Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଅ କହିଲେ ଝିଅ ଦେଲେ : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ନିର୍ଦ୍ଦେଶକ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ହୋଇଛି । ପୁଅ ହୋଇଛି କହି ଝିଅ ଧରାଇବା ଭଳି ସାଂଘାତିକ ଅଭିଯୋଗ ଆସିଛି । ରାଜକନିକା ଅଞ୍ଚଳର ଜଣେ ବ୍ୟକ୍ତି ଏହି ଅଭିଯୋଗ ଆଣିଛନ୍ତି । କାଲି ରାତି ସାଢେ ୧୦ ଟାରେ ପୁଅ ହେଲା ବୋଲି ସୂଚନା ଦେଇଥିଲେ । ମାତ୍ର ଫଟୋ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ଶେଷ, ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

କଟକ : ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ  । ଶୁଣାଣି ଶେଷ ପରେ ହାଇକୋର୍ଟ ରାୟକୁ ସଂରକ୍ଷିତ ରଖିଛନ୍ତି  । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ୍ ସାବତ୍ରୀ ରଥଙ୍କ ଖଣ୍ଡପୀଠରେ ଶୁଣାଣି ହୋଇଛି । ଏନେଇ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ୨୦୧୮ …

ଆନ୍ତଃ-ମନ୍ତ୍ରୀସ୍ତରୀୟ କମିଟିକୁ ପଠାଗଲା ସରପଞ୍ଚମାନଙ୍କ ଦାବି ସମ୍ପର୍କିତ ସ୍ମାରକପତ୍ର

ଭୁବନେଶ୍ୱର: ରାଜ୍ୟ ସରପଞ୍ଚ ମହାସଂଘ, ଓଡ଼ିଶାର କର୍ମକର୍ତ୍ତାମାନେ ଗତକାଲି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ତାଙ୍କ ବିଧାନସଭା ପ୍ରକୋଷ୍ଠରେ ଭେଟି ସେମାନଙ୍କ ଦାବି ସଂପର୍କିତ ସ୍ମାରକପତ୍ର ପ୍ରଦାନ କରିଥିଲେ। ଅର୍ଥମନ୍ତ୍ରୀ ଶ୍ରୀ ଆରୁଖ ସେମାନଙ୍କର ଦାବି ସମ୍ବନ୍ଧରେ ଅବଗତ ହେବା ପରେ…

ରାସ୍ତା ନାହିଁ ଯିବୁ କେମିତି? ରାସ୍ତା ଦୁରାବସ୍ଥା ପାଇଁ ଚିନ୍ତାରେ ଗ୍ରାମବାସୀ

ଯାଜପୁର: ରାସ୍ତାର ଯୁଆଡେ ଦେଖିବ ସିଆଡେ ଖାଲ । ରାସ୍ତାସାରା ପାଣିକାଦୁଅ । ଆଉ ଏହିପରି ରାସ୍ତାରେ ଯିବାଆସିବା କରୁଛନ୍ତି ଅନେକ ଳୋକ । ପ୍ରତିବର୍ଷ ବର୍ଷା ଦିନ ଆସିଲେ ନାହିଁନଥିବା ଦୁର୍ଦ୍ଦଶା ଭୋଗୁଛନ୍ତି ଏହି ଅଞ୍ଚଳବାସୀ । ରାସ୍ତାର ଏପରି ଅବସ୍ଥା ଏବେକାର ନୁହେଁ ଦୀର୍ଘ ୫୦ ବର୍ଷରୁ ଉର୍ଦ୍ଧ…

ଆସନ୍ତା ୨୮ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ କୋର୍ଟ, ଜାଣନ୍ତୁ କାରଣ

ଭୁବନେଶ୍ଵର: ଆସନ୍ତା ୨୮ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ କୋର୍ଟ । ଏହି ଦିନକୁ ସରକାରୀ ଛୁଟିଦିନ ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ‘ପ୍ରୋଫେଟ ମହମ୍ମଦଙ୍କ ଜୟନ୍ତୀ’ ଅବସରରେ ସରକାରଙ୍କ ତରଫରୁ ଏହି ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ରାଜ୍ୟ ସରକାରଙ୍କ…

ଆଜି ରତ୍ନଭଣ୍ଡାର ମାମଲାର ଶୁଣାଣି: ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦୀପଦାନ

ପୁରୀ: ଆଜି ହାଇକୋର୍ଟରେ ରତ୍ନଭଣ୍ଡାର ସମ୍ପର୍କିତ ମାମଲାର ଶୁଣାଣି ହେବ  ।  ରତ୍ନଭଣ୍ଡାର ଖୋଲି ରତ୍ନ ଅଳଙ୍କାର ହିସାବ କରିବାକୁ ଦାବି କରି ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଦାଖଲ ଜନସ୍ବାର୍ଥ ମାମଲା ଉପରେ ଶୁଣାଣି ହେବ । ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ…

ବାଣୀବିହାର ମେଟ୍ରୋ ଟାଓ୍ବାରରେ ଅଗ୍ନିକାଣ୍ଡ, ଦୁଇ ନାବାଳକ ଉଦ୍ଧାର

ଭୁବନେଶ୍ବର: ବାଣୀବିହାର ମେଟ୍ରୋ ଟାଓ୍ବାରରେ ଭୟାବହ ଅଗ୍ନିକାଣ୍ଡ । ଗତକାଲି କୋଠାର ୫ମ ମହଲାରେ ନିଆଁ ଲାଗିଯାଇଥିଲା । ଖବର ପାଇ ମଞ୍ଚେଶ୍ବର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏଥିସହ ଘଟଣାସ୍ଥଳରେ ଫସିଥିବା ଦୁଇ ନାବାଳକଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି । ଦୁଇ…

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣଙ୍କ ବାମନ ଜନ୍ମ ନୀତି, ସେପଟେ ରାଜନଅରରେ ପାଳନ ହେବ ସୁନିଆଁ ପର୍ବ

ପୁରୀ: ଭାଦ୍ରବ ମାସ ଶୁକ୍କପକ୍ଷ ଦ୍ୱାଦଶୀ ତିଥିରେ ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ସେପଟେ ରାଜନଅରରେ ଆଜି ରାତିରେ ସୁନିଆଁ ପର୍ବ ପାଳିତ ହେବ । ଗଜପତି ମହାରାଜାଙ୍କ ଶାସନର ନୂଆ ଅଙ୍କ ଓ ନୂଆ ବର୍ଷ ଆଜି ଠାରୁ ଆରମ୍ଭ ହୋଇଛି । ମହାରାଜଙ୍କ ଶାସନର ୬୬ ଅଙ୍କ ଓ ୧୪୩୧…

ଅନୁଗୁଳରେ ଥମୁନି ଦନ୍ତା ଆତଙ୍କ : ଆଜି ବି ପୁଣି ଜଣଙ୍କୁ ଦଳି ମାରିଲା ହାତୀ

ଅନୁଗୁଳ: ଥମୁନି ହାତୀଙ୍କ ଦୌରାତ୍ମ୍ୟ  । ଦିନକୁ ଦିନ ହାତୀ ମଣିଷ ଲଢେଇ ବଢିବାରେ ଲାଗିଛି  । କେତେବେଳେ ହାତୀ ଆକ୍ରମଣରେ ମଣିଷର ଜୀବନ ଯାଉଛି ତ ଆଉ କେତେବେଳେ ହାତୀର ଜୀବନ ଯାଉଛି  । ଏହାରି ମଧ୍ୟରେ ଆଜି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି  । ଅନୁଗୁଳ ବଅଁରପାଳ ବ୍ଳକ ବାଇଝାଲିଆ ସାହିରେ…

ସୁନ୍ଦରଗଡର ପିଛା ଛାଡୁନି ସ୍କ୍ରବ୍ ଟାଇଫସ୍ : ପୁଣି ୧୪ ନୂଆ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ୨୪୪କୁ ବୃଦ୍ଧି

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଳାର ପିଛା ଛାଡୁନି ସ୍କ୍ରବ୍ ଟାଇଫସ୍  । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି । କମିବାର ନାଁ ଧରୁନି  । ପୁଣି ୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଯାହାକି ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୨୪୪ରେ ପହଞ୍ଚିଛି । ୮୬ ଜଣଙ୍କ…