Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ବଢୁଛି ସ୍କ୍ରବ୍ ଟାଇଫସ ମାମଲା: ସମସ୍ତ CDMO ଓ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଜନସ୍ୱାସ୍ଥ୍ୟ…

ଭୁବନେଶ୍ଵର: ମ୍ୟାଲେରିଆ, ଡେଙ୍ଗୁ ପରେ ଏବେ ରାଜ୍ୟରେ ଚିନ୍ତା ବଢାଇଛି ସ୍କ୍ରବ୍ ଟାଇଫସ୍‌ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହି କୀଟ ଆକ୍ରମଣରେ ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି । ବର୍ତ୍ତମାନ ସୁଦ୍ଧା ଏହି କୀଟ ଆକ୍ରମଣରେ ୬ ଜଣଙ୍କର ପ୍ରାଣହାନି ହେଲାଣି । ଏହାର…

ଓଡିଶାରେ ପ୍ରବଳ ବର୍ଷିବ: ଏହି ସବୁ ଜିଲ୍ଲାକୁ ରହିଛି ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସଦୃଶ୍ୟ ଲଘୁଚାପ ରୂପ  ନେଇଛି । ଏହାର ପ୍ରଭାବରେ ଗୁରୁବାର  ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । କିଛି ଅଞ୍ଚଳରେ ଅତିରୁ ଅତିପ୍ରବଳ ବର୍ଷା ଲାଗି ରହିଛି । ଲଘୁଚାପ…

ଆଜି ସପ୍ତପୁରୀ ଅମାବସ୍ୟା, ଶ୍ରୀଜିଉଙ୍କ ପାଖରେ ଲାଗି ହେବ ସପ୍ତପୁରୀ ଭୋଗ

ପୁରୀ; ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା, କୁଶୋତ୍ପାଟିନୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା” ଭାବରେ ପାଳନ କରାଯାଏ । ଓଡ଼ିଶାରେ ପାଳନ କରାଯାଏ ବାର ମାସରେ ତେର ପର୍ବ ଏବଂ ଏହା ବ୍ୟତୀତ ଥାଏ ଅନେକ ଗୁଡିଏ ନୀତିକାନ୍ତି । ଓଡ଼ିଶାର ଆରାଧ୍ୟ ଦେବତାଙ୍କୁ କେନ୍ଦ୍ର କରି…

ବିଶିଷ୍ଟ ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାଙ୍କ ଅପହରଣ ଘଟଣା: ରାଜ୍ୟପାଳଙ୍କୁ ଦାବୀପତ୍ର ପ୍ରଦାନ କଲା ଉତ୍କଳ ସର୍ବୋଦୟ…

ଭୁବନେଶ୍ଵର: ଗତ ଅଗଷ୍ଟ ୨୯ ତାରିଖରେ ବିଶିଷ୍ଟ ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାଙ୍କ ଅପହରଣ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲା ସର୍ବୋଦୟ ଓ ମାନବ ଅଧିକାର ଗଣ ସଙ୍ଗଠନ ସମୂହ । ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାଙ୍କୁ ରାୟଗଡା ସ୍ଥିତ ସ୍ଵାଗତ ହୋଟେଲରୁ ଅପହରଣ…

ଟଙ୍କା ଲୁଟ ମାମଲାରେ ଗୋବିନ୍ଦାଙ୍କୁ ଜେରା କରିବ EOW

ଭୁବନେଶ୍ଵର: ଟଙ୍କା ଲୁଟ ମାମଲାରେ ଗୋବିନ୍ଦାଙ୍କୁ ଜେରା କରିବ EOW । ଓଡିଶା ଅର୍ଥନୈତିକ ଅପରାଧ ଶାଖା ତରଫରୁ ଅଭିନେତା ଗୋବିନ୍ଦା ଆହୁଜାଙ୍କୁ ନୋଟିସ ଜାରି କରାଯାଇଛି । ପଞ୍ଜି ସ୍କିମରେ ସୋଲାର ଟେକ୍ନୋଲୋଜି ଆଲିଆନ୍ସ (STA) ଲୋକଙ୍କ ଠାରୁ ଟଙ୍କା ଲୁଟ ମାମଲାରେ ବଲିଉଡ ଅଭିନେତା…

କୃଥିକା ପ୍ରଭାକରନରଙ୍କ ନାଁରେ ପୁଣି ଜମିହଡପ ଅଭିଯୋଗ : ଏକ୍ସରେ ଗୁମର ଖୋଲିଲେ ସାଂସଦ

ଭୁବନେଶ୍ୱର: କୃଥିକା ପ୍ରଭାକରନରଙ୍କ ନାଁରେ ପୁଣି ଜମିହଡପ ଅଭିଯୋଗ  । ତାମିଲ ବ୍ୟବସାୟୀ କୃଥିକା ପ୍ରଭାକରନରଙ୍କ କଳାକାରନାମାର ଗୁମର ଖୋଲିଲେ ଅପରାଜିତା । ଡେରାସ ପରେ ଭଗବତୀପୁରରେ ଜମି ହଡପ କରିଛନ୍ତି କୃଥିକା ପ୍ରଭାକରନ । କେମିତି କଳ, ବଳ ଖଟେଇ ଶାଗମାଛ ଦରରେ ଜମି ହଡପ କରୁଛନ୍ତି ତାର…

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଂଗ୍ରେସର ବିରୋଧ: ଅତନୁଙ୍କ ବାସଭବନ ଉପରକୁ ଅଣ୍ଡମାଡ

ଭୁବନେଶ୍ୱର:ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ବିରୋଧ କରି ଗର୍ଜିଲା ଛାତ୍ର କଂଗ୍ରେସ । ପ୍ରତିବାଦରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ  । ବାସଭବନ ଘେରାଉ ସହ ଅଣ୍ଡାମାଡ଼ କଲା  । ଏଥିସହିତ ତୁରନ୍ତ ଛାତ୍ର ସଂସଦ ନିର୍ବାଚନ କରିବା ଦାବି ପାଇଁ…

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ କ୍ଷେତ୍ର: ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି  । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା…

ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା, ବଲାଙ୍ଗିରରେ ସବୁ ସ୍କୁଲ ଛୁଟି ଘୋଷଣା କଲା ପ୍ରଶାସନ

ବାଲେଶ୍ଵର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ମଙ୍ଗଳବାର ରାତିରୁ ବର୍ଷାର ପ୍ରକୋପ ବୃଦ୍ଧି ହୋଇଥିବା ବେଳେ ଗତ ୩୬ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହୋଇଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ କିଛି…

ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର, ୪ଟି ସ୍ଥାନରେ ଚାଲିଛି ରେଡ୍

ଗଞ୍ଜାମ: ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର । ଗଞ୍ଜାମ ଜିଲ୍ଲା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲୁଗାଁ, ଟାଙ୍ଗୀ ଓ ବାଣପୁର ସମେତ ୪ଟି ସ୍ଥାନରେ ଚଢ଼ାଉ  । ପୂର୍ବରୁ…