Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ୩ୟ ଦିନରେ ବି କମ୍ପିବ ବିଧାନସଭା: ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ଭୁବନେଶ୍ବର: ଆଜି ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ । ଆଜି ବି  ବିଭିନ୍ନ ପ୍ରସଙ୍ଗରେ ଗୃହରେ ସରଗରମ ଆଲୋଚନା ହେବ  । ଗତକାଲି ଦିନ ତମାମ ହୁଲସ୍ତୁଲ ହୋଇଥିଲା ବିଧାନସଭା  । ପ୍ରଶ୍ନକାଳ ଆରମ୍ଭ ରୁ ହିଁ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଥିଲା  । ଫଳରେ ଗୃହକୁ ମୁଲତବୀ ରଖାଯାଇଥିଲା ।…

ଆଇଆଇଟି ଭୁବନେଶ୍ବର କ୍ଯାମ୍ପସରେ ଇ-ରିକ୍ସା ସେବାର ଶୁଭାରମ୍ଭ

ଭୁବନେଶ୍ୱର: ପରିବେଶ ଅନୁକୂଳ ପରିବହନକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଆଇଆଇଟି ଭୁବନେଶ୍ୱର ପକ୍ଷରୁ ସୋମବାର ଅନ୍ କ୍ୟାମ୍ପସ ଇଲେକ୍ଟ୍ରିକ୍ ରିକ୍ସା ସେବାର ଶୁଭାରମ୍ଭ କରାଯାଇଛି। ଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ କରମଲକର ଅନ୍ୟ ଅତିଥିମାନଙ୍କ ଉପସ୍ଥିତିରେ ଏହି ସେବାକୁ…

ଦଳ ବିରୋଧୀ କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବିଜୁ ଜନତା ଦଳ

ଭୁବନେଶ୍ୱର: ବିଜୁ ଛାତ୍ର ଜନତା ଦଳର ଜଣେ ଅଫିସ କର୍ମଚାରୀ ଏବଂ ଆଉ ଜଣେ ବିଜୁ ଯୁବ ଜନତା ଦଳରୁ ବହିଷ୍କୃତ ହୋଇଛନ୍ତି। ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ରବୀନ୍ଦ୍ର ପ୍ରଧାନଙ୍କୁ ଦଳ ବିରୋଧୀ କାମ ପାଇଁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବିଜେଡି ସାଧାରଣ ସମ୍ପାଦକ ମାନସ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ତଦନ୍ତ କମିସନଙ୍କ ରିପୋର୍ଟ ସାର୍ବଜନୀନ କରିବାକୁ ଦାବି

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରର ଚାବି ହଜିବା ଘଟଣାର ତଦନ୍ତ କମିସନଙ୍କ ରିପୋର୍ଟକୁ ଓଡ଼ିଶା ସରକାର ସାର୍ବଜନୀନ କରନ୍ତୁ ବୋଲି ବିଜେପି ବିଧାୟକ ଗଣେଶ ରାମ ସିଂହ ଖୁଣ୍ଟିଆ ସୋମବାର ଦାବି କରିଛନ୍ତି। ଚଳିତ ମୌସୁମୀ ଅଧିବେଶନରେ ଓଡ଼ିଶା ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇ…

୯ ଦିନରେ ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ୧୧୬୦ରୁ ଊର୍ଦ୍ଧ୍ୱ ଆଇଡିଆ ସଂଗ୍ରହ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ଆଜି ଓଡିଶାର ୩ଟି ପ୍ରମୁଖ ଜିଲ୍ଲା ସୋନପୁର, ଗଜପତି ଏବଂ ବାଲେଶ୍ୱରରେ ପହଞ୍ଚି ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ କରିଛି । ଏହି ଯାତ୍ରା ଅର୍ନ୍ତଗତ ଭ୍ୟାନଗୁଡିକ ଆଜି ସମୁଦାୟ ୧୨ଟି କଲେଜ ଏବଂ ୩ଟି…

ସେପ୍ଟେମ୍ବର ୨୬ରୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ପାଇଁ ଅନଲାଇନ୍‌ରେ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଭୁବେନଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚରେ ନାମଲେଖା ପାଇଁ ଅନଲାଇନ ମାଧ୍ୟମରେ ସାଟିର୍ଫେିକଟ ଓ ଆବଶ୍ୟକ ବିଭିନ୍ନ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଅନଲାଇନ ଜରିଆରେ ଏହି ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା…

ଭାଇରାଲ ଜ୍ୱର ହେଲେ ମନଇଚ୍ଛା ଔଷଧ ଖାଇବା ବିପଜ୍ଜନକ: ଡା. ଶୁଭ୍ରାଂଶୁ ପାତ୍ର

ଭୁବନେଶ୍ୱର: ଭାଇରାଲ ଜ୍ୱର ହେଲେ ଡାକ୍ତରଙ୍କ ବିନା ପରାମର୍ଶରେ କୌଣସି ଔଷଧ ନ ଖାଇବାକୁ କିମ୍‌ସ ମେଡିକାଲ କଲେଜ ଉପାଧ୍ୟକ୍ଷ ତଥା ବିଶିଷ୍ଟ ଭେଷଜ ବିଶେଷଜ୍ଞ ପ୍ରଫେସର ଡା. ଶୁଭ୍ରାଂଶୁ ପାତ୍ର ସତର୍କ କରାଇଛନ୍ତି । ଏହା ସହ କୌଣସି ପ୍ରକାର ଚିକିତ୍ସା କରିବା ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ନେବା…

ମାହାଙ୍ଗା ଡବଲ ମର୍ଡର ଘଟଣାରେ କୋର୍ଟଙ୍କ ନିର୍ଦ୍ଦେଶ, ପ୍ରତାପ ଜେନା କହିଲେ ମୋ ବିରୋଧରେ ଷଡଯନ୍ତ୍ର

ଭୁବନେଶ୍ୱର: ମାହାଙ୍ଗା ଡବଲ ମର୍ଡର ମାମଲାରେ ଜେଏମଏଫସି କୋର୍ଟଙ୍କ ନିର୍ଦ୍ଦେଶ ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ପ୍ରତାପ ଜେନା। ସେ କହିଛନ୍ତି, ବିରୋଧୀ ରାଜନୀତି କରି ତାଙ୍କୁ ଫସାଇବାକୁ ଉଦ୍ୟମ କରୁଛନ୍ତି। ମର୍ଡର ପରେ ହତ୍ୟାର କାରଣ ମିଡିଆ ଆଗରେ ଅଭିଯୁକ୍ତ କହିସାରିଛନ୍ତି।…

ଓଡ଼ିଶା ସମେତ ୫ ରାଜ୍ୟରେ ଇଏମଆରଏସ ପାଇଁ ‘ଆମାଜନ ଫ୍ୟୁଚର ଇଞ୍ଜିନିୟର ପ୍ରୋଗ୍ରାମ’ର ୨ୟ ପର୍ଯ୍ୟାୟ ଆରମ୍ଭ

ଭୁବନେଶ୍ୱର/ନୂଆଦିଲ୍ଲୀ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅଧୀନ ଜାତୀୟ ଆଦିବାସୀ ଛାତ୍ର ସୋସାଇଟୀ (ଏନଇଏସଟିଏସ୍) ଆନ୍ଧ୍ରପ୍ରଦେଶ, ଗୁଜରାଟ, ମଧ୍ୟପ୍ରଦେଶ, ଓଡ଼ିଶା, ରାଜସ୍ଥାନ ଏବଂ ତେଲଙ୍ଗାନାରେ ଥିବା ୫୪ଟି ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ (ଇଏମଆରଏସ)ରେ 'ଆମାଜନ ଫ୍ୟୁଚର…

ଟ୍ରାଫିକ୍ ଆଇନ ଉଲ୍ଲଂଘନ: ତିନି ବର୍ଷରେ ଟ୍ବିନ୍ ସିଟିରୁ ୧୮୬ କୋଟିରୁ ଅଧିକ ଟଙ୍କା ଆଦାୟ

ଭୁବନେଶ୍ୱର: ରାଜ୍ୟ ସରକାର ଗତ ୩ ବର୍ଷ ମଧ୍ୟରେ ଟ୍ୱିନ ସିଟି ଭୁବନେଶ୍ୱର ଓ କଟକରେ ୧୮୬ କୋଟିରୁ ଅଧିକ ଟଙ୍କା ଟ୍ରାଫିକ୍ ଆଇନ ଉଲ୍ଲଂଘନ କରିଥିବା ବ୍ୟକ୍ତିଙ୍କଠୁ ଫାଇନ୍ ଆଦାୟ କରିଛନ୍ତି। ସୋମବାର ଓଡ଼ିଶା ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ସୂଚନା ଦେଇଛନ୍ତି।…