Latest Odisha News

BREAKING NEWS

Browsing Category

ଓଡିଶା

Odisha

କଥା ରଖିଲେ ଅଶ୍ୱିନୀ : ବାଲେଶ୍ୱର ନିକଟ ଉପମାର୍ଗ ପାଇଁ ମଞ୍ଜୁର କଲେ ୧୪.୭ କୋଟି 

ନୂଆଦିଲ୍ଲୀ: କଥା ରଖିଲେ ରେଳ  ମନ୍ତ୍ରୀ  ଅଶ୍ୱିନୀ ବୈଷ୍ଣବ । ବାଲେଶ୍ୱର ନିକଟସ୍ଥ ନିଧିପଣ୍ଡା ନିକଟରେ ଉପମାର୍ଗ ନିର୍ମାଣ ପାଇଁ ୧୪.୭ କୋଟି ଟଙ୍କା ପାଣ୍ଠି ମଞ୍ଜୁର କଲେ  ।  ଗତ  ଜୁନ୨୧ ତାରିଖରେ  ବାଲେଶ୍ୱର ଗସ୍ତ ସମୟରେ ସ୍ଥାନୀୟ ଗ୍ରାମ ଗୁଡିକର ଲୋକମାନଙ୍କୁ ଭେଟି ସମସ୍ୟା ସମ୍ପର୍କରେ…

ରେଢ଼ାଖୋଲ ଷ୍ଟେସନଠାରେ ରହଣି କରିବ ପୁରୀ-ଦୁର୍ଗ-ପୁରୀ ଏକ୍ସପ୍ରେସ୍

ଭୁବନେଶ୍ଵର: ଯାତ୍ରୀମାନଙ୍କ ସୁବିଧା ତଥା ଯାତ୍ରୀମାନଙ୍କୁ ଆରାମଦାୟକ ଯାତ୍ରା ଯୋଗାଇବା ପାଇଁ ରେଳ ମନ୍ତ୍ରଣାଳୟ ୧୫ତାରିଖ (୧୪ ସେପ୍ଟେମ୍ବର ରାତି) ରୁ ପରୀକ୍ଷାମୂଳକ ଭିତ୍ତିରେ ରେଢ଼ାଖୋଲ ଷ୍ଟେସନରେ ୧୮୪୨୫/୧୮୪୨୬ ପୁରୀ-ଦୁର୍ଗ-ପୁରୀ ଏକ୍ସପ୍ରେସର ରହଣି ପାଇଁ ନିଷ୍ପତ୍ତି ନେଇଛି। ପୁରୀରୁ…

ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ନେଇ କଡ଼ା ଆଭିମୁଖ୍ୟ; ସ୍କୁଲରେ ଅନୁପସ୍ଥିତ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆଜକୁ ୬ ଦିନ ହେଲା ପ୍ରାଥମିକ ବିଦ୍ୟାଳୟରେ ପଡ଼ିଛି ତାଲା। ଲକ୍ଷ ଲକ୍ଷ ପିଲାଙ୍କ ପାଠପଢ଼ା ଠପ୍। ସାରା ରାଜ୍ୟର ପ୍ରାୟ ୧ଲକ୍ଷ ୩୦ହଜାର ପ୍ରାଥମିକ ଶିକ୍ଷକ ତିନି ଦଫା ଦାବି ନେଇ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି। ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ରୋକିବାକୁ…

ମିଲେଟ ରେସିପି ନେଇ ସେଫ୍‌ଙ୍କୁ ତାଲିମ; ଏଣିକି ସ୍ୱାଦ ସହ ବଢ଼ିବ ଲୋକପ୍ରିୟତା ଓ ଆଦର

ଭୁବନେଶ୍ୱର: ଓଡିଶା ମିଲେଟସ୍ ମିଶନ୍ (ଓଏମ୍ଏମ୍) ର ଏକ ପ୍ରମୁଖ ଉଦ୍ଦେଶ୍ୟ ହେଉଛି ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ଜନସଂଖ୍ୟା ମଧ୍ୟରେ ମିଲେଟର ଲୋକପ୍ରିୟତା ବୃଦ୍ଧି କରିବା। ଏଥିପାଇଁ ଓଏମ୍ଏମ୍ ସକ୍ରିୟ ଭାବରେ ସହରାଞ୍ଚଳରେ ମିଲେଟକୁ କ୍ଷେତରୁ ଖାଦ୍ୟ ଥାଳି ପର୍ଯ୍ୟନ୍ତ ପ୍ରୋତ୍ସାହିତ କରୁଛି।…

ପଟାଙ୍ଗୀ ରାଜନୀତିର ଖେଳ ବିଗାଡିବ କୋଟିଆ !

ଭୁବନେଶ୍ୱର: ଓଡ଼ିଶାରେ ପ୍ରାକ ନିର୍ବାଚନ ବାତାବରଣ ତିଆରି ହୋଇସାରିଥିବାବେଳେ ବିଭିନ୍ନ ନିର୍ବାଚନ ମଣ୍ଡଳୀକୁ ନେଇ ଆଲୋଚନା ଜୋର ଧରିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ନିର୍ବାଚନ ମଣ୍ଡଳୀ ଉପରେ ଏବେ ବିଭିନ୍ନ ରାଜନୈତିକ ଦଳର ନଜର ରହିଛି। ସେଥିମଧ୍ୟରୁ କୋରାପୁଟ ଜିଲ୍ଲା ପଟାଙ୍ଗୀ…

ବେଆଇନ ଲିଙ୍ଗ ନିରୂପଣ ମାମଲା: ହସ୍ପିଟାଲ ମାଲିକ ଓ ତାଙ୍କ ସ୍ତ୍ରୀ ଗିରଫ

କଟକ: କଟକ ଦୋଳମୁଣ୍ଡାଇ ଓ ଅରୁଣଦାୟ ନଗର ଅଞ୍ଚଳରେ ବେଆଇନ ଲିଙ୍ଗ ନିରୂପଣ ଓ ଗର୍ଭପାତ କାରବାର ଘଟଣାରେ ଦୁଇ ଗିରଫ। ହସ୍ପିଟାଲ ମାଲିକ ନିଜିତ ମହାପାତ୍ର ଓ ତାଙ୍କ ପତ୍ନୀ ମାମିନା ମହାପାତ୍ରଙ୍କୁ ଗିରଫ କରିଛି ବାଦାମବାଡ଼ି ପୋଲିସ। ଅନ୍ୟତମ ଅଭିଯୁକ୍ତ ରାମଚନ୍ଦ୍ର ଓରଫ ଭିକାରି ପରିଡା ଫେରାର ଅଛି।…

ମାଛ ଧରିବାକୁ ଯାଇ ଗଭୀର ଜଳରେ ଭାସିଗଲେ ୩ ବ୍ୟକ୍ତି: ଜଣେ ମୃତ, ଜଣେ ନିଖୋଜ

ବଲାଙ୍ଗୀର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗିରହିଛି ପ୍ରବଳ ବର୍ଷା। ଏହି ସମୟରେ ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୁଜା ଗ୍ରାମପଞ୍ଚାୟତ ପିପିଲିପାଲି ଗ୍ରାମରେ ଏକ ବଡ଼ ଅଘଟଣ ଘଟିଛି। ମାଛ ଧରିବାକୁ ଯାଇ ଗଭୀର ଜଳରେ ଭାସିଗଲେ ୩ ବ୍ୟକ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତଦେହ ଉଦ୍ଧାର…

ଡକାୟତି ଯୋଜନା ପଣ୍ଡ, ୭ କୁଖ୍ୟାତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ

ପୁରୀ: ସଦର ଓ ଚନ୍ଦନପୁର ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୁରୀ ଏସପି ଡଃ କନୱର ବିଶାଳ ସିଂଙ୍କ ନେତୃତ୍ବରେ ଫିଲ୍ ପୁରୀ ସେଫ୍, ଫିଲ ପୁରୀ କ୍ଲିନ୍ ଅଭିଯାନ ଚାଲିଛି। ଏହି କ୍ରମରେ ପୁରୀ ସଦର ୪ ଜଣ ଓ ଚନ୍ଦନପୁର ଥାନା ପୋଲିସ ୩ ଜଣଙ୍କୁ ମିଶାଇ ମୋଟ ୭ ଜଣ କୁଖ୍ୟାତ ଅପରାଧୀକୁ ଗିରଫ କରି…

ଅଖା ଭିତରେ ହାତ ବନ୍ଧା ଯୁବତୀଙ୍କ ମୃତଦେହ ଉଦ୍ଧାର

ପୁରୀ: କଣାସ ବ୍ଲକ୍ ଗଡ଼ିଶାଗଦା ଥାନା ଅନ୍ତର୍ଗତ ଦୟାନଦୀର ନୂଆଗାଁ ସେତୁ ନିକଟରୁ ଅଖା ଭିତରେ ହାତ ବନ୍ଧା ଅବସ୍ଥାରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ, ଏସପି, ଏସଡିପିଓ ଓ ସାଇଣ୍ଟିଫିକ୍ ଟିମ ପହଞ୍ଚି ତଦନ୍ତ…

ଝାରସୁଗୁଡାରେ ଜରୁରୀ ଅବତରଣ କରିପାରେ ପ୍ରଧାନମନ୍ତ୍ରୀଙ୍କ ବିମାନ, ଏୟାରପୋର୍ଟରେ ସୁରକ୍ଷା କଡାକଡ଼ି

ଝାରସୁଗୁଡା: ଖରାପ ପାଗ ଯୋଗୁଁ ଝାରସୁଗୁଡାରେ ଜରୁରୀ ଅବତରଣ କରିପାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନ। ଏଥିପାଇଁ ଝାରସୁଗୁଡା ବିମାନ ବନ୍ଦରର ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି। ବିମାନବନ୍ଦରରେ ପୋଲିସ ଓ ସେନା କର୍ମଚାରୀ ଘେରି ରହିଥିବା ବେଳେ ସନ୍ଧାନୀ କୁକୁର ଦ୍ୱାରା ଯାଞ୍ଚ…