Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜମିବାଡି ବିବାଦକୁ କେନ୍ଦ୍ର କରି ଦାଦାକୁ ନିର୍ମମ ଭାବେ ହତ୍ୟା କଲା ପୁତୁରା

ପୁରୀ: ପୁରୀ ସଦର ଥାନା ଅନ୍ତର୍ଗତ କଣ୍ଠପୁର ଗାଁରେ ବିଭତ୍ସ ହତ୍ୟାକାଣ୍ଡ  । ଦାଦାକୁ ଅତି ନିର୍ମମ ଭାବରେ ହତ୍ୟା କରିଛି ପୁତୁରା  । ଜମିବାଡି ବିବାଦକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି । ଅଭିଯୁକ୍ତ ବୀର ବରାଳ ବୋଲି ଜଣାପଡିଛି  । ସୂଚନା ଅନୁସାରେ ଗତକାଲି…

ସାବଧାନ ଶିକାରୀ: ଏବେ ମୋବାଇଲ ଟ୍ରାକିଂ କରିବେ ବନ କର୍ମଚାରୀ

ଭୁବନେଶ୍ବର: ଶିକାରୀ ଏବଂ ସନ୍ଦିଗ୍ଧଙ୍କୁ ମୋବାଇଲ ଟ୍ରାକିଂ କରିପାରିବେ ବନ କର୍ମଚାରୀ । ଲୋକେସନ୍ ଟ୍ରାକ୍ ସହ କଲ୍ ଡିଟେଲ୍ସ ମଧ୍ୟ ଯାଞ୍ଚ କରିବାକୁ ଅନୁମତି ରହିଛି । ଶିକାରୀ ଦମନ ପାଇଁ କର୍ମଚାରୀଙ୍କୁ ଗୁଳିଚାଳନା ପ୍ରଶିକ୍ଷଣ ଦିଆଯାଉଛି  । ୯୦ଜଣଙ୍କ ପ୍ରଶିକ୍ଷଣ କରିଥିବାବେଳେ…

ଶକ୍ତିପୀଠର କାହାଣୀ: ନଦୀ ଗର୍ଭରେ ଦିଗହରା ହୋଇ ବୁଲୁଥିବା ନାବଟି ହଠାତ୍ ଅଟକି ଥିଲା ମା’ଙ୍କ ପାଖରେ

ଭୁବନେଶ୍ଵର: ଧରାଧାମକୁ ଅବତରଣ କରିଛି ପାର୍ବଣର ଋତୁ । ପାର୍ବଣ ଋତୁରେ ଜଗତଜନନୀଙ୍କ ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଶାରଦୀୟ ପୂଜା । ଶକ୍ତିପୀଠମାନଙ୍କରେ ଚାଲିଛି ମାଆଙ୍କ ଷୋଡଶ ଉପଚାର ବିଧି। ୧୬ ଦିନ ପର୍ଯ୍ୟନ୍ତ ବିଭିନ୍ନ ବେଶରେ ଭକ୍ତଙ୍କ ଦର୍ଶନ ଦେବେ ମାଆ ଜଗତଜନନୀ । ଆମ ଦେଶରେ…

ଶାରଦୀୟ ଦୁର୍ଗାପୂଜା ୨୦୨୩: ଝଙ୍କଡ଼ ବାସିନୀ ମା ଶାରଳାଙ୍କ ପୀଠରେ ପାର୍ବଣ ପୂଜା

ଜଗତସିଂହପୁର: ଆରମ୍ଭ ହେଲା ପାର୍ବଣ ପୂଜା। ମୂଳାଷ୍ଟମୀ ଠାରୁ ମହାଷ୍ଟମୀ ପର୍ଯ୍ୟନ୍ତ ଶକ୍ତି ପୀଠ ଗୁଡିକରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା । ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ଶାରଳାଙ୍କ ପୀଠରେ ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଛି ଶାରଦୀୟ ଦୁର୍ଗାପୂଜା । ସକାଳୁ ମା ଙ୍କ ସ୍ନାନ…

ଅମିତ ରୋହିଦାସଙ୍କୁ ଦେଢ କୋଟିର ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ହକି ହିରୋ ଅମିତ ରୋହିଦାସଙ୍କୁ ଦେଢ କୋଟି ପୁରସ୍କାର  । ଏହି ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଏସୀୟ କ୍ରୀଡା ହକିରେ ସ୍ବର୍ଣ୍ଣ ବିଜୟ ପାଇଁ ତାଙ୍କୁ ଏହି ପୁରସ୍କାର ଦିଆଯିବ  । ହାଙ୍ଗଝୌରେ ଚାଲିଥିବା ଉନବିଂଶ ଏସୀୟ ଗେମ୍ସରେ ଭାରତର…

ବିମାନ ବନ୍ଦରରେ ସହିଦ ସରୋଜ ଦାସଙ୍କ ପାର୍ଥିବ ଶରୀର, ଦିଆଗଲା ଗାର୍ଡ ଅଫ୍ ଅନର

ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲା ସହିଦ ସରୋଜ ଦାସଙ୍କ ପାର୍ଥିବ ଶରୀର । ସିକ୍କିମ ପ୍ରଳୟଙ୍କରୀ ବନ୍ୟାରେ ୨୩ ଜଣ ଯବାନ ଭାସି ଯାଇଥିଲେ । ଓଡ଼ିଆ ଯବାନ ସରୋଜ ଦାସ ମଧ୍ୟ ଭାସି ଯାଇଥିଲେ। ତାଙ୍କ ମର ଶରୀରକୁ ଉଦ୍ଧାର କରାଯାଇ ଥିବାବେଳେ ଭୁବନେଶ୍ବରରେ ପାର୍ଥିବ ଶରୀର ପହଞ୍ଚିଛି ।…

ବଢିଲା ବିଜୟ ଶଙ୍କର ଦାସଙ୍କ ଅଡୁଆ; ସବ୍ ରେଜିଷ୍ଟ୍ରୀ ଅଫିସରେ ପ୍ରେମିକା ସୋମାଲିକା

କଟକ: ବଢିବାରେ ଲାଗିଛି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କରଙ୍କ ଅଡ଼ୁଆ । ବିଧାୟକ ବିଜୟ ଶଙ୍କରଙ୍କ ପ୍ରେମିକା ସୋମାଲିକା ଆଜି କଟକ ସବରେଜିଷ୍ଟ୍ରୀ ଅଫିସରେ ପହଞ୍ଚିଛନ୍ତି । ବିଜୟଙ୍କ ବିବାହ ଆବେଦନ ସମ୍ପର୍କରେ କମ୍ପ୍ଲେନ କରିବାକୁ ସେ କଟକ ସବରେଜିଷ୍ଟ୍ରୀ ଅଫିସରେ ପହଞ୍ଚିଥିବା ସୂଚନା ମିଳିଛି ।…

ରାସ୍ତାରେ ଯାଉଥିଲେ ଦୁଇ ନିବସ୍ତ୍ର ମହିଳା: ଉତ୍ତରୀୟ ଦେଇ ଲଜ୍ଜା ରକ୍ଷା କଲେ ବିଧାୟିକା

ସୁନ୍ଦରଗଡ: ସେ ଦୃଶ୍ୟ  ଖାଲି ଲଜ୍ଜାଜନକ ନ ଥିଲା । ବରଂ ସଭ୍ୟ ସମାଜ ପ୍ରତି ଥିଲା ଏକ ଅପମାନ । ଜନଗହଳିପୂର୍ଣ୍ଣ ରାସ୍ତାରେ ଚାଲିଥିଲେ ୨ ଜଣ ମହିଳା । ଜଣଙ୍କ ବୟସ ୨୭ ଏବଂ ଅନ୍ୟ ଜଣଙ୍କର ୪୫ । ଦେହରେ ପୋଷାକ ନ ଥିଲା । ସମ୍ପୂର୍ଣ୍ଣ ନଗ୍ନ । ସମସ୍ତେ ଦେଖୁଥିଲେ । ହେଲେ କେହି ଭାବୁ ନ ଥିଲେ…

ପଳାସ ଗଛରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା କାରଣ ଖୋଜୁଛି ପୋଲିସ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅରିଗାଁ ମହାନଦୀ ନିକଟରେ ଅଭାବନୀୟ ଘଟଣା ଘଟିଛି  । ଏକ ପଲାସ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି  । ମୃତକ ବାବୁପାଲି ପଞ୍ଚାୟତ ପଲସାପାଲି ଗାଁର ପ୍ରେମସିଲା ଠାଟି ବୋଲି ଜଣାପଡିଛି  । ସୂଚନା ଅନୁସାରେ…

ଶାରଦୀୟ ଦୁର୍ଗାପୂଜା ୨୦୨୩: ଶ୍ରୀକ୍ଷେତ୍ରରେ ଥିବା ସମସ୍ତ ଶକ୍ତି ପୀଠରେ ଆରମ୍ଭ ହୋଇଛି ଷୋଳପୂଜା

ପୁରୀ: ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣର ଷୋଳପୂଜା । ଗଜପତିଙ୍କ ଶ୍ରୀନହରରେ ଗଜପତିଙ୍କ ରାଜଗୁରୁ ବ୍ରାହ୍ମଣମାନଙ୍କୁ ବରଣ କରି ଦୁର୍ଗାପୂଜାର ଶୁଭାରମ୍ଭ କରିଛନ୍ତି । ୧୬ ଦିନ ଧରି ଏହି ପୂଜା ଅନୁଷ୍ଠିତ ହେଉଥିବା ବେଳେ ରାଜଗୁରୁ ପୁରୋହିତଙ୍କୁ ଗଜପତି ମହାରାଜାଙ୍କ…