦୁଇଟି ହିଟ୍ ଆଣ୍ଡ ରନ୍ ମାମଲା ଘଟିଲା କିନ୍ତୁ ପୋଲିସ ଯେଉଁ ଭଳି ଭାବେ ତଦନ୍ତ କରୁଛି ତାକୁ…

କୋରାପୁଟରେ ଚାଞ୍ଚଲ୍ୟ: ଘର ଭିତରୁ ମିଳିଲା ମନ୍ଦିର ପୂଜକଙ୍କ ମୃତଦେହ

କୋରାପୁଟ: କୋରାପୁଟରେ ଚାଞ୍ଚଲ୍ୟ । ମା ବୁଢୀ ଠାକୁରାଣୀ ମନ୍ଦିରର ପୂଜକଙ୍କ ମୃତଦେହ ଉଦ୍ଧାର । ଘର ଭିତରୁ ମିଳିଲା ପୂଜକଙ୍କ ମୃତଦେହ । କୋରାପୁଟ ଟାଉନ୍ ଥାନା ଅନ୍ତର୍ଗତ ବୁଢୀ ଠାକୁରାଣୀ ମନ୍ଦିର ପଛପଟେ ଥିବା ପୂଜକଙ୍କ ଘରୁ ତାଙ୍କର ମୃତଦେହ ଉଦ୍ଧାର କରିଛି ପୋଲିସ । ପୂଜକଙ୍କ ନାଁ ରମେଶ…

ମାତିଛି ଭାଲୁ : କଳହାଣ୍ଡିରେ ମହିଳାଙ୍କୁ ମାରି ଖାଇଲା

ଧର୍ମଗଡ : ପ୍ରଥମେ ବାଘ , ଆଉ ତା ପରେ ହାତୀ ଆଉ ଏବେ ଭାଲୁ ଆତଙ୍କ ଦେଖାଦେଇଛି  । ବନ୍ୟ ଜନ୍ତୁ ଗୁଡିକ ଖାଦ୍ୟ ଅନ୍ବେଶଣରେ ଏବେ ଗାଁ ମୁହାଁ ହେଉଛନ୍ତି । ଫଳରେ ବିଭିନ୍ନ ସ୍ଥାନରେ ବ୍ୟାପକ ଧନଜୀବନ ନଷ୍ଟ ହେବା ସହ ଅନେକ ସ୍ଥାନରେ ବହୁମୂଲ୍ୟ ଜୀବନ ମଧ୍ୟ ଚାଲିଯାଉଛି । ଏମିତି କିଛି ଘଟଣା…

ତିର୍ତ୍ତୋଲରେ ବିଭତ୍ସ ହତ୍ୟା, ଜଣେ ମୃତ, କାରଣ ଅସ୍ପଷ୍ଟ

ପୁରୀ: ପୂର୍ବ ଶତ୍ରୁତାକୁ ନେଇ ତିର୍ତ୍ତୋଲରେ ବିଭତ୍ସ ହତ୍ୟା । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ସାଇଲୋ ପଞ୍ଚାୟତ ହିତରଣ ଗାଁରେ ଦୁଇ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଯୁବକ । ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ମଣିଜଙ୍ଗା ହସ୍ପିଟାଲରେ…

ବନ୍ୟଜନ୍ତୁଙ୍କୁ ଉତ୍ତେଜିତ କରିବା ପଡିଲା ମହଙ୍ଗା: ଜଣେ ଯୁବକ ଗିରଫ

ଅନୁଗୁଳ : ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅଞ୍ଚଳରେ ଜଣେ ଯୁବକଙ୍କୁ ବନ୍ୟଜନ୍ତୁଙ୍କୁ ଉତ୍ତେଜିତ କରିବା ଅଭିଯୋଗରେ ଗିରଫ କରିଛି ବନ ବିଭାଗ  । ଗିରଫ ଯୁବକ ଜଣକ କୁଲାଡ ଗାଁର ଦିନେଶ ସାହୁ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ ଦୀର୍ଘ ଏକ ବର୍ଷ ହେବ ବଅଁରପାଳ ବ୍ଲକ ଅଞ୍ଚଳ ହାତୀ ମାନଙ୍କର…