Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଲକାନଗିରିରେ ମ୍ୟାଲେରିଆ ଆତଙ୍କ

ମାଲକାନଗିରି: ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ବଣ୍ଡା ଘାଟି ଅଞ୍ଚଳରେ ମ୍ୟାଲେରିଆ ଭୟ ବୃଦ୍ଧି ପାଇଛି। ଗାଁରୁ ଗାଁକୁ ମ୍ୟାଲେରିଆ ଜ୍ୱର ବ୍ୟାପିବାରେ ଲାଗିଛି। ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ପରିସ୍ଥିତିର ସମୀକ୍ଷା କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗର ଏକ ରାଜ୍ୟସ୍ତରୀୟ ଦଳ ବଣ୍ଡା ଘାଟିରେ…

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ…

ପ୍ରବଳ ବର୍ଷା ଆଶଙ୍କା; ମୟୂରଭଞ୍ଜରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଏନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୨୦ ସେଣ୍ଟିମିଟରରୁ ଅଧିକ ଅତି ପ୍ରବଳ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଜିଲ୍ଲାକୁ 'ରେଡ୍ ୱାର୍ଣ୍ଣିଂ' ଜାରି…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ଏହି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଏହା ପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଗୁରୁବାର ଦିନ ଓଡ଼ିଶାରେ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି। ଏହି …

ଟ୍ରେନ୍ ଧକ୍କାରେ ଦନ୍ତା ହାତୀ ମୃତ

ଭୁବନେଶ୍ବର: ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଥେରୁବାଲି ଅଞ୍ଚଳ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦ୍ରୁତଗାମୀ ଟ୍ରେନ୍ ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଏହି ଦୁର୍ଘଟଣା ବିଷମକଟକ-ଥେରୁବାଲି ରେଲୱେ ଷ୍ଟେସନ ମଝିରେ ହୋଇଥିବା ଜଣାପଡ଼ିଛି। ହାତୀଟି ରେଳ ଧାରଣା…

ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କ ନେତୃତ୍ୱ, ସୃଜନଶୀଳତା ଓ ନବସୃଜନକୁ ଜାତୀୟ ସ୍ତରରେ ନୂଆ ପରିଚୟ ଦେବା ଉଦ୍ଦେଶ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ମାନ୍ୟବର କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏକ ସାମ୍ବାଦିକ ସମ୍ମିଳନୀରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ…

MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି

ଭୁବନେଶ୍ୱର:MMDR ପ୍ରସଙ୍ଗରେ ସିରିଜ୍ ପ୍ରେସମିଟ୍ ପରେ ଶେଷରେ ଆନ୍ଦୋଳନକୁ ଓହ୍ଲାଇଲା ବିଜେଡି। ଆଜି ଲୋକଭବନ ଆଗରେ ଦଳ ବଡ଼ ବିକ୍ଷୋଭ କରି ଏହି ଆଇନ ପ୍ରତ୍ୟାହାର ଦାବିରେ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଇଛି। ଦଳର ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି…

ଭୂତଳ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ

ଭଟଲି: ବୁଧବାର ଭଟଲି ଥାନା ପୋଲିସ ବଡ଼ମାଳ ଗ୍ରାମରେ ଚଢ଼ାଉ କରିଛି । ବଡ଼ମାଳ ଗ୍ରାମର ଜଣଙ୍କ ଘରେ ଚଢ଼ାଉ କରି ପୋଲିସ ଏକ ଭୂତଳ ଚାମ୍ବରରୁ ୮୧୩ ବୋତଲ କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ଏହି ବେଆଇନ କାରବାର ଘଟଣାରେ ପୋଲିସ୍‌ ପାର୍ବତୀ ସାହୁ…

ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି

ଏମଏମଡିଆର୍ ସଂଶୋଧନ ଆଇନ, ୨୦୨୬କୁ ନେଇ ରାଜନୈତିକ ତାତି ବୃଦ୍ଧି ପାଇଛି । ରାଜ୍ୟର ଆର୍ଥିକ ଅଧିକାର ଏବଂ ସାମଗ୍ରିକ ସ୍ୱାର୍ଥର ସୁରକ୍ଷା ଦାବିରେ ବିଜୁ ଜନତା ଦଳ (ବିଜେଡି)ର ଏକ ବରିଷ୍ଠ ପ୍ରତିନିଧି ଦଳ ବୁଧବାର ଦିନ ରାଜ୍ୟପାଳ ଡ. ହରିବାବୁ କମ୍ଭମପତିଙ୍କୁ ଭେଟିଛନ୍ତି । ଏହି ସମୟରେ ଦଳ…

ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ…

କଟକ: ରାଜ୍ୟର ବହୁଚର୍ଚ୍ଚିତ ତଥା ସମ୍ବେଦନଶୀଳ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ସନ୍ଦେହଜନକ ମୃତ୍ୟୁ ମାମଲାରେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ମୃତ ଅଧିକାରୀଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। କୋର୍ଟଙ୍କ…