Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶିଶୁ ଅଦଳବଦଳ ରୋକିବାକୁ ଏଣିକି କ୍ୟାପିଟାଲ ହସ୍ପିଟାଲରେ ନବଜାତ ଶିଶୁଙ୍କ ଗୋଡ଼ରେ ଲାଗିବ ଟ୍ଯାଗ୍

ଭୁବନେଶ୍ୱର: ନିକଟରେ 'ଛୋଟ ଛୁଆ ଅଦଳ ବଦଳ' ଅଭିଯୋଗ ଆସିବା ପରେ, ଯାହା ପରେ ମିଛ ପ୍ରମାଣିତ ହୋଇଥିଲା, ଏବେ ନବଜାତ ଶିଶୁଙ୍କ ଜନ୍ମର ତୁରନ୍ତ ପରେ ସେମାନଙ୍କ ଗୋଡ଼ରେ ଟ୍ୟାଗ୍ ଲଗାଇବା ପାଇଁ ନିଷ୍ପତ୍ତି ନେଇଛି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ। କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ…

ମାଓବାଦୀଙ୍କ ମୁକାବିଲା ପାଇଁ କେନ୍ଦ୍ରକୁ ହେଲିକପ୍ଟର ମାଗିଲା ଓଡ଼ିଶା

ନୂଆଦିଲ୍ଲୀ: ଓଡ଼ିଶାରେ ମାଓବାଦୀଙ୍କ ମୁକାବିଲା ପାଇଁ ସୁରକ୍ଷା ବାହିନୀକୁ ସହାୟତା କରିବା ପାଇଁ ଏକ ଉତ୍ସର୍ଗୀକୃତ ହେଲିକପ୍ଟର ଓ ଅଧିକ ମୋବାଇଲ ଟାଓ୍ବାର ଯୋଗାଇ ଦେବାକୁ ଓଡ଼ିଶା ସରକାର ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ…

ରିଲ୍ସ ସୁଟିଂ ବେଳେ ଯୁବତୀଙ୍କୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ଯୁବକ, ଜଳକା ସାଜିଲେ ସହଯୋଗୀ

ଖୋର୍ଦ୍ଧା: ବନ୍ଧୁମାନଙ୍କ ସହ ରିଲ୍ ସୁଟିଂ କରୁଥିବା ବେଳେ ଶୁକ୍ରବାର ଜଣେ ଯୁବକ ଜଳାଶୟରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ କଟକ ଜିଲ୍ଲା ସାଲେପୁରର ଆଶୁତୋଷ ବେହେରା। ମିଳିଥିବା ସୂଚନା ଅନୁଯାୟୀ, ଆଶୁତୋଷ ଓ ତାଙ୍କ ସାଙ୍ଗମାନେ ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ପାଇଁ ଭିଡିଓ ସୁଟିଂ…

ମାହାଙ୍ଗା ଡବଲ ମର୍ଡର: ବିଧାୟକ ପ୍ରତାପ ଜେନାଙ୍କୁ କୋର୍ଟଙ୍କ ସମନ

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ। ବିଧାୟକ ପ୍ରତାପ ଜେନାଙ୍କୁ କୋର୍ଟଙ୍କ ସମନ। ସମନ ଜାରି କଲେ ସାଲେପୁର ଜେଏମଏଫସି କୋର୍ଟ। ସ୍ପେଶାଲ ମେସେଞ୍ଜର ଜରିଆରେ ସମନ ପଠାଇଲେ କୋର୍ଟ। ଅକ୍ଟୋବର ୩୧ରେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

ବିରଜାଙ୍କ ପୀଠରେ ଆରମ୍ଭ ହୋଇଛି ଷୋଡଶ ଉପଚାର ପୂଜା

ଯାଜପୁର: ଧରାପୃଷ୍ଠକୁ ଅବତରଣ କରିବେ ମା'। ଏଥିପାଇଁ ପ୍ରତ୍ୟେକ ଶକ୍ତିପୀଠ ହୋଇଉଠିଛି ଚଳଚଞ୍ଚଳ। ମା'ଙ୍କ ଆଗମନ ପାଇଁ ଚାଲିଛି ପ୍ରସ୍ତୁତି। ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ଆରମ୍ଭ ହୋଇଛି ଷୋଡଶ ଉପଚାର ପୂଜା। ଏହି ପୂଜା ଆଗାମୀ ୧୬ ଦିନ ଧରି ଲାଗି ରହିବ। ଆଶ୍ୱିନ ମାସ…

ସିଜିମାଳୀ ଖଣି ଖନନକୁ ନେଇ କାଶୀପୁରରେ ଖଣି ସମର୍ଥକଙ୍କ ଶୋଭାଯାତ୍ରା

ରାୟଗଡ଼ା: ସିଜାମାଳିରେ ବେଦାନ୍ତର ଖଣି ଖନନକୁ ନେଇ ସମର୍ଥକ ଓ ବିପକ୍ଷ ମଧ୍ୟରେ ତୁ ତୁ ମେ ମେ ଚାଲିଥିବା ବେଳେ ଆଜି କମ୍ପାନୀ ସମର୍ଥକ ଦ୍ୱାରା କାଶୀପୁର ଠାରେ ଶକ୍ତି ପ୍ରଦର୍ଶନ କରାଯାଇଛି। ଖଣି ଖନନକୁ ସମର୍ଥନ କରି ଆଜି କାଶୀପୁରଠାରେ ଏକ ଶୋଭାଯାତ୍ରା ଆୟୋଜନ କରିଥିବା ବେଳେ ସରକାରଙ୍କ…

ନୀଳଗିରିରୁ ସୁକାନ୍ତ ନା ପୁଣି ଫେରିବେ ପ୍ରତାପ?

ଭୁବନେଶ୍ୱର: ରାଜ୍ୟ ରାଜନୈତିକ ଦୃଷ୍ଟିକୋଣରୁ ଅନ୍ୟତମ ପ୍ରମୁଖ ବିଧାନସଭା କ୍ଷେତ୍ର ହେଉଛି ବାଲେଶ୍ୱର ଜିଲ୍ଲାର ନୀଳଗିରି ବିଧାନସଭା କ୍ଷେତ୍ର। ନୀଳଗିରି ବିଧାନସଭା ଆସନର ଇତିହାସକୁ ଦେଖିଲେ ଏହି ସିଟରେ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ଜିତିଛନ୍ତି। କଂଗ୍ରେସଠୁ ଆରମ୍ଭ କରି ଜନତା…

ଓଡିଶା ପାଇଁ ଗୌରବ:ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଲେ ଚାନ୍ଦବାଲିର ପୁଅ

ଭଦ୍ରକ: ଓଡିଶା ପାଇଁ ଗୌରବ ଆଣିଲେ ଚାନ୍ଦବାଲି ପୁଅ ଚିତ୍ତରଂଜନ ତ୍ରିପାଠୀ  । ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର ନିର୍ଦ୍ଦେଶକ ଭାବେ ପାଇଲେ ନିଯୁକ୍ତି । ଅଭିନେତା, ପ୍ରଯୋଜକ ଓ ନିର୍ଦ୍ଦେଶକ ତଥା ନାଟ୍ୟକର୍ମୀ ଚିତ୍ତରଂଜନ ତ୍ରିପାଠୀ ଦିଲ୍ଲୀସ୍ଥିତ ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର…

ପଇସା ଦେଲାନି ବୋଲି ଭଉଣୀଙ୍କୁ ଗୁଳି କରି ହତ୍ୟା କଲା ଭାଇ

କେନ୍ଦୁଝର: ଭାଇ ସାଜିଲା ହତ୍ୟାକାରୀ । ଯେଉଁ ଭାଇ ହାତରେ ଦିନ ରାଖି ବାନ୍ଧିଥିଲା ସେହି ହାତରେ ଫୁଟାଇଲା ଗୁଳି । ଚାଲିଗଲା ଭଉଣୀ ଜୀବନ । ସାମାନ୍ୟ ଟଙ୍କା କେତେଟା ପାଇଁ ଭଉଣୀକୁ ଗୁଳିକରି ମାରିଦେଲା ଭାଇ । ଏପରି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ସମଗିରି…

ମାଲକାନଗିରିରେ କଂଗ୍ରେସ ମୂଳନିବାସୀ ଜନଜାଗରଣ ସମାବେଶ ଅନୁଷ୍ଠିତ

ମାଲକାନଗିରି : ୨୦୨୪ ବର୍ଷ ଓଡିଶାରେ କଂଗ୍ରେସର ବର୍ଷ ହେବ  । ବିଜେଡି ସରକାରକୁ ଟାର୍ଗେଟ୍ କରି ଏପରି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ  । ସରକାର ଆଦିବାସୀ ଅଧୃଷିତ ଅଞ୍ଚଳରେ ବିକାଶର ଡିଣ୍ଡିମ ପିଟୁଛନ୍ତି ସତ ହେଲେ ବିକାଶର ଘର ଶୂନ୍  । ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି…