Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ: ୪ଟା ପର୍ଯ୍ୟନ୍ତ ବିଧାନସଭା ମୁଲତବି

ଭୁବନେଶ୍ୱର: ସୁରୁଖୁରୁରେ ଚାଲିପାରୁନି ବିଧାନସଭା । ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତାକାଲି ସରିବାକୁ ଥିବାବେଳେ ଆଜି ମଧ୍ୟ ବିରୋଧିଙ୍କ ହଟ୍ଟଗୋଳ ପାଇଁ ମୁଲତବି ରହିଲା ଗୃହ । ଗୃହ କାର୍ଯ୍ୟ ଆରମ୍ଭରୁ ହିଁ ବିରୋଧି ନାରାବାଜି କରିବା ଆରମ୍ଭ କରିଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ବିବୃତିରୁ…

ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ

ବାଲିଗୁଡା: ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ। ନିଆଁରେ ଲକ୍ଷାଧିକ ଟଙ୍କାର ଚକଲେଟ୍ ଓ ବିସ୍କୁଟ ପୋଡି ନଷ୍ଟ ହୋଇଯାଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟ୍ଟଖଣ୍ଡା ସାହିରେ ଘଟିଛି ଏହି ଅଘଟଣ । ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛନ୍ତି…

ଭୁବନେଶ୍ବର ଲୋକସେବା ଭବନରେ ଅଗ୍ନିକାଣ୍ଡ: ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା

ଭୁବନେଶ୍ବର: ଭୁବନେଶ୍ବର ଲୋକସେବା ଭବନରେ ଅଗ୍ନିକାଣ୍ଡ । ରାଜଧାନୀ ଭୁବନେଶ୍ବରରେ ଥିବା ଲୋକସେବା ଭବନରେ ନିଆଁ ଲାଗିଯାଇଛି  ।  ଲୋକସବା ଭବନର ପ୍ରଥମ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି  ।  ରାଜସ୍ବ ବିଭାଗ କାର୍ଯ୍ୟାଳୟରେ ନିଆଁ ଲାଗିଯାଇଛି  । ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା…

କାର୍ତ୍ତିକ ବ୍ରତ: ହବିଷ୍ୟାଳିଙ୍କ ପାଇଁ ଆଜି ଠାରୁ ପଞ୍ଜିକରଣ ଆରମ୍ଭ

ପୁରୀ: କାର୍ତ୍ତିକ ମାସରେ ବ୍ରତ ପାଳନ ପାଇଁ ହବିଷ୍ୟାଳି ଯୋଜନାରେ ଆଜି ଠାରୁ ପଞ୍ଜିକରଣ ଆରମ୍ଭ ହେବ । ଚଳିତବର୍ଷ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ୩ ହଜାରରୁ ଉର୍ଦ୍ଧ ହବିଷ୍ୟାଳିଙ୍କୁ ବ୍ରତ ପାଳନର ସୁଯୋଗ ମିଳିବ । ଏଥିପାଇଁ ବୃନ୍ଦାବତୀ ନିବାସ ସହ ଅନ୍ୟ ତିନୋଟି ସ୍ଥାନରେ ହବିଷ୍ୟାଳି ଶିବିରରେ…

ଘରେ ଶୋଇଥିବାବେଳେ ଭୁଶୁଡି ପଡିଲା କାନ୍ଥ: ବାପା ମୃତ, ପୁଅ ଗୁରୁତର

ସୁନ୍ଦରଗଡ : ଗତ କିଛି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ଏହାରି ମଧ୍ୟରେ ସୁନ୍ଦରଗଡରୁ ଆସିଛି ଏକ ଦୁଃଖଦ ଘଟଣା  । ଲଗାଣ ବର୍ଷା ଯୋଗୁଁ  କାନ୍ଥ ଭୁଶୁଡି ଜଣେ ବାପାଙ୍କର ମୃତ୍ୟୁ ହୋଇଥିବାବେଳେ ପୁଅ ଗୁରୁତର ହୋଇଛି । ମୃତକ କୁରୁନାଥ କାନ୍ତା ବୋଲି ଜଣାପଡିଛି ।…

ସୁନ୍ଦରଗଡ଼ରେ ଥମୁନି ସ୍କ୍ରବ ଟାଇଫସ୍ ଆତଙ୍କ: ଆଜି ପୁଣି ୪ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ:  ସୁନ୍ଦରଗଡ ଜିଲ୍ଲାର ପିଛା ଛାଡୁନି  ସ୍କ୍ରବ୍ ଟାଇଫସ୍  । ଦିନକୁ ଦିନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି  । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୪ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି  । ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୩୦୮କୁ ବୃଦ୍ଧି…

ବିଧାନସଭା ମୌସୁମୀ ଅଧିବେଶନ: ଆଜି ପାରିତ ହେବ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ

ଭୁବନେଶ୍ଟର:  ବିଧାନସଭା ମୌସୁମୀ ଅଧିବେଶନରେ ଦୁଇ ଦିନର ବିରତି ପରେ ଆଜି ଚାଲିବ ଗୃହ । ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ଗତ ୨୨ ତାରିଖରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୮ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କରିଥିଲେ । ବିଧାନସଭା ଆରମ୍ଭ ଦିନଠୁ ବିଭିନ୍ନ…

ମାନସିକ ଚାପ ଦୂର କରିବାକୁ ଡାକ୍ତରଙ୍କୁ ବିଦେଶ ପଠାଇବେ ସରକାର, ବଢ଼ିଲା ବିତର୍କ

ଭୁବନେଶ୍ୱର: ଓଡ଼ିଶା ସରକାର ଡାକ୍ତର ଓ ସ୍ୱାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ଅଧିକାରୀଙ୍କୁ ବିଦେଶ ଗସ୍ତରେ ପଠାଇ ସେମାନଙ୍କ ଦକ୍ଷତା ବୃଦ୍ଧି ଓ ମାନସିକ ଚାପ ଦୂର କରିବା ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି। ତେବେ ଏହି ପଦକ୍ଷେପକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ କିଛି ଲୋକ ଏଭଳି ଯାତ୍ରାର…

ଏସସିବିରେ ବିଦ୍ୟୁତ ବିଭ୍ରାଟ ପରେ ପାଣି ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେପି

ଭୁବନେଶ୍ୱର: ରାଜ୍ୟର ସର୍ବପୁରାତନ ଓ ବ୍ୟସ୍ତବହୁଳ କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ବିଜୁଳି ସମସ୍ୟା ପରେ ପାଣି ସମସ୍ୟା ଦେଖାଦେଇଛି। ଫଳରେ ରୋଗୀ ଓ ସମ୍ପର୍କୀୟ ନାହିଁ ନଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଏହି ବିଜୁଳି ସମସ୍ୟା ନେଇ ବର୍ତ୍ତମାନ ରାଜ୍ୟ ସରକାରଙ୍କୁ…

ଜନ ସମ୍ପର୍କ ପଦଯାତ୍ରା ବେଳେ ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳ

କଟକ: ସାଲେପୁରରେ ସୋମବାର ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ଘଟଣା ଦଳ ଭିତରେ ଚାଲିଥିବା ଅନ୍ତଃକନ୍ଦଳକୁ ପଦାରେ ପକାଇଛି। ସ୍ଥାନୀୟ ବିଜେଡି ନେତା ହିମାଂଶୁ ମହାନ୍ତି ଓ ତାଙ୍କ ସମର୍ଥକମାନେ ମହାତ୍ମାଗାନ୍ଧୀଙ୍କ ଫଟୋ ଓ ବ୍ୟାନର ଧରି…