Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୦୨୪ ନିର୍ବାଚନ ଓଡ଼ିଶାରେ ଫୁଲ୍ ଦମରେ ଲଢ଼ିବ ବିଜେପି : ଅନୁରାଗ ଠାକୁର

ଭୁବନେଶ୍ୱର: ଏଥର ଓଡ଼ିଶାରେ ଫୁଲ ଦମରେ ଲଢିବ ବିଜେପି । ଭଲ ଫଳ ମଧ୍ୟ କରିବ ।  ଦଳୀୟ କର୍ମକର୍ତ୍ତାଙ୍କ  ଦମରେ ଲଢିବ ବିଜେପି । ଓଡ଼ିଶାରେ ମୋଦିଙ୍କ ଲୋକପ୍ରିୟତା ବଢୁଛି । ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତିକି ଗୁରୁତ୍ୱ ଦେଉଛନ୍ତି ଏବଂ ଦେଇଛନ୍ତି ୭୫ ବର୍ଷ ମଧ୍ୟରେ କୌଣସି…

ବାଙ୍କୀ ଜାତମୁଣ୍ଡିଆ ମହାନଦୀ ବ୍ରିଜରେ ଲଟକିଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ

କଟକ: ବାଙ୍କୀ ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍ । ଜାତମୁଣ୍ଡିଆ-ସୁବର୍ଣ୍ଣପୁର ବ୍ରିଜରେ ବସଟି ଲଟକି ରହିଛି । ବସଟି ଅନୁଗୁଳରୁ ଭୁବନେଶ୍ବର ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି । ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ସୂଚନା ମୂତାବକ କଟକ ଜିଲ୍ଲା ବାଙ୍କୀର…

ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ: ୪ଟା ପର୍ଯ୍ୟନ୍ତ ବିଧାନସଭା ମୁଲତବି

ଭୁବନେଶ୍ୱର: ସୁରୁଖୁରୁରେ ଚାଲିପାରୁନି ବିଧାନସଭା । ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତାକାଲି ସରିବାକୁ ଥିବାବେଳେ ଆଜି ମଧ୍ୟ ବିରୋଧିଙ୍କ ହଟ୍ଟଗୋଳ ପାଇଁ ମୁଲତବି ରହିଲା ଗୃହ । ଗୃହ କାର୍ଯ୍ୟ ଆରମ୍ଭରୁ ହିଁ ବିରୋଧି ନାରାବାଜି କରିବା ଆରମ୍ଭ କରିଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ବିବୃତିରୁ…

ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ

ବାଲିଗୁଡା: ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ। ନିଆଁରେ ଲକ୍ଷାଧିକ ଟଙ୍କାର ଚକଲେଟ୍ ଓ ବିସ୍କୁଟ ପୋଡି ନଷ୍ଟ ହୋଇଯାଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟ୍ଟଖଣ୍ଡା ସାହିରେ ଘଟିଛି ଏହି ଅଘଟଣ । ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛନ୍ତି…

ଭୁବନେଶ୍ବର ଲୋକସେବା ଭବନରେ ଅଗ୍ନିକାଣ୍ଡ: ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା

ଭୁବନେଶ୍ବର: ଭୁବନେଶ୍ବର ଲୋକସେବା ଭବନରେ ଅଗ୍ନିକାଣ୍ଡ । ରାଜଧାନୀ ଭୁବନେଶ୍ବରରେ ଥିବା ଲୋକସେବା ଭବନରେ ନିଆଁ ଲାଗିଯାଇଛି  ।  ଲୋକସବା ଭବନର ପ୍ରଥମ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି  ।  ରାଜସ୍ବ ବିଭାଗ କାର୍ଯ୍ୟାଳୟରେ ନିଆଁ ଲାଗିଯାଇଛି  । ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା…

କାର୍ତ୍ତିକ ବ୍ରତ: ହବିଷ୍ୟାଳିଙ୍କ ପାଇଁ ଆଜି ଠାରୁ ପଞ୍ଜିକରଣ ଆରମ୍ଭ

ପୁରୀ: କାର୍ତ୍ତିକ ମାସରେ ବ୍ରତ ପାଳନ ପାଇଁ ହବିଷ୍ୟାଳି ଯୋଜନାରେ ଆଜି ଠାରୁ ପଞ୍ଜିକରଣ ଆରମ୍ଭ ହେବ । ଚଳିତବର୍ଷ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ୩ ହଜାରରୁ ଉର୍ଦ୍ଧ ହବିଷ୍ୟାଳିଙ୍କୁ ବ୍ରତ ପାଳନର ସୁଯୋଗ ମିଳିବ । ଏଥିପାଇଁ ବୃନ୍ଦାବତୀ ନିବାସ ସହ ଅନ୍ୟ ତିନୋଟି ସ୍ଥାନରେ ହବିଷ୍ୟାଳି ଶିବିରରେ…

ଘରେ ଶୋଇଥିବାବେଳେ ଭୁଶୁଡି ପଡିଲା କାନ୍ଥ: ବାପା ମୃତ, ପୁଅ ଗୁରୁତର

ସୁନ୍ଦରଗଡ : ଗତ କିଛି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ଏହାରି ମଧ୍ୟରେ ସୁନ୍ଦରଗଡରୁ ଆସିଛି ଏକ ଦୁଃଖଦ ଘଟଣା  । ଲଗାଣ ବର୍ଷା ଯୋଗୁଁ  କାନ୍ଥ ଭୁଶୁଡି ଜଣେ ବାପାଙ୍କର ମୃତ୍ୟୁ ହୋଇଥିବାବେଳେ ପୁଅ ଗୁରୁତର ହୋଇଛି । ମୃତକ କୁରୁନାଥ କାନ୍ତା ବୋଲି ଜଣାପଡିଛି ।…

ସୁନ୍ଦରଗଡ଼ରେ ଥମୁନି ସ୍କ୍ରବ ଟାଇଫସ୍ ଆତଙ୍କ: ଆଜି ପୁଣି ୪ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ:  ସୁନ୍ଦରଗଡ ଜିଲ୍ଲାର ପିଛା ଛାଡୁନି  ସ୍କ୍ରବ୍ ଟାଇଫସ୍  । ଦିନକୁ ଦିନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି  । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୪ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି  । ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୩୦୮କୁ ବୃଦ୍ଧି…

ବିଧାନସଭା ମୌସୁମୀ ଅଧିବେଶନ: ଆଜି ପାରିତ ହେବ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ

ଭୁବନେଶ୍ଟର:  ବିଧାନସଭା ମୌସୁମୀ ଅଧିବେଶନରେ ଦୁଇ ଦିନର ବିରତି ପରେ ଆଜି ଚାଲିବ ଗୃହ । ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ଗତ ୨୨ ତାରିଖରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୮ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କରିଥିଲେ । ବିଧାନସଭା ଆରମ୍ଭ ଦିନଠୁ ବିଭିନ୍ନ…

ମାନସିକ ଚାପ ଦୂର କରିବାକୁ ଡାକ୍ତରଙ୍କୁ ବିଦେଶ ପଠାଇବେ ସରକାର, ବଢ଼ିଲା ବିତର୍କ

ଭୁବନେଶ୍ୱର: ଓଡ଼ିଶା ସରକାର ଡାକ୍ତର ଓ ସ୍ୱାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ଅଧିକାରୀଙ୍କୁ ବିଦେଶ ଗସ୍ତରେ ପଠାଇ ସେମାନଙ୍କ ଦକ୍ଷତା ବୃଦ୍ଧି ଓ ମାନସିକ ଚାପ ଦୂର କରିବା ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି। ତେବେ ଏହି ପଦକ୍ଷେପକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ କିଛି ଲୋକ ଏଭଳି ଯାତ୍ରାର…