Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଢିଲା ସୌରିନ ଭଟ୍ଟଙ୍କ ଅଡୁଆ: ଜାରି ହେଲା ଲୁକ୍ ଆଉଟ୍ ସର୍କୁଲାର୍

ଭୁବନେଶ୍ୱର:ବଢିଲା ସୌରିନ ଭଟ୍ଟଙ୍କ ଅଡୁଆ । ସୌରୀନଙ୍କ ବିରୁଦ୍ଧରେ ଜାରି ହେଲା ଲୁକ୍ ଆଉଟ୍ ସର୍କୁଲାର୍ । ଲୁକ ଆଉଟ  ସର୍କୁଲାର ଜାରି କଲା କମିଶନରେଟ ପୋଲିସ । ସୌରିନଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ କରିବା ପରେ ତାଙ୍କୁ ଗିରଫ କରିବା ପାଇଁ  କମିଶନରେଟ ପୋଲିସ ଏକ  ସ୍ୱତନ୍ତ୍ର…

ଆଜି ଶ୍ରୀମନ୍ଦିରରେ ପ୍ରଳମ୍ବାସୁର ବଧ ବେଶ

ପୁରୀ: ଆଜି ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଦ୍ବାଦଶୀ ତିଥି  । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ବଳଭଦ୍ର ମହାପ୍ରଭୂଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଦ୍ବାପର ଯୁଗରେ ଯେତେବେଳେ ଭଗବାନ ଶ୍ରୀକୃଷ୍ଣ ବୃନ୍ଦାବନରେ ଗୋପାଳକ ମାନଙ୍କ ସହ ଖେଳୁଥିଲେ  । ସେହି ସମୟରେ ଭଗବାନ…

କେହି ନିଲାମ ନଧରିବାରୁ ଖୋଲା ବଜାରରେ ବିକ୍ରି ହେଲା ମା’ ତାରିଣୀଙ୍କ ନଡ଼ିଆ

କେନ୍ଦୁଝର: ଖୋଲା ବଜାରରେ ବିକ୍ରି ହେଉଛି ଘଟଗାଁ ମା’ ତାରିଣୀଙ୍କ ନଡ଼ିଆ । କେହି ନିଲାମ ନଧରିବାରୁ ମନ୍ଦିର ପ୍ରଶାସନ ବାଧ୍ୟ ହୋଇ ଏଭଳି ନିଷ୍ପତ୍ତି ନେଇଛି । ଗତକାଲି ଗୋଟିଏ ଦିନରେ  ପ୍ରାୟ ୨ ହଜାର ୯୧୦ଟି ନଡ଼ିଆ ବିକ୍ରି ହୋଇଛି । ଘଟଗାଁରେ ନିଲାମ ନହୋଇ ପଡ଼ିରହିଛି ୧୨ ଲକ୍ଷ ମାନସିକ ନଡ଼ିଆ ।…

ଆଜିଠୁ ବିଜେଡିର ମାଷ୍ଟର ଟ୍ରେନର ତାଲିମ କାର୍ଯ୍ୟକ୍ରମ: ୪ଟି ପର୍ଯ୍ୟାୟରେ ୮୦୦ କର୍ମୀଙ୍କୁ ଦିଆଯିବ ପ୍ରଶିକ୍ଷଣ

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଜେଡିର ମାଷ୍ଟର ଟ୍ରେନର ତାଲିମ କାର୍ଯ୍ୟକ୍ରମ । ପର୍ଯ୍ୟବେକ୍ଷକମାନଙ୍କ ବୈଠକରେ ସୁପ୍ରିମୋ ନବୀନ ପଟ୍ଟନାୟକ କର୍ମୀମାନଙ୍କୁ ପ୍ରଶିକ୍ଷଣ ପାଇଁ ଦେଇଥିବା ନିର୍ଦ୍ଦେଶ ଅନୁସାରେ ଦଳ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛି । ଶଙ୍ଖ ଭବନରେ ଏହି ତାଲିମ…

ଥମୁନି ହାତୀ ଆତଙ୍କ: ହାତୀ ଆକ୍ରମଣରେ ଦୁଇ ବନ କର୍ମଚାରୀ ଗୁରୁତର

ବାରିପଦା: ଥମୁନି ହାତୀ ଆତଙ୍କ  । କେତେବେଳେ ହାତୀ ଆକ୍ରମଣରେ ମଣିଷ ଜୀବନ ଯାଉଛି ତ ଆଉ କେତେବେଳେ ହାତୀ ମୃତ୍ୟୁବରଣ କରୁଛି  । ଆଜି ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବାରିପଦା ବନଖଣ୍ଡ ଅଧିନରେ ଥିବା ବେତନଟୀ ରେଞ୍ଜରେ  । ହାତୀ ଘଉଡାଇବା ବେଳେ ହାତୀ ହାବୁଡରେ ପଡିଛନ୍ତି ଫରେଷ୍ଟର ଓ ଜଣେ…

ଦୂର ହେବ ଶିକ୍ଷକ ଅଭାବ : ନିଯୁକ୍ତ ହେବେ ୨୦ ହଜାର ପ୍ରାଥମିକ ଶିକ୍ଷକ, ୧୩ରୁ ଆବେଦନ କରିବେ ଆଶାୟୀ

ଭୁବନେଶ୍ୱର: ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି  ।  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଓସେପା ୱେବସାଇଟ୍‌ରେ…

କେନ୍ଦ୍ରାପଡାରେ ଆତଙ୍କ: ମାଛ ଜାଲରେ ପଡିଲା କୁମ୍ଭୀର, ବନ ବିଭାଗକୁ ହସ୍ତାନ୍ତର କଲେ ମତ୍ସ୍ୟଜୀବୀ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାରେ ଥମୁନି କୁମ୍ଭୀର ଆତଙ୍କ  । ଗତ କିଛି ଦିନ ହେବ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କୁମ୍ଭୀର ଆତଙ୍କ ଦେଖିବାକୁ ମିଳୁଛି  । କୁମ୍ଭୀର ଆକ୍ରମଣରେ ବହୁ ଜୀବନ ହାନି ମଧ୍ୟ ଘଟୁଥିବା ଦୃଶ୍ୟ ସାମ୍ନାକୁ ଆସୁଛି  ।     ଆଜି କିନ୍ତୁ କିଛି ଭିନ୍ନ ଘଟଣା ଦେଖିବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ ! ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ଆସନ୍ତାକାଲି ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଆଜିଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି  ପାଣିପାଗ ବିଭାଗ । ଆଜି ପାଇଁ…

ରାଜ୍ୟ ସରକାରଙ୍କ ପାଇକ ଏକାଡେମୀ ପ୍ରତିଷ୍ଠା ନିଷ୍ପତ୍ତି ଉଦ୍ଦେଶ୍ୟକୁ ନେଇ ତେଜିଲା ରାଜନୈତିକ ବୟାନବାଜି

ଭୁବନେଶ୍ୱର: ନିକଟରେ ଓଡ଼ିଶା ସରକାର ଖୋର୍ଦ୍ଧାରେ ପାଇକ ଏକାଡେମୀ ପ୍ରତିଷ୍ଠା ପାଇଁ ମଞ୍ଜୁରୀ ଦେବା ପରେ ଏହାକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। କେନ୍ଦ୍ର ସରକାର ମଧ୍ୟ ସେହି ଜିଲ୍ଲାରେ ପାଇକ ସ୍ମାରକୀ ପ୍ରତିଷ୍ଠା କରିବାକୁ ଯୋଜନା କରୁଥିବା ବେଳେ ଏଭଳି ପଦକ୍ଷେପ ନିଆଯାଇଛି। ୨୦୨୪…

ଦୁଇ ନାବାଳିକାକୁ ଅସଦାଚରଣ ଅଭିଯୋଗ, ଯୁବକ ଗିରଫ

ଯାଜପୁର: ଦୁଇ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ପୁଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜିଲ୍ଲାର କାଳିଆପାଣି ଥାନା ଅନ୍ତର୍ଗତ ସୁକୁରାନିଗ ଗ୍ରାମରେ ପ୍ରଥମ ଶ୍ରେଣୀରେ ପଢ଼ୁଥିବା ଏହି ଦୁଇ ନାବାଳିକା ନିଜ ଘର ନିକଟରେ ଖେଳୁଥିବା ବେଳେ ସେହି…