Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁନ୍ଦରଗଡର ଆତଙ୍କ ଖେଳାଇଲା ସ୍କ୍ରବ ଟାଇଫସ: ପୁଣି ୧୦ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ: ସୁନ୍ଦରଗଡର ଆତଙ୍କ ସୃଷ୍ଟି କରିଛି ସ୍କ୍ରବ ଟାଇଫସ । ପ୍ରତିଦିନ ବଢି ଚାଲିଛି ରୋଗୀ ସଂଖ୍ୟା ।  ମଙ୍ଗଳବାର ପୁଣି ୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହାର ସଂଖ୍ୟା ବୃଦ୍ଧି ପାଇ ୧୯୩ରେ ପହଞ୍ଚିଛି । ଗତକାଲି ଚିହ୍ନଟ ହୋଇଥିବା ୧୦ ଜଣଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତ ଅଛି ।…

ଗଣେଶ ପୂଜା ମଣ୍ଡପରେ ଅଘଟଣ: ବିଦ୍ୟୁତ ଆଘାତରେ ଟଳି ପଡିଲେ ଯୁବକ

ପାରଳାଖେମୁଣ୍ଡି: ଗଣେଶ ପୂଜା ପୂର୍ବରୁ ଅଘଟଣ ।  ଗଣେଶ ମଣ୍ଡପରେ ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ ।  ଘଟଣା ଘଟିଛି ଗଜପତି ଜିଲ୍ଲାରେ ।   ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ତୋଟାଗୁମୁଡା ଗାଁରେ ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ।  ମୃତ ଯୁବକଙ୍କ ନାଁ ଜେ.ଖଗେଶ ।  ଗତକାଲି…

ବାଲୁକାରେ ୧ ହଜାର ଷ୍ଟିଲ ବାସନରେ ଗଣେଶ ମୂର୍ତ୍ତି ନିର୍ମାଣ କରି ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ: ଆଜି ହେଉଛି ପବିତ୍ର ଗଣେଷ ଚତୁର୍ଥୀ  । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ବିରାଜମାନ କରିଛନ୍ତି ପ୍ରଭୁ ଗଜାନନ  । ପ୍ରଭୁଙ୍କ ଆଗମନକୁ ନେଇ ସବୁଆଡେ ବ୍ୟାପକ ପ୍ରସ୍ତୁତି କରାଯାଇଛି  । ବିଭିନ୍ନ ଶିକ୍ଷାନୁଷ୍ଠାନ ଗୁଡିକରେ ମଧ୍ୟ ବେଶ୍ ଧୂମଧାମ…

ପବିତ୍ର ଗଣେଶ ଚତୁର୍ଥୀ: ସବୁଠି ଚାଲିଛି ଗଜାନନଙ୍କ ଆରାଧନା

ଭୁବନେଶ୍ବର: ଆଜି ପବିତ୍ର ଗଣେଶ ଚତୁର୍ଥୀ । ଧରାପୃଷ୍ଠରେ ଅବତରଣ କରିଛନ୍ତି ପ୍ରଭୁ ଗଜାନନ  । ଗାଁଠୁ ସହର ସବୁଠି ଉତ୍ସବର ପରିବେଶ । ସବୁଠି ଗଜାନନଙ୍କୁ ପୂଜାର୍ଚ୍ଚନା କରାଯାଉଛି  । ସୁଉଚ୍ଚ ତୋରଣ ସାଙ୍ଗକୁ ବିଶାଳକାୟ ମେଢ ଏବଂ ରଙ୍ଗୀନ ଆଲୋକମାଳା ଆଖି ଝଲସାଇ ଦେଉଛି  । ହୋମଯଜ୍ଞରେ…

ଧରାବତରଣ କଲେ ପ୍ରଥମପୂଜ୍ୟ ଶ୍ରୀଗଣେଶ, ଜାଣନ୍ତୁ କେଉଁ ଆକୃତିର ମୂର୍ତ୍ତି ପୂଜା କଲେ କେଉଁ ବର ମିଳେ

ଭୁବନେଶ୍ଵର: ଆଜି ପବିତ୍ର ଗଣେଶ ଚତୁର୍ଥୀ । ଅଗ୍ରପୂଜ୍ୟ, ବିଘ୍ନରାଜ ଶ୍ରୀ ବିନାୟକଙ୍କ ପୂଜା । ଏଥିପାଇଁ ପୁରପଲ୍ଲୀ ହୋଇଉଠିଛି ଚଳଚଞ୍ଚଳ । ବଡ ବଡ ତୋରଣ ସାଙ୍ଗକୁ ଆକର୍ଷଣୀୟ ସାଜସଜା ସହ ପୂଜା ପେଣ୍ଡାଲରେ ଚାଲିଛି ଗଜାନନଙ୍କ ହୋମ ଯଜ୍ଞ । ମନ୍ଦିର ଏବଂ ଶିକ୍ଷାନୁଷ୍ଠାନରେରେ ବି ଗଣେଶଙ୍କ…

ସମ୍ବାଦ ଅଫିସରୁ ଜବତ ଦସ୍ତାବିଜ ଖୋଲିବ ଦୁର୍ନୀତିର ଗୁମର!

ଭୁବନେଶ୍ୱର: ସମ୍ବାଦ ଅଫିସରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁର ଯାଞ୍ଚ। କର୍ମଚାରୀଙ୍କ ନାଁରେ ଋଣ ମାମଲାରେ ଆଜି ସମ୍ବାଦ ଖବରକାଗଜ ଅଫିସରେ ଚାଲିଛି ଯାଞ୍ଚ। ଯାଞ୍ଚ ବେଳେ ଜବତ ହୋଇଛି କିଛି ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଏବଂ ଦସ୍ତାବିଜ। ବର୍ତ୍ତମାନ ସୁଦ୍ଧା କିଛି ପ୍ରମୁଖ ସାକ୍ଷୀଙ୍କୁ ପଚରାଉଚରା…

ଗଣେଶ ପୂଜା ପୂର୍ବରୁ ଅଘଟଣ: ଟ୍ରାକ୍ଟରରେ ବିଦ୍ୟୁତ ତାର ଲାଗି ଜଣେ ମୃତ, ୨ ଗୁରୁତର

ଯାଜପୁର: ଗଣେଶ ପୂଜା ପୂର୍ବେ ଅଘଟଣା। ପୂଜା ପାଇଁ ଗଣେଶ ମୂର୍ତ୍ତି ନେବା ବେଳେ ଟ୍ରାକ୍ଟରରେ ଲାଗିଗଲା ବିଦ୍ୟୁତ ତାର। ଟ୍ରାକ୍ଟରରେ ବିଦ୍ୟୁତ ତାର ଲାଗି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ବ୍ଲକ ବାଲିବିଲି ଗାଁରେ।…

ଭିଡ଼ ହିଂସାରେ ସାମିଲ ବ୍ୟକ୍ତିଙ୍କୁ ଆଇନ ଅନୁଯାୟୀ ମିଳିବ କଠୋର ଦଣ୍ଡ: ଓଡିଶା ପୋଲିସ

ଭୁବନେଶ୍ୱର: ଭିଡ ହିଂସା ଏକ ଅପରାଧ ଏବଂ ସେଥିରେ ଯେଉଁ ବ୍ୟକ୍ତି ଭାଗ ନିଅନ୍ତି ତାହା ମଧ୍ୟ ବଡ଼ ଅପରାଧ। ଜଣେ ବ୍ୟକ୍ତି ଯଦି କୌଣସି ପ୍ରକାରର ଭିଡ ହିଂସାରେ ଭାଗ ନିଏ ତେବେ ତାକୁ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ ହେବ ବୋଲି ଓଡିଶା ପୋଲିସ ପକ୍ଷରୁ କୁହାଯାଇଛି। ସର୍ବୋଚ୍ଚ ନ୍ୟାୟାଳୟ ତେହେସିନ…

ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଘୋଷଣା

ଭୁବନେଶ୍ୱର: ଆନ୍ଦୋଳନ ସ୍ଥଗିତ ରଖିଲେ ପ୍ରାଥମିକ ଶିକ୍ଷକ। ସ୍ଥଗିତ ହେବା ନେଇ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସୂଚନା ଦେଲେ ମହାସଂଘର ମହାସଚିବ ଚାରୁଲତା ମହାପାତ୍ର। ସୂଚନା ଥାଉକି ଗ୍ରେଡ୍‌ ପେ’ ବୃଦ୍ଧି, ପ୍ରାଥମିକ ଶିକ୍ଷାରେ ଠିକା…

ରାସ୍ତା ଉପରେ ୩ ଫୁଟ ବନ୍ୟା ପାଣି: ସୁଅରେ ଭାସିଗଲା କାର

ପାରାଦୀପ: ଜଗତସିଂହପୁର ଜିଲ୍ଲା ପାରାଦୀପ ନିକଟ ଗଳିପୋଲରେ ଭାସିଗଲା କାର । ମହାପଦୀର ପ୍ରଖର ବନ୍ୟା ସ୍ରୋତରେ ଭାସିଗଲା ।  କାରଟି ଭାସି ଭାସି ଏକ ଶାହାଡା ଗଛରେ ଲାଗିଥିଲା  । ଜୀବନ ବିକଳରେ ଜଣେ ଯୁବକ କାରରୁ ବାହାରି ଆସିଥିଲେ ।  ଶାହାଡ଼ା ଗଛକୁ ଚଢ଼ି ଯାଇଥିଲେ । ଅନ୍ୟ ଜଣେ କାର ଉପରେ ଛିଡା…