Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରତିଷ୍ଠା ହେବ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର , ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର:ଖୋର୍ଦ୍ଧା ଜିଲ୍ଲାରେ ପ୍ରତିଷ୍ଠା ହେବ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

କାହାର ହେବ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର!

ଭୁବନେଶ୍ୱର: ଆସନ୍ନ ନିର୍ବାଚନକୁ ଆଖି ଆଗରେ ରଖି ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଆଶାୟୀ ପ୍ରାର୍ଥୀ ମାନେ ତତ୍ପର ହୋଇଉଠିଲେଣି। ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ମଧ୍ୟ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଭିନ୍ନ ଭିନ୍ନ ଅଙ୍କାକଷା ଆରମ୍ଭ କରିଛନ୍ତି। କିନ୍ତୁ ଏସବୁ ଭିତରେ ରାଜ୍ୟର ଏମିତି କିଛି…

ବାହାରିଲା ମାଁ ଶୁରେଶ୍ଵରୀଙ୍କ ନୁଆଁଖାଇ ଲଗ୍ନ

ସୋନପୁର: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ସେପ୍ଟେମ୍ବର ୨୦ ତାରିଖରେ ପାଳନ ହେବ। ଗତକାଲି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କର ନୁଆଁଖାଇ ଲଗ୍ନ ବାହାରିଥିବା ବେଳେ ଆଜି ସୁବର୍ଣ୍ଣପୁରର ଇଷ୍ଟଦେବୀ ମା’ ଶୁରେଶ୍ଵରୀଙ୍କର ନୁଆଁଖାଇ ଲଗ୍ନ ବାହାରିଛି । ସୋନପୁର ଗଡଜାତ…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଟ୍ରକ ଧକ୍କାରେ ଚାଲିଗଲା ୨ଜଣଙ୍କ ଜୀବନ

ଅତାବିରା: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ ଧକ୍କାରେ ଚାଲିଗଲା ୨ଜଣଙ୍କ ଜୀବନ । ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଆନନ୍ଦ ମଣ୍ତପ ସମ୍ମୁଖରେ ଘଟିଛି ଏହି ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ବରଗଡ଼…

ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ ଦେବୀପ୍ରସାଦ ମହାନ୍ତି । ଟଙ୍କା ବ୍ୟାଗ୍ ଧରି ବସ୍ ପାଇଁ ଅପେକ୍ଷା କରିଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ଦେବୀପ୍ରସାଦଙ୍କ ଠାରୁ ନଗଦ ୨ଲକ୍ଷ ୧୪ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଧରାପଡିବା ପରେ ଆୟ ବହିର୍ଭୂତ…

ସୌମ୍ୟଙ୍କ ଧୂଲେଇ ; ଅରୁଣ, ଅତନୁଙ୍କ ଉପରେ ବର୍ଷିଲେ, ମୁଖ୍ୟମନ୍ତ୍ରୀଙ୍କୁ ବି ଛାଡିଲେନି

ଭୁବନେଶ୍ୱର: ୫ଟି ସଚିବଙ୍କ ବିରୋଧରେ ସମ୍ପାଦକୀୟରେ ମୁହଁ ଖାଲିବା ପରେ ଦଳ ଭିତରେ ଟାର୍ଗେଟରେ ଅଛନ୍ତି ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ।  ଜଣକ ପରେ ଜଣେ ନେତା, ବିଧାୟକ, ମନ୍ତ୍ରୀ ସୌମ୍ୟଙ୍କୁ ଜବାବ ମାଗିବା ପରେ ପ୍ରତିଜବାବ ରଖିଛନ୍ତି ଖଣ୍ଡପଡା ବିଧାୟକ ସୌମ୍ୟ ପଟ୍ଟନାୟକ ।…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଜିଆରଏସ, ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ ଟିମ୍

ନୂଆପଡା: ଭିଜିଲାନ୍ସ ଜାଲରେ ଖଡିଆଳ ବ୍ଲକ୍ ସୁନାରୀସିକୁଆଁ ଜିଆରଏସ l ଜମି ମରାମତି ବିଲ ପାଇଁ ହିତାଧିକାରୀଙ୍କଠାରୁ ଲାଞ୍ଚ ନେବାବେଳେ ମାଡିବସିଲା କୋରାପୁଟ ଭିଜିଲାନ୍ସ ଟିମ୍ । ଜିଆରଏସଙ୍କ ସହ ତାଙ୍କ ସାଙ୍ଗରେ ଥିବା ପିଅନକୁ ବି ଅଟକ ରଖି ତଦନ୍ତ ଚଳାଇଛି ଭିଜିଲାନ୍ସ । ସୂଚନା ଅନୁସାରେ,…

ଦଳ ଭିତରୁ ସୌମ୍ୟଙ୍କୁ ଘନ ଘନ ଆଟାକ: ସମର୍ଥନ ଦେଲେ ବିଜେପି, କଂଗ୍ରେସ

ଭୁବନେଶ୍ୱର: ସୗମ୍ୟଙ୍କ ସମ୍ପାଦକୀୟ ବାଣ ଦଳୀୟ ନେତାଙ୍କ ମନରେ ଏବେ ପଶୁଛି । ତେଣୁ ୨୦ ଦିନ ପରେ ବିଜେଡି ବିଧାୟକ ସୌମ୍ୟଙ୍କୁ ଘେରିଛନ୍ତି  ନେତା, ମନ୍ତ୍ରୀ । ଦଳ ଭିତରୁ  ଆରମ୍ଭ ହୋଇଛି ଘନ ଘନ ଆଟାକ ।    ପ୍ରଥମେ ଅନୁଭବ ପଟ୍ଟନାୟକ, ତା ପରେ ଅରୁଣ ଆଉ ଅତନୁ। ପ୍ରଥମେ ବିଜେଡି ନେତା…

ଚାଲିଥିଲା ଡିଲ୍, ମାଡିବସିଲା ଏସଟିଏଫ: ୨ଜଣଙ୍କୁ ଗିରଫ କଲା ବନବିଭାଗ

ଜୟପୁର: ଏସଟିଏଫ୍ ଜାଲରେ ଦୁଇ ବନ୍ୟଜନ୍ତୁ ଚୋରା ଚାଲାଣକରୀ । କୋରାପୁଟ ଜିଲ୍ଲା ପୋଲିସ ଓ ଜୟପୁର ବନବିଭାଗ ସହାୟତରେ ଏସଟିଏଫ୍ ଜୟପୁର-ବୈପାରିଗୁଡା ବାଇପାସ ରୋଡରେ ଚଢାଉ କରି ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି । ରାସ୍ତା କଡରେ ଡିଲ ଚାଲିଥିବା ବେଳେ ଏସଟିଏଫ୍ ଏବଂ ବନ ବିଭାଗ ମିଳିତ…

ନିଲମ୍ବନ ପରେ ମୁହଁ ଖୋଲିଲେ ମନ୍ମଥ; କହିଲେ, ‘ଭଲ ହେଲା..ଆଗକୁ ଯିବାର ରାସ୍ତା ମିଳିଗଲା’

ଭୁବନେଶ୍ୱର: କଂଗ୍ରେସରୁ ନିଲମ୍ବିତ ହେଲା ପରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । କହିଲେ, ‘ଦଳରୁ ବାହାର କରି କରି ଭଲ କଲେ । ମତେ ଆଗକୁ ଯିବା ପାଇଁ ରାସ୍ତା ଦେଖାଇ ଦେଲେ ।’ ଦଳରେ ଥାଇ ଦଳ ବିରୋଧୀ ମନ୍ତବ୍ୟ ଦେବା ପରେ ଜଟଣୀ ବିଧାୟକ…