Latest Odisha News

BREAKING NEWS

Browsing Category

ଓଡିଶା

Odisha

ମନୀଷ ଅଗ୍ରୱାଲଙ୍କୁ ଆଶ୍ୱସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର: ତତ୍କାଳୀନ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ୱସ୍ତି। ପିଏ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ମାମଲାରେ ମନୀଷ ଅଗ୍ରୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଲେ ସୁପ୍ରିମକୋର୍ଟ। ହତ୍ୟା ଅଭିଯୋଗରୁ ମନୀଷଙ୍କୁ…

କଲେଜ ପରିସରରେ ଝୁଲି ପଡ଼ିଲେ ଯୁକ୍ତ ଦୁଇ ଛାତ୍ର

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଯୁକ୍ତ-୨ ଦ୍ୱିତୀୟ ବର୍ଷର ଜଣେ ଛାତ୍ର କଲେଜ ନିକଟରେ ଥିବା ଏକ ଗଛରେ ଝୁଲି ପଡିଥିବା ଦେଖିବାକୁ ମିଳିଛି। ମୃତକ ହେଲେ ବେତନଟୀ ଥାନା ଅନ୍ତର୍ଗତ କେସିପୁର ଗାଁ ନିକଟସ୍ଥ ରାଗଧା ଗାଁର ହାଡିବନ୍ଧୁ ସିଂଙ୍କ ପୁଅ…

ଏମିତି ବି ଆସେ ମୃତ୍ୟୁ : ହୋଟେଲରେ ଖାଇବାକୁ ବସିଥିଲେ ଟଳିପଡିଲେ

ପୁରୀ: ଏମିତି ବି ମୃତ୍ୟୁ ଆସେ । ହୋଟେଲରେ ଖାଇବା ପାଇଁ ବସିଥିବାବେଳେ ଚାଲିଗଲା ଜୀବନ । ଯାହା ସମସ୍ତଙ୍କୁ  ସ୍ତମ୍ଭିଭୂତ କରିଛି। ଏହା ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ପୁରୀ ବେଳାଭୂମି ରେଣୁକା ଗଳିରେ ଥିବା ଏକ ପେଟପୂଜା ନାମକ ହୋଟେଲରେ ଘଟିଛି ଏଭଳି ଅଭାବନୀୟ ଘଟଣା। ହୋଟେଲକୁ ଖାଇବାକୁ ଆସି…

ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ, ଗଞ୍ଜାମରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ହେଉଛି ଦୁର୍ବଳ। ନିଅଣ୍ଟିଆ ବର୍ଷା ଚିନ୍ତା ବଢାଉଛି। ଫଳରେ ଚାଷ କାମ ଆରମ୍ଭ ହୋଇପାରୁନି। ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ବର୍ଷା ୦.୭ ମିମି ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୧୦.୨ ମିମି ତୁଳନାରେ ୯୩% କମ୍। ଗଞ୍ଜାମ ଜିଲ୍ଲାରେ ନିଅଣ୍ଟିଆ…

ଆସନ୍ତାକାଲିଠାରୁ ସ୍ୱାଭାବିକ ହେବ ଟ୍ରେନ୍ ସେବା

ଭୁବନେଶ୍ୱର: ଆସନ୍ତାକାଲି (ଅଗଷ୍ଟ ୩୧)ଠାରୁ ଭୁବନେଶ୍ୱରରେ ସ୍ୱାଭାବିକ ହେବ ଟ୍ରେନ୍ ଚଳାଚଳ। ଆଜି ରେଳ ନିରାପତ୍ତା ଆୟୁକ୍ତ ଖୋର୍ଦ୍ଧା ରୋଡ୍-ବାରଙ୍ଗ ତୃତୀୟ ଲାଇନ୍ ପ୍ରକଳ୍ପର ମଞ୍ଚେଶ୍ୱର ଏବଂ ଭୁବନେଶ୍ୱର ମଧ୍ୟରେ ଶେଷ ପର୍ଯ୍ୟାୟ କାର୍ଯ୍ୟର ସାଙ୍କେତିକ ପ୍ରଣାଳୀକୁ ଯାଞ୍ଚ କରିବେ। ପୂର୍ବତଟ…

ଜଙ୍ଗଲ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ: ଟ୍ରି ରିଲୋକେସନ ପାଇଁ ଜାରି ହେଲା ଏସଓପି

ଭୁବନେଶ୍ବର: ଟ୍ରି ରିଲୋକେସନ ପାଇଁ SOP  ଜାରି ହୋଇଛି । ଜଙ୍ଗଲ ସଂରକ୍ଷଣ ଓ ସୁରକ୍ଷା ପାଇଁ ରାଜ୍ୟ ସରକାର ବହୁ ପଦକ୍ଷେପ ନେଉଛନ୍ତି । ଯାହା ଦ୍ୱାରା ୩୪.୫ ପ୍ରତିଶତ ଗଛ ବୃଦ୍ଧି ହେଲାଣି । ଦେଶରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି ବୋଲି କହିଛନ୍ତି ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ…

ରାଜଧାନୀରେ ସାବାଡ଼ ହେବେ ଅପରାଧୀ: ସହର ଉପରେ ୨୪ ଘଣ୍ଟା ନଜର ରଖିବ ସିସିଟିଭି

ଭୁବନେଶ୍ୱର : କଟକ ପରେ ରାଜଧାନୀରେ ଆରମ୍ଭ ହେବ ସହଭାଗିତା କାର୍ଯ୍ୟକ୍ରମ  । ଭୁବନେଶ୍ୱରରେ ଅପରାଧ ନିୟନ୍ତ୍ରଣ କରିବା ପାଇଁ ନୂଆ ଋଣନୀତି ପସ୍ତୁତ କରାଯାଇଛି । ‘ସହଭାଗିତା’ ନାଁରେ ସହଯୋଗ ଲୋଡିଛି କମିଶନରେଟ୍ ପୋଲିସ । ଅପରାଧିକ କାର୍ଯ୍ୟକଳାପ ଉପରେ ୨୪ ଘଣ୍ଟିଆ ନଜର ରଖିବାକୁ କମିଶନରେଟ…

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ! ଦୋକାନ ବାରଣ୍ଡାରୁ ମିଳିଲା ଦୋକାନୀଙ୍କ ମୃତଦେହ

ବରଗଡ଼ : ବରଗଡ ଜିଲ୍ଲା ବରପାଲି ଥାନା ବାରଗୁଡା ଗାଁରେ ଜଘନ୍ୟକାଣ୍ଡ  । ଦୋକାନ ବାରଣ୍ଡାରେ ଶୋଇଥିବା ବେଳେ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତକ ଗୋପବନ୍ଧୁ ସେଠ ବୋଲି ଜଣାପଡିଛି  । ପୋଲିସ ଘଟଣାରେ  ତଦନ୍ତ ଜାରି ରଖିଛି । ସୂଚନା ମୂତାବକ ବରଗଡ ଜିଲ୍ଲା ବରପାଲି ଥାନା ଅନ୍ତର୍ଗତ…

ରୋଗୀଙ୍କ ଜୀବନ ସହ ଖେଳ: A ପଜିଟିଭ ପ୍ୟାକେଟରେ ମିଳିଲା B ପଜିଟିଭ ରକ୍ତ, ଅବସ୍ଥା ଗୁରୁତର

କଟକ: ରୋଗୀଙ୍କ ଜୀବନ ସହ ଖେଳ । ରକ୍ତ ପ୍ୟାକେଟ ବାହାରେ ଲେଖାହୋଇଛି ‘ଏ’ ପିଜିଟିଭ୍  । କିନ୍ତୁ ଭିତରେ ‘ବି’ ପିଜିଟିଭ୍ ଥିବା ରକ୍ତ ରୋଗୀଙ୍କୁ ଦିଆଯାଇଥିବା ଅଭିଯୋଗ ହୋଇଛି । ଏପରି ଭିନ୍ନ ଗ୍ରୁପର ରକ୍ତ ନେଇ ଜଣେ ରୋଗୀ ଗୁରୁତର ହୋଇପଡ଼ିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି କଟକର ଏକ…

ସୁଟିଂ ବେଳେ ଅଘଟଣ: ପାଣିର ପ୍ରଖର ସ୍ରୋତରେ ଭାସିଗଲେ ଶ୍ରେୟାନ ଓ ଭୂମିକା

କଟକ: ଷ୍ଟଣ୍ଟ ସୁଟିଂ ବେଳେ ଅଘଟଣ। ଯବାନ ପରିବାରର ସଂଘର୍ଷ କାହାଣୀ ଉପରେ ଆଧାରିତ ଫିଲ୍ମ ଅପରେସନର ସୁଟିଂ ବେଳେ ଘଟିଛି ଏକ ବଡ ଅଘଟଣ ।  କାଠଯୋଡ଼ି ନଦୀରେ ଓଡ଼ିଆ ସିନେମା ସୁଟିଂ ବେଳେ ବଡ଼ ବିପଦରୁ ବର୍ତ୍ତି ଗଲେ ନାୟକ ଶ୍ରେୟାନ ଓ ନାୟିକା ଭୁମିକା। ନରାଜ ପାଖାପାଖି ଏକ ବ୍ରିଜ ଉପରେ ନଦୀକୁ…