Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଧାନସଭା ସମ୍ମୁଖରେ ପୋଲିସ-ମୋ ଦଳ ଧସ୍ତାଧସ୍ତି: ୫ଟି ସଚିବଙ୍କୁ ବିରୋଧ କରି ବିକ୍ଷାେଭ

ଭୁବନେଶ୍ୱର: ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ । ବିଧାନସଭା ଆରମ୍ଭ ହେଉ ହେଉ ଆରମ୍ଭ ହୋଇଯାଇଛି ବିକ୍ଷୋଭ, ଧାରଣା । ବିଧାନସଭା ସମ୍ମୁଖରେ ଆଜି ଗର୍ଜୁଛନ୍ତି ଜନତା । ମୋ ଦଳର କର୍ମୀ । ୫ଟି ସଚିବଙ୍କୁ ବିରୋଧ କରି ଚାଲିଛି ନାରାବାଜି । ସମସ୍ତଙ୍କ ମୁହଁରେ ଗୋଟିଏ କତା, ସଚିବ…

ଟେନସନ୍ ଦେଉଛି ସ୍କ୍ରବ ଟାଇଫସ୍: ସୁନ୍ଦରଗଡ଼ରେ ପଜିଟିଭ ସଂଖ୍ୟା ୨୧୧କୁ ବୃଦ୍ଧି

ସୁନ୍ଦରଗଡ଼: ରାଜ୍ୟରେ ଦିନକୁ ଦିନ ଭୟ ବଢାଉଛି ସ୍କ୍ରବ୍ ଟାଇଫସ୍ । ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସ୍କ୍ରବ ଟାଇଫସ୍ ର ହବ୍ ପାଲଟିଛି ସୁନ୍ଦରଗଡ । ଆଜି ପୁଣି ସୁନ୍ଦରଗଡ଼ରୁ ୫ ଜଣ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏହାକୁ ମିଶାଇ ଜିଲ୍ଲାରେ ପଜିଟିଭ ସଂଖ୍ୟା…

ଘାରିଲାଣି ବାତ୍ୟା ଭୟ : ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା

ଭୁବନେଶ୍ଵର: ଏବେଠାରୁ ଓଡ଼ିଶାକୁ ଘାରିଲାଣି ବାତ୍ୟା ଭୟ । ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆସିପାରେ ବୋଲି ଆଶଙ୍କା କରିଛି ପାଣିପାଗ ବିଭାଗ । ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ଆକଳନ କରାଯାଇଛି । ଆଉ ଏହି ବାତ୍ୟାଟି ଓଡିଶା ମୁହାଁ ହୋଇପାରେ ବୋଲି କିଛି…

ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ: ବିଧିବଦ୍ଧ ଭାବେ ଘୋଷଣା କଲେ ଉପ-ବାଚସ୍ପତି

ଭୁବନେଶ୍ବର: ସାରା ଓଡିଶା ପାଇଁ ଆଜି ଏକ ଏୗତିହାସିକ ଦିନ । ଆଜି ଓଡିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି  । ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି  । ଉପବାଚସ୍ପତି ରଜନୀକାନ୍ତ ସିଂ ଏହା ଘୋଷଣା କରିଛନ୍ତି  । ଅନ୍ୟ କେହି ନାମାଙ୍କନ…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ: ଆଗତ ହେବ ଅତିରିକ୍ତ ବଜେଟ୍

ଭୁବନେଶ୍ବର: ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ । ଏହି ଅଧିବେଶନ ବେଶ୍ ସରଗରମ ରହିବ ବୋଲି ଅନୁମାନ କରାଯାଉଛି  । ଏହା ଅକ୍ଟୋବର ୪ ତାରିଖ ଯାଏ ଚାଲିବାକୁ ଥିବାବେଳେ ଏଥିରେ ମୋଟ୍ ୮ଟି କାର୍ଯ୍ୟ ଦିବସ ରହିଛି  । ଆଜି ଅଧିବେଶନର ପ୍ରଥମ ଦିନରେ ନୂଆ ବାଚସ୍ପତି ନିର୍ବାଚନ ସହ ଦିବଙ୍ଗତ…

ମିଳିଲାନି ମହାପ୍ରୟାଣ ଗାଡି, ହସ୍ପିଟାଲରୁ ବାଇକରେ ଗଲା ଶବ

ବଲାଙ୍ଗୀର: 'ମହାପ୍ରୟାଣ' ଯୋଜନାରେ ଶବ ନେବାକୁ ମିଳିଲାନି ଗାଡି। ଶେଷରେ ବାଧ୍ୟ ହୋଇ ମୃତକଙ୍କ ପରିବାର ମୋଟର ସାଇକେଲରେ ଶବକୁ ନେଇଥିବା ଦେଖିବାକୁ ମିଳିଛି। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ଭୀମା ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ। ପ୍ରାଥମିକ ସୂଚନା ଅନୁଯାୟୀ, କୁଟେନପାଲିର…

କଟକ ନରସିଂହପୁର ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଉଦ୍ଧାର

ଭୁବନେଶ୍ୱର: ନିକଟରେ କଟକ ଜିଲ୍ଲା ଆଠଗଡ଼ ଫରେଷ୍ଟ ଡିଭିଜନ ଅନ୍ତର୍ଗତ ନରସିଂହପୁର ଜଙ୍ଗଲରୁ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି। ହେଲେ ହାତୀର ମୃତ୍ୟୁ ପଛର କାରଣ ବନ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ। ଗତ ସେପ୍ଟେମ୍ବର ୧୮ ତାରିଖରେ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରୁଥିବା ବେଳେ…

ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଆସାମର ଯୁବକ ଓଡ଼ିଶା ପୋଲିସ ଦ୍ବାରା ଗିରଫ

ଭୁବନେଶ୍ୱର: ଓଡ଼ିଶା କ୍ରାଇମବ୍ରାଞ୍ଚର ଏକ ପୁଲିସ ଟିମ୍ ଆସାମର ନଗାଓଁ ଜିଲ୍ଲାରେ ଜଣେ ପାକିସ୍ତାନୀଙ୍କ ସହ ଗୁପ୍ତ ତଥ୍ୟ ବାଣ୍ଟିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଇକବାଲ ହୁସେନ୍ ନାମକ ଜଣେ ଅଭିଯୁକ୍ତକୁ ସ୍ଥାନୀୟ ପୁଲିସ…

ଯୁକ୍ତ ଦୁଇ ଓ ତିନି କଲେଜ କ୍ୟାମ୍ପସ ଅଲଗା ନିଷ୍ପତ୍ତି, ଛଅ ବର୍ଷ ହେବ କାଗଜ କଲମରେ ସୀମିତ

ଭୁବନେଶ୍ୱର: ରାଜ୍ୟ ସରକାର ୬ ବର୍ଷ ତଳେ ଶିକ୍ଷାନୁଷ୍ଠାନଗୁଡ଼ିକର ଉନ୍ନତ ପ୍ରଶାସନ ପାଇଁ ପ୍ଲସ୍ ଟୁ (ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ) ଓ ପ୍ଲସ୍ ଥ୍ରୀର ବିଭାଜନ ଘୋଷଣା କରିଥିଲେ ମଧ୍ୟ ଏବେ ଏହା କାଗଜ କଲମରେ ସୀମିତ ରହିଛି। କାରଣ ଏହି ନିର୍ଦ୍ଦେଶନାମା ସାରା ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ…

ବୈଶିଙ୍ଗା ଲ୍ୟାମ୍ପସରେ ଶସ୍ୟ ସଂରକ୍ଷଣ ପାଇଁ ସରକାରଙ୍କ ଗୁରୁତ୍ୱ

ବାରିପଦା: ରାଜ୍ୟ ସରକାର ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗାରେ ବୃହତ କ୍ଷେତ୍ର ବହୁମୁଖୀ ସମବାୟ ସମିତି (ଲାମ୍ପସ)କୁ ଚିହ୍ନଟ କରି ସମବାୟ କ୍ଷେତ୍ରରେ ବିଶ୍ୱର ସର୍ବବୃହତ ଶସ୍ୟ ସଂରକ୍ଷଣ ଯୋଜନାରେ ପାଇଲଟ୍ ପ୍ରକଳ୍ପ ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି…