Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜାତୀୟ ଯୋଗାସନ ପ୍ରତିଯୋଗିତା: ଭାଗ ନେବେ ମୟୂରଭଞ୍ଜର ୧୧ ଛାତ୍ରଛାତ୍ରୀ

କଟକ: ଓଡିଶା ଯୋଗ ଆସୋସିଏସନ ପକ୍ଷରୁ କଟକ ଠାରେ ଦୁଇ ଦିନିଆ ୨୯ ତମ ରାଜ୍ୟସ୍ତରୀୟ ଯୋଗାସନ ସ୍ପୋଟ୍ସ ଚମ୍ପିଆନସିପ ୨୦୨୩-୨୦୨୪ ଅନୁଷ୍ଠିତ ହୋଇଯାଇଛି । ୨ଦିନ ଧରି ଚାଲିଥିବା ଏହି ରାଜ୍ୟ ସ୍ତରୀୟ ଯୋଗାସନ ପ୍ରତିଯୋଗିତାରେ ୧୭ ରୁ ଅଧିକ ଜିଲ୍ଲାର ୮ ବର୍ଷରୁ ୩୫ ବର୍ଷ ମଧ୍ୟରେ ମୋଟ ୩୬୭ ଜଣ…

ବଦଳିବ ଯାଜପୁର ମେଡିକାଲ କଲେଜ ଓ ହସ୍ପିଟାଲର ନାଁ: ଯଜାତି କେଶରୀଙ୍କ ନାମରେ ହେବ ନାମିତ

ଭୁବନେଶ୍ୱର: ବଦଳିବ ଯାଜପୁର ମେଡିକାଲ କଲେଜର ନାଁ । ଯାଜପୁର ମେଡିକାଲ କଲେଜ ଓ ଡାକ୍ତରଖାନା ନାମରେ ପରିଚିତ ଏହି ଅନୁଷ୍ଠାନ ଏଣିକି ଯଜାତି କେଶରୀଙ୍କ ନାମରେ ପରିଚିତ ହେବ । ନାମ ପରିବର୍ତ୍ତନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ନିକଟରେ ୫ ଟି ସଚିବ…

ଖୋଲିଲା ହୀରାକୁଦର ୨ଟି ଗେଟ, ଉପର ମୁଣ୍ଡରେ ବର୍ଷା ଦେଖି ନିଆଗଲା ନିଷ୍ପତି

ସମ୍ବଲପୁର: ଖୋଲିଲା ହୀରାକୁଦର ଦୁଇଟି ଗେଟ୍ । ଆଜି ଅପରାହ୍ନ ୪ଟାରେ ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍ ଖୋଲାଯାଇଛି । ଉଭୟ ଡାହାଣ ଓ ବାମ ପଟରେ ଗୋଟାଏ ଲେଖାଏଁ ଗେଟ ଖୋଲାଯାଇଛି । ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ସମ୍ଭାବନା ଥିବାରୁ ଏହି ନିଷ୍ପତ୍ତି ନେଇଛନ୍ତି ହୀରାକୁଦ କତୃପକ୍ଷ । ଏନେଇ…

ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍: ସମ୍ବଲପୁରରୁ ଚିହ୍ନଟ ହେଲେ ଆଉ ୩ ଆକ୍ରାନ୍ତ

ସମ୍ବଲପୁର: ଡ଼େଙ୍ଗୁ ପରେ ଏବେ ରାଜ୍ୟରେ ସ୍କ୍ରପ ଟାଇଫସ ଆତଙ୍କ । ଟ୍ରମ୍ବୀ କୁଲାଇଟ କୀଟ କାମୁଡିବ ଦ୍ୱାରା ଏହି ଜ୍ୱର ହୋଇଥାଏ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଏଥିରେ ଆକ୍ରାନ୍ତ ହେଉଥିବା ରୋଗୀ ଚିହ୍ନଟ ହେଉଥିବା ବେଳେ ଏହି କୀଟ ଆକ୍ରମଣରେ ଲୋକଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି ।…

ପରଲୋକରେ ସ୍ଵନାମଧନ୍ୟ ପ୍ରାଣୀ ଚିକିତ୍ସାବିତ୍ ପ୍ରଫେସର ଜୀବନାନନ୍ଦ ମହାନ୍ତି

ଭୁବନେଶ୍ବର: ଆଜି ସକାଳେ ପଶୁ ଚିକିତ୍ସା ବିଭାଗର ପୂର୍ବତନ ନିର୍ଦ୍ଦେଶକ ତଥା  ପଶୁ ଚିକିତ୍ସା ଓ ପଶୁପାଳନ ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ଶଲ୍ୟ ଚିକିତ୍ସା ବିଭାଗର ପ୍ରଫେସର ତଥା ବିଭାଗୀୟ ମୁଖ୍ୟ ଡାକ୍ତର ଜୀବନାନନ୍ଦ ମହାନ୍ତିଙ୍କର ପରଲୋକ ଘଟିଛି  । ୯୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି…

ଏସିଆନ ଗେମ୍ସ ପାଇଁ ଚୟନ ଓଡିଆ ଖେଳାଳିଙ୍କୁ ମିଳିବ ୧୦ଲକ୍ଷ : ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏସିଆନ ଗେମ୍ସ ପାଇଁ ଚୟନ ଓଡିଆ ଖେଳାଳିଙ୍କୁ ସହାୟତା ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଏହି ସହାୟତା ଘୋଷଣା କରାଯାଇଛି  । ଏହି ସହାୟତା ଅନୁଯାୟୀ ୧୩ ଖେଳିଳାଙ୍କୁ ୧୦ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଦିଆଯିବ  । ଟ୍ରେନିଂ, ପ୍ରସ୍ତୁତି ଓ ଅଂଶଗ୍ରହଣ ପାଇଁ ସହାୟତା…

ଓଡିଶା ଗସ୍ତରେ କେନ୍ଦ୍ର ନିର୍ବାଚନ ଆୟୋଗ ଟିମ୍, ସମସ୍ତ ଜିଲ୍ଲାପାଳଙ୍କ ସହ ବୈଠକ ଜାରି

ଭୁବନେଶ୍ଵର: ଓଡିଶା ଗସ୍ତରେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍ । ଆଜି ଖାରବେଳ ଭବନ ଠାରେ ରାଜ୍ୟର ସବୁ ଜିଲ୍ଲାପାଳ ମାନଙ୍କ ସହ ବୈଠକ ଜାରି ରଖିଛନ୍ତି ନିର୍ବାଚନ ଆୟୋଗ । ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଚାଲିଛି ଆଲୋଚନା । ନିର୍ବାଚନ କମିଶନରଙ୍କ ଟିମ୍ ଆସିବା ପୂର୍ବରୁ ରାଜ୍ୟ…

ବେଆଇନ ଲିଙ୍ଗ ନିରୂପଣ: କଟକ ବାଦାମବାଡି ଅଞ୍ଚଳରେ ସ୍ବାସ୍ଥ୍ୟ ବିଭାଗର ଚଢାଉ

କଟକ:  ବେଆଇନ ଲିଙ୍ଗ ନିରୂପଣ ସନ୍ଦେହରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ । କହିବାକୁ ଗଲେ କଟକରେ ଏଇ କିଛି ନୂଆ ଘଟଣା ନୁହେଁ  । ପୂର୍ବରୁ ମଧ୍ୟ କଟକର ଅନେକ କ୍ଲିନିକରେ ଚଢାଉ କରାଯାଇ ବେଆଇନ ଲିଙ୍ଗ ନିରୂପଣ କରାଯାଉଥିବା ଘଟଣା ସାମ୍ନାକୁ ଆସିଛି । ତେବେ ଅନେକ କ୍ଲିନିକ ଉପରେ ପୂର୍ବରୁ ମଧ୍ୟ…

ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ଚଳିତ ବର୍ଷ ମଧ୍ୟ ହେବନି ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ଵର: ପୂର୍ବ ବର୍ଷଗୁଡ଼ିକ ଭଳି ଏଥର ବି ହେବନି ଛାତ୍ର ସଂସଦ ନିର୍ବାଚନ । ଚଳିତବର୍ଷ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲଗାତାର ଭାବରେ ଗତ ୬ ବର୍ଷ ହେବ ରାଜ୍ୟର ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ…