Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଲେଶ୍ବର ଶୋଭାରମପୁରରେ ଯୁବକଙ୍କୁ ଗୁଳିମାଡ ଘଟଣା: ୮ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ବାଲେଶ୍ଵର : ବାଲେଶ୍ଵର ଶୋଭାରମପୁରରେ ଯୁବକଙ୍କୁ ଗୁଳିମାଡ ଘଟଣା  । ପୋଲିସ ଏହି ଘଟଣାରେ ୮ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି  । କଥା କଟିରୁ ଏହି ଗୁଳିକାଣ୍ତଡ ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି  । ଗତକାଲି ରାତିରେ ଶୋଭାରମପୁରର ଅନ୍ଧାରୀ ମଙ୍ଗଳା ଠାକୁରାଣୀ…

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ: ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର  । ପ୍ରବଳ ବର୍ଷା ନେଇ ଆଜି ପାଇଁ ରାଜ୍ୟର ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ…

ସରକାରୀ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଜେପି ବିଧାୟକ ଓ ସାଂସଦ ଅନୁପସ୍ଥିତ ରହିବା ବଢ଼ାଇଲା ଚର୍ଚ୍ଚା

ବାରିପଦା : ବାରିପଦା ସହରରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆୟୋଜିତ 'ଆଦିରନ ମାରାଥନ'ରେ ହଜାର ହଜାର ଯୁବ କ୍ରୀଡ଼ାପ୍ରେମୀଙ୍କ ସମାଗମ ହୋଇଥିଲା। ଜିଲ୍ଲାପାଳ ବିନୀତ ଭରଦ୍ୱାଜ, ଏସପି ବି. ଗଙ୍ଗାଧର ଓ ବିଜେଡିରୁ ଆସିଥିବା ରାଜନୈତିକ ନେତାମାନେ ପତାକା…

୨୦୨୪ ପାଇଁ ତିନି ଦଳର ସମରସଜ୍ଜା, ଜାଣନ୍ତୁ ତିନି ଦଳ କେମିତି ଭୋଟ୍ ଭିକ୍ଷା କରିବେ

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପାଇଁ ଓଡ଼ିଶାର ପ୍ରମୁଖ ରାଜନୈତିକ ଦଳ ଗୁଡ଼ିକ ପ୍ରସ୍ତୁତି ଆରମ୍ଭ କରିଦେଇଥିବା ବେଳେ ଶାସକ ବିଜୁ ଜନତା ଦଳ ପକ୍ଷରୁ ଏହାର ନେତା ଓ କର୍ମୀଙ୍କ ପାଇଁ ଏକ ବିଶାଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସେହିପରି ବିଜେପି ପକ୍ଷରୁ କଣ୍ଟ୍ରୋଲ ରୁମ୍ ଓ ଓ୍ୱାର ରୁମ୍…

ଶିକ୍ଷକ: ଏପଟେ ନିଯୁକ୍ତି, ସେପଟେ ପ୍ରତିବାଦ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ କୋଡିଏ ହଜାର ନୂତନ ଶିକ୍ଷକ ନିଯୁକ୍ତି ବିଜ୍ଞପ୍ତିକୁ ବିରୋଧ କରି ସାରା ଓଡ଼ିଶାରେ ପ୍ରାଥମିକ ଶିକ୍ଷକମାନେ ଆନ୍ଦୋଳନ ଆରମ୍ଭ କରିଛନ୍ତି। ପୂର୍ବ ଫର୍ମାଟ ଅନୁଯାୟୀ ପେନସନ ଓ କେନ୍ଦ୍ରୀୟ ଦରମା ଅନୁସାରେ ଦରମା ଦାବିରେ ଶିକ୍ଷକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।…

ନାଟ ମଣ୍ଡପର ମରାମତି ପାଇଁ ଏଏସଆଇକୁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟରେ ଆବେଦନ

କଟକ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ନାଟ ମଣ୍ଡପର ତୁରନ୍ତ ମରାମତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)କୁ ନିର୍ଦ୍ଦେଶ ଦେବାକୁ ଓଡ଼ିଶା ହାଇକୋର୍ଟରେ ଏକ ମାମଲା ଦାୟର ହୋଇଛି। ୨୦୧୬ରେ ଶ୍ରୀମନ୍ଦିର ମରାମତି ଓ ସଂରକ୍ଷଣ ପାଇଁ ଜନସ୍ୱାର୍ଥ ମାମଲା ଦାୟର କରିଥିବା ଅଭିଶେକ…

ବାଣୀବିହାରରେ ହଷ୍ଟେଲ ଆବଣ୍ଟନରେ ବିଳମ୍ବ: ତିନି ଦିନରେ ସମସ୍ଯାର ସମାଧାନ କରିବାକୁ ଗୁରୁତ୍ୱ

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟରେ ନୂଆ ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ରୁମ୍ ଆବଣ୍ଟନରେ ବିଳମ୍ବକୁ ନେଇ ସୋମବାର ଶତାଧିକ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମୁଖ୍ୟତଃ ପ୍ରଥମ ଓ ଦ୍ୱିତୀୟ ବର୍ଷର ସ୍ନାତକୋତ୍ତର ଛାତ୍ରଛାତ୍ରୀମାନେ ପିଜି କାଉନସିଲ୍ କାର୍ଯ୍ୟାଳୟ ସମ୍ମୁଖରେ ଏକାଠି…

ଷ୍ଟାର୍ଟଅପ୍ ଯାତ୍ରା ଏବଂ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତୃଣମୂଳସ୍ତରରେ ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା ଏବଂ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉଦ୍ୟୋଗୀତାକୁ ପ୍ରୋତ୍ସାହିତ କରିବା ପାଇଁ ସୋମବାର ଷ୍ଟାର୍ଟଅପ୍ ଯାତ୍ରା ଏବଂ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ ନାମକ ଦୁଇଟି ପଦକ୍ଷେପ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏହି କାର୍ଯ୍ୟକ୍ରମରେ…

ପୁରୀ ଜିଲ୍ଲା ଯୋଜନା ବୋର୍ଡର ବାର୍ଷିକ ବଜେଟ ଅନୁମୋଦିତ

ପୁରୀ: ପୁରୀ ଜିଲ୍ଲା ଯୋଜନା ବୋର୍ଡର ବାର୍ଷିକ ବଜେଟ ଅନୁମୋଦନ ଲାଭ କରିଛି। ୨୦୨୨-୨୩ ବର୍ଷ ପାଇଁ ୧୩୦୦ କୋଟି ଏବଂ ୨୦୨୩-୨୪ ବର୍ଷ ପାଇଁ ୧୫୦୦ କୋଟିର ବ୍ୟୟବରାଦ କରାଯାଇଛି। ଏହା ସହିତ ୨୦୧୮ରୁ ୨୦୨୧ ପର୍ଯ୍ୟନ୍ତ କରୋନା ମହାମାରୀ ଥିବାରୁ ସେହି ଚାରିବର୍ଷର ବଜେଟ ମଧ୍ୟ ଆଜି ଅନୁମୋଦନ ଲାଭ…