Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗାଁ ନାଳରେ ବୁଡି ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

ସୋନପୁର: ଝିଅ ଶାଶୂ ଘରେ କେମିତି ଅଛି ଦେଖିବାକୁ ଆସିଥିଲେ ବାପା-ମା’ । ହେଲେ ଏ ଦେଖା ତାଙ୍କର ଶେଷ ଦେଖା ପାଲଟିଗଲା । ଝିଅ ଶାଶୂ ଘର ଗାଁ ନାଳରେ ବୁଡି ଚାଲିଗଲା ବାପାଙ୍କ ଜୀବନ । ମା’ ଏବେ ବଞ୍ଚିବା ପାଇଁ ସଂଘର୍ଷ କରୁଛନ୍ତି ।   ପାଣିରେ ବୁଡି ସ୍ୱାମୀ ମୃତ ସ୍ତ୍ରୀ ଗୁରୁତର ।…

କେନ୍ଦ୍ର ଅବହେଳା ବିରୋଧରେ ବିଜେଡିର ଅନୁଗୁଳ ଜାତୀୟ ରାଜପଥ ଅବରୋଧ

ଅନୁଗୁଳ: ଆଜି ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି। ମୁଖ୍ୟତଃ ଜାତୀୟ ରାଜପଥ ଗୁଡିକର ଦୁରବସ୍ଥା ଓ ଏମସିଏଲ ବିସ୍ଥାପନ ନେଇ କରୁଥିବା ଟାଳଟୁଳ ନୀତି ବିରୁଦ୍ଧରେ ଜିଲ୍ଲା ବିଜେଡି ଆନ୍ଦୋଳନ ସ୍ୱରୂପ ଦୁଇ ଘଣ୍ଟିଆ ଜାତୀୟ ରାଜପଥ ଅବରୋଧ କରିଛି। ବିଜେଡିର କହିବା କଥା ଗତ କିଛି ବର୍ଷ ହେଲା ଅନୁଗୁଳ…

ରିଲିଜ ହେଲା ବହୁ ପ୍ରତିକ୍ଷୀତ ଫିଲ୍ମ ‘ପୁଷ୍କରା’ର ଟ୍ରେଲର

ଭୁବନେଶ୍ଵର: ରିଲିଜ ହେଲା ଓଲିଉଡ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ପୁଷ୍କରା’ର ଟ୍ରେଲର । ଦୀର୍ଘ ୨ ବର୍ଷ ପରେ ବହୁ ପ୍ରତିକ୍ଷୀତ ଓଡ଼ିଆ ଫିଲ୍ମ 'ପୁଷ୍କରା' ସହ ବଡ଼ ପରଦାରେ ନଜର ଆସିବେ ଓଲିଉଡ ଅଭିନେତା ସବ୍ୟସାଚୀ ମିଶ୍ର । ଗଣେଶ ପୂଜାରେ ରିଲିଜ ହେବ ଏହି ଫିଲ୍ମ ।…

ଅରିନ୍ଦମଙ୍କ ଅଭିନୀତ ସିନେମା “ରାମ୍”ରେ ନଜର ଆସିବେ ବଲିଉଡର ରାହୁଲ୍ ଦେବ୍

ଭୁବନେଶ୍ୱର: ଅନେକ ଦିନର ବ୍ୟବଧାନ ପରେ ଓଡ଼ିଆ ସିନେମା ଜଗତକୁ କମ୍‌ବ୍ୟାକ୍ କରୁଛନ୍ତି ଓଲିଉଡ୍ ସୁପରଷ୍ଟାର ଅରିନ୍ଦମ୍ । ଆଗାମୀ ଦଶହରାରେ ତାଙ୍କୁ ଏକ ଭିନ୍ନ ଚରିତ୍ର ‘ରାମ୍‌’ ଅବତାରରେ ଦେଖିବାକୁ ମିଳିବ । ଶେଷଥର ପାଇଁ ୨୦୨୦ ମସିହା ଜାନୁଆରୀ ୧୨ ତାରିଖରେ ମୁକ୍ତିଲାଭ କରିଥିବା ତାପସ୍…

ଶବ ସତ୍କାର କରିବାକୁ ଯାଇ ଶ୍ମଶାନରେ ନିଜେ ପାଲଟି ଗଲେ ଶବ

ନବରଙ୍ଗପୁର: ମୃତ୍ୟୁ ଯେ କାହା ଭାଗ୍ୟରେ କେତେବେଳେ ଆସେ ତାହା କହିବା ମୁସ୍କିଲ । ଶ୍ମଶାନକୁ ଯାଇଥିଲେ ଶବ ସତ୍କାର ପାଇଁ କିନ୍ତୁ ନିଜେ ପାଲଟିଗଲେ ଶବ । ଏକଥା ଶୁଣିଲେ ଆପଣଙ୍କୁ ନିଶ୍ଚୟ ଆଶ୍ଚର୍ଯ୍ୟ ଲାଗୁଥିବ । କିନ୍ତୁ ଏହା ହିଁ ସତ୍ୟ । ଶବ ସତ୍କାର କରିବାକୁ ଯାଇଥିବା ସମୟରେ ଜଣେ ବ୍ୟକ୍ତି…

ପଦାରେ ପଡିଲା ବିଜେଡିର ଗୋଷ୍ଠି କନ୍ଦଳ: ମହେଶ୍ୱର ଓ ଶୁଭାଶିଷ ଗୋଷ୍ଠି ମୁହାଁମୁହିଁ

ପୁରୀ : ବିଜୁ ଜନତା ଦଳ ପକ୍ଷରୁ ଏକ କର୍ମୀ ସମ୍ମିଳନୀ ଚାଲିଥିବା ବେଳେ ବିଜୁ ଜନତା ଦଳର ଦୁଇ ଗୋଷ୍ଟିର ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି । ମିଳୁଥିବା ସୂଚନା ଅନୁଯାୟୀ, ପୁରୀ ପୈାରସଂସ୍ଥା ଅନ୍ତର୍ଗତ ୨୧ ନମ୍ବର ୱାର୍ଡର କିଛି ବିଜେଡି କର୍ମୀ ଓ ସମର୍ଥକଙ୍କୁ ନେଇ…

SC/ST ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର: ଏଣିକି ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: SC\ST ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ମାଗଣାରେ ମେଡିକାଲ ଓ ଇଞ୍ଜିନିୟରିଂ ପଢିପାରିବେ SC\ST ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନାରେ ସମସ୍ତ ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନା ମେଧାବୀ…

ସ୍କାମ ଆଲର୍ଟ: ନକଲି ଇ-ଚାଲାଣ ସ୍କାମ ପ୍ରତି ସାବଧାନ ରହିବାକୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ସାଇବର ଠକଙ୍କ ନୂଆ ତରିକା। ନକଲି ଇ-ଚାଲାଣ ସ୍କାମରେ କରୁଛନ୍ତି ଠକେଇ। ଏନେଇ ଓଡିଶା ସରକାର ଏକ ଆଡଭାଇଜରୀ ଜରି କରିଛନ୍ତି। ଇ-ଚାଲାଣ ସ୍କାମ ପ୍ରତି ସାବଧାନ ରହିବାକୁ ସରକାର ପରାମର୍ଶ ଦେଇଛନ୍ତି। ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟ ବୈଦ୍ୟୁତିକ ଏବଂ ସୂଚନା ପ୍ରଯୁକ୍ତି ବିଭାଗ…

ଅପରାହ୍ନ ୫ଟା ୪୦ ଯାଏ ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା:

ଭୁବନେଶ୍ୱର: ଭାରତୀୟ୍ର ପାଣିପାଗ ବିଭାଗ (ଆଇଏମଡି) ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରିକରିଛି । ଶୁକ୍ରବାର ଅପରାହ୍ନ ୫ଟା ୪୦ ପର୍ଯ୍ୟନ୍ତ ଏହି ସବୁ ଅଞ୍ଚଳରେ ହାଲୁକାରୁ ମଧ୍ୟମ  ଧରଣର ବର୍ଷା, ଘଡଘଡି ଏବଂ ବିଜୁଳି ମାରିବାର ସମ୍ଭାବନା ରହିଛି ।…

ଆସନ୍ତା ୬ ତାରିଖରେ ଜନ୍ମହେବେ ପ୍ରଭୁ ଶ୍ରୀକୃଷ୍ଣ, ଜାଣନ୍ତୁ କୃଷ୍ଣ ପୂଜାର ମହତ୍ତ୍ୱ

ଭୁବନେଶ୍ଵର: ଆଗକୁ ଆସୁଛି କୃଷ୍ଣ ଜନ୍ମାଷ୍ଟମୀ । ଅନେକ ଲୋକମାନେ ନିଜ ଘରେ ଦେବୀ-ଦେବତାଙ୍କ ପୂଜା କରିବା ବ୍ୟତୀତ ଭଗବାନ କୃଷ୍ଣଙ୍କ ସ୍ବରୂପ ବାଳଗୋପାଳ ମୂର୍ତ୍ତି ପୂଜା କରିଥାନ୍ତି । ଯାହାକୁ ଲଡୁ ଗୋପାଳ ମଧ୍ୟ କୁହାଯାଇଥାଏ । ଲଡୁ ଗୋପାଳଙ୍କ ପୂଜା ସହ ତାଙ୍କ ସେବା ମଧ୍ୟ ଏକ ଛୋଟ ପିଲା ଭଳି…