Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦଳରୁ ସୌମ୍ୟ ରଞ୍ଜନ ବିଦା ହେବେ, ଏହି ଶବ୍ଦ ବ୍ୟବହାର କରି ବିଜେଡି କରିବ ବହିଷ୍କାର!

ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କେଉଁ ଆଧାରରେ ଦଳ ନିଲମ୍ବନ ବା ବହିଷ୍କାର କରିବ ସେ ନେଇ ବାଟ ପାଇଯାଇଛି। ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ଏହି ବିଧାୟକଙ୍କୁ ବହିଷ୍କାର କରିବା ନେଇ ଦଳ ଏକ ପ୍ରକାର ପ୍ରସ୍ତୁତ ହୋଇସାରିଛି। ଅପେକ୍ଷା କେବଳ ଶୀର୍ଷ କ୍ଷମତା …

ଡେରାସରେ ଜବରଦଖଲ ଅଭିଯୋଗ ପରେ କାର୍ଯ୍ଯାନୁଷ୍ଠାନ ପାଇଁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ବେଆଇନ ଜବରଦଖଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ନେଇ ଏକ ଚିଠି ଲେଖିବା ପରେ ରାଜ୍ୟ ସରକାର ଏହାକୁ ଗ୍ରହଣ କରିଛନ୍ତି। ଆଉ ପ୍ରଶାସନ ପକ୍ଷରୁ ତହସିଲଦାର ଓ ନିର୍ବାହୀ ଯନ୍ତ୍ରୀଙ୍କୁ ଜମିକୁ…

କାଲି ଗିରଫ , ଆଜି ଥାନାରୁ ଚମ୍ପଟ: ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ଆଠଗଡ଼ : କାଲି ଗିରଫ , ଆଜି ଥାନାରୁ ଚମ୍ପଟ । ଏମିତି କିଛି ଘଟଣା ଘଟିଛି ଆଠଗଡ ଥାନାରେ  । ଗତକାଲି ପୋଲିସ ଅଭିଯୁକ୍ତକୁ ରାତିରେ ଉଠାଇଆଣିଥିଲା  । ହେଲେ ଆଜି ଥାନାରୁ ଫେରାର ହୋଇଯାଇଛି  । କିଛି ଦିନ ତଳେ ବହୁ ଚର୍ଚ୍ଚିତ ମଣୋହି ପାଟଣା ଗାଁ  ବୋମା ମାଡ଼ ଘଟଣାରେ ଆସାମୀ ଫେରାର ରହିଥିଲା  ।…

କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୪୦ରୁ ଉର୍ଦ୍ଧ୍ବ କଣ୍ଟେନର

କଟକ:କଟକ ଜଗତପୁର ଅନ୍ତର୍ଗତ ନଜରପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ  । ଗାଁର ପିଡିଏସ୍‌ କିରାସିନି ପମ୍ପ ପଛପଟେ ମୁଖାର୍ଜୀ କ୍ୟାମ୍ପସ୍‌ ପଡ଼ିଆରେ ଏଲ୍‌ ଆଣ୍ଡ ଟି ଠିକାସଂସ୍ଥା ନିର୍ମାଣ କରିଥିବା ୪୦ଟି ଅସ୍ଥାୟୀ ଘରେ ନିଆଁ ଲାଗି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୪୦ଟି କଣ୍ଟେନର୍‌ ଜଳିଯିବା ସହ…

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ: ସନ୍ଧ୍ୟା ଧୂପ ପରେ କରାଯିବ ସୁସଜ୍ଜିତ

ପୁରୀ: ଗତ ମଙ୍ଗଳବାର ଦିନଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ଆରମ୍ଭ ହୋଇଛି  । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥି  । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ । ଆଜି ଠାରୁ ଶ୍ରୀଜିଉଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ । ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ…

ଅଙ୍ଗନବାଡି ଦିଦିଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବାଲେଶ୍ୱର: ଖନ୍ତାପଡା ଥାନା ଅନ୍ତର୍ଗତ ମହାରାଜପୁର ଅଙ୍ଗନବାଡି କେନ୍ଦ୍ରରେ ଶୁକ୍ରବାର ଜଣେ ଅଙ୍ଗନବାଡି କର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ପ୍ରଜ୍ଞା ପରିମିତା ଦାସ। ସୂଚନା ଅନୁଯାୟୀ, ପ୍ରଜ୍ଞା ଦାସ ସବୁଦିନ ଭଳି ଶୁକ୍ରବାର ସକାଳେ ଅଙ୍ଗନବାଡି କେନ୍ଦ୍ରକୁ…

‘ବେଆଇନ୍ ଭାବରେ ବେଦାନ୍ତ ଜମି ଅଧିଗ୍ରହଣ ମାମଲାରେ ମୁଖ୍ୟମନ୍ତ୍ରୀ ଶୀଘ୍ର ଇସ୍ତଫା ଦିଅନ୍ତୁ’

ଭୁବନେଶ୍ୱର: ବେଦାନ୍ତ ବିଶ୍ୱ ବିଦ୍ୟାଳୟ ପାଇଁ ଜମି ଅଧିଗ୍ରହଣ କରିବା ପାଇଁ ଓଡ଼ିଶା ସରକାର ଜମି ଅଧିଗ୍ରହଣ ଆଇନ ୧୮୯୪ ଏବଂ ନିୟମ ୧୯୬୩ର ସମସ୍ତ ନୀତି, ନିୟମ ଓ ଆଇନ କାନୁନ୍‌କୁ ଖାତିର ନକରି ଜମି ଅଧିଗ୍ରହଣ କରିବା ଅତ୍ୟନ୍ତ ଅତ୍ୟନ୍ତ ଦୁର୍ଭାଗ୍ୟ ବୋଲି ହାଇକୋର୍ଟ କହିଛନ୍ତି। ପ୍ରଦେଶ…

ଦଳୀୟ ନେତ୍ରୀଙ୍କୁ ଫୋନରେ ଅଶ୍ଳୀଳ କଥା କହି କେନ୍ଦ୍ରାପଡା ବ୍ଲକ ସଭାପତି ବିଜେଡିରୁ ନିଲମ୍ବିତ

କେନ୍ଦ୍ରାପଡା: ଜିଲ୍ଲାର ଜଣେ ବ୍ଲକ ଅଧ୍ୟକ୍ଷଙ୍କୁ ଶୃଙ୍ଖଳାଗତ କାରଣ ଦର୍ଶାଇ ନିଲମ୍ବିତ କରିଛି ବିଜୁ ଜନତା ଦଳ। କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଉତ୍କଳ କେଶରୀ ପରିଡା ଶୁକ୍ରବାର ଏକ ସରକାରୀ ଚିଠିରେ ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗରଦପୁର ବ୍ଲକ ସଭାପତି ଶସାଙ୍କ…

ଜଳସେଚନ ଜମି ଜବରଦଖଲ ଅଭିଯୋଗ, ହସ୍ତକ୍ଷେପ ପାଇଁ ମୁଖ୍ଯମନ୍ତ୍ରୀଙ୍କୁ ସାଂସଦଙ୍କ ଅନୁରୋଧ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠରେ ଥିବା ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଜମି ଜବରଦଖଲ ଯୋଗୁଁ ବାଧାପ୍ରାପ୍ତ ହୋଇଥିବା ଅଭିଯୋଗ ଆସିବାର ଗୋଟିଏ ଦିନ ପରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଗରିବ ଚାଷୀଙ୍କ ସ୍ୱାର୍ଥରେ…

ନିମ୍ନମାନର ରାସ୍ତା କାମ ଅଭିଯୋଗ, ଭଦ୍ରକ ଜିଲ୍ଲାପାଳଙ୍କ ଅଫିସ ଘେରିଲେ ଲୋକେ

ଭଦ୍ରକ: ଭଦ୍ରକ ସହରର ନିମ୍ନମାନର ରାସ୍ତାକାମକୁ ବିରୋଧ କରି ଭଦ୍ରକ ସହରବାସୀ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିଛନ୍ତି। ଭଦ୍ରକ ପୌରାଞ୍ଚଳର ୧୫ଟି ଓ୍ୱାର୍ଡ ଓ ଆଖପାଖ ୬ଟି ପଞ୍ଚାୟତର ୩ ହଜାରରୁ ଅଧିକ ଲୋକ ବିଭିନ୍ନ ରାଜନୈତିକ ଦଳର ନେତାଙ୍କ ନେତୃତ୍ୱରେ ଏହି…