Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଦିବାସୀଙ୍କ ଅନନ୍ୟ ପରମ୍ପରା କରମଶୁଣି ପୂଜା, କୃଷି ଭିତ୍ତିକ ଏହି ପର୍ବର ମୁଖ୍ୟ ଆକର୍ଷଣ ସାଜେ କରମା ନାଚ

ସୁବର୍ଣ୍ଣପୁର: କାହିଁ କେଉଁ ଆବହାମାନ କାଳରୁ ପଶ୍ଚିମ ଓଡିଶାର ଆଦିବାସି ସମ୍ପ୍ରଦାୟର ଲୋକେ ପାଳନ କରୁଛନ୍ତି ମାଁ କରମଶୁଣି ପୂଜା । କୃଷି ଭିତ୍ତିକ ଏହି ପର୍ବ ପାଳନ କଲେ ବର୍ଷର ଫସଲ ଭଲ ହେବା ସହ ଧନ, ଜନ, ଗୋପ ଲକ୍ଷ୍ମୀ ଚର୍ତୁବର୍ଗ ପ୍ରାପ୍ତି ହେବାର ବିଶ୍ୱାସ ରହିଛି । ଏଥିପାଇଁ ଭାଦ୍ରବ ମାସ…

ବିଜେଡି ମିଶ୍ରଣ ପର୍ବ: ବିଜେଡିରେ ସାମିଲ ହେଲେ ଯାଜପୁର ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି କର୍ମୀ

ଭୁବନେଶ୍ଵର: ଯାଜପୁର ବିଜେପିକୁ ଶକ୍ତ ଧକ୍କା । ବିଜେଡିରେ ସାମିଲ ହେଲେ ଜିଲ୍ଲା ବିଜେପିର ଦୁଇ ପଦାଧୀକାରୀ । ଯାଜପୁର ନିର୍ବାଚନ ମଣ୍ଡଳୀର ଯୁବନେତା ତଥା ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟ ରଞ୍ଜନ ଧଳ ଏବଂ ଯାଜପୁର ଜିଲ୍ଲା ବିଜେପି ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ…

୩ ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ମୟୂରଭଞ୍ଜ: ବାରିପଦା ସହରକୁ ବନ୍ୟା ଦାଉରୁ ରକ୍ଷା କରିବା ନିମନ୍ତେ ବୁଢ଼ାବଳଙ୍ଗ ନଦୀ ପାର୍ଶ୍ଵରେ ରିଂରୋଡ଼ ନିର୍ମାଣ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ବାରୁଣୀ ଘାଟଠାରୁ ଶିରିଡିସାଇ ବାବା ମନ୍ଦିର ପର୍ଯ୍ୟଟ ୧୫୪ କୋଟି ଟଙ୍କା ମଞ୍ଜୁର ହୋଇଛି। ବୁଢାବଳଙ୍ଗ ନଦୀ ପୋଲ…

ବାଉଁଶ ବାଡିରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର , ହତ୍ୟା ସନ୍ଦେହ

ଯାଜପୁର: ଯାଜପୁର ଜିଲ୍ଲା ଦଶରଥପୁର ଥାନା କାଣିନଦୀ ପଠାରେ ଥିବା ଏକ ବାଉଁଶ ବାଡ଼ିରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ମହାନ୍ତିପାଟଣା ଗାଁର ର ସବ୍ୟସାଚୀ ନାୟକ ବୋଲି ଜଣାପଡିଛି  । ପରିବାର ଲୋକ ସବ୍ୟସଚୀଙ୍କୁ ହତ୍ୟା କରାଯାଇଥିବା ଅଭଯୋଗ ଆଣିଛନ୍ତି  । ସୂଚନା ମୂତାବକ…

ପୁଅ କହିଲେ ଝିଅ ଦେଲେ : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ନିର୍ଦ୍ଦେଶକ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ହୋଇଛି । ପୁଅ ହୋଇଛି କହି ଝିଅ ଧରାଇବା ଭଳି ସାଂଘାତିକ ଅଭିଯୋଗ ଆସିଛି । ରାଜକନିକା ଅଞ୍ଚଳର ଜଣେ ବ୍ୟକ୍ତି ଏହି ଅଭିଯୋଗ ଆଣିଛନ୍ତି । କାଲି ରାତି ସାଢେ ୧୦ ଟାରେ ପୁଅ ହେଲା ବୋଲି ସୂଚନା ଦେଇଥିଲେ । ମାତ୍ର ଫଟୋ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ଶେଷ, ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

କଟକ : ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ  । ଶୁଣାଣି ଶେଷ ପରେ ହାଇକୋର୍ଟ ରାୟକୁ ସଂରକ୍ଷିତ ରଖିଛନ୍ତି  । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ୍ ସାବତ୍ରୀ ରଥଙ୍କ ଖଣ୍ଡପୀଠରେ ଶୁଣାଣି ହୋଇଛି । ଏନେଇ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ୨୦୧୮ …

ଆନ୍ତଃ-ମନ୍ତ୍ରୀସ୍ତରୀୟ କମିଟିକୁ ପଠାଗଲା ସରପଞ୍ଚମାନଙ୍କ ଦାବି ସମ୍ପର୍କିତ ସ୍ମାରକପତ୍ର

ଭୁବନେଶ୍ୱର: ରାଜ୍ୟ ସରପଞ୍ଚ ମହାସଂଘ, ଓଡ଼ିଶାର କର୍ମକର୍ତ୍ତାମାନେ ଗତକାଲି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ତାଙ୍କ ବିଧାନସଭା ପ୍ରକୋଷ୍ଠରେ ଭେଟି ସେମାନଙ୍କ ଦାବି ସଂପର୍କିତ ସ୍ମାରକପତ୍ର ପ୍ରଦାନ କରିଥିଲେ। ଅର୍ଥମନ୍ତ୍ରୀ ଶ୍ରୀ ଆରୁଖ ସେମାନଙ୍କର ଦାବି ସମ୍ବନ୍ଧରେ ଅବଗତ ହେବା ପରେ…

ରାସ୍ତା ନାହିଁ ଯିବୁ କେମିତି? ରାସ୍ତା ଦୁରାବସ୍ଥା ପାଇଁ ଚିନ୍ତାରେ ଗ୍ରାମବାସୀ

ଯାଜପୁର: ରାସ୍ତାର ଯୁଆଡେ ଦେଖିବ ସିଆଡେ ଖାଲ । ରାସ୍ତାସାରା ପାଣିକାଦୁଅ । ଆଉ ଏହିପରି ରାସ୍ତାରେ ଯିବାଆସିବା କରୁଛନ୍ତି ଅନେକ ଳୋକ । ପ୍ରତିବର୍ଷ ବର୍ଷା ଦିନ ଆସିଲେ ନାହିଁନଥିବା ଦୁର୍ଦ୍ଦଶା ଭୋଗୁଛନ୍ତି ଏହି ଅଞ୍ଚଳବାସୀ । ରାସ୍ତାର ଏପରି ଅବସ୍ଥା ଏବେକାର ନୁହେଁ ଦୀର୍ଘ ୫୦ ବର୍ଷରୁ ଉର୍ଦ୍ଧ…

ଆସନ୍ତା ୨୮ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ କୋର୍ଟ, ଜାଣନ୍ତୁ କାରଣ

ଭୁବନେଶ୍ଵର: ଆସନ୍ତା ୨୮ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ କୋର୍ଟ । ଏହି ଦିନକୁ ସରକାରୀ ଛୁଟିଦିନ ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ‘ପ୍ରୋଫେଟ ମହମ୍ମଦଙ୍କ ଜୟନ୍ତୀ’ ଅବସରରେ ସରକାରଙ୍କ ତରଫରୁ ଏହି ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ରାଜ୍ୟ ସରକାରଙ୍କ…

ଆଜି ରତ୍ନଭଣ୍ଡାର ମାମଲାର ଶୁଣାଣି: ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦୀପଦାନ

ପୁରୀ: ଆଜି ହାଇକୋର୍ଟରେ ରତ୍ନଭଣ୍ଡାର ସମ୍ପର୍କିତ ମାମଲାର ଶୁଣାଣି ହେବ  ।  ରତ୍ନଭଣ୍ଡାର ଖୋଲି ରତ୍ନ ଅଳଙ୍କାର ହିସାବ କରିବାକୁ ଦାବି କରି ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଦାଖଲ ଜନସ୍ବାର୍ଥ ମାମଲା ଉପରେ ଶୁଣାଣି ହେବ । ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ…