Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୪ ଘଣ୍ଟା ମଧ୍ୟରେ ଲଘୁଚାପ: ୨ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର:ଉତ୍ତର ପଶ୍ଚିମ ଏବଂ ତତସଂଲଗ୍ନ ପଶ୍ଚମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ  ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ଆସନ୍ତା ୨ ଦିନ ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା…

ବୀମା ଯୋଜନାରେ ସାମିଲ ହେବେ ସାପ ଧରାଳି

ଭୁବନେଶ୍ୱର: ସାପ ଧରାଳିଙ୍କ ପାଇଁ ଖୁସି ଖବର । ସାପ ଧରାଳିଙ୍କ ପାଇଁ ହେବ ବୀମା  । ବୀମା  ପ୍ରିମିୟମ ଭରିବ ଜଙ୍ଗଲ ଓ ପରିବେଶ ବିଭାଗ । ଏ ନେଇ ଘୋଷଣଶ କରିଛନ୍ତି ରାଜସ୍ୱ ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ରାଜ୍ୟରେ ସ୍ନେକ ହେଲପ ଲାଇନ ସଦସ୍ୟ ବୁଲି ବୁଲି ସାପ ଧରୁଛନ୍ତି । ତେଣୁ  ଏହି…

ବିଜେଡିର ନିର୍ବାଚନୀ ପ୍ରସ୍ତୁତି: ଆଜି  ସନ୍ଧ୍ୟାରେ ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର:ଦଳ ସଜାଡୁଛି ବିଜେଡି । ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ପାଇ ଆସିଥିବା ବିଜେଡି କରୁଛି ହୋମୱର୍କ । କୌଣସି ସ୍ଥାନରେ ସାମାନ୍ୟ ତ୍ରୁଟିକୁ ବି ବରଦାସ୍ତ କରିବନି ଦଳ ।  ଘରେ ଘରେ  ଯେମିତି ଶଙ୍ଖ ବାଜିବ ସେଥିପାଇଁ ତୃଣମୂଳ ସ୍ତରରୁ ପ୍ରସ୍ତୁତି ଆରମ୍ଭ କରିବାକୁ ଯାଉଛି । ସେଥିପାଇଁ…

ପୋଲିସ କବଜାରେ ଛିନତାଇ ଗ୍ୟାଙ୍ଗ: ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ଵର: କମିଶନରେଟ୍ ପୋଲିସ କବଜାରେ ଛିନତାଇ ଗ୍ୟାଙ୍ଗ । ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ । ସେମାନଙ୍କ ନିକଟରୁ ୩୦ଟି ସୁନା ଚେନ, ୩ଟି ବାଇକ ଜବତ କରିଛି କମିଶନରେଟ ପୋଲିସ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ଡିସିପି  ପ୍ରତୀକ ସିଂ । ଡିସିପିଙ୍କ ସୂଚନା ଅନୁସାରେ, ଏହି…

ଫାଶୀ ଲଗାଇ ବି.ଟେକ ଛାତ୍ରଙ୍କ ଆତ୍ମହତ୍ୟା

ରାଉରକେଲା: ଏନଆଇଟି-ରାଉରକେଲା ଦ୍ୱିତୀୟ ବର୍ଷର ବି.ଟେକ୍ ଛାତ୍ର ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସୋମବାର ଏମ୍ଏସ୍ ସ୍ୱାମୀନାଥନ୍ ହଲ୍ ଅଫ୍ ରେସିଡେନ୍ସରେ ଥିବା ହଷ୍ଟେଲ ରୁମରୁ ଛାତ୍ରଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣକ ହେଲେ ତ୍ରିପୁରାର ଦେବମଳୟ ରୟ କର୍ମକର।…

ବାଲେଶ୍ଵର FM ମେଡିକାଲରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ

ବାଲେଶ୍ଵର: ବାଲେଶ୍ଵର FM ମେଡିକାଲ କଲେଜ ଓ ହସ୍ପିଟାଲରେ ଅଗ୍ନିକାଣ୍ଡ । AC ସର୍ଟସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡ କାରଣରୁ କାହାର କିଛି କ୍ଷୟକ୍ଷତି ହୋଇନଥିବା ବେଳେ ବର୍ତ୍ତମାନ ନିଆଁକୁ ସମ୍ପୁର୍ଣ୍ଣ ଭାବରେ ଆୟତ୍ତ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଆଜି…

ହଷ୍ଟେଲ ନିର୍ମାଣରେ ସରକାରୀ ଅର୍ଥ ଆତ୍ମସାତ ମାମଲା, ହିନ୍ଦୁସ୍ତାନ ଷ୍ଟିଲ୍ କନଷ୍ଟ୍ରକସନରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ଵର: ହିନ୍ଦୁସ୍ତାନ ଷ୍ଟିଲ୍ କନଷ୍ଟ୍ରକସନ ୱାର୍କସ୍ ଲିମିଟେଡର ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ବାସଭବନରେ ଭିଜିଲାନ୍ସ ରେଡ୍ । ଅନୁସୂଚିତ ଜାତି ଛାତ୍ରାବାସ ନିର୍ମାଣରେ ବ୍ୟାପକ ଅନିୟମିତତା କରି ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ଭୁବନେଶ୍ଵର ନୟାପଲ୍ଲୀ ସ୍ଥିତ ଏନ୍୧/୧୫୭ରେ ଚଢାଉ…

ଅକ୍ଟୋବରରୁ ଆରମ୍ଭ ହେବ ବ୍ୟାଘ୍ର ଗଣନା, ଦେଢ ମାସ ଧରି ଚାଲିବ ଗଣନା

ଭୁବନେଶ୍ଵର: ଆସନ୍ତା ଅକ୍ଟୋବର ମାସରୁ ରାଜ୍ୟରେ ଆରମ୍ଭ ହେବ ବ୍ୟାଘ୍ର ଗଣନା । ଏନେଇ ବନ୍ୟ ପ୍ରାଣୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବାଘ ସନ୍ଧାନ ମିଳିଥିବା ରାଜ୍ୟର ବିଭିନ୍ନ ଜଙ୍ଗଲରେ କ୍ୟାମେରା ଦ୍ୱାରା ବ୍ୟାଘ୍ର ଗଣନା କରାଯିବ। ଏହାର ରିପୋର୍ଟ ଆସନ୍ତା ଜାନୁୟାରୀ ମାସ ଶେଷ ସୁଦ୍ଧା…

ହକି ଛାଡି ହାତ ଧରିଲେ ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ । ହକି ଷ୍ଟିକ ଛାଡି ହାତ ଧରିଲେ । କଂଗ୍ରେସ ଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଆନୁଷ୍ଠିକ ଭାବେ ଦଳରେ ସାମିଲ ହୋଇଛନ୍ତି ଏଇ ହକି ତାରକା । ପ୍ରବୋଧ କଂଗ୍ରେସରେ ମିଶିବା ନେଇ ପୂର୍ବରୁ ଆଲୋଚନା…

କଟକ ସେଣ୍ଟ୍ରାଲ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅନିୟମିତତା ଘଟଣା: ୪ ଟେକ୍ନିସିଆନ ନିଲମ୍ବିତ

କଟକ: କଟକ ସେଣ୍ଟ୍ରାଲ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅନିୟମିତତା ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଇଛି  । ଏହି ଘଟଣାର ତଦନ୍ତ ଦାୟିତ୍ବରେ ଥିବା  ୪ଜଣ ଟେକ୍ନିସିଆନକୁ ନିଲମ୍ବିତ କରିଛନ୍ତି ରେଡକ୍ରସ ରକ୍ତ ଭଣ୍ଡାର ନିର୍ଦ୍ଦେଶକ  । ଏହି ୪ ଜଣ ବ୍ୟକ୍ତି ରାଇକଲ ଥୋମାସ, ରଞ୍ଜନ ଦାସ,…