Latest Odisha News

BREAKING NEWS

Browsing Category

ଓଡିଶା

Odisha

ପାଣି ଛିଟାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଫେରାର୍ , ପୋଲିସର ତଦନ୍ତ ଜାରି

ପାରାଦୀପ : ପାଣି ଛିଟା ରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ରାସ୍ତାରେ ପାଣି ଛିଟିକି ପଡିବାରୁ ତୁମୁଳକାଣ୍ଡ ସୃଷ୍ଟି ହୋଇଛି  । ଯାହାକୁ ନେଇ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲା ଅଭିଯୁକ୍ତ । ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପାରାଦୀପ ଲକ୍ ପଡା ଅଞ୍ଚଳରେ । ସୂଚନା ମୂତାବକ ଗତକାଲି…

ସୁବର୍ଣ୍ଣପୁର କମିରା ଗାଁରେ ଝାଡାବାନ୍ତି ଆତଙ୍କ, ୩୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କମିରା ଗାଁରେ ଝାଡାବାନ୍ତି ଆତଙ୍କ । ଏବେ ପର୍ଯ୍ୟନ୍ତ ଝାଡାବାନ୍ତିରେ ପ୍ରାୟ ୩୦ରୁ ଉର୍ଦ୍ଧ୍ବ ଲୋକ ଆକ୍ରାନ୍ତ ହେଲେଣି  । ସେମାନଙ୍କ ମଧ୍ୟରୁ ୧୬ ଜଣ ସୁସ୍ଥ ହୋଇଥିବା ସୂଚନା ମିଳିଛି । ତେବେ ଦେଢ ମାସରେ ୩ ଜଣ ଆକ୍ରାନ୍ତଙ୍କ…

ଶିମିଳିପାଳ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ: ଜଣେ ଗିରଫ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରୁ ପୁଣି କଲରାପତରିଆ ବାଘଛାଲ ଜବତ । ଏଥିସହ ଜଣକୁ ଗିରଫ କରିଛି ବନବିଭାଗ । ଶିମିଳିପାଲ ୱାଇଲ୍ଡ ଲାଇଫ ଇଣ୍ଟେଲିଜେନ୍ସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଡିଭିଜନର ଟିମ୍ ଚଢ଼ାଉ କରି ଏହି ବାଘଛାଲ ଜବତ କରିଛି ।…

ବିକ୍ରି ପାଇଁ ଡିଲ ବେଳେ ମାଡି ବସିଲା ଏସଟିଏଫ୍: ଜଣେ ବେପାରୀ ଗିରଫ, ବଜ୍ରକାପ୍ତା ଜବତ

ଭୁବନେଶ୍ବର: ଏସଟିଏଫ୍ ପଞ୍ଝାରେ ବଜ୍ରକାପ୍ତା ବେପାରୀ । ବଲାଙ୍ଗୀର ଜିଲ୍ଲା ଦେବଗାଁଓ ବିଡି ଘାଟ ନିକଟରେ ଅଭାବନୀୟ ଘଟଣା ଘଟିଛି । ବିକ୍ରି ପାଇଁ ଡିଲ ହେଉଥିବାବେଳେ ଏସଟିଏଫ ପଞ୍ଝାରେ ପଡିଛି ବଜ୍ରକାପ୍ତା ବ୍ୟବସାୟୀ । ଜୀବନ୍ତ ବଜ୍ରକାପ୍ତାକୁ ଜବତ କରିବା ସହ ଜଣେ ବେପାରୀକୁ ଗିରଫ କରିଛି ଟିମ୍…

୩୦ ଜିଲ୍ଲାରେ ବୁଲିବ ସାଇବର ସଚେତନତା ରଥ : ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ୩୦ ଜିଲ୍ଳାରେ ବୁଲିବ ସାଇବର ସଚେତନତା ରଥ। ଦିନକୁ ଦିନ ସାଇବର ଅପରାଧ ବୃଦ୍ଧି ପାଉଛି  । ଯାହାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି । ଆଜି ସାଇବର ସୁରକ୍ଷା ଅଭିଯାନ ଓ ସାଇବର ସୁରକ୍ଷା ରଥର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨ ତାରିଖରୁ  ଏହି ରଥ…

ରତ୍ନଭଣ୍ଡାର ପ୍ରସଙ୍ଗ : ହାଇକୋର୍ଟଙ୍କ ରାୟ ପରେ ସିଂହଦ୍ୱାରରେ ଦୀପ ଜାଳିବା ସହ ମିଠା ବାଣ୍ଟିଲା ଜଗନ୍ନାଥ ସେନା

ପୁରୀ: ରତ୍ନଭଣ୍ଡାର ସୁରକ୍ଷା ସମ୍ପର୍କିତ ମାମଲାରେ ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ  । ହାଇ ପାଓ୍ବାର କମିଟି ଗଠନ କରିବା ଲାଗି ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି  । ତେବେ ଏହି ପ୍ରସଙ୍ଗରେ ଆଜି ଜଗନ୍ନାଥ ସେନା ସିଂହଦ୍ୱାରରେ ଦୀପ ଜାଳିବା ସହ ମିଠା ବାଣ୍ଟିଥିବା ଦେଖିବାକୁ…

ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ, ଗୃହକୁ ୪ଟା ଯାଏଁ ମୁଲତବି କଲେ ବାଚସ୍ପତି

ଭୁବନେଶ୍ଵର: ଗୃହକାର୍ଯ୍ୟ ଆରମ୍ଭରୁ ଗୃହରେ ବିରୋଧୀ ମାନଙ୍କର ପ୍ରବଳ ହଟ୍ଟଗୋଳ । ବିରୋଧୀ ଦଳ ନେତାଙ୍କୁ ଅସମ୍ମାନ ଏବଂ ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରି ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ । ପୋଡିୟମ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକ…

ବଜ୍ରାଘାତ ନେଲା ଜୀବନ: ଜଣେ ମହିଳା ମୃତ, ୩ ଗୁରୁତର

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ କୋଟସମଲାଇ ଗାଁରେ ଅଘଟଣ । ବଜ୍ରାଘାତରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି  । ମୃତ ମହିଳା ଜଣକ ସୁବାସିନୀ ନାୟକ ବୋଲି ଜଣାପଡିଛି  । ଗତକାଲି ଅପରାହ୍ନରେ ୪ଜଣ ମହିଳା ବିଳରେ କାମ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା  । ଫଳରେ ୪ ମହିଳା…

ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର , ଆଜିଠୁ ପ୍ରବଳ ବର୍ଷିବ !

ଭୁବନେଶ୍ୱର : ବଙ୍ଗୋପସଗାରରେ ସୁଦୃଶ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ  । ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହା ଉତ୍ତର-ପଶ୍ଚିମକୁ ଗତି କରି ଉତ୍ତର ଓଡିଶା ମୁହାଁ ହେବ…

ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ

ମୋହନା : ଗଜପତି ଜିଲ୍ଲା ମୋହନା ଥାନା ହିକିରିକୁପା ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ରାସ୍ତାକଡକୁ ଖସିପଡିଛି  । ଫଳରେ ଏକ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ । ଗତକାଲି ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି । ଆର.ବି. କୋଚ୍ ନାମକ ଘରୋଇ…