Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀରେ ଡକାୟତି ଯୋଜନା ପଣ୍ଡ, ୫ଜଣଙ୍କୁ ଗିରଫ କଲା ବାସେଳୀ ସାହି ଥାନା ପୋଲିସ

ପୁରୀ: ପୁରୀରେ ଡକାୟତି ଯୋଜନା ପଣ୍ଡ । ୫ଜଣଙ୍କୁ ଗିରଫ କଲା ବାସେଳୀ ସାହି ଥାନା ପୋଲିସ । ଗିରଫ ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ମାମଲା ରହିଛି । ଏନେଇ ସାମ୍ବାଦିକ ସମ୍ମିଳନୀକରି ସୂଚନା ଦେଇଛି ବାସେଳୀ ସାହି ଥାନା ପୋଲିସ । ସୂଚନା ଅନୁସାରେ, ପୁରୀ ମଙ୍ଗଳା ଘାଟ ଛକ…

G-20 ସମ୍ମିଳନୀ: ବିଶ୍ୱବାସୀଙ୍କୁ ମିଲେଟ ମିଶନର ସଫଳତା କହିବେ ଦୁଇ ଆଦିବାସୀ ମହିଳା

ନୂଆଦିଲ୍ଲୀ: ଜି-୨୦ ସମ୍ମିଳନୀରେ ଓଡ଼ିଶାର ମିଲେଟ ମିଶନର ସଫଳତାର କଥା କହିବେ ଦୁଇ ଆଦିବାସୀ ମହିଳା । କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାର ଦୁଇ ଆଦିବାସୀ ମହିଳା ଦିଲ୍ଲୀ ଶିଖର ସମ୍ମିଳନୀରେ ମାଣ୍ଡିଆ, ବିଭିନ୍ନ କୃଷି ଉତ୍ପାଦ, ସୁସ୍ଥ ଖାଦ୍ୟାଭ୍ୟାସ ଏବଂ ମିଲେଟ ମିଶନର ସଫଳତାର ବିଶ୍ୱବାସୀଙ୍କୁ…

ଅପରାହ୍ନ ୪ଟା ଭିତରେ ଏହି ସବୁ ଜିଲ୍ଲା ପାଇଁ ସତର୍କ ସୂଚନା: ଘଡଘଡି, ବିଜୁଳି ସହ ହୋଇପାରେ ବର୍ଷା

ଭୁବନେଶ୍ୱର:ଭାରତୀୟ ମେଟେରୋଲଜି ଡିପାର୍ଟମେଣ୍ଟ (ଆଇଏମଡି) କଟକ ଭୁବନେଶ୍ୱର ସମେତ ୧୯ ଜିଲ୍ଲା ପାଇଁ ବୁଧବାର ଅପରାହ୍ନ ୪.୧୫ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ସମୟ ଭିତରେ ସଂପୃକ୍ତ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏଥିସହିତ ଘଡଘଡି ବିଜୁଳି…

କଟକରେ ଫାୟାରିଂ: ବନ୍ଧୁକ ମୁନରେ ବ୍ୟବସାୟୀଙ୍କଠାରୁ ଲୁଟିନେଲେ ଟଙ୍କା ଓ ସୁନାଗହଣା

କଟକ : କଟକ କନ୍ଦରପୁର ନିକଟ ମତ୍ତଗଜପୁର ଠାରେ ଅଘଟଣ  । ଡକାୟତି ପାଇଁ ଗୁଳିମାଡ ହୋଇଛି  । ଫାଙ୍କା ଗୁଳି ଚାଳନା କରି ଦୁର୍ବୃତ୍ତମାନେ ଜଣେ ସୁନା ବ୍ୟବସାୟୀଙ୍କଠାରୁ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା ଗହଣା ଓ ୨୫ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି  । ବ୍ୟବସାୟୀ ଜଣକ ବିକାଶ ପାତ୍ର…

ସମବାୟ ବ୍ୟାଙ୍କରୁ ୪.୧୩କୋଟି ଟଙ୍କାର ଋଣ ଠକେଇ, ଇଓଡବ୍ଲୁ ହାତରେ ଆଉ ଏକ ଅଭିଯୁକ୍ତ

ଭୁବନେଶ୍ଵର: ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ହାତରେ ସମବାୟ ବ୍ୟାଙ୍କରୁ ଋଣ ଠକେଇ ମାମଲାର ଅନ୍ୟ ଜଣେ ଅଭିଯୁକ୍ତ । ସମବାୟ ବ୍ୟାଙ୍କରୁ ୪.୧୩କୋଟି ଟଙ୍କାର ଋଣ ଆଣି ଠକେଇ କରିଥିବା ଅଭିଯୋଗରେ ଏମଡି. ସରଫରାଜ ଜେଭେଦକୁ ଗିରଫ କରିଛି ଇଓଡବ୍ଲ୍ୟୁ । ଏହା ପୂର୍ବରୁ ଅନ୍ୟ…

ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‌ଘାଟିତ : ଓଡ଼ିଶୀ ନୃତ୍ୟ ସାଙ୍ଗକୁ ବେହେଲା ବାଦନର ଯୁଗଳବନ୍ଧି

ଭୁବନେଶ୍ୱର : ନୃତ୍ୟ ସଙ୍ଗୀତରେ ଆମର ଶାସ୍ତ୍ରୀୟ ପରମ୍ପରାର ସଚେତନତା ସୃଷ୍ଟି କରିବା ଓ ତାହାକୁ ବଜାୟ ରଖିବାର ଲକ୍ଷ୍ୟ ନେଇ ଉଦ୍‌ଘାଟିତ ହେଲା ୨୯ତମ ଓଏମସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ । ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଏବଂ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ…

ପୁରୀ କେନାଲରେ ବୁଡ଼ି ଛାତ୍ର ନିଖୋଜ; ମିଳୁନି ପତ୍ତା

ଭୁବନେଶ୍ଵର: ପୁରୀ ମୁଖ୍ୟ କେନାଲରେ ଭାସିଗଲେ ନାବାଳକ । ବାଲିଅନ୍ତା ରଙ୍ଗବଜାର ନିକଟ ପୁରୀ ମୁଖ୍ୟ କେନାଲରେ ଜଣେ ୧୭ବର୍ଷୀୟ ନାବାଳକ ଭାସିଯାଇ ନିଖୋଜଥିବା ଜଣାପଡିଛି । ନିଖୋଜ ଥିବା ନାବାଳକଜଣଙ୍କ ହେଉଛନ୍ତି ଝାରପଡା ଅଞ୍ଚଳର ଜୟଦେବ ପ୍ରସାଦ ।ଗତକାଲି ପୁରୀ କେନାଲକୁ ଗାଧୋଇବାକୁ ଆସିଥିଲେ…

ଶିମିଳିପାଳରୁ ଠାବ ହେଲା ୧୧୧୫ ଫୁଟର ଆକର୍ଷଣୀୟ ଜଳପ୍ରପାତ

ବାରିପଦା: ମର୍ତ୍ତ୍ୟର ନନ୍ଦନକାନନ କୁହାଯାଉଥିବା ଶିମିଳିପାଳ ଜାତୀୟ ଉଦ୍ୟାନରେ ଆଜିବି ଅନେକ ଅନାଲୋଚିତ ଓ ଅନାବିଷ୍କୃତ ସ୍ଥାନ ରହିଛି। ଦୃଷ୍ଟି ଆଢୁଆଳରେ ରହିଥିବା ଏଭଳି ସ୍ଥାନ ଗୁଡିକୁ ଲୋକଲୋଚନକୁ ଆଣିବା ଓ ମୟୂରଭଞ୍ଜ ଜିଲ୍ଲାର ପର୍ଯ୍ୟଟନର ବିକାଶ ନିମନ୍ତେ ଦୀର୍ଘବର୍ଷ ଧରି କାର୍ଯ୍ୟରତ…

ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ମାମଲା : ୩ ଅଭିଯୁକ୍ତ ଗିରଫ

ରାଉରକେଲା : ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ପଡିଲା ମହଙ୍ଗା  । ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି  । ଏମାନେ ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ଟ୍ରକ ଡ୍ରାଇଭରଙ୍କ ଠାରୁ ବଟି ଆଦାୟ କରୁଥିବା ଅଭିଯୋଗ ରହିଛି । ଝାଡ଼ଖଣ୍ଡର ଠେଠେଇଟାଙ୍ଗର ପୁଲିସ ତିନି ଯୁବକଙ୍କୁ ଗିରଫ କରି…

ସୁନ୍ଦରଗଡରେ ଦନ୍ତା ଦୌରାତ୍ମ୍ୟ : ଫସଲ ନଷ୍ଟ ସହ ଭାଙ୍ଗୁଛନ୍ତି ଘରଦ୍ବାର, ଚିନ୍ତାରେ ବନ ବିଭାଗ

ସୁନ୍ଦରଗଡ଼:  ସୁନ୍ଦରଗଡ ବଡଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପାହାଡରେ ହାତୀ ପଲଙ୍କ ଉପଦ୍ରବ  । ପାହାଡରେ କିଛି ଦିନ ରହିବା ପରେ ଏହି ହାତୀ ପଲ  ଏବେ ଧିରେ ଧିରେ ଗାଁ ମୁହାଁ ହେଉଛନ୍ତି  । ଏକ ମାସରୁ ଉର୍ଦ୍ଧ୍ବ ସମୟ ହେବ  ୪ ଟିକିଆ ହାତୀ ପଲ ସଦର ବ୍ଲକର କିଞ୍ଜିମା, ମହୁଲ ଜୋର,…