Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ପିତୃପକ୍ଷ: ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼

ପୁରୀ: ଆଜିଠୁ ଆରମ୍ଭ ହୋଇଛି ପିତୃପକ୍ଷ । ଆଶ୍ୱିନ ମାସର ପ୍ରଥମ ପକ୍ଷ "ପିତୃ ପକ୍ଷ" ନାମରେ ଜଣା । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ "ପିତୃପର୍ବ" ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ…

ଭୟ ବଢାଉଛି ସ୍କ୍ରବ୍ ଟାଇଫସ: ସୁନ୍ଦରଗଡ଼ରୁ ପୁଣି ୨୦ ପଜିଟିଭ୍ ଚିହ୍ନଟ

ସୁନ୍ଦରଗଡ: ଅଟକିବାର ନାଁ ଧରୁନି ରାଜ୍ୟରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା । ଦିନକୁ ଦିନ ବଢିବାରେ ଲାଗିଛି ସ୍କ୍ରବ୍ ଟାଇଫସ । ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲା ସ୍କ୍ରବ୍‌ ଟାଇଫସ୍‌ ଆକ୍ରାନ୍ତଙ୍କର ହଟସ୍ପଟ ପାଲଟିଛି । ସବୁଦିନ ଚିହ୍ନଟ ହେଇଛନ୍ତି ଆକ୍ରାନ୍ତ । ଗତକାଲି ପରୀକ୍ଷା…

ପୂର୍ବତନ ମେୟରଙ୍କ କାରକୁ ବୋମାମାଡ଼, ପୋଲିସର ତଦନ୍ତ ଜାରି

ବ୍ରହ୍ମପୁର: ପୂର୍ବତନ ମେୟରଙ୍କ କାରକୁ ବୋମାମାଡ଼ । ଅଳ୍ପକେ ବର୍ତ୍ତିଲେ ମେୟର । ଗତକାଲି ଗୋଷାଣି ନୂଆଁଗାଁ ବଡ଼ ସାହିଠାରେ ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଛି । ଏଥିରେ କେହି ଆହତ ହୋଇନଥିବା ବେଳେ ଗାଡିର ଆଗ ଭାଗ ଭାଙ୍ଗିରୁଜି ଯାଇଛି ।…

ଓଡ଼ିଶା ହାଇକୋର୍ଟକୁ ମିଳିବ ନୁଆ ମୁଖ୍ୟ ବିଚାରପତି, ଏହି ତାରିଖରେ କରିବେ ଶପଥ ପାଠ

କଟକ: ଓଡ଼ିଶା ହାଇକୋର୍ଟକୁ ମିଳିବ ନୁଆ ମୁଖ୍ୟ ବିଚାରପତି । ନୁଆ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ଡକ୍ଟର ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ । ଆସନ୍ତା ଅକ୍ଟୋବାର ୪ ତାରିଖରେ ସେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ । ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି…

ଚାଷ ବିଲରେ କାମ କରିବା ବେଳେ ବଜ୍ରପାତ, ୪ ମହିଳା ଗୁରୁତର

ସୁବର୍ଣ୍ଣପୁର: ଜିଲ୍ଲା ଉଲୁଣ୍ଡା ବ୍ଳକ କୋଟସମଲାଇ ଗ୍ରାମରେ ଆଜି ଅପରାହ୍ନ ପ୍ରାୟ ୪ଟା ରେ ଚାଷ ବିଲରେ କାମ କରୁଥିବା ସମୟରେ ଅଚାନକ ବଜ୍ରପାତ ହୋଇଥିଲା। ସେହି ବଜ୍ରାଘାତରେ ୪ ଜଣ ମହିଳା ଗୁରୁତର ହୋଇଛନ୍ତି। ଯାହା ଫଳରେ ସମସ୍ତେ ଗୁରୁତର ଅବସ୍ଥାରେ ଅଚେତ ହୋଇ ଯାଇଥିଲେ। ପରେ ଗାଁ ଲୋକଙ୍କ…

ପାଇକ ସଂଗ୍ରାମ କାହାଣୀକୁ ନେଇ ଆଧାରିକ ଫିଲ୍ମ : ଜୟୀ ରାଜଗୁରୁ ସିନେମା ଦେବ ଦେଶପ୍ରେମର ବାର୍ତ୍ତା

ଭୁବନେଶ୍ବର: ଜୟୀ ରାଜଗୁରୁ ସିନେମା ଦେବ ଦେଶପ୍ରେମର ବାର୍ତ୍ତା । ଏହି ବୀର ସନ୍ତାନଙ୍କ ସଂଘର୍ଷମୟ ପାଇକ ସଂଗ୍ରାମ କାହାଣୀକୁ ନେଇ ଜୟଭାରତ  ଏଣ୍ଟନମେଣ୍ଟ ତରଫରୁ ‘ଜୟୀ ରାଜଗୁରୁ’ନାମକ ଏକ ଚଳଚିତ୍ର ନିର୍ମାଣ ହୋଇଛି  ।  ଏହି ଚଳଚ୍ଚିତ୍ରଟି  ସୁଟିଂ  ଆରମ୍ଭରୁ ହିଁ ଚର୍ଚ୍ଚାକୁ ଆସିଛି। କାରଣ…

ରତ୍ନଭଣ୍ଡାର ସୁରକ୍ଷା ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ରାୟ: କାର୍ଯ୍ୟକାରିତା ଓ ସ୍ବଚ୍ଛତାକୁ ନେଇ ତଥାପି ରହିଛି…

ପୁରୀ: ରତ୍ନଭଣ୍ଡାର ସୁରକ୍ଷା ସମ୍ପର୍କିତ ମାମଲାରେ ଆଜି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ  । ହାଇ ପାଓ୍ବାର କମିଟି ଗଠନ କରିବା ଲାଗି ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି  । ୨୦୧୮ ମସିହାରେ ରତ୍ନଭଣ୍ଡାର ଖୋଲିବାକୁ ନେଇ ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ବି ରାଜ୍ୟ…

ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ: ଠିକାଦାରଙ୍କ ଠାରୁ ନେଉଥିଲେ ୭ ହଜାର ଟଙ୍କା ଲାଞ୍ଚ

ରାୟଗଡା: ଆକ୍ସନ ମୋଡରେ ଭିଜିଲାନ୍ସ  । ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି ସହକାରୀ ଯନ୍ତ୍ରୀ  । ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି  । ଜଣେ ଠିକାଦାରଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସହକାରୀ ଯନ୍ତ୍ରୀ ରମାକାନ୍ତ ମଲ୍ଲିକ ଭିଜିଲାନ୍ସ…

ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ଏହି ସବୁ ଜିଲ୍ଲା ପାଇଁ ରହିଛି ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର:ବଙ୍ଗୋପସାଗରର ଉତ୍ତରପୂର୍ବ ଏବଂ ତତସଂଳଗ୍ନ ପୂର୍ବ କେନ୍ଦ୍ରାଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଶନିବାର ଓଡ଼ଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହୋଇ ଉତ୍ତର ଓଡ଼ିଶାର…

ବିଶ୍ୱ ପ୍ରସିଦ୍ଧ ବଳିଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବିଶ୍ୱ ପ୍ରଶିଦ୍ଧ ବଳିଯାତ୍ରା ପାଇଁ ଜିଲ୍ଲା ପ୍ରସାଶନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବଳିଯାତ୍ରାରେ କାର୍ଯ୍ୟ କରୁଥିବା…