Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଂଲାଦେଶୀଙ୍କୁ ଭଡ଼ା ଘରେ ରଖିବା ଘଟଣା, ମୁଖ୍ୟ ଅଭିଯୁକ୍ତ ଘରେ ପୋଲିସ ରେଡ୍‌

ଜଗତସିଂହପୁର: ବାଂଲାଦେଶୀଙ୍କୁ ଭଡ଼ା ଘରେ ରଖିବା ଘଟଣା। ମୁଖ୍ୟ ଅଭିଯୁକ୍ତ ସିକନ୍ଦର ଆଲାମ ଘରେ ପୋଲିସ ରେଡ୍‌। ଧନିପୁର ବସ୍ତିରେ ଥିବା ଘରେ ଚାଲିଛି ପୋଲିସର ସର୍ଚ୍ଚ ଅପରେସନ୍। ଅତିରିକ୍ତ ଏସ୍‌ପି ଓ ଏସ୍‌ଡିପିଓଙ୍କ ସହ ୨ପ୍ଲାଟୁନ ଫୋର୍ସ ମୁତୟନ ହୋଇଛି। ସରକାରୀ ଜାଗା, ବେଆଇନ୍ ମଦ୍ରାସା,…

ଚଳନ୍ତା ବସରେ ଡ୍ରାଇଭରଙ୍କୁ ହୃଦଘାତ, ନିଜେ ଚାଲିଗଲେ ହେଲେ ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ

ମାଲକାନଗିରି: ଚଳନ୍ତା ବସରେ ବସ ଡ୍ରାଇଭରଙ୍କୁ ହୃଦଘାତ । ନିଜେ ଚାଲିଗଲେ ହେଲେ ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ। ଗୁରୁବାର ଦିନ ଓଡ଼ିଶାର ଜଣେ OSRTC ବସ୍ ଡ୍ରାଇଭରଙ୍କ ହୃଦଘାତ ହୋଇଥିଲା, କିନ୍ତୁ ସେ ସାହସର ସହିତ ପ୍ରଥମେ ବସ୍‌ଟିକୁ ସୁରକ୍ଷିତ ଭାବରେ ରାସ୍ତା କଡ଼କୁ ସାଇଡ କରିଦେଇଥିଲେ।…

Pitavas Panda Murder Case: ପୀତବାସ ପଣ୍ଡା ହତ୍ୟା ଘଟଣା: ପୋଲିସ ସୁରକ୍ଷା ହଟାଇବାକୁ ପତ୍ନୀଙ୍କ ଅନୁରୋଧ

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ହତ୍ୟା କରିବା ପରେ ତାଙ୍କ ପରିବାର ପ୍ରତି ବିପଦ ଆଶଙ୍କା କରି ପୋଲିସ ପକ୍ଷରୁ ସେମାନଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇଥିଲା। କିନ୍ତୁ ଏହି ପୋଲିସ ସୁରକ୍ଷା ହଟାଇଦେବାକୁ ପୀତବାସଙ୍କ ସ୍ତ୍ରୀ ସୁସ୍ମିତା ପଣ୍ଡା ବୈଦ୍ୟନାଥପୁର ଥାନାରେ ଲିଖିତ ଜଣାଇଛନ୍ତି।…

ବାପାର ଦଶାହ ଦିନ ଚାଲିଗଲା ପୁଅର ଜୀବନ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଅତରଙ୍ଗ ଗ୍ରାମରେ ଘଟିଛି ଦୁଃଖଦ ଘଟଣା। ବାପା ମରିବାର ୧୦ ଦିନରେ ପୁଅର ମୃତ୍ୟୁ ହୋଇଥିବାରୁ ଗାଁରେ ଶୋକର ଛାୟା ଖେଳିଯାଇଛି। ବାପାର ଦଶାହ କାର୍ଯ୍ୟ ଏବଂ ପୁଅର ଅନ୍ତ୍ୟେଷ୍ଟି କ୍ରିୟା କେମିତି ହେବ ସେଥିପାଇଁ ପରିବାର, ବନ୍ଧୁବାନ୍ଧବ ଓ ଗ୍ରାମବାସୀ ଏବେ…

Loot: ବନ୍ଧୁକ ମୁନରେ ପରିବହନ କାର୍ଯ୍ୟାଳୟରୁ ଲୁଟ୍,୩ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଲେ

ସୁନ୍ଦରଗଡ: ବଣାଇଁ ଉପଖଣ୍ଡ ଖଣି ଅଞ୍ଚଳ କୋଇଡାରେ ପୁଣି ଗତ ରାତିରେ ଏକ ଘରୋଇ ପରିବହନ ସଂସ୍ଥା ମା ତାରିଣୀ ଟ୍ରାନ୍ସପୋର୍ଟରୁ ବନ୍ଧୁକ ମୁନରେ ଦୁର୍ବୃତ୍ତମାନେ ସାଢେ ତିନିଲକ୍ଷ ଟଙ୍କା ଲୁଟି ଫେରାର ମାରିଛନ୍ତି । ରାତି ୧୨ଟାରେ ୭ରୁ ୮ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଲୁଟ୍ କରିଥିବା ଅଭିଯୋଗ ହୋଇଛି…

National Para Swimming Championships: ଜାତୀୟ ପାରା ସନ୍ତରଣ ଚାମ୍ପିୟନସିପ୍-୨୦୨୫ରେ ଓଡିଶାର ୩୯ ପଦକ ହାସଲ

ଭୁବନେଶ୍ୱର: ହାଇଦ୍ରାବାଦରେ ଆୟୋଜିତ ହୋଇଥିବା ଜାତୀୟ ପାରା ସନ୍ତରଣ ଚାମ୍ପିୟନସିପ୍-୨୦୨୫ରେ ଓଡ଼ିଶା ପାରା କ୍ରୀଡ଼ାବିତ୍‌ମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଓଡ଼ିଶାର ପାରା ସନ୍ତରଣ ଦଳ ଏହି ପ୍ରତିଯୋଗିତାରେ ୮ଟି ସ୍ବର୍ଣ୍ଣ, ୧୮ଟି ରୌପ୍ଯ ଓ ୧୩ଟି କାଂସ୍ଯ ସର୍ବମୋଟ ୩୯ଟି ପଦକ ହାସଲ…

Odisha High Court: ହାଇକୋର୍ଟରୁ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଆଶ୍ବସ୍ତି, ମୋକଦ୍ଦମା ଖାରଜ

କଟକ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଛି ବହୁତ ବଡ଼ ଆଶ୍ବସ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ଲୋକସଭା ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ବାଚନକୁ ଚାଲେଞ୍ଜ କରି ହାଇକୋର୍ଟରେ ଦାୟର ନିର୍ବାଚନୀ ମୋକଦ୍ଦମାକୁ ହାଇକୋର୍ଟ ଖାରଜ କରିଛନ୍ତି। ଫଳରେ ୨୦୨୪ରୁ…

ପୋଲିସ ସାଧାରଣ ଲୋକଙ୍କ ପ୍ରତି ବନ୍ଧୁତ୍ୱପୂର୍ଣ୍ଣ ବ୍ୟବହାର ପ୍ରଦର୍ଶନ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉଦଯାପିତ ହେଲା ଦୁଇ ଦିନିଆ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ସମ୍ମିଳନୀ । ଭୁବନେଶ୍ୱର ଲୋକସେବା ଭବନ କନ୍‌ଭେନସନ ସେଣ୍ଟର ଠାରେ ଗତକାଲି ଠାରୁ ଆରମ୍ଭ ହୋଇଥିବା ଦୁଇ ଦିନିଆ ରାଜ୍ୟ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ସମ୍ମିଳନୀ ଆଜି ଉଦଯାପିତ ହୋଇଛି । ଉଦଯାପନୀ…

ଭୁବନେଶ୍ୱର ଫରେଷ୍ଟ ପାର୍କ ଅଞ୍ଚଳରେ ଭାଙ୍ଗିଲା କୋଚିଂ ସେଣ୍ଟର

ଭୁବନେଶ୍ୱର: ସର୍ଭେ ଏବଂ ପ୍ରବର୍ତ୍ତନ ବିଭାଗର ଉପ-ନିର୍ଦ୍ଦେଶକଙ୍କ ଆବେଦନ ପରେ ଫରେଷ୍ଟ ପାର୍କ ଅଞ୍ଚଳରେ ବେଆଇନ ଭାବରେ ଚାଲୁଥିବା ଏକ ତିନି ମହଲା ବିଶିଷ୍ଟ କୋଚିଂ ସେଣ୍ଟର୍ କୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (BDA) ଭାଙ୍ଗି ଦେଇଥିବା ସୂଚନା ମିଳିଛି। ତେବେ ପୂର୍ବରୁ BDA କୋଚିଂ…

ଚଳଚ୍ଚିତ୍ର ଅଭିଲେଖାଗାର ପ୍ରତିଷ୍ଠା ନେଇ ରାଜ୍ୟ ସରକାର ଓ ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍‌ ମଧ୍ୟରେ ଏମଓୟୁ ସ୍ଵାକ୍ଷରିତ

ଭୁବନେଶ୍ଵର: ଶେଷ ହେଲା ୧୦ମ ଚଳଚ୍ଚିତ୍ର ସଂରକ୍ଷଣ ଏବଂ ପୁନରୁଦ୍ଧାର କର୍ମଶାଳା । ଏହି ଅବସରରେ ଓଡ଼ିଶା ସରକାର ଓ ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍‌ ମଧ୍ୟରେ ରାଜ୍ୟ ଚଳଚ୍ଚିତ୍ର ଅଭିଲେଖାଗାର ପ୍ରତିଷ୍ଠା ନେଇ ଏକ ଏମ୍ଓୟୁ ସ୍ଵାକ୍ଷରିତ ହୋଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର…