Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାହାନଗା ଟ୍ରାଜେଡି: ୨୮ ଅଚିହ୍ନା ମୃତଦେହର ହେବ ଅନ୍ତିମ ସଂସ୍କାର

ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା । ଚିହ୍ନଟ ହୋଇନଥିବା ୨୮ ମୃତଦେହର ହେବ ଅନ୍ତିମ ସଂସ୍କାର  । ଚିହ୍ନଟ ନ ହୋଇ ଏମ୍ସରେ ଏସବୁ ମୃତଦେହ ରହିଥିଲା । ସଂସ୍କାର ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ସିବିଆଇର ଚିଠି ପରେ ପ୍ରକ୍ରିୟା ଆରମ୍ଭ ହୋଇଛି । ଏ ନେଇ ବିଏମସି ଏସଓପି ଜାରି…

ବିଶ୍ବନାଥ ପଣ୍ଡିତଙ୍କ ସ୍ମୃତିରେ କଟକ ବାଦାମବାଡିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

କଟକ: ବିଶିଷ୍ଠ ସ୍ବାଧୀନତା ସଂଗ୍ରାମୀ ବିଶ୍ବନାଥ ପଣ୍ଡିତଙ୍କ ସ୍ମୃତିରେ କଟକ ବାଦାମବାଡ଼ିର ପୁରୀ -ଅନୁଗୁଳ ବସଷ୍ଟାଣ୍ଡରେ ହେବ ଅତ୍ୟାଧୁନିକ ପାଠାଗାର ଓ ପଠନାଗାର। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦କୋଟି  ୫୮ ଲକ୍ଷ ୩୧,୧୦୦ ଟଙ୍କା ଖର୍ଚ୍ଚ…

ପରଲୋକରେ ବାପା, ତିନି ଶିଶୁଙ୍କୁ ଅନାଥ କରି ପର ପୁରୁଷ ସହ ଚାଲିଗଲା ନିର୍ଦ୍ଦୟୀ ମାଆ

ନବରଙ୍ଗପୁର: ପୁଅ ଝିଅ ଙ୍କୁ ପାଠ ପଢାଇ ଭଲ ମଣିଷ କରିବା ପାଇଁ ସ୍ୱାମୀ - ସ୍ତ୍ରୀ ଦୁହେଁ ଦିନରାତି ଏକ କରିଦେଇଥିଲେ l କିନ୍ତୁ ଦଇବ ସାଜିଲା ଦାଉ । ଗତ ୬ ବର୍ଷ ତଳେ ଅଫେରା ରାଇଜକୁ ଚାଲିଗଲେ ବାପା । ସ୍ଵାମୀଙ୍କ ମୃତ୍ୟୁ ପରେ ମାଁ ପଦ୍ମିନୀ ପରିବାର ବୋଝ ସମ୍ଭାଳି ଥିଲେ l ତେବେ, ବିଧିର ବିଧାନ…

ଶାରଦୀୟ ଦୁର୍ଗାପୂଜା ୨୦୨୩: ମା ବିରଜାଙ୍କ ପୀଠରେ ଆରମ୍ଭ ହୋଇଛି ଷୋଡଶ ଉପଚାର ପୂଜା

ଯାଜପୁର: ଧରାପୃଷ୍ଠ କୁ ଅବତରଣ କରିବେ ମା । ସେଥିପାଇଁ ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଷୋଡଶ ଉପଚାର ପୂଜା । ଯାଜପୁର ର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ଆରମ୍ଭ ହୋଇଥିବା ଷୋଡଶ ଉପଚାର ପୂଜା ଏବଂ ପିତୃପକ୍ଷରେ ନାଭିଗୟାରେ ପିଣ୍ଡଦାନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି…

ଜନ୍ତୁ ଶିକାର ପାଇଁ ଯାଇଥିଲେ , ନିଜ ବନ୍ଧୁକରୁ ଗୁଳି ଫୁଟି ଗୁରୁତର

ଦଶପଲ୍ଲା: ଶିକାର କରିବା ପାଇଁ ଯାଇଥିଲେ ହେଲେ ନିଜେ ନିଜ ଗୁଳିରେ ଆହତ ହେଲେ  । ଏମିତି କିଛି ଅଭାବନୀୟ ଘଟଣା ଘଟିଛି ନୟାଗଡ ଜିଲ୍ଲା ଦଶପଲ୍ଲା ଓ ବୌଦ୍ଧ ଜିଲ୍ଲା ସୀମାନ୍ତ ବଦଲା ଗାଁରେ  । ସନ୍ୟାସୀ ଜାନି ନାମକ ଜଣେ ବ୍ୟକ୍ତି ଜନ୍ତୁ ଶିକାର ପାଇଁ ଜଙ୍ଗଲକୁ ଯାଇଥିଲେ  । ହେଲେ ଝୁଣ୍ଟି ତଳେ…

ଆଇଏଏସ ସ୍ତରରେ ଅଦଳବଦଳ : ବିଷ୍ଣୁପଦ ସେଠୀ ହେଲେ ପ୍ରମୁଖ ଶାସନ ସଚିବ

ଭୁବନେଶ୍ବର: ରାଜ୍ୟରେ ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ ହୋଇଛି । ବିଷ୍ଣୁପଦ ସେଠୀଙ୍କୁ ପ୍ରମୁଖ ସଚିବ ଭାବେ ଦାୟିତ୍ବ ମିଳିଛି । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ହୋଇଛନ୍ତି ବିଷ୍ଣୁପଦ । ମୋଟ୍ ୮ଜଣ ଆଇଏଏସଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ଭାସ୍କର…

ସପ୍ତାହେ ହେଲା ଅଙ୍ଗନୱାଡି କେନ୍ଦ୍ରରେ ଝୁଲୁଛି ତାଲା, ଖୋଲା ଆକାଶ ତଠେ ପାଠ ପଢୁଛନ୍ତି କୁନିକୁନି ଛାତ୍ରଛାତ୍ରୀ

ନୂଆପଡା: ସପ୍ତାହେ ହେଲା ଅଙ୍ଗନୱାଡି କେନ୍ଦ୍ରରେ ଝୁଲୁଛି ତାଲା l ଖୋଲା ଆକାଶ ତଳେ ଭବିଷ୍ୟତ ଗଢୁଛନ୍ତି କୁନିକୁନି ଛାତ୍ରଛାତ୍ରୀ । ଏ ଦିଗରେ ଶୀଘ୍ର ପ୍ରଶାସନ ଦୃଷ୍ଟି ଦେବାକୁ ଦାବୀ କରିଛନ୍ତି ସ୍ଥାନୀୟ ବାସିନ୍ଦା । ଏ ଦୃଶ୍ୟ ହେଉଛି ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ବରଗାଁର । ନୂଆପଡା…

ନେପାଳରୁ ପୁରୀ ଆସୁଥିବା ଟୁରିଷ୍ଟ ବସ୍ ଦୁର୍ଘଟଣାର ଶିକାର, ୨୧ ଆହତ

ସୋର: ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ କଲେଜ ଛକ ନିକଟରେ ରବିବାର ରାତିରେ ନେପାଳରୁ ଆସୁଥିବା ଏକ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୨୧ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ପ୍ରାଥମିକ ସୂଚନା ଅନୁସାରେ, ନେପାଳରୁ ପୁରୀ ଅଭିମୁଖେ ଯାଉଥିବା ଟୁରିଷ୍ଟ…

ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କଠୁ ମୁଖାପିନ୍ଧା ଦୁର୍ବୃତ୍ତ ଲୁଟିନେଲେ ଦେଢ଼ ଲକ୍ଷ

ସୁନ୍ଦରଗଡ଼: ଶନିବାର ଦିନ ୩ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ମାଇକ୍ରୋଫାଇନାନ୍ସ କମ୍ପାନୀର ଜଣେ କର୍ମଚାରୀଙ୍କଠାରୁ ୧ ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଇଛନ୍ତି। ପୀଡ଼ିତ ରାଜେଶ ବାଦୀ ତିଳିଆରେ ଗ୍ରାମବାସୀଙ୍କ ଠାରୁ ଋଣ ପରିଶୋଧ ସଂଗ୍ରହ କରି ନିଜ କାର୍ଯ୍ୟାଳୟକୁ ଫେରୁଥିବା ବେଳେ ଏକ ନିଛାଟିଆ…

ମର୍ଣ୍ଣିଂ ଓ୍ବାକ୍ ବେଳେ ଧକ୍କା ଦେଲା ଟ୍ରକ୍ : ଦୁଇ ମୃତ, ଟ୍ରକ୍ ଟ୍ରାଇଭର ଫେରାର୍

ଅନୁଗୁଳ :  ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ୪୯ନଂ ଜାତୀୟ ରାଜପଥ ମୁକ୍ତାପୁର ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା  । ମର୍ଣ୍ଣିଂ ଓ୍ବାକ୍ କରୁଥିବାବେଳେ ଟ୍ରକ୍ ମାଡିଯାଇଛି  । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇତିବା ସୂଚନା ମିଳିଛି । ମୃତକ ମାଧବ ସମାଡ ଏବଂ ରାଜେଶ ଶୁଣ୍ଡି…