Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଆଉ ୪ ନୂଆ ତହସିଲ୍ ପାଇଁ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର: ତୃଣମୂଳ ସ୍ତରରେ ଶାସନକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ସରକାର ଚାରୋଟି ନୂତନ ତହସିଲ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଦ୍ବାରା ରାଜ୍ୟରେ ମୋଟ ତହସିଲ ସଂଖ୍ୟା ୩୨୧କୁ ବୃଦ୍ଧି ପାଇବ। ତେବେ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ଏହି ନୂତନ ପ୍ରଶାସନିକ ୟୁନିଟ୍…

୬୯ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ଟୁର୍ଣ୍ଣାମେଣ୍ଟ; ଏଏମ୍/ଏନ୍ଏସ୍ ଇଣ୍ଡିଆ ଖୋ ଖୋ ଏଚପିସି ଆଥଲେଟଙ୍କ ଚମତ୍କାର ପ୍ରଦର୍ଶନ

କେନ୍ଦୁଝର: କେନ୍ଦୁଝରସ୍ଥିତ ଡିଏନ୍ ହାଇସ୍କୁଲରେ ଆୟୋଜିତ ୬୯ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ଖୋ ଖୋ ଟୁର୍ଣ୍ଣାମେଣ୍ଟ ୨୦୨୫-୨୬ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଖୋ ଖୋ ହାଇ ପରଫର୍ମାନ୍ସ ସେଣ୍ଟର (ଏଚପିସି)ର ଆଥଲେଟ୍ ମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ୬ରୁ ୮ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ…

ବଲାଙ୍ଗିରରେ ମାନବ ଚାଲାଣ ରାକେଟ; ୧୦ ଉଦ୍ଧାର, ୨ ଅଟକ

ବଲାଙ୍ଗିର: ମାନବ ଚାଲାଣ ବିରୋଧରେ ଏକ ବଡ଼ ସଫଳତା ହାସଲ କରିଛି ପୋଲିସ। ବଲାଙ୍ଗୀର ଜିଲ୍ଲାର ଖପ୍ରାଖୋଲ ଅଞ୍ଚଳରେ ଦୁଇ ଶିଶୁ ସମେତ ଦଶ ଜଣଙ୍କୁ ଉଦ୍ଧାର କରିଛି। ସେମାନଙ୍କୁ ବିଜୟୱାଡାରେ ଶ୍ରମିକ ଭାବରେ ନିୟୋଜିତ କରିବାକୁ ନିଆଯାଉଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଖପ୍ରାଖୋଲ ପୋଲିସ ଏହି…

Suposhit Odisha Mission: ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ, ପ୍ରତ୍ୟେକ ଶିଶୁର ପୁଷ୍ଟିସାଧନ ନିମନ୍ତେ ନିଆଯିବ…

ଭୁବନେଶ୍ୱର: ରାଜ୍ୟରେ ସମସ୍ତ ଶିଶୁଙ୍କର ପୁଷ୍ଟି ସାଧନ ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଶିଶୁମାନଙ୍କୁ ପୋଷଣଯୁକ୍ତ କରାଇବା ପାଇଁ ସୁପୋଷିତ ଓଡ଼ିଶା ମିଶନ ଲୋକାର୍ପିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଲୋକସେବା ଭବନସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର…

ସ୍ୱୟଂ ସହାୟିକା ଗୋଷ୍ଠୀ ମା’ ମାନଙ୍କୁ ୧୧୭ କୋଟି ଟଙ୍କା ସୁଧ ଫେରସ୍ତ

ଭୁବନେଶ୍ୱର: ମହିଳା ସଶକ୍ତିକରଣ ହେଉଛି ବିକଶିତ ଓଡିଶା ଗଠନରେ ଏକ ଗୁରୁତ୍ଵପୂର୍ଣ୍ଣ ଅଙ୍ଗ। ମାଆ ମାନଙ୍କର ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ ବ୍ୟବସ୍ଥା ସହାୟକ ହୋଇଛି। ଏହା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଭିତ୍ତିକୁ ସୁଦୃଢ଼…

ରାଜ୍ୟରୁ ବାହାରିବେ ବାଂଲାଦେଶୀ ଅନୁପ୍ରବେଶକାରୀ

ଭୁବନେଶ୍ୱର: ରାଜ୍ୟରୁ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ସେମାନଙ୍କ ବିରୁଦ୍ଧରେ ସରକାରଙ୍କ…

ଆହତ ଯାତ୍ରୀଙ୍କୁ ବସରୁ ଓଲ୍ହାଇବା ଘଟଣା; ଡ୍ରାଇଭର ଏବଂ କଣ୍ଡକ୍ଟର ନିଲମ୍ବିତ

ରାଉରକେଲା: ମୁଖ୍ୟମନ୍ତ୍ରୀ ବସ୍ ସେବା ଅଧୀନରେ ଥିବା ଏକ ବସ୍‌ର ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାରେ ଜଣେ ଆହତ ୬୫ ବର୍ଷୀୟ ବୃଦ୍ଧାଙ୍କୁ ସାହାଯ୍ୟ କରିବା ପରିବର୍ତ୍ତେ ଗାଡ଼ିରୁ ଓହ୍ଲାଇବାକୁ ବାଧ୍ୟ କରିବା ଅଭିଯୋଗରେ ନିଲମ୍ବିତ କରାଯାଇଛି। ବୀରବିରା ପଞ୍ଚାୟତ…

ବାଂଲାଦେଶୀ ନାବାଳିକାଙ୍କୁ ଚାଲାଣ ଅଭିଯୋଗରେ ୧୦ ଜଣଙ୍କ ବିରୋଧରେ ଏନଆଇଏର ଚାର୍ଜସିଟ୍

ଭୁବନେଶ୍ୱର: ଓଡ଼ିଶାରେ ଜଣେ ବାଂଲାଦେଶୀ ନାବାଳିକାଙ୍କୁ ଚାଲାଣ କରିବା ଘଟଣାର ତଦନ୍ତ କରି ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ) ୧୦ ଜଣଙ୍କ ନାମରେ ଚାର୍ଜସିଟ୍ ଦାଖଲ କରିଛି। ଗତ ବର୍ଷ ନଭେମ୍ବର ୯ ରାତିରେ କଟକର ଲିଙ୍କ ରୋଡ୍ ଅଞ୍ଚଳରେ ବୁଲୁଥିବା ୧୭ ବର୍ଷୀୟା ଯୁବତୀଙ୍କୁ ମଧୁପାଟଣା ପୋଲିସ…

ଜନ୍ମମାଟିକୁ ପହଞ୍ଚିଲା ହ୍ୟୁମାନ ସାଗରଙ୍କ ମରଶରୀର, ଶେଷ ଦର୍ଶନ ପାଇଁ ସଙ୍ଗୀତପ୍ରେମୀଙ୍କ ଭିଡ଼

ବଲାଙ୍ଗିର: ଆରପାରିରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ହୋଇଥିଲା ପରଲୋକ । ଆଜି ତାଙ୍କ ପାର୍ଥିବ ଶରୀରକୁ ଜନ୍ମମାଟିକୁ ନିଆଯାଇଛି । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ରେ ହ୍ୟୁମାନଙ୍କ ମରଶରୀର ପହଞ୍ଚିଛି । ତାଙ୍କୁ ହରାଇ ପୂରା ଅଞ୍ଚଳରେ…

ପୋଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ: ୩ ଆଇପିଏସ୍‌ ଅଧିକାରୀଙ୍କୁ ସମନ!

ଭୁବନେଶ୍ୱର: ବହୁଚର୍ଚ୍ଚିତ ପୋଲିସ ସବ୍ଇନ୍ସପେକ୍ଟର (ଏସ୍ଆଇ) ପରୀକ୍ଷା କେଳେଙ୍କାରୀ ମାମଲାରେ ସିବିଆଇ ତଦନ୍ତକୁ ମୂଳରୁ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ପୋଲିସ ଅଧିକାରୀଙ୍କ ନିଯୁକ୍ତି ଦାୟିତ୍ୱ ମୁଣ୍ଡାଇଥିବା ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆର୍ବି)କୁ ଟାଗେର୍ଟ କରିଛି । ୨୦୨୦…