Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: ଅନ୍ତିମ ଦିବସରେ କଂସ ମହାରାଜଙ୍କୁ ବଦ୍ଧ କରିବେ ଶ୍ରୀକୃଷ୍ଣ

ପୁରୀ: କୃଷ୍ଣ ଜନ୍ମଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଆଜି ହେଉଛି ଅନ୍ତିମ ଦିବସ । ଭାଦ୍ରବ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ କୃଷ୍ଣ ଲୀଳାର ଶେଷ ଦିବସରେ କଂସ ବଦ୍ଧ ବିଧି ସମ୍ପନ୍ନ ହେବ । ଆଜି ମହାରାଜ କଂସଙ୍କୁ ବଦ୍ଧ କରିବେ ଶ୍ରୀକୃଷ୍ଣ । ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ଏହି…

ମାଆ ସାଜିଲା ପିଶାଚୀ: ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ନିଷ୍ଠୁର ମା

ବାଲେଶ୍ଵର: ନିଷ୍ଠୁର ହୋଇଗଲା ଜନ୍ମକଲା ମାଆ । ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ନିଷ୍ଠୁର ମା । ମେଡିକାଲ ପାଇଖାନା ନିକଟରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର । ଏହି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଫକୀର ମୋହନ ମେଡିକାଲ କଲେଜ୍ ଏବଂ ହସ୍ପିଟାଲରେ ।…

ଓଡିଶାରେ ଗଡିଲା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ: ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶକୁ ଉପହାର ଦେଲେ ପ୍ରଧାମନ୍ତ୍ରୀ । ଏକାସାଙ୍ଗରେ ଗଡିଲା ୯ଟି ବନ୍ଦେ ଭାରତ ଏକ୍ସପ୍ରେସ । ଆଜି ୯ଟି ରାଜ୍ୟକୁ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନଫେରନ୍ସିଂ ଜରିଆରେ କରାଗଲା ଉଦାଘାଟନ । ଏହି ଉଦଘାଟନ ଅବସରରେ ଦେଶବାସୀଙ୍କୁ ସମ୍ବୋଧନ…

ଚିକିତ୍ସା ଅବହେଳାରୁ ଚାଲିଗଲା ୫ ବର୍ଷ ଶିଶୁ କନ୍ୟାର ଜୀବନ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନା

ଯାଜପୁର: ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦରରେ ଅଭାବନୀୟ ଘଟଣା। ଏଠାରେ ଚିକିତ୍ସା ଅବହେଳାରୁ ଜଣେ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ ବରୀ ବ୍ଲକ ଅଲିପୁର ପଞ୍ଚାୟତର ବିରଞ୍ଚି…

ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଡ୍ରାଇଭର ଗୁରୁତର

ଭୁବନେଶ୍ଵର: ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଓଭର ବ୍ରିଜ୍ ତଳକୁ ଖସିଲା କାର୍ । କାର ଚାଳକକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ବମିଖାଲ ସନ୍ତୋଷୀ ମା ମନ୍ଦିର ସମ୍ମୁଖରେ ଘଡିଛି ଏହି ସଡକ ଦୁର୍ଘଟଣା । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

ରେଲୱେ ଟ୍ରାକକୁ ଖସିଲା ପଥର, ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ଜୟପୁର: ପାହାଡ଼ ଉପରୁ ଖସିଲା ବଡ଼ ବଡ ପଥର ଖଣ୍ଡ । ପଥର ଖଣ୍ଡ ଖସିବାରୁ ଅଟକିଲା ଯାତ୍ରୀବାହୀ ଟ୍ରେନ୍‌। ଟ୍ରେନ ଚଳାଚଳ ବାଧାପ୍ରାପ୍ତ । କୋରାପୁଟ ଜୟପୁର ରେଳ ପଥର ଜରଟି ଓ ମାନବର ମଧ୍ୟରେ ରେଳ ଧାରଣା ଉପରେ ମାଟି ଅତଡ଼ା ଓ ପଥର ଖସି ରେଳ ଚଳା ଚଳ ବନ୍ଦ ରହିଛି। ଏନେଇ ଆଜି ୮ ଟି ଟ୍ରେନକୁ ବାତିଲ…

ଶେଷ ପାଳି ଖୁଦୁରୁକୁଣୀ ଓଷା: ଜାଣନ୍ତୁ ଖୁଦୁରୁକୁଣୀଙ୍କ ସବୁଠୁ ପ୍ରିୟ ଭୋଗ…

ଭୁବନେଶ୍ଵର: ଓଡି଼ଶା ସମଗ୍ର ବିଶ୍ବରେ ତାହାର ସଂସ୍କୃତି ପରମ୍ପରାକୁ ନେଇ ପରିଚିତ। ପ୍ରତ୍ୟେକ ଘରେ ସବୁ ମାସରେ କିଛି ନା କିଛି ପୂଜା ଉପାସନା ଚାଲି ରହିଥାଏ। ଏହି କ୍ରମରେ ଖୁଦରକୁଣୀ ହେଉଛି ଏକ ଓଷା ଯାହାକୁ କୁମାରୀମାନେ ଭାଦ୍ରବର ପ୍ରତି ରବିବାରେ ଜଗତ ଜନନୀ ମା’, ମଙ୍ଗଳାଙ୍କୁ ଆରାଧାନା…

ଆଜିଠୁ ପୁରୀରୁ ରାଉରକେଲା ଗଡ଼ିବ ଦ୍ବିତୀୟ ବନ୍ଦେ ଭାରତ ଏକ୍ପପ୍ରେସ

ପୁରୀ/ରାଉରକେଲା: ରାଜ୍ୟରେ ଗଡ଼ିବ୨ୟ ବନ୍ଦେ ଭାରତ । ଆଜିଠୁ ପୁରୀରୁ ରାଉରକେଲା ଯିବ ବନ୍ଦେ ଭାରତ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହାକୁ ଭର୍ଚୁଆଲ ମୋଡରେ ଉଦଘାଟନ କରିବେ । ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାରକୁ ଛାଡ଼ି ସପ୍ତାହର ୬ ଦିନ ଚାଲିବ । ୮…

ମନରେଗା ଯୋଜନାରେ ବଡ଼ ଦୁର୍ନୀତି: କାର, କୋଠା ଥାଇ ବିଜେଡି ନେତା ଉଠାଇଛନ୍ତି ଲାଭ

ଯାଜପୁର: ଦଶରଥପୁରର ସ୍ଥାନୀୟ ବିଜେଡି ନେତା ପ୍ରଦୀପ କୁମାର ମହାନ୍ତି ଯାଜପୁର ଜିଲ୍ଲାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି। ପ୍ରଦୀପ ମହାନ୍ତିଙ୍କର ନିଜସ୍ୱ ବିଳାସପୂର୍ଣ୍ଣ ଗାଡ଼ି ଓ ଦୁଇ ମହଲା…

ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟର ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର: ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ, ଓଡିଶା ଏବଂ ଆନ୍ଧ୍ରପ୍ରଦେଶ ସେଞ୍ଚୁରିଅନ୍ ୟୁନିଭରସିଟି ପ୍ରବେଶିକା ପରୀକ୍ଷା (ସିୟୁଇଇ) ୨୦୨୪ ପାଇଁ ଆବେଦନ ଆରମ୍ଭ ହୋଇଛି । ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୧୪ ଟି ବିଦ୍ୟାଳୟର ୬୩ ଟି ପାଠ୍ୟକ୍ରମ ପାଇଁ ଆବେଦନ ଆରମ୍ଭ ହୋଇଛି ବୋଲି…