Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ଲକସ୍ତରୀୟ ସଂସାଧନ ସଭ୍ୟଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

କୋରାପୁଟ: ଜୟପୁର ବ୍ଲକ ସଭାଗୃହରେ ବ୍ଲକସ୍ତରୀୟ ସଂସାଧନ ସଭ୍ୟଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କଳା ଓ ସଂସ୍କୃତି ସଂଘ ଜୟପୁର ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସେହିପରି ଏବିଡିଓ ମନୋଜ…

ଥାନାରୁ ଅଭିଯୁକ୍ତ ଖସି ପଳାଇବା ମାମଲା, ଏଏସ୍ଆଇ ଓ କନେଷ୍ଟବଳ ନିଲମ୍ବିତ

କଟକ: ବୋମାମାଡ଼ ଘଟଣାରେ ଜଣେ ଅଭିଯୁକ୍ତ ପୁଲିସ ହେପାଜତରୁ ଖସି ପଳାଇବାର ଦୁଇ ଦିନ ପରେ ସୋମବାର ଏହି ଘଟଣାରେ ଜଣେ ଏଏସ୍ଆଇ ଓ ଜଣେ କନେଷ୍ଟବଳଙ୍କୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ଏଏସ୍ଆଇ ରଞ୍ଜନ ସାହୁ ଓ କନେଷ୍ଟବଳ କ୍ଷୀରୋଦ ବେହେରାଙ୍କୁ ତୁରନ୍ତ କାର୍ଯ୍ୟରୁ ନିଲମ୍ବନ…

ମୋବାଇଲ ମେଳା ମାଧ୍ୟମରେ ଚୋରି ମୋବାଇଲ ଫେରି ପାଇଲେ ପ୍ରକୃତ ମାଲିକ

ଭୁବନେଶ୍ୱର: ଆଜି ଅପରାହ୍ନରେ ଭୁବନେଶ୍ୱର କମିଶନରଙ୍କ କାର୍ଯ୍ୟାଳୟଠାରେ ମୋବାଇଲ ହସ୍ତାନ୍ତର ମେଳା ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ଵର-କଟକ ଦୈତ ନଗରୀର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏବଂ ଭୁବନେଶ୍ଵର ଡିସିପି ପ୍ରତୀକ ସିଂହଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି ମେଳା ଅନୁଷ୍ଠିତ…

ଲାଞ୍ଚ ମାମଲାରେ କୋର୍ଟରେ ଦଣ୍ଡିତ ହେଲେ ପୂର୍ବତନ ପ୍ରଧାନଶିକ୍ଷୟତ୍ରୀ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବଡ଼ ନୂଆଗାଁସ୍ଥିତ ୟୁଜିୟୁପି ସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ବାସନ୍ତୀ ଦେବୀ ଲାଞ୍ଚ ନେବା ମାମଲାରେ ଭୁବନେଶ୍ୱର ସ୍ୱତନ୍ତ୍ର ଜଜ୍ (ଭିଜିଲାନ୍ସ)ଙ୍କ କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି ନିବାରଣ ଆଇନ ୧୯୮୮ର ଧାରା ୧୩(୨) ଅନୁଯାୟୀ ଏବେ…

ଟି-ସାର୍ଟରେ ଶଙ୍ଖ ଚିହ୍ନ ନାହିଁ କହି ଏସପି ଓ ଜିଲ୍ଲାପାଳଙ୍କ ସମର୍ଥନରେ ବାହାରିଲା ବିଜେଡି

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜଙ୍କ ଟି-ସାର୍ଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋଗୋ ଥିବା ନେଇ ବିବାଦ ଦେଖାଦେଇଛି। ଟି-ସାର୍ଟକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ଏକ ପ୍ରକାର ଘେରାବନ୍ଦୀ କରି ସରକାରୀ ଅଧିକାରୀଙ୍କୁ ଏକା ମାଘକେ ଶୀତ ଯାଏନେ ବୋଲି ଚେତାବନୀ…

ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାରୁ ଓଡ଼ିଶାବାସୀଙ୍କୁ ବଞ୍ଚିତ କରାଯାଉଛି-ବିଜେପି

ଭୁବନେଶ୍ୱର: ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାରୁ ଓଡ଼ିଶାବାସୀ ସମ୍ପୂର୍ଣ୍ଣ ବଂଚିତ ହେଉଛନ୍ତି ।  ରାଜ୍ୟର ସାଢ଼େ ଚାରିକୋଟି ଜନସାଧାରଣଙ୍କ ପାଇଁ ୧୧୮୨ଟି ଆୟୁଷ ସ୍ୱାସ୍ଥ୍ୟକେନ୍ଦ୍ର ଓ ୯ଟି ଆୟୁଷ ଚିକିତ୍ସାଳୟ କାର୍ଯ୍ୟ କରୁଛି ।  ୧୧୪ଟି ବ୍ଲକରେ କୌଣସି ଆୟୁର୍ବେଦ ସ୍ୱାସ୍ଥ୍ୟକେନ୍ଦ୍ର ଓ…

୨୦୨୪ ପ୍ରସ୍ତୁତି, ଆରମ୍ଭ ହେଲା ଦଳୀୟ କର୍ମୀ ଓ ନେତାଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ୨୦୨୪ରେ ନିର୍ବାଚନ ପ୍ରସ୍ତୁତି ଦିଗରେ ଆଉ ଏକ ପଦକ୍ଷେପ ସ୍ୱରୂପ ସୋମବାର ଭୁବନେଶ୍ୱରସ୍ଥିତ ଦଳୀୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ବିଜେଡି ପକ୍ଷରୁ କର୍ମୀମାନଙ୍କ ପାଇଁ ମାଷ୍ଟର ଟ୍ରେନିଂ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଜେଡି ପକ୍ଷରୁ ଘୋଷଣା କରାଯାଇଥିବା ପ୍ରଶିକ୍ଷଣ କାର୍ଯ୍ୟସୂଚୀ…

ପାଣ୍ଡିଆନଙ୍କୁ ନିରଞ୍ଜନଙ୍କ କ୍ଲିନଚିଟ ! କହିଲେ ତାଙ୍କର କିଛି ଦୋଷ ନାହିଁ

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ଭିତରେ ଚାଲିଥିବା ବିବାଦକୁ ଭିନ୍ନ ମୋଡ଼ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ। ଫାଇଭ ଟି ସଚିବ ଭି କେ ପାଣ୍ଡିଆନଙ୍କର କିଛି ଭୁଲ ନାହିଁ ବୋଲି ସ୍ପଷ୍ଟ ଭାବରେ କହିଛନ୍ତି ନିରଞ୍ଜନ। ସାହୁ କହିଛି, ପାକେଲା…

ସାଇବର ଥାନାରେ ଅଭିନେତ୍ରୀ ଅନୁ: ମିଥ୍ୟା ଖବର ପ୍ରଚାର ନେଇ ୱେବ୍ ଚ୍ୟାନେଲ ନାଁରେ ଦେଲେ ଏତଲା

ଭୁବନେଶ୍ଵର: ସାଇବର ଥାନାର ଦ୍ଵାରସ୍ଥ ହେଲେ ଓଡିଶାର ଲୋକପ୍ରିୟ ଅଭିନେତ୍ରୀ ଅନୁ ଚୌଧୁରୀ । ମିଥ୍ୟା ଖବର ପ୍ରସାରଣ କରି ଗୁଜବ ସୃଷ୍ଟି କରୁଥିବା ୱେବ ଚ୍ୟାନେଲ ନାଁରେ ଦେଲେ ଏତଲା । ଅଭିନେତ୍ରୀଙ୍କୁ କ୍ୟାନସର ହୋଇଥିବା ନେଇ ଏକ ୱେବ୍ ପୋର୍ଟାଲରେ ମିଛ ଖବର ପ୍ରକାଶ କରାଯିବା ପରେ ଏପରି ପଦକ୍ଷେପ…

ଠିକା ନିଯୁକ୍ତି ହଟିଲା ପରେ ପୁଣି ୨୦ ହଜାର ଶିକ୍ଷକଙ୍କୁ ଠିକା ନିଯୁକ୍ତି କାହିଁକି ? ସରକାରଙ୍କୁ ବିଜେପିର ପ୍ରଶ୍ନ

ଭୁବନେଶ୍ୱର: ୨୦ହଜାର ଶିକ୍ଷକ ପଦବୀରେ ଠିକା ନିଯୁକ୍ତି କରିବା ପାଇଁ ନେଇଥିବା ନିଷ୍ପତି ବେଆଇନ ଓ ଅଗଣତାନ୍ତ୍ରିକ । ମୁଖ୍ୟମନ୍ତ୍ରୀଙ୍କ ନିୟମିତ ନିଯୁକ୍ତି ପ୍ରତିଶ୍ରୁତି କୁଆଡେ ଗଲା ?  କାନ୍ଥ, ବାଡକୁ ସବୁଜ ରଙ୍ଗ କରିବାରେ ୩,୪୧୦କୋଟି ଖର୍ଚ୍ଚ କରିବା ପାଇଁ ଯଦି ସରକାରଙ୍କ ପାଖରେ ଟଙ୍କା ଅଛି…