Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୬ଟି ନୂତନ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୬ଟି ଅତ୍ୟାଧୁନିକ ‘108’ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି। ଆଜି ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠି…

ଓଁକାର ମନ୍ଦିର ପୂଜକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଯାଜପୁର: ଓଁକାର ମନ୍ଦିର ପୂଜକଙ୍କ ଆତ୍ମହତ୍ୟା। ବ୍ୟାସନଗର ପୌରାଞ୍ଚଳ ନୂଆ ମାର୍କେଟସ୍ଥିତ ଓଁକାର ମନ୍ଦିର ପୂଜକ ଆତ୍ମହତ୍ୟା କରିଛନ୍ତି। ପୂଜକ ଜଣଙ୍କ ଘର କୁଆଖିଆ ଥାନା ଅନ୍ତର୍ଗତ ନଗୁଆଁ ଗ୍ରାମର। ସେ ଦେବ ରଞ୍ଜନ କରଙ୍କ ପୁଅ ବିଶ୍ୱରଞ୍ଜନ ଓରଫ୍ ମଣ୍ଟୁ (୨୦) ବୋଲି ଜଣାପଡିଛି। ଘଟଣାରୁ…

ମହିଳାଙ୍କ ଦକ୍ଷତା ବିକାଶରେ ଯୋଡ଼ା ହେଲା ନୂଆ ଫର୍ଦ୍ଦ, ଉତ୍କର୍ଷ ହେବ ମହିଳା ଓ ଶିଶୁ ବିକାଶ ତାଲିମ କେନ୍ଦ୍ର

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ମହିଳା ଓ ଶିଶୁ ବିକାଶ ତାଲିମ କେନ୍ଦ୍ର (ଗୃହ ଅର୍ଥନୀତି ତାଲିମ କେନ୍ଦ୍ର) ରେ ଅନୁଷ୍ଠିତ ବୈଠକ। ଏହି ବୈଠକରେ ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀ, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତରାଜ ପ୍ରତିଷ୍ଠାନ ସହ ମହିଳା ଓ ଶିଶୁ ବିକାଶ ବିଭାଗର ବୁଝାମଣା ପତ୍ର…

ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ: କାହିଁକି ଜାଣନ୍ତୁ

ପୁରୀ:ଆସନ୍ତାକାଲି ଗୁରୁବାର ଦିନ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । କାଳିଆ ଠାକୁରଙ୍କୁ ଦର୍ଶନ କରିବାରୁ ବଞ୍ଚିତ ହେବେ ସାଧାରଣ ଭକ୍ତ । କାରଣ କାଲି ହେବ ମହାପ୍ରଭୁଙ୍କ ବନକ ଲାଗି । ସେଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରୁ ବୁଧବାର ସୂଚନା…

ରାସ୍ତା କାମ ପାଇଁ ଲାଗିଥିବା ଫଳକ ପଡି ଚାଲିଗଲା ପ୍ରଥମ ଶ୍ରେଣୀ ଛାତ୍ରଙ୍କ ଜୀବନ

ଭଦ୍ରକ: ରାସ୍ତା କାମ  ପାଇଁ ଲାଗିଥିବା ଫଳକ ଖସି ଜଣେ ପ୍ରଥମ ଶ୍ରେଣୀ ଛାତ୍ରର ମୃତ୍ୟୁ । ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଉଚ୍ଚପଦା ଗାଁରେ । ମୃତକ ଜଣକ ହେଲେ  ଉଚ୍ଚପଦା ପ୍ରାଥମିକ ବିଦ୍ୟାଳୟର ପ୍ରଥମ ଶ୍ରେଣୀର ଛାତ୍ର ଅସିତ ନାୟକ। ଏନେଇ ସ୍କୁଲ ପାଖରେ ଉତ୍ତେଜନା ଦେଖା ଦେଇଛି ।…

ବିଶ୍ୱ ଅନ୍ତରୀକ୍ଷ ସପ୍ତାହ: ପ୍ରଥମଥର ପାଇଁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେଲା କାର୍ଯ୍ୟକ୍ରମ

ପୁରୀ: ଆଜିଠାରୁ ଆରମ୍ଭ ହୋଇଛି ବଶ୍ୱ ଅନ୍ତରୀକ୍ଷ ସପ୍ତାହ । ପ୍ରଥମଥର ପାଇଁ ପୁରୀ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଇସ୍ରୋ ଶ୍ରୀହରିକୋଟା ଅନ୍ତରୀକ୍ଷ ଗବେଷଣା କେନ୍ଦ୍ରର ଡେପୁଟି ନିର୍ଦ୍ଦେଶକ ପି.ସୁନୀଲ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇ ନିଜ…

ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସ୍ଥିତି ଦେଖି ଖୋଲାଯିବ ହୀରାକୁଦ ଗେଟ

ସମ୍ବଲପୁର: ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଆଗାମୀ ଚାରି ପାଞ୍ଚ ଦିନ ଯାଏ ରାଜ୍ୟରେ ବର୍ଷା ନାହିଁ କି ଉପରମୁଣ୍ଡ ଛତିଶଗଡରେ ମଧ୍ୟ ବର୍ଷା ନାହିଁ । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୯.୪ ଫୁଟ ରହିଛି ବୋଲି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭାକ୍ତରଞ୍ଜନ…

ମ୍ୟାନେଜମେଣ୍ଟ ନିଷ୍ପତ୍ତି ପରେ ଭିସୁଟ ଆସୋସିଏଟ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଅବସର

ବୁର୍ଲା:  ଭିସୁଟର ଜଣେ ଆସୋସିଏଟ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବାଧ୍ୟତାମୂଳକ ଅବସର ପାଇଥିବା ଆସୋସିଏଟ ପ୍ରଫସର ଜଣକ ହେଲେ ସସ୍ମିତା କୁମାରୀ ପାଢୀ । ବିଶ୍ବବିଦ୍ୟାଳୟର ବୋର୍ଡ ଅଫ ମ୍ୟାନେଜମେଣ୍ଟ ତାଙ୍କୁ ଏପରି ବାଧ୍ୟତାମୂଳକ ଅବସର ଦେଇଛି । ପୂର୍ବରୁ ମଧ୍ୟ ସେ କୁଆଡେ ଥରେ…

ଏଲିଶା ଟେଷ୍ଟିଙ୍ଗ ହିଁ ପ୍ରକୃତ ସ୍କ୍ରବ ଟାଇଫସ ରୋଗ ଚିହ୍ନଟ କରି ପାରିବ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର: ରାଜ୍ୟରେ ସ୍କ୍ରବ୍‌ ଟାଇଫସ୍‌  ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି । ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ  ଥମିବାର ନା ନେଉନାହିଁ । ପ୍ରତିଦିନ ନୂଆ ରୋଗୀ ଚିହ୍ନଟ  ହେଉଛନ୍ତି । ଏପଟେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ଵସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି…