Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ଉ: କାର୍‌ରୁ ୫୨୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବେଆଇନ ମଦ କାରବାର ବିରୋଧରେ ଅବକାରୀ ବିଭାଗ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ବୁଧବାର ଦିନ ସହରର ସମାପୁର ଛକ ଅଞ୍ଚଳରେ ଏକ ହୁଣ୍ଡାଇ ଅରା କାର୍‌ ଉପରେ ଚଢ଼ଉ କରାଯାଇ ୫୨୦ ଲିଟର ଦେଶୀ ମଦ ଜବତ କରାଯାଇଛି । ଏହି ମାମଲାରେ ସଂପୃକ୍ତ ଥିବା ଜଣେ…

ବାପର ଧାରୁଆ ଅସ୍ତ୍ର ଆକ୍ରମଣରେ ପୁଅ ମୃତ

ଭଦ୍ରକ: ପାରିବାରିକ କଳହର କୁପରିଣତି। ପୁଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ବାପା। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ଚୁନିଦା ଅଞ୍ଚଳରୁ ଆସିଛି ଏଭଳି ଘଟଣା। ସୂଚନା ଅନୁଯାୟୀ ବାପା ରବି ସାହୁଙ୍କ ପୁଅ ବିକାଶ ସାହୁ (୩୨) ମଧ୍ୟରେ କୌଣସି କାରଣ ପାଇଁ ବିବାଦ ଥିଲା। ଆଜି ଉଭୟଙ୍କ ମଧ୍ୟରେ…

ଉପମୁଖ୍ୟମନ୍ତ୍ରୀଙ୍କ ପିଏ କହି ଲୁଟୁଥିଲା ଟଙ୍କା, ଆଉ ତାପରେ..

ଭଦ୍ରକ: ପୋଲିସ ହାତରେ ହାଇ ପ୍ରୋଫାଇଲ ଲୁଟେରା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ପିଏ ପରିଚୟ ଦେଇ ବିଭିନ୍ନ ଲୋକଙ୍କଠାରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି । ଜଗନ୍ନାଥ ବହଳିଆ ନାମକ ଯୁବକ ସିମୁଳିଆ ମଇତାପୁର ଗାଁର ସୌରଭ ମହାପାତ୍ରଙ୍କୁ ରେଲୱେରେ ଚାକିରି କରାଇ ଦେବ ବୋଲି କହିଥିଲେ ।…

ଓଡ଼ିଶାରେ ଜମି ଦୁର୍ନୀତି ରୋକିବାକୁ ନୂଆ ଫର୍ମୁଲା: କମ୍ପ୍ୟୁଟରାଇଜ୍ ହେବ ଭୂଦାନ ଜମି, ମୁକୁଳିବ ମନ୍ଦିର ସମ୍ପତ୍ତି

ଭୁବନେଶ୍ୱର: ରାଜ୍ୟରେ ଜମିଜମା ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବା ଏବଂ ସାଧାରଣ ଲୋକଙ୍କୁ ସେମାନଙ୍କ ହକ୍ ପ୍ରଦାନ କରିବା ଦିଗରେ ଓଡ଼ିଶା ସରକାର ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି । ଦୀର୍ଘ ଦଶନ୍ଧି ଧରି ଅବହେଳିତ ଅବସ୍ଥାରେ ପଡ଼ିରହିଥିବା ଭୂଦାନ ଜମିର ରେକର୍ଡଗୁଡ଼ିକୁ ସମ୍ପୂର୍ଣ୍ଣ ରୂପେ…

ପାଇଖାନା ଟାଙ୍କି ସଫା ବେଳେ ଶ୍ବାସରୁଦ୍ଧ ହୋଇ ୩ ମୃତ

ଗୁଣୁପୁର:ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ଅନ୍ତର୍ଗତ ଗୁଲୁଗୁଡା ପଞ୍ଚାୟତର ତାରପାଗୁଡା ଗାଁରେ ଅଘଟଣ । ଘରୋଇ ପାଇଖାନା ଟାଙ୍କି ଭିତର ସଫା କରିବା ପାଇଁ ଯାଇ ଶ୍ୱାସରୁଦ୍ଧ ହୋଇ ତିନି ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଦୁଇଜଣ ମିସ୍ତ୍ରୀ ଓ ଜଣେ ଦିନ ମଜୁରିଆ ଥିବା ଜଣାପଡ଼ିଛି ।…

ବାଲେଶ୍ୱରରୁ ୫ ଓରାଂଓଟାନ୍ ଉଦ୍ଧାର ଘଟଣା: ଖୋଳତାଡ଼ କରୁଛି ଏସ୍‌ଟିଏଫ୍, ଆନ୍ତର୍ଜାତୀୟ ଲିଙ୍କ୍ ସନ୍ଦେହ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଭୋଗରାଇ ଅଞ୍ଚଳରୁ ୫ଟି ଅତି ବିରଳ ପ୍ରଜାତିର ଓରାଂଓଟାନ୍ ଛୁଆ ଉଦ୍ଧାର ହେବା ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ଏହି ଆନ୍ତର୍ଜାତୀୟ ବନ୍ୟଜନ୍ତୁ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ କରିବା ପାଇଁ ରାଜ୍ୟ ପୋଲିସର ସ୍ପେସିଆଲ୍ ଟାସ୍କ…

ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ମଞ୍ଜୁରୀ

ଭୁବନେଶ୍ୱର: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ମଞ୍ଜୁରୀ ମିଳିଛି। ୪ ଲେନ୍‌ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ କରିଛି। ୩ଟି ପ୍ରମୁଖ ରେଳ ସମ୍ପ୍ରସାରଣ ପ୍ରୋଜେକ୍ଟକୁ ମିଳିଛି ଅନୁମୋଦନ। ୩ଟି ପ୍ରମୁଖ ପ୍ରୋଜେକ୍ଟ ମଧ୍ୟରେ ଝାରସୁଗୁଡ଼ା-ଖଡ଼ଗପୁର…

ସ୍କ୍ରବଟାଇଫସ୍ ନିୟନ୍ତ୍ରଣ ପାଇଁ ପ୍ରତିଷେଧମୂଳକ ବ୍ୟବସ୍ଥାକୁ ଗୁରୁତ୍ବ ଦେଲେ ସ୍ଵାସ୍ଥ୍ୟ ମନ୍ତ୍ରୀ, ଆତଙ୍କିତ ନହେବାକୁ…

ଭୁବନେଶ୍ଵର: ସ୍କ୍ରବ୍ ଟାଇଫସ୍‌କୁ ନେଇ ତତ୍ପର ହୋଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ଯେଉଁ ଅଞ୍ଚଳରେ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହେବେ, ସେଠାକୁ ଡାକ୍ତରୀ ଟିମ୍ ପଠାଯିବ। ରୋଗ ଯେପରି ଅନ୍ୟ ଅଞ୍ଚଳକୁ ନ ବ୍ୟାପେ, ସେଥିପାଇଁ ସଚେତନତା ସହ ନିୟନ୍ତ୍ରଣମୂଳକ ପଦକ୍ଷେପ ନିଆଯିବ ବୋଲି…

ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର…ମୋବାଇଲ ଟର୍ଚ୍ଚରେ ଚାଲିଛି ରୋଗୀ ସେବା

ପିପିଲି: ମୋବାଇଲ ଟର୍ଚ୍ଚରେ ରୋଗୀସେବା । ଜାତୀୟ ରାଜପଥ ୩୧୬ ପାର୍ଶ୍ବରେ ଥିବା ପୁରୀର ସାକ୍ଷୀଗୋପାଳ ଡାକ୍ତରଖାନାରୁ ଆସିଛି ଏଭଳି ଅଭିଯୋଗ। ସନ୍ଧ୍ୟାରେ ବିଦ୍ୟୁତ ସରବରାହ ବନ୍ଦ ହୋଇଯିବାରୁ ଡ୍ରେସିଂ ରୁମ, ମେଲ୍ ୱାର୍ଡ ଓ ଡାଇରିଆ ୱାର୍ଡ ପ୍ରାୟ ଏକ ଘଣ୍ଟା ଧରି ଅନ୍ଧାରରେ ରହିଥିଲା । ଫଳରେ…

ଆବୁଧାବିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପୁଞ୍ଜି ନିବେଶ ନେଇ ବୈଠକ

ଭୁବନେଶ୍ୱର: ଓଡ଼ିଶା ସରକାର ଆବୁଧାବିରେ ବ୍ୟବସାୟ, ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ବୈଠକ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଓଡ଼ିଶା ପ୍ରତିନିଧିମଣ୍ଡଳୀ ‘ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC)’ର ବିଭିନ୍ନ ବ୍ୟବସାୟିକ ୟୁନିଟ୍ ଓ ଗ୍ରୁପ୍ କମ୍ପାନୀ…