Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଧାନସଭାରେ ହଟ୍ଟଗୋଳ: ଗୃହ ମୁଲତବୀ, ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ବିଧାନସଭା ଆରମ୍ଭରୁ ବିଜେପି ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି। ସେମାନେ ବାଚସ୍ପତିଙ୍କ ପୋଡିୟମ ପାଖକୁ ଆସି ହଟ୍ଟଗୋଳ କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଥିଲେ। ଏହାଦ୍ବାରା ଆଜି ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଠିକରେ ଚାଲିପାରି ନ ଥିଲା । ଆଜି ବିରୋଧୀ…

ଗାଁ ଦାଣ୍ଡରେ ସରପଞ୍ଚଙ୍କୁ ଗୋଡାଇ ଗୋଡାଇ ପିଟିଲେ ଗ୍ରାମବାସୀ, ଭିଡିଓ ଭାଇରାଲ

ଯାଜପୁର: ଯାଜପୁର ଜିଲ୍ଲା ବରୀ ବ୍ଲକ ବୋଦୁଅ ପଞ୍ଚାୟତ କନ୍ତିଆ ଗାଁରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  ।  ସ୍ୱାଇଁ ସାହି ଛକ ନିକଟରେ ସରପଞ୍ଚଙ୍କୁ ଗୋଡେଇ ଗୋଡେଇ ପିଟିଛନ୍ତି ଗ୍ରାମବାସୀ। ମାଡ ଖାଇଥିବା ସରପଞ୍ଚ ଜଣକ ଦେବୀ ପ୍ରସାଦ ମିଶ୍ର ବୋଲି ଜଣାପଡିଛି । ମାଡ ମାରିବା ସହ ମୋବାଇଲରେ…

ଆରମ୍ଭ ହେବ ଗଜପତି ମହାରାଜାଙ୍କ ଶାସନର ନୂଆ ଅଙ୍କ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହେବ ପାର୍ଶ୍ୱ ପରିବର୍ତ୍ତନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଯାଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ । ଏହା ପରେ ଶ୍ରୀବିଗ୍ରହ ମାନଙ୍କୁ ନୂଆ ଲୁଗା…

ଲୋୟର ପିଏମଜିରେ ଗର୍ଜିଲେ ଆଶାକର୍ମୀ: କହିଲେ, ଦରମା ବଢାଅ…ସ୍ଥାୟୀ ନିଯୁକ୍ତି ଦିଅ..

ଭୁବେନଶ୍ୱର: ପୁଣି ରାସ୍ତାକୁ ଓହ୍ଲାଇଲେ ଆଶାକର୍ମୀ। ସ୍ଥାୟୀ ନିଯୁକ୍ତି ଦାବି ଗର୍ଜିଲେ । ଲୋୟର ପିଏମ୍‌ଜିରେ ହଜାର ହଜାର ଆଶାକର୍ମୀ ନିଜର ଦାବି ନେଇ ଧାରଣା ଦେଲେ। ଆଜି ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ରାଜଧାନୀ ଛାତିରେ ।  ସ୍ଥାୟୀ ନିଯୁକ୍ତି ସହ ୨୬ ହଜାରକୁ ଦରମା ବୃଦ୍ଧି ଦାବି କରି…

ପୋଲିସକୁ ଚକମା ଦେଇ କଏଦୀ ଚମ୍ପଟ

ଦେବଗଡ଼: ପୋଲିସ ହେପାଜତରୁ ଚମ୍ପଟ ମାରିଲା ଅଭିଯୁକ୍ତ । ଜେଲକୁ ନେବା ବାଟରେ ପୋଲିସକୁ ଚକମା ଦେଇ ଖସି ପଳାଇଛି ୨୨ ବର୍ଷର ଅଭିଯୁକ୍ତ । ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା  ଥାନାରେ ଘଟିଛି ଏପରି ଘଟଣା । ଫେରାର ଅଭିଯୁକ୍ତ ହେଉଛନ୍ତି ସୁମନ ବେହେରା ।  ଆଉଁଳି ଗାଁର ସୁମନଙ୍କୁ ପୋଲିସ  ନାବାଳିକା…

ଯାଜପୁରରେ ବିଜେପିକୁ ଶକ୍ତ ଝଟକା: ଇସ୍ତଫା ଦେଲେ ୨୦୦ରୁ ଉର୍ଦ୍ଧ୍ବ କର୍ମୀ

ଯାଜପୁର: ଯାଜପୁରରେ ବିଜେପିକୁ ଶକ୍ତ ଝଟକା ଲାଗିଛି  । ଯାଜପୁର ଭାରତୀୟ ଜନତା ପାର୍ଟିର ଯୁବ ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ସୌମ୍ୟ ରଞ୍ଜନ ଧଳ ,  ଜିଲ୍ଲା ସାଧାରଣ ସମ୍ପାଦକ ହୃଷୀକେଶ ମେକାପଙ୍କ ସହ ଦୁଇଶହରୁ ଅଧିକ କର୍ମୀ ଜିଲ୍ଲା ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି । ଯାଜପୁରର…

ପାର୍କରେ ଘାସ କାଟିବାବେଳେ ଚାଲିଗଲା ମହିଳାଙ୍କ ଜୀବନ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସହର କୁଞ୍ଜ ଛକ ଠାରେ ଥିବା ସ୍ମାର୍ଟପାର୍କରେ ଅଭାବନୀ୍ୟ ଘଟଣା ଘଟିଛି । ପାର୍କରେ କାମ କରୁଥିବାବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ଖଦାଳପଡାର ବାସନ୍ତୀ ଦାସ ବୋଲି ଜଣାପଡିଛି । ସବୁ ଦିନ ପରି ଆଜି ସକାଳୁ…

ଆଠଗଡ ତିଗିରିଆରେ ଖୁଦୁରୁକୁଣୀ ଓଷାକୁ କେନ୍ଦ୍ର କରି ବୋମାମାଡ: ୩ ଗୁରୁତର

ଆଠଗଡ: କଟକ ଆଠଗଡ ତିଗିରିଆରେ ଅଭାବନୀୟ ଘଟଣା ଘଟିଛି  । ଖୁଦୁରୁକୁଣୀ ଓଷାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବୋମାମାଡ ହୋଇଛି  । ଫଳରେ ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଆହତଙ୍କୁ ତିଗିରିଆ ମେଡିକାଲରେ ଭର୍ତ୍ତି କରାଯାଇଛି ।  ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ…

ଗଞ୍ଜାମ ଖଲ୍ଲିକୋଟରେ ଅଘଟଣ: କାର୍ ଓ ବାଇକକୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର ,୨ ମୃତ

ଗଞ୍ଜାମ: ଗଞ୍ଜାମ ଖଲ୍ଲିକୋଟ ବଡଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା  । କାର୍ ଓ ବାଇକକୁ ଧକ୍କା ଦେଇ ଘାଟିକୁ ଓଲଟି ପଡିଲା ତେଲ ବୋଝେଇ ଟ୍ୟାଙ୍କର । ଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏଥିରେ ୬ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡିନଥିବାବେଳେ ୩…

ପୂର୍ବତନ ମନ୍ତ୍ରୀ ସମୀର ଦାସଙ୍କୁ ପୁରୀରେ କଳାପତାକା ପ୍ରଦର୍ଶନ

ପୁରୀ: ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ସମୀର ରଞ୍ଜନ ଦାସ ରବିବାର ନିଜ ନିର୍ବାଚନ ମଣ୍ଡଳୀ ନିମାପଡା ଗସ୍ତରେ ଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ କଳାପତାକା ପ୍ରଦର୍ଶନ କରିଛନ୍ତି। ଆଜି ସକାଳେ ଜିଲ୍ଲାର ଗୋପ ବ୍ଲକ୍ ଅନ୍ତର୍ଗତ ବେଦପୁର ଠାରେ ଏକ ପ୍ରକଳ୍ପର ଉଦଘାଟନ ପାଇଁ ସମୀର…