Latest Odisha News

BREAKING NEWS

Browsing Category

ଓଡିଶା

Odisha

NRI କୋଟାରେ ଆଡମିଶନ ଠକେଇ, ୨ ଠକଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ୱର: NRI କୋଟାରେ ଚାଲୁଥିବା ବଡ଼ ଜାଲିଆତି ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ । ନାମୀ ଦାମୀ ବିଶ୍ୱବିଦ୍ୟାଳୟରେ ନାମ ଲେଖା ଆଳରେ ଠକୁଥିବା ଏକ ଠକେଇ ଗୃପର ପର୍ଦ୍ଦାଫାସ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍ । ଯୁବପିଢିଙ୍କୁ MBBS ନାମଲେଖା ଆଳରେ ଠକେଇ କରୁଥିବା ୨ ଠକଙ୍କୁ…

ପଞ୍ଚଭୂତରେ ଲୀନ ହେଲେ ସୂର୍ଯ୍ୟ ନାରାୟଣ ପାତ୍ର

ଦିଗପହଣ୍ଡି: ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର। ତାଙ୍କ କର୍ମଭୂମିରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ଦିଗପହଣ୍ଡି ସ୍ଥିତ ମଶାଣୀରେ ପୁଅ ବିପ୍ଳବ ପାତ୍ର ମୁଖାଗ୍ନି ଦେବାପୂର୍ବରୁ ତାଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସହିତ ଶେଷ…

‘କୁଚକ୍ରୀ ଗୋଷ୍ଠୀ’ଙ୍କ ଉପରେ ବର୍ଷିଲେ ପରିବହନ ମନ୍ତ୍ରୀ ଟୁକୁନି ସାହୁ

ଭୁବନେଶ୍ୱର: ଫାଇବ-ଟି ସଚିବ ଭି.କେ ପାଣ୍ଡିଆନଙ୍କୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ବିରୋଧୀ ଦଳ ଭିନ୍ନ ମନ୍ତବ୍ୟ ଦେଉଛନ୍ତି। କିଏ ସରକାରଙ୍କୁ ଟାର୍ଟେଗ କରୁଛି ତ କିଏ ପାଣ୍ଡିଆନଙ୍କ ରାଜ୍ୟ ଭ୍ରମଣ ନେଇ ପ୍ରଶ୍ନ ଉଠାଉଛି। ନିକଟରେ ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ନାଁ ନେଇ ବିଜେପି ସିଧାସଳଖ…

ବାଙ୍କୀ ଗୟଳବାଙ୍କରେ ଦୁର୍ଘଟଣା, ବଡ ଭାଇର ଜୀବନ ବଞ୍ଚାଇବାକୁ ଯାଇ ଜୀବନ ଦେଲା ସାନ ଭାଇ

ବାଙ୍କୀ: ଭାଇକୁ ବଞ୍ଚାଇବାକୁ ଯାଇ ଭାଇ ମୃତ। ଅଧାରେ ରହିଗଲା ଭୋଜି ଖିଆ। ମହାନଦୀର ଦେବୀଦ୍ବାର ଘାଟରେ ଘଟିଛି ଏହି ଦୁଃଖଦ ଘଟଣା। ନଦୀରେ ବୁଡି ଯାଉଥିବା ବଡ ଭାଇକୁ ବଞ୍ଚାଇବାକୁ ଯାଇ ଜୀବନ ଦେଲା ସାନ ଭାଇ । ମୃତ ଯୁବକ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଆକାଶ ରାଉତରାୟ । …

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶା ଉପର ବାୟୁମଣ୍ଡଳର…

ସରକାରୀ ଆବାସ ଯୋଜନାର ବିକଳ ଚିତ୍ର : ପଲିଥିନ ତଳେ ୧୪୦ ପରିବାର

ନବରଙ୍ଗପୁର: ସରକାରୀ ଆବାସ ଯୋଜନାର ବିକଳ ଚିତ୍ର । ପଲିଥିନ ତଳେ ଜୀବନ ବିତାଉଛନ୍ତି ୧୪୦ ପରିବାର । ୨୫ ବର୍ଷତଳେ ସରକାରୀ ଯୋଜନାରେ ମିଳିଥିବା ଇନ୍ଦିରାଆବାସ ଘର ଯାହା ଦିନେ ବସ୍ତିବାସିନ୍ଦାଙ୍କ ପାଇଁ ବରଦାନ ସଦୃଶ୍ୟ ଥିଲା ତାହା ଆଜି ପାଲଟିଯାଇଛି ଅଭିଶାପ। ଏ ହେଉଛି ନବରଙ୍ଗପୁର ଜିଲ୍ଲା…

କୃଷକ ବିଜୟ ସମାବେଶ ପାଳନ କରିବ ବେଦାନ୍ତ ବିଶ୍ୱବିଦ୍ୟାଳୟ ବିରୋଧି ସଂଘର୍ଷ ସମିତି

ପୁରୀ: ଆସନ୍ତା ସେପ୍ଟେମ୍ବର  ୯ ତାରିଖରେ କୃଷକ ବିଜୟ ସମାବେଶ ପାଳିବ ବେଦାନ୍ତ ବିଶ୍ୱବିଦ୍ୟାଳୟ ବିରୋଧି ସଂଘର୍ଷ ସମିତି । ଏଥିପାଇଁ ସମିତି ପକ୍ଷରୁ ପ୍ରସ୍ତୁତି ବୈଠକ ଶେଷ ହୋଇଛି । ପ୍ରାୟ ୧୦ହଜାର ଚାଷୀ ଯୋଗ ଦେବେ ବୋଲି ବେଦାନ୍ତ ବିଶ୍ୱବିଦ୍ୟାଳୟ ବିରୋଧୀ ସଂଘର୍ଷ ସମିତି ତରଫରୁ କୁହାଯାଇଛି…

ରାଜରାସ୍ତାରେ ଅଳିଆ ପକାଇ ରାସ୍ତାରୋକ କଲେ ହକି ଖେଳାଳି

ଢେଙ୍କାନାଳ: ସ୍ୱାୟତ୍ତ ଶାସନ ଦିବସ ଅବସରରେ ଢେଙ୍କାନାଳର ମିନିଷ୍ଟାଡିୟମ ଠାରେ ଆୟୋଜିତ ହୋଇଥିଲା ସ୍ୱାୟତ୍ତ ଶାସନ ଦିବସ କାର୍ଯ୍ୟକ୍ରମ l କାର୍ଯ୍ୟକ୍ରମ ସାରିବା ପରେ ଉପସ୍ଥିତ ଥିବା ସମସ୍ତ ଅତିଥିମାନଙ୍କ ଆରମ୍ଭ ହୋଇଥିଲା ନାଚ ଗୀତ ସହ ମଦ ପିଆ l ମାଳ ମାଳ ଅଳିଆ ଓ ମଦ ବୋତଲ ପକାଇ ଷ୍ଟାଡିୟମ…

ଓଡିଶାର ‘କପଡାଗୁନ୍ଦା’ ଶାଲ ଓ ‘ଇଡିତାଲ୍‌’ ଚିତ୍ରକୁ ମିଳିବ ଜିଆଇ ଟ୍ୟାଗ

ରାୟଗଡା : ଓଡିଶାର ସ୍ୱତନ୍ତ୍ର ସାତୋଟି ଉତ୍ପାଦ ସାମଗ୍ରୀକୁ ଜିଆଇ ଟ୍ୟାଗ ମାନ୍ୟତା ଦେବା ପାଇଁ  ନିଆଯାଇଥିବା ପଦକ୍ଷେପ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାୟଗଡା ଜିଲ୍ଲାର ଡଙ୍ଗରିଆ କନ୍ଧଙ୍କ ବାନ୍ଧ କଳା ‘କପଡାଗୁନ୍ଦା ’ ଶାଲ ଓ ଗୁଣପୁରର ଲାଂଜିଆ ସଉରାଙ୍କ କାନ୍ଥ ଚିତ୍ର ‘ଇଡିତାଲ୍‌’ କୁ…

ସୁବର୍ଣ୍ଣପୁରରୁ ୪୧ ଲକ୍ଷ ଟଙ୍କାର ନକଲି ନୋଟ୍ ଜବତ , ଜଣେ ଗିରଫ

ଭୁବନେଶ୍ୱର: ଭଡା ଘରେ ଛପା ଯାଉଥିଲା ଜାଲ ନୋଟ୍  । ଧରିଲା ଏସଟିଏଫ୍  । ସୁବର୍ଣ୍ଣପୁରରୁ ଜବତ ହୋଇଛି ୪୧ ଲକ୍ଷ ଟଙ୍କାର ଜାଲ୍‌ ନୋଟ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅଞ୍ଚଳରେ ଏସଟିଏଫ୍ ଚଢାଉ କରି ୪୧ ଲକ୍ଷ ୧୬ ହଜାର ଟଙ୍କା ୫୦୦ ଟଙ୍କିଆ ଜାଲ ନୋଟ୍ ଜବତ କରିଛି  । ଘଟଣାରେ ଜଣଙ୍କୁ…