Latest Odisha News

BREAKING NEWS

Browsing Category

ଓଡିଶା

Odisha

ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ, ବୁଡିଗଲେ ୨ ଛାତ୍ର

ବ୍ରହ୍ମପୁର: ଅନେକ ସମୟରେ କଲେଜ ଓ ସ୍କୁଲ ଛାତ୍ରଛାତ୍ରୀ ମାନେ ପୋଖରୀ, ନଦୀ, ସମୁଦ୍ରରେ ଗୋଧୋଇବାକୁ ଯାଇ ପାଣିରେ ବୁଡି କିଏ ନିଖୋଜ ଓ କିଏ ମୃତ ହେଉଥିବା ଖବର ସାମ୍ନାକୁ ଆସୁଛି । ସେହିଭଳି ପୁଣି ଏକ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ। ସୂଚନାମୁତାବକ, ଆଜି ଗୋପାଳପୁର ସମୁଦ୍ରରେ…

କଅଁଳ ମନ ହେଲେ ମୁଣ୍ଡ ଉପରେ ପାହାଡର ବୋଝ; ତଥାପି ହସି ହସି ରୋଗୀଣା ବାପାଙ୍କ ସେବା କରୁଛି କୁନି ପୁଅ

ବରଗଡ:କଅଁଳ ମନ  । ହେଲେ ମୁଣ୍ଡ ଉପରେ ପାହାଡ ପରି ବୋଝ । ତଥାପି ତା ମନରେ ଦୁଃଖ ନାହିଁ । ଏ ବୋଝ ମୁଣ୍ଡେଇ ଭାଙ୍ଗି ପଡିନି । ତା ପାଇଁ ମା’ର ପଣତ ନାହିଁ ଝାଳ ପୋଛି ଦେବାକୁ । ବାପାର ଆଶ୍ରୟ ତଳେ ଜିଇଁଥିଲା ଯେ ଭାଗ୍ୟ ସହି ପାରିଲାନି । ରାେଗଶଯ୍ୟାରେ ବାପା ଏବେ କୁନି ପୁଅର ଆଶ୍ରାରେ । ସେ…

ବାଲେଶ୍ବରରେ ଗ୍ୟାସ୍ ଟାଙ୍କି ଫାଟି ଭୟଙ୍କର ବିସ୍ଫୋରଣ : ଦୁଇ ଗୁରୁତର, ମେଡିକାଲରେ ଭର୍ତ୍ତି

ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ନରସିଂହପୁର ପଞ୍ଚାୟତ ପୁରୁଣା ଗାଁରେ ଅଘଟଣ  । ଆଜି ମଧ୍ୟାହ୍ନରେ ଏକ ଗ୍ୟାସ୍‌ ଟାଙ୍କି ଫାଟି ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ  ଜଣେ ପୁରୁଷ ଓ ଜଣେ ମହିଳା ଗୁରୁତର ହୋଇଥିବା ଜଣାଯାଇଛି। ସେମାନଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା…

ଭଦ୍ରକ ବରପଦାରେ ଆମ୍ବୁଲାନ୍ସକୁ ଧକ୍କା ଦେଇ ଓଲଟିଲା ବସ୍ ,୧୮ରୁ ଉର୍ଦ୍ଧ୍ବ ଗୁରୁତର

ଭଦ୍ରକ : ଭଦ୍ରକ ବରପଦା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି  ।  ବସ୍ ଏବଂ ଆମ୍ବୁଲାନ୍ସ ମୁହାଁମୁହି ଧକ୍କା ହୋଇଛି  । ଆମ୍ବୁଲାନ୍ସକୁ ଧକ୍କା ଦେଇ ବସଟି ଓଲଟି ପଡିଛି  ।ଫଳରେ ଏଥିରେ ୧୮ରୁ ଉର୍ଦ୍ଧ୍ବ ବ୍ୟକ୍ତି ଗୁରୁତର ହୋଇଛନ୍ତି । ସୂଚନା ମୂତାବକ କ୍ରିଷ୍ଣା ନାମକ ଏକ ଘରୋଇ ବସ୍…

ସୁନ୍ଦରଗଡରେ ନାବାଳିକା ଦୁଷ୍କର୍ମୀକୁ ଫାଶି ଦଣ୍ଡାଦେଶ : ୧୦ଲକ୍ଷ ଟଙ୍କା ଜରିମାନା

ସୁନ୍ଦରଗଡ : ସୁନ୍ଦରଗଡରେ ନାବାଳିକା ଦୁଷ୍କର୍ମୀକୁ ଫାଶି ଦଣ୍ଡାଦେଶ  । ୨୦୧୬ ଟାଉନ୍ ଥାନା ଅଞ୍ଚଳରେ ଘଟିଥିଲା ଜଘନ୍ୟକାଣ୍ଡ  । ସୁନ୍ଦରଗଡ  ସ୍ବତନ୍ତ୍ର ପକ୍ସୋ କୋର୍ଟ ଦୋଷୀକୁ ଫାଶି ଦଣ୍ଡାଦେଶ ଦେଇଛନ୍ତି । ଅଭିଯୁକ୍ତ ଜଣକ ସଞ୍ଜୀବ କେର୍କେଟା ବୋଲି ଜଣାପଡିଛି । ୨୦୧୬ ମସିହା ଅକ୍ଟୋବର…

ଶକ୍ତିପୀଠର କାହାଣୀ: ଶ୍ରୀମନ୍ଦିର ଚତୁର୍ଭୁଜା ଦେବୀ ମା’ ବିମଳା

ଭୁବନେଶ୍ଵର: ମା’ ଆସୁଛନ୍ତି । ଖୁସିରେ ନାଚୁଛି ଧର। । ହସୁଛି କାସତଣ୍ଡି ଫୁଲ । ଆରମ୍ଭ ହୋଇଛି ମା’ଙ୍କ ନବଦିନାତ୍ମକ ପୂଜା । ସମସ୍ତ ଶକ୍ତିପୀଠରେ ଚାଲିଛି ନବରାତ୍ର ପୂଜା । ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପରିବେଶ । ଷୋଡ଼ଶ ଉପଚାରରେ…

କ୍ୟାପିଟାଲ ହସ୍ପିଟାଲରେ ହେବ ରାଜ୍ୟର ପ୍ରଥମ ନାର୍କୋ ଟେଷ୍ଟ ସେଣ୍ଟର

ଭୁବନେଶ୍ବର: ଓଡ଼ିଶାରେ ହେବ ପ୍ରଥମ ନାର୍କୋ ଟେଷ୍ଟ ସେଣ୍ଟର । ଖୁବଶୀଘ୍ର କ୍ୟାପିଟାଲ ହସ୍ପିଟାଲରେ କରାଯିବ ବ୍ୟବସ୍ଥା। ଆସନ୍ତା ମାସରୁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେବ ନାର୍କୋ ଆନାଲିସିସ ଟେଷ୍ଟ। ଏଣିକି ଖର୍ଚ୍ଚାନ୍ତ ହୋଇ ପୁନେ ଯାଇ ଆଉ ନାର୍କୋ ଟେଷ୍ଟ କରିବାକୁ ପଡ଼ିବନି। ଏନେଇ ଆସି…

ଟଙ୍କା ଦେଲାନି ମାଆ : ଲୁହା ଶାବଳରେ ପିଟି ପିଟି ହତ୍ୟା କଲା ସୈତାନ୍ ପୁଅ

କରଞ୍ଜିଆ: ଜନ୍ମକଲା ମାଆକୁ ଶାବଳର ପିଟି ପିଟି ହତ୍ୟା କଲା ସୈତାନ୍ ପୁଅ । ତାହା ପୁଣି ସାମାନ୍ୟ ବଚସାକୁ କେନ୍ଦ୍ର କରି । ଏମିତି କିଛି  ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଘାଗରବେଡା ଥାନା ନକ୍ସରା ଗାଁରେ । ମୃତକ ଫୁଲମଣି ଗିରି ବୋଲି ଜଣାପଡିଛି । ସୂଚନା ଅନୁସାରେ ପୁଅ…

ଦଶହରା ପାଇଁ ରାଜଧାନୀରେ କମିଶନରେଟ୍ ପୋଲିସର ପ୍ରସ୍ତୁତି : ମୁତୟନ ହେବେ ୩୧ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ବର: ପାର୍ବଣ ସମୟରେ ରାଜଧାନୀରେ କମିଶନରେଟ୍ ପୋଲିସର ପ୍ରସ୍ତୁତି । ଭୁବନେଶ୍ବରରେ ୩୧ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବେ । ଏ ନେଇ ଏକ ପ୍ରେସମିଟରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ୧୨ ଅତିରିକ୍ତ ଡିଏସପି , ୨୩ ଏସିପି , ୪୧ ଇନ୍ସପେକ୍ଟର , ୫୦୦…

ବସ ଧର୍ମଘଟ ନେଇ ଚାଲିଥିବା ମାଲିକ ସଂଘ-ସିଏମ୍‌ଓ ବୈଠକ ଶେଷ: ବାହାରି ପାରିଲାନି ଚୂଡାନ୍ତ ନିଷ୍ପତ୍ତି

କଟକ: ବସ ଧର୍ମଘଟ ନେଇ ମାଲିକ ସଂଘ-ସିଏମ୍‌ଓ  ମଧ୍ୟରେ ଚାଲିଥିବା ବୈଠକ ଶେଷ ହୋଇଛି । ହେଲେ ବୈଠକରେ କୌଣସି ନିଷ୍କର୍ସ ବାହାରି ପାରିନି । ଆସନ୍ତାକାଲି ବସ ଧର୍ମଘଟ ହେବ କି ନାହିଁ ସେ ନେଇ କୌଣସି ଚୂଡାନ୍ତ ନିଷ୍ପତି ନିଆଯାଇ ପାରିନାହିଁ । ବୈଠକ ପରେ ସୂଚନା ଦେଇ ଘରୋଇ ବସ ମାଲିକ…