Latest Odisha News

BREAKING NEWS

Browsing Category

ଓଡିଶା

Odisha

ହନିଟ୍ରାପ୍ କୁଇନ ଇରାନୀ ପାତ୍ର ଗିରଫ ମାମଲା, ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର

ଭୁବନେଶ୍ଵର: ହନିଟ୍ରାପ୍‌ କୁଇନ ଇରାନୀ ପାତ୍ର ଗିରଫ ମାମଲାରେ ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର । ୫ ଦିନ ରିମାଣ୍ଡ ଆବେଦନ କରିବ ତମାଣ୍ଡୋ ପୋଲିସ । ଏସଡିଜେଏମ୍‌ଙ୍କ କୋର୍ଟରେ କରିବ ଆବେଦନ । ରିମାଣ୍ଡରେ ଆସିଲେ ଖୋଲିବ ହାନିଟ୍ରାପ୍‌ ଲିଙ୍କ । ଆଗକୁ ଇରାନୀକୁ ମଧ୍ୟ ରିମାଣ୍ଡରେ…

ଆନ୍ଧ୍ରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୪ମୃତ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଲରି ସହ ଆମ୍ବୁଲାନ୍ସ ଧକ୍କା ହେବାରୁ ଘଟିଛି ଏହି ଦୁର୍ଘଟଣା । ତେବେ ଦୁର୍ଘଟଣାରେ ଓଡିଶାର ୪ଜଣ ପ୍ରାଣ ହରାଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ଆନ୍ଧ୍ରପ୍ରଦେଶର ଚିତ୍ତୋର ଜିଲ୍ଲା ତାଭାନପଲ୍ଲୀ…

ଚିନ୍ତା ବଢାଇଲା ସ୍କ୍ରବ ଟାଇଫସ୍‌: ଜ୍ୱର ହେଲେ ତୁରନ୍ତ ପରୀକ୍ଷା କରାଇବାକୁ ଜନସ୍ବାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ୱର: ଡେଙ୍ଗ ପରେ ଏବେ ରାଜ୍ୟରେ ବଢିଲା ସ୍କ୍ରବ ଟାଇଫସ ଚିନ୍ତା । ବରଗଡ ଏବଂ ସୁନ୍ଦରଗଡରେ ୬ ଜଣଙ୍କର ଏହି ସ୍କ୍ରବ ଟାଇଫସରେ ମୃତ୍ୟୁ ଘଟିବା ପରେ ସ୍ୱାସ୍ଥ୍ୟ ବିଭାଗ ସଚେତନ ହୋଇଛି । ସବୁ ଜିଲ୍ଲାକୁ ଏ ନେଇ ସତର୍କ କରାଯାଇଛି । ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଏହାର କିପରି ଟେଷ୍ଟ କରାଯିବ…

ଖୋଲିଲା ହୀରାକୁଦର ଆଉ ୬ଟି ଗେଟ, ୨୦ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୬ଟି ଗେଟ । ବର୍ତ୍ତମାନ ସମୁଦାୟ ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବଙ୍ଗୋପସଗାରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପର ମୁଣ୍ଡରେ ଜାରି ରହିଛି ଲଗାଣ ବର୍ଷା । ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମର ଗୋଟିଏ ପରେ ଗୋଟିଏ ଗେଟ୍ ଖୋଲିବାରେ…

ଭୁଶୁଡିଲା ଭାର୍ଗବୀ ନଦୀବନ୍ଧ, ଆତଙ୍କିତ ଅବସ୍ଥାରେ ଲୋକେ

ଭୁଶୁଡିଲା ଭାର୍ଗବୀ ନଦୀବନ୍ଧ । ପୁରୀ ଜିଲ୍ଲା ନିକଟସ୍ଥ ପିପିଲି ବ୍ଲକର ବାଲିଗାଁ ନଦୀବନ୍ଧରେ ଏକ ଫାଟ ସୃଷ୍ଟି ହେଇଛି । ଫାଟଟି ପ୍ରାୟେ ୪ଶହ ମିଟର ଲମ୍ବ ବୋଲି ଜଣାପଡିଛି । ଯେହାକୁ ନେଇ ଆତଙ୍କିତ ଅବସ୍ଥାରେ ଅଛନ୍ତି ପିପିଲି ବ୍ଲକର ୪ଟି ପଞ୍ଚାୟତ ବାସିନ୍ଦା । ନଦୀବନ୍ଧର ଏଭଳି ଅବସ୍ଥା ଦେଖି…

କେନ୍ଦୁଝରରେ ପୂର୍ବତନ ମହିଳା ସରପଞ୍ଚ ଓ ସ୍ବାମୀଙ୍କୁ ହତ୍ୟା ଘଟଣାରେ ୭ ଅଟକ

କେନ୍ଦୁଝର : କେନ୍ଦୁଝର ବାଲିପାଳ ପଞ୍ଚାୟତରେ ପୂର୍ବତନ ସରପଞ୍ଚ ରମ୍ଭା ପାତ୍ର ଓ ତାଙ୍କ ସ୍ବାମୀଙ୍କୁ ହତ୍ୟା ଘଟଣା  । ପୋଲିସ ୭ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି  । ବ୍ୟକ୍ତିଗତ ଶତ୍ରୁତା ନା ରାଜନୈତିକ ବିବାଦରୁ ହତ୍ୟା କରାଯାଇଛି , ସେ ନେଇ ପୋଲିସ ଖୋଳତାଡ ଜାରି ରଖିଛି  ।…

ପୁଣି ସେବାୟତଙ୍କ ମଧ୍ୟରେ ବିବାଦ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଭ୍ରାଟ

ପୁରୀ: ଶ୍ରୀମନ୍ଦିରରେ ସେବାୟତମାନଙ୍କ ମଧ୍ୟରେ ବିବାଦ ତୁଟିବାର ନାଁ ନେଉନାହିଁ । ପ୍ରତ୍ୟକ ଥର ସେବାୟତମାନଙ୍କ ମଧ୍ୟରେ ବିବାଦ କାରଣରୁ ବନ୍ଦ ରହୁଛି ଶ୍ରୀଜିଉଙ୍କ ନୀତିକାନ୍ତି । ଏହାରି ଭିତରେ ଆଜି ପୁଣି ସେବାୟତଙ୍କ ମଧ୍ୟରେ ବିବାଦ କାରଣରୁ ବନ୍ଦ ରହିଛି ମହାପ୍ରଭୁଙ୍କ ନୀତିକାନ୍ତି । ସେବାରୁ…

ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ! ବଢିପାରେ ବର୍ଷା

ଭୁବନେଶ୍ୱର: ଆସନ୍ତା ସପ୍ତାହରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।  ଏହା ଉତ୍ତର ବଙ୍ଗୋପ ସାଗରର ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିପାରେ ବୋଲି ଆଇଏମଡି ପକ୍ଷରୁ ଆକଳନ କରାଯାଇଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ,…

ହୀରାକୁଦ ଡ୍ୟାମର ୧୪ଟି ଗେଟ୍ ଦେଇ ଜଳ ନିଷ୍କାସିତ : ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୮.୧୫ ଫୁଟ୍

ସମ୍ବଲପୁର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁଁ ଗତକାଲି ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍ ଖୋଲିଛି  । ବର୍ତ୍ତମାନ ହୀରାକୁଦ ଡ୍ୟାମର ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି  । ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୮.୧୫…

ଗାନ୍ଧୀଧାମ-ପୁରୀ ଟ୍ରେନରେ ଚାଞ୍ଚଲ୍ୟ: ଟ୍ରେନରେ ଯାତ୍ରୀଙ୍କ ତଣ୍ଟି କାଟିଲେ ଦମ୍ପତି

ବଲାଙ୍ଗୀର:  ବଲାଙ୍ଗୀର ଜିଲ୍ଲା ଟିଟଲାଗଡ ରେଳଷ୍ଟେସନ ଗାନ୍ଧୀଧାମ-ପୁରୀ ଟ୍ରେନରେ ଚାଞ୍ଚଲ୍ୟ । ଚଳନ୍ତା ଟ୍ରେନରେ ଦୁଇ ଯାତ୍ରୀଙ୍କ ତଣ୍ଟି କାଟିଦେଲେ ଦମ୍ପତ୍ତି  । ଟ୍ରେନରେ କିଛି ଘଟଣାକୁ ନେଇ ଆରମ୍ଭ ହୋଇଥିବା ଗଣ୍ଡଗୋଳ କ୍ରମଶଃ ରକ୍ତପାତର ରୂପ ନେଇଥିଲା  । ଯାହାକୁ ନେଇ ଦମ୍ପତ୍ତି ଏକ…