Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଦିବାସୀଙ୍କୁ ମିଳୁନି ଜଙ୍ଗଲ ଜମି ପଟ୍ଟା, ଗୋଷ୍ଠୀ ସମ୍ବଳ ଅଧିକାର ଯୋଗାଇବାରେ ଫେଲ ମାରିଛି ନୂଆପଡ଼ା

ନୂଆପଡ଼ା: ଜଙ୍ଗଲ ଜମି ଅଧିକାର ପାଇବାରୁ ବଞ୍ଚିତ ନୂଆପଡା ଜିଲ୍ଲାର ଆଦିବାସୀଙ୍କ ସହ ବନବାସୀ। ବନ ବିଭାଗ ସହ ଜିଲ୍ଲା ପ୍ରଶାସନର ଆନ୍ତରିକତାର ଅଭାଵ ଓ ବୈମାତୃକ ମନୋଭାବ ଯୋଗୁଁ ସରକାରଙ୍କ ନୀତିନିୟମ ଉଲ୍ଲଙ୍ଘନ ହେଉଥିବା ଅଭିଯୋଗ ହୋଇ ଆସୁଛି। ବର୍ଷବର୍ଷ ଧରି ବାରମ୍ବାର ବନବାସୀ ଖଡ଼ିଆଳ ବିଧାୟକ…

ବିଜେଡିର ମିଶ୍ରଣ ପର୍ବ: ‘ଆହୁରି ମଜବୁତ ହେବ ଦଳ’

ଭୁବନେଶ୍ୱର: ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି ବିଜେଡିର ମିଶ୍ରଣ ପର୍ବ । ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁର ବ୍ଲକ ଓ ଏନଏସିର ବିଜେପି କର୍ମକର୍ତ୍ତା । ବିଜେଡି ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ…

୪୧ କେଜିରୁ ଅଧିକ ଗଞ୍ଜେଇ ସହ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ

ଭୁବନେଶ୍ୱର: ରାଜଧାନୀରେ ଗଞ୍ଜେଇ ଚୋରା ଚାଲାଣ ବେଳେ କମିଶନରେଟ ପୁଲିସ ଦୁଇ ଜଣଙ୍କୁ ଗିରଫ କରିବା ସହ ସୋମବାର ୪୧ କେଜିରୁ ଅଧିକ ଗଞ୍ଜେଇ ଜବତ କରିଛି। ବିଶେଷ ସୂତ୍ରରୁ ଖବର ପାଇ ପୁଲିସର ଏକ ଟିମ୍ ଓସ୍କାର ସିଟି ରାସ୍ତାରେ ଏକ କାରକୁ ଅଟକାଇ ଭିତରୁ ୪୧ କେଜି ଓଜନର ଗଞ୍ଜେଇ ଜବତ କରିଥିଲା।…

ଲାଞ୍ଚୁଆ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଅଧିକ ରିମାଣ୍ଡରେ ନେବାକୁ ହୋଇପାରେ ଆବେଦନ, ପୁଣି ଆଉ ଏକ ପ୍ରମାଣ ସିବିଆଇ ହାତରେ

ଭୁବନେଶ୍ୱର: ପାରାଦୀପ ବନ୍ଦର ସ୍ବାସ୍ଥ୍ୟ ଅଧିକାରୀ ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କ ରିମାଣ୍ଡ ଅବଧି ଶେଷ ହେବା ପରେ ତାଙ୍କୁ ସୋମବାର ଭୁବନେଶ୍ୱରସ୍ଥିତ ନିର୍ଦ୍ଦିଷ୍ଟ କୋର୍ଟରେ ହାଜର କରାଯାଇଥିଲା। ଗତ ଗୁରୁବାର ଦିନ ରାଜେନ୍ଦ୍ର ପାଣିଗ୍ରାହୀଙ୍କୁ ଲାଞ୍ଚ ଅଭିଯୋଗରେ ସିବିଆଇ ଗିରଫ…

କୋର୍ଟ ପରିସରରେ ପଥର ଫିଙ୍ଗି ବୃଦ୍ଧ ଗିରଫ

ବ୍ରହ୍ମପୁର: ସୋମବାର ଗଞ୍ଜାମ ଜିଲ୍ଲା କୋର୍ଟ ପରିସରରେ ଜଣେ ବୃଦ୍ଧଙ୍କୁ ପଥର ଫିଙ୍ଗିବା ଅଭିଯୋଗରେ ଗିରଫ କରାଯାଇଛି। ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୁଣ୍ଡଣ୍ଡା ଗ୍ରାମର ସୁବାସ ଚନ୍ଦ୍ର ସାହୁ ନାମକ ଜଣେ ବ୍ୟକ୍ତି ଜିଲ୍ଲାର ଛତ୍ରପୁରସ୍ଥିତ ଏସଡିଜେଏମ୍ କୋର୍ଟକୁ ଯାଇ ଅଭିଯୋଗକାରୀ ଓ ଓକିଲଙ୍କ…

ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ହେବ ନିୟମିତ ଅଙ୍ଗନବାଡି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଦେବଗଡ଼ ବାରକୋଟରେ ପ୍ରତିଷ୍ଠା ହେବ ନୂତନ ଅତିରିକ୍ତ ସିଭିଲ୍ ଜଜ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ଼ ଜିଲ୍ଲା ବାରକୋଟଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି। ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ…

ପିଜିବିଏମ୍‌ ପ୍ରତିଷ୍ଠାତା ସଭାପତି ରାହାସ ବିହାରୀଙ୍କ ବିୟୋଗରେ ଶୋକସଭା

ଭୁବନେଶ୍ୱର: ଅବସରପ୍ରାପ୍ତ ଆଗ୍ନିକ ଆରକ୍ଷୀ ଅଧିକ୍ଷକ, ରାଜଧାନୀର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପାରଳା ଗଜପତି ବିକାଶ ମଞ୍ଚର ପ୍ରତିଷ୍ଠାତା ସଭାପତି ରାହାସ ବିହାରୀ ମହାନ୍ତିଙ୍କ ବିୟୋଗରେ ପାରଳା ଗଜପତି ବିକାଶ ମଞ୍ଚ (ପିଜିବିଏମ୍‌) ତରଫରୁ ମଞ୍ଚ କାର୍ଯ୍ୟାଳୟଠାରେ ବରିଷ୍ଠ…

ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ କାହିଁକି ଗଠନ ହୋଇନି କମିଟି-ରତ୍ନଭଣ୍ଡାର ପ୍ରସଙ୍ଗରେ ସରକାରଙ୍କୁ ଘେରିଲା ବିଜେପି

ଭୁବନେଶ୍ୱର:ତାତିଲା ରତ୍ନଭଣ୍ଡାର ରାଜନୀତି । ରତ୍ନଭଣ୍ଡାର ଖୋଲିବା ଓ ମରାମତି ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ । କଂଗ୍ରେସ ପକ୍ଷରୁ ଏ ନେଇ ଆଜି ପୁରୀରେ ବିରାଟ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିବାବେଳେ ବିଜେପି ମଧ୍ୟ ସରକାରଙ୍କୁ କଡା ସମାଲୋଚନା କରିଛି । ବିଜେପିର ପୂର୍ବତନ ରାଜ୍ୟ…

ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି ମହାପ୍ରଭୁଙ୍କ ନିକଟରେ ଦୀପଦାନ କଲେ ବିଜୁ ଯୁବ ଜନତା ଦଳ

ପୁରୀ: ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସକୁ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପୁରୀ ଜିଲ୍ଲା ବିଜୁ ଯୁବ ଜନତା ଦଳ ପକ୍ଷରୁ ପାଳନ କରାଯାଇଛି। ବିଜେଡ଼ି ରାଜ୍ୟ ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନେତୃତ୍ବରେ ପ୍ରଥମେ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦୀପଦାନ…