Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚଳିତ ପାର୍ବଣ ଋତୁରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଦାୟ କରାଯିବନି ଗ୍ରାଉଣ୍ଡ ରେଣ୍ଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନକରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ…

ମରାମତି ବେଳେ ଭୁଶୁଡ଼ିଲା ବିଦ୍ୟୁତ ଟାୱାର, ୫ ଆହତ

ଝାରସୁଗୁଡା: ଲଖନପୁର ବ୍ଲକରେ ଅଘଟଣ। ସୁଲେପାଲି-ପିପିଲିକାନି ମଧ୍ୟଭାଗରେ ମରାମତି ବେଳେ ଭୁଶୁଡ଼ିଲା ବିଦ୍ୟୁତ ଟାୱାର। ଟାୱାରରେ କାମ କରୁଥିବା ୫ ଶ୍ରମିକ ଆହତ ହୋଇଛନ୍ତି। ସମସ୍ତ ଶ୍ରମିକଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ବୁର୍ଲା…

କୋରାପୁଟ ଗସ୍ତରେ ରାଜ୍ୟ ବିଜେପି ସଭାପତି, ଆନ୍ଦୋଳନରତ ଶିକ୍ଷକଙ୍କ ଦାବିକୁ କଲେ ସମର୍ଥନ

କୋରାପୁଟ: ଆନ୍ଦୋଳନରତ ଶିକ୍ଷକମାନଙ୍କ ସମସ୍ତ ଦାବି ପ୍ରତି ବିଜେପିର ପୂର୍ଣ୍ଣ ସମର୍ଥନ। ଶିକ୍ଷକଙ୍କ ବିଭିନ୍ନ ଦାବି ନେଇ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରୁଥିବା ଶିକ୍ଷକମାନଙ୍କୁ ରାଜ୍ୟ ସଭାପତି ମନମୋହନ ସାମଲ ଆଜି କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର,…

ଏସୀୟ କ୍ରୀଡ଼ା ୨୦୨୩ରେ କିଟ୍‍ ଓ କିସ୍‍ର ୧୪ ଖେଳାଳି

ଭୁବନେଶ୍ୱର: ଏସୀୟ କ୍ରୀଡ଼ା-୨୦୨୩ରେ ଉଭୟ କିଟ୍‍ ଓ କିସ୍‍ର ୧୪ଜଣ କ୍ରୀଡ଼ାବିତ୍‍ ଭାରତର ପ୍ରତିନିଧିତ୍ୱ କରିବେ। ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ତାରିଖ ପର୍ଯ୍ୟନ୍ତ ଚୀନ୍‍ର ହାଙ୍ଗ୍‍ଝୁଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ଏସୀୟ କ୍ରୀଡ଼ା ୨୦୨୩ରେ ବିଭିନ୍ନ ବିଭାଗରେ ଏମାନେ ଭାରତର ପ୍ରତିନିଧିତ୍ୱ…

‘ବିଶ୍ୱକର୍ମା ଯୋଜନା’ ଦ୍ୱାରା ସାଧାରଣ କାରିଗରମାନେ ହେବେ ଉପକୃତ: ପ୍ରତାପ ଷଡଙ୍ଗୀ

ଭୁବନେଶ୍ୱର: କାରିଗରମାନେ ସମାଜର ସୌନ୍ଦର୍ଯ୍ୟ କରଣ କରୁଛନ୍ତି କିନ୍ତୁ ତାଙ୍କ ବିଷୟରେ ସମାଜରେ କେହି ଚିନ୍ତା କରୁନଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ “ବିଶ୍ୱକର୍ମା ଯୋଜନା”ର ଆରମ୍ଭ କରିଛନ୍ତି। ଏହି ଯୋଜନା ଦ୍ୱାରା ଗ୍ରାମୀଣ ଓ ସହରାଚଂଳର ପାରମ୍ପରିକ କାରିଗର ଓ ଶିଳ୍ପକାରମାନେ…

ବିଜେଡି ବିରୋଧରେ ପଶ୍ଚିମ ଓଡିଶା କାର୍ଡ, ଏକାଠି ହେଲେ ବିଜେପି, କଂଗ୍ରେସ!

ଭୁବନେଶ୍ୱର: ବିଧାନସଭା ନିର୍ବାଚନ ପାଇଁ ଓଡ଼ିଶାର ରାଜନୈତିକ ବାତାବରଣ ସରଗରମ ହେଉଛି। ଠିକ ଏଭଳି ସମୟରେ ବିରୋଧୀ ପଶ୍ଚିମ ଓଡିଶାକୁ ନେଇ ଏକ ବଡ଼ କାର୍ଡ ଖେଳିଥିବା ଆଲୋଚନା ହେଉଛି। ନୂଆଖାଇକୁ ପଶ୍ଚିମ ଓଡିଶାର ଗଣପର୍ବ କୁହାଯାଏ। ଏପରିକି ଛୋଟଠୁ ବଡ଼ ସମସ୍ତେ ଏହି ପର୍ବକୁ ବହୁ ଅଧିକ…

ଭାଙ୍ଗିଲା ଅଚଳାବସ୍ଥା, ସ୍ଵଭାବିକ ହେଲା ମହାପ୍ରଭୁଙ୍କ ନିତୀକାନ୍ତି

ପୁରୀ: ଦୂର ହୋଇଛି ମହାପ୍ରଭୁଙ୍କ ନୀତିକାନ୍ତିକୁ ନେଇ ହୋଇଥିବା ଅଚଳାବସ୍ଥା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ସ୍ବାଭାବିକ ହେଲା ମହାପ୍ରଭୁଙ୍କ ନୀତିକାନ୍ତି । ନୀତିକାନ୍ତିକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି । ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ପରେ…

ମାଲକାନଗିରିରେ ବର୍ଷିଲେ ସାଂସଦ ଅପରାଜିତା: ‘ଯଦି ଭୁବନେଶ୍ୱରରେ ଜମି ହଡପ ହେଉଛି, ଏଠି କ’ଣ ହେଉଥିବ ?’

ଭୁବନେଶ୍ୱର: ସ୍ୱାଭିମାନ ଅଞ୍ଚଳରେ ଉଠାଇଲେ ଦୁ୍ର୍ନୀତି କଥା । କହଲେ ବିଜେଡି ସରକାରର ଭ୍ରଷ୍ଟାଚାରର କଥା । ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଲେ । ପୁଣି ଧୃତରାଷ୍ଟ୍ର ବୋଲି କହି ମୁଖ୍ୟମନ୍ତ୍ରୀଙ୍କୁ ଆକ୍ଷେପ କଲେ  ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ । ସାଂସଦ ଆଜି ସକାଳୁ କୋରାପୁଟ ଗସ୍ତରେ…

‘ଇଣ୍ଡିଆ’ ଉପରେ ବର୍ଷିଲେ ଅପରାଜିତା: କହିଲେ, ଗଣମାଧ୍ୟମ ଆଙ୍କରଙ୍କୁ ବୟକଟ କରିବା ଦୁର୍ଭାଗ୍ୟଜନକ

ଜୟପୁର: ‘ଇଣ୍ଡିଆ’ ମେଣ୍ଟ ହତାଶ ହୋଇପଡିଛି । କିଛି ଗଣ ମାଧ୍ୟମର ଆଙ୍କର ମାନଙ୍କୁ ବୟକଟ କରିବା ନିଷ୍ପତି ଦୁର୍ଭାଗ୍ୟ ଜନକ । ଏପରିୂ ନିଷ୍ପତ୍ତି ଅତ୍ୟନ୍ତ ନିନ୍ଦନୀୟ ଏବଂ ରାଷ୍ଟ୍ରପାଇଁ ବିପଦ ଜନକ । ଏମିତି କହି ସ୍ୱାଭିମାନ ଅଞ୍ଚଳରେ ଏନଡିଏ ବିରୋଧି ମହାମେଣ୍ଟ  ଇଣ୍ଡିଆ  ଉପରେ ବର୍ଷିଛନ୍ତି…

ଆସୁଛି ବିଶ୍ୱକର୍ମା ପୂଜା ! ଚଳଚଞ୍ଚଳ ବନ୍ଦରନଗରୀ ପାରାଦୀପ

ପାରାଦୀପ: ବନ୍ଦର ନଗରୀ ପାରାଦୀପ ଏବେ ଚଳଚଞ୍ଚଳ । ଚାଲିଛି ଜୋରଦାର ପ୍ରସ୍ତୁତି । ରାଜ୍ୟ ତଥା ରାଜ୍ୟ ବାହାରୁ ନିଖୁଣ କାରିଗର ଦ୍ୱାରା ନିର୍ମାଣ ହେଉଛି ଉଚ୍ଚ ଉଚ୍ଚ ତୋରଣ । ଆଉ ଦୁଇ ଦିନ ପରେ ଆଲୋକ ମାଳରେ ସଜେଇ ହେବ ବନ୍ଦର ନଗରୀ ପାରାଦୀପ ।  କାରଣ ଆସୁଛି ବିଶ୍ୱକର୍ମା ପୂଜା । ଆସନ୍ତା ୧୭…