Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆରମ୍ଭ ହେଲା ସାଲିଆ ସାହିରେ ଜବରଦଖଲ ଉଚ୍ଛେଦ, ବିରୋଧ କରି ଧାରଣାରେ ବସିଲେ ବସ୍ତିବାସିନ୍ଦା

ଭୁବନେଶ୍ବର: ରାଜଧାନୀର ସାଲିଆ ସାହିରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଆଜି ଭୋରୁ ବିଏମସି ଓ ବିଡିଏ ପକ୍ଷରୁ ମିଳିତ ଭାବରେ ଉଚ୍ଛେଦ ଆରମ୍ଭ ହୋଇଛି । ଏକାମ୍ର କାନନରୁ ଅନ୍ଧାରୁଆ ୧୩ କିଲୋମିଟର ପର୍ଯ୍ୟନ୍ତ ଲେଫ୍ଟ ପାରାଲାଲ ରାସ୍ତା ପାଇଁ ଏହି ଉଚ୍ଛେଦ ଆରମ୍ଭ କରିଛି ବିଏମସି ଓ ବିଡିଏ…

Maoist Killed: ସୁରକ୍ଷାକର୍ମୀଙ୍କ ବଡ଼ଧରଣର ଏନକାଉଣ୍ଟର, ୬ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ସୀମାରେ ପୁଣି ସୁରକ୍ଷାକର୍ମୀଙ୍କ ବଡ଼ଧରଣର ଏନକାଉଣ୍ଟର । ସୁକୁମା ଜିଲ୍ଲା ଏରାବୋର ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ୬ଜଣ ମାଓବାଦୀ ନିହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଟପ୍ ମାଓନେତା ଥିବା ସୂଚନା ମିଳିଛି ।…

ଅଫେରା ରାଇଜରେ ହ୍ୟୁମାନ: ଆଜି ଜନ୍ମ ମାଟିରେ ତାଙ୍କ ମର ଶରୀରକୁ ଦିଆଯିବ କବର…

ଭୁବନେଶ୍ବର: ଆଉ ନାହାନ୍ତି ଯୁବ ପିଢିଙ୍କ ପ୍ରଥମ ପସନ୍ଦର ଗାୟକ ହ୍ୟୁମାନ ସାଗର । ମାତ୍ର ୩୬ ବର୍ଷ ବୟସରେ ସେ ଇହଧାମ ତ୍ୟାଗ କରିଛନ୍ତି । ଏହି ସମୟରେ ପୂରା ଓଲିଉଡରେ ଶୋକର ଛାୟା ଖେଳିଯାଇଥିବା ବେଳେ ଫ୍ୟାନ୍ସଙ୍କୁ ମଧ୍ୟ ଶକ୍ତ ଆଘାତ ଲାଗିଛି । ଆଉ ଶୁଭିବନି ହ୍ୟମୁାନଙ୍କ ସେ କଣ୍ଠସ୍ବର ।…

Humane Sagar: ହ୍ୟୁମାନଙ୍କ ମୃତ୍ୟୁ ପାଇଁ କିଏ ଦାୟୀ?, ଏମାନଙ୍କ ବିରୋଧରେ ମାଆ ଆଣିଲେ ସଙ୍ଗୀନ ଅଭିଯୋଗ…

ଭୁବନେଶ୍ୱର: ଲୋକପ୍ରିୟ ଓଡ଼ିଆ ପ୍ଲେବ୍ୟାକ୍ ଗାୟକ ହ୍ୟୁମେନ ସାଗରଙ୍କ ଅକାଳ ବିୟୋଗ ପରେ, ତାଙ୍କ ମାଆ ଶେଫାଲି ସୁନା ତାଙ୍କ ପରିଚାଳକ ଏବଂ ଇଭେଣ୍ଟ ଆୟୋଜକଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗ ଆଣିଛନ୍ତି, ଦାବି କରିଛନ୍ତି ଯେ ତାଙ୍କ ପୁଅର ସ୍ୱାସ୍ଥ୍ୟ ଖରାପ ଥିବା ବେଳେ ମଧ୍ୟ ତାଙ୍କୁ ଷ୍ଟେଜ ଶୋ…

Road Accident: ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ୍ , ୧୦ରୁ ଅଧିକ ଗୁରୁତର

ବୌଦ୍ଧ: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଭୈରବୀ ମନ୍ଦିର ନିକଟରେ ଭୟଙ୍କର ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ୍ । ଏଥିରେ ୧୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତର ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ…

Keonjhar Shutdown: ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ ଡାକରା

କେନ୍ଦୁଝର: ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ । ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ହିନ୍ଦୁ ଜନଜାତି ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ବିରୁଦ୍ଧରେ,  ଅନୁପ୍ରବେଶକାରୀ, ଉପଦ୍ରବକାରୀ, ଅସାମାଜିକ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ଜିଲ୍ଲାରୁ ବାହାର…

କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ପାଇଁ କିଏ ଦାୟୀ? ମା’ ଓ ସମ୍ପର୍କୀୟ ଭଉଣୀ ମୁହାଁମୁହିଁ…

ଭୁବନେଶ୍ବର: ଆରପାରିରେ ଓଡ଼ିଆ ସଙ୍ଗୀତ ଜଗତର ଭର୍ସାଟାଇଲ୍ ସିଙ୍ଗର ହ୍ୟୁମାନ ସାଗର । ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ହ୍ୟୁମାନଙ୍କର ଗତ ରାତିରେ ପରଲୋକ ହୋଇଛି । ତେବେ ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ସାଙ୍ଘାତିକ ଅଭିଯୋଗ କରିଛନ୍ତି ତାଙ୍କ ମାଆ । ଏହାକୁ ନେଇ ମୁହାଁମୁହିଁ…

ଜାଡରେ କଲବଲ ରାଜ୍ୟବାସୀ, ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ

ଭୁବନେଶ୍ବର: ସମଗ୍ର ରାଜ୍ୟରେ ଏବେ ଶୀତର ପ୍ରକୋପ ଜାରି ରହିଛି । ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ତେବେ ବୁଧବାରଠାରୁ ରାଜ୍ୟରେ ଥଣ୍ଡା ପ୍ରକୋପ କମିବ, କିନ୍ତୁ ଆଭ୍ୟନ୍ତରୀଣ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଶୀତ ଅନୁଭୂତ ହେବ । ମଙ୍ଗଳବାର ରାତିରୁ ତାପମାତ୍ରା ବଢ଼ିପାରେ ବୋଲି…

ହ୍ୟୁମାନଙ୍କ ଦେହାନ୍ତ ସଙ୍ଗୀତ ପାଇଁ ଅପୂରଣୀୟ କ୍ଷତି: ଶୋକ ପ୍ରକାଶ କଲେ ମୋହନ ଓ ନବୀନ

ଭୁବନେଶ୍ୱର: ଲୋକପ୍ରିୟ ଓଲିଉଡ୍ ଗାୟକ ହ୍ୟୁମାନ୍ ସାଗରଙ୍କର ସୋମବାର ସନ୍ଧ୍ୟାରେ ଏମ୍ସ-ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କର ବୟସ ୩୬ ବର୍ଷ ଥିଲା। ତେବେ ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ଶୋକ ପ୍ରକାଶ କରି କହିଛନ୍ତି,…

ପରଲୋକରେ ଲୋକପ୍ରିୟ ଓଲିଉଡ୍ ଗାୟକ ହ୍ୟୁମାନ୍ ସାଗର

ଭୁବନେଶ୍ୱର: ଲୋକପ୍ରିୟ ଓଲିଉଡ୍ ଗାୟକ ହ୍ୟୁମାନ୍ ସାଗରଙ୍କର ସୋମବାର ସନ୍ଧ୍ୟାରେ ଏମ୍ସ-ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କର ବୟସ ୩୬ ବର୍ଷ ଥିଲା। ତାଙ୍କୁ ଶୁକ୍ରବାର ଅପରାହ୍ନରେ ଗୁରୁତର ଅବସ୍ଥାରେ ଏମ୍ସ-ଭୁବନେଶ୍ୱରରେ ଭର୍ତ୍ତି କରାଯାଇଥିଲା। ଯାହାପରେ ତାଙ୍କ…