Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜମିବାଡିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ: ନିଶାଡିଙ୍କ ଭୁଜାଲି ଆକ୍ରମଣରେ ୩ ଗୁରୁତର

ଭଦ୍ରକ : ଭଦ୍ରକ ସହର ସ୍ଥିତ ଡାଲଚିନି ହୋଟେଲ ନିକଟରେ ନିଶାଡି ଏବଂ ହୋଟେଲ ମାଲିକ ଧସ୍ତାଧସ୍ତି  । ଜମିବାଡିକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି ହୋଇଛି  । ଏତିକି ବେଳେ  କିଛି ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଯୁବକ ମାନେ ଅଟକାଉଥିବାବେଳେ   ଉଭୟଙ୍କ ମଧ୍ୟରେ…

ଡକାୟତି ଉଦ୍ୟମ ପଣ୍ଡ, ପିସ୍ତଲ ସହ ତିନି ଡକାୟତ ଗିରଫ

ବରଗଡ଼: ଟାଉନ ଥାନା ପୋଲିସର ବଡ଼ ସଫଳତା। ସୋମବାର ସନ୍ଧ୍ୟାରେ ବରଗଡ଼ ଜିରା ନଦୀ ପାଖରେ ଏକ ଡକାୟତ ଦଳ ଡକାୟତି ପାଇଁ ପ୍ଲାନ୍ କରୁଥିବା ବେଳେ ବରଗଡ ପୋଲିସକୁ ସୂଚନା ମିଳିଥିଲା। ବରଗଡ଼ ଏସପି ପ୍ରହଲ୍ଲାଦ ସହାଇ ମିନାଙ୍କ ନିର୍ଦ୍ଦେଶ କ୍ରମେ ଡକାୟତ ଦଳକୁ ଧରିବା ପାଇଁ ବରଗଡ଼ ଟାଉନ ଥାନାର ଏକ…

ରାଜଧାନୀରୁ ଧରାପଡିଲେ ଚୋର ଗ୍ୟାଙ୍ଗ୍, ଦିନରେ ଏକାକୀ ଘରର ସ୍ଥାନକୁ କରୁଥିଲେ ଟାର୍ଗେଟ୍

ଭୁବନେଶ୍ୱର: ଦିନ ଦ୍ବିପ୍ରହରେ ଏକାକୀ ଘରର ସ୍ଥାନକୁ ଟାର୍ଗେଟ କରୁଥିଲେ ଚୋର ଗ୍ୟାଙ୍ଗ୍। ଲୋକଙ୍କ ଘରେ ପ୍ରବେଶ କରି ଚତୁରତାର ସହ ଲ୍ୟାପଟପ୍, ମୋବାଇଲ୍ ଫୋନ୍, ଟ୍ୟାବ୍ ଏବଂ ସୁନା ଅଳଙ୍କାର ଚୋରି କରିବା ପରେ ଖସିଯାଉଥିଲେ। ଏହି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ଭରତପୁର ଥାନା ପୋଲିସ।…

ଶେଷ ହେଲା କୋରାପୁଟ-ଜଗଦଲପୁର ରେଳ ସେକ୍ସନରେ ପୁନଃରୁଦ୍ଧାର କାର୍ଯ୍ୟ

ଭୁବନେଶ୍ୱର: କୋରାପୁଟ-ଜଗଦଳପୁର ରେଳ ସେକ୍ସନରେ ପୁନଃରୁଦ୍ଧାର କାର୍ଯ୍ୟ ସମାପ୍ତ। ମାନବର ଏବଂ ଜରତି ଷ୍ଟେସନ୍ ମଧ୍ୟରେ ମାଟି ଓ ପଥର ଧସିଯିବା ଯୋଗୁଁ ଟ୍ରେନ ସେବା ପ୍ରଭାବିତ ହୋଇଥିଲା। କୋଟଭାଲାସା-କୋରାପୁଟ-କିରାଣ୍ଡୁଲ (କେ.କେ) ରେଳ ଲାଇନର କୋରାପୁଟ-ଜଗଦଲପୁର ରେଳ ସେକ୍ସନର ମାନବର ଏବଂ ଜରତି…

‘କାଡାଭେରିକ୍‌’ ଶପଥ ନେଲେ ଏମ୍‌ବିବିଏସ୍ ଛାତ୍ରଛାତ୍ରୀ, ଲକ୍ଷ୍ୟ ମୃତଦେହକୁ ସମ୍ମାନ ଦେବା

ଭୁବନେଶ୍ୱର: ଚିକିତ୍ସା ଶିକ୍ଷାର ନୈତିକ ମାନକୁ ଉନ୍ନତ କରିବା ଉଦ୍ଦେଶ୍ୟରେ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ (କିମ୍‌ସ)ର ମାନବ ଆନାଟୋମି ବିଭାଗ ପକ୍ଷରୁ କାଡାଭେରିକ୍ ଶପଥ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏମ୍‌ବିବିଏସ୍ ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନେ ‘କାଡାଭେରିକ୍…

ଶଙ୍ଖକୁ ବିରୋଧ କରି ଓଡିଆ ସଂସ୍କୃତିକୁ ଅପମାନିତ କରୁଛି ବିଜେପି: ବିଜେଡି

ଭୁବନେଶ୍ୱର: ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ନୂଆ ଯୋଜନା ଆମ ଓଡିଶା ନବୀନ ଓଡିଶା। ମାତ୍ର ଯୋଜନା ଆରମ୍ଭରୁ ହିଁ ଲୋଗକୁ ନେଇ ଛିଡା ହୋଇଛି ଅନେକ ବିବାଦ। ଏହି ନୂତନ ଯୋଜନାର ଲୋଗ ଭାବେ ବିଜେଡିର ଦଳୀୟ ଚିହ୍ନ ଶଙ୍ଖକୁ ବ୍ୟବହାର କରାଯାଇଥିବାରୁ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ। ବିରୋଧୀ…

ଶ୍ରୀମନ୍ଦିରରେ କାଳିଆ ଦର୍ଶନ ବେଳେ ଚାଲିଗଲା ଭକ୍ତଙ୍କ ଜୀବନ

ପୁରୀ: ଜଗା ଦର୍ଶନ ହେଲା ଶେଷ ଦର୍ଶନ। ଶ୍ରୀମନ୍ଦିରରେ ଦର୍ଶନ ବେଳେ ଅସୁସ୍ଥ ହୋଇ ଟଳି ପଡିଲେ ଭକ୍ତ ଓ ଶ୍ରୀମନ୍ଦିର ଭିତରେ ପ୍ରାଣ ହରାଇଲେ। ଉତ୍ତରପ୍ରଦେଶ ଝାନସୀର ୬୫ ବର୍ଷୀୟ ରାୟନ ପ୍ରସାଦ ସେନ୍‌ ମହାପ୍ରଭୁଙ୍କ ଦର୍ଶନ ପରେ ହଠାତ୍ ଅସୁସ୍ଥ ହୋଇପଡିଲେ। ତୁରନ୍ତ ତାଙ୍କୁ ସେମାନଙ୍କର ପରିବାର…

ବିପଦରେ ଗଣତନ୍ତ୍ର, ଓଡ଼ିଶାରେ ସ୍ଥାଣୁ ଓ ଅଦୃଶ୍ୟ ସରକାର ଚାଲିଛି-ମନମୋହନ ସାମଲ

ବଲାଙ୍ଗୀର / ଭୁବନେଶ୍ୱର:ରାଜ୍ୟରେ ଗଣତନ୍ତ୍ର ବିପଦରେ ।  ପଂଚାୟତରାଜ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଷୁଡୁ ପଡିଛି । ମୁଖ୍ୟମନ୍ତ୍ରୀଙ୍କ ଦେଖା ମିଳୁନାହିଁ । ଓଡ଼ିଶାରେ କିଏ ସରକାର ଚଳାଉଛି ତାହା ଜାଣି ହେଉନାହିଁ । ଓଡ଼ିଶାର ମନ୍ତ୍ରୀ, ବିଧାୟକଙ୍କ ବାକ୍‌ଶକ୍ତି ହରାଇବା ସହ ସେମାନଙ୍କୁ ଗୃହ ବନ୍ଦୀ…

ସାଇବର ଠକଙ୍କ ଜାଲରେ ଜୟପୁର ବିଧାୟକ, ଆକାଉଣ୍ଟରୁ ୪ ଲକ୍ଷ ଗାଏବ

ଭୁବନେଶ୍ୱର: ଆଜିକାଲି ସାଇବର ସ୍କାମ ବୃଦ୍ଧି ପାଇବାରେ ଲାଗିଛି। ବ୍ୟବସାୟିକ ଡିଲ୍‌ ଆଳରେ ଠକୁଛନ୍ତି ସାଇବର ଠକ। ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ସରକାରୀ କର୍ମଚାରୀ ପର୍ଯ୍ୟନ୍ତ ସାଇବର ଠକଙ୍କ ଜାଲରେ ପଡିଛନ୍ତି। ଏଥିରୁ ରାଜନେତାମାନେ ମଧ୍ୟ ବର୍ତ୍ତି ନାହାଁନ୍ତି। ଏବେ ସାଇବର ଲୁଟେରାର…

ନୂଆପଡା ଜିଲ୍ଲା ପରକୋଟ ଗାଁରେ ଅଘଟଣ: ଚେକ୍ ଡ୍ୟାମରେ କରେଣ୍ଟ ଲାଗି ଦମ୍ପତ୍ତି ମୃତ

ନୂଆପଡା : ଚେକ ଡ୍ୟାମରେ କରେଣ୍ଟ ଲାଗି ଦମ୍ପତ୍ତି ମୃତ । ଏଭଳି ଘଟଣା ଦେଖିବାକୁ ମିଳିଛି ନୂଆପଡା ଜିଲ୍ଲା ଖରିଆରରୋଡ଼ ପରକୋଟ ଗାଁରେ  । ବିଲରେ ପାଣି ମଡାଇବାକୁ ଯାଇଥିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସ୍ୱାମୀ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି  । ମୃତକ ପରକୋଟ ଗାଁର ରାମେଶ୍ୱର ରାଉତ ଏବଂ…