Latest Odisha News

BREAKING NEWS

Browsing Category

ଓଡିଶା

Odisha

Odisha Eco Retreat:ବିଳାସପୂର୍ଣ୍ଣ କଟେଜରୁ ପ୍ରକୃତିର ମଜା…ରାଜ୍ୟର ୬ଟି ସ୍ଥାନରେ ଇକୋ ରିଟ୍ରିଟ ଆରମ୍ଭ

ଭୁବନେଶ୍ବର: ଖୋଲିଲା ଇକୋ ରିଟ୍ରିଟ । ଗତକାଲି ରାଜ୍ୟରେ ୬ଟି ଇକୋ ରିଟ୍ରିଟକୁ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଭିଡିଓ କନଫରେନ୍ସ ମାଧ୍ୟମରେ ଶୁଭ ଉଦଘାଟନ କରିଛନ୍ତି । ପର୍ଯ୍ୟଟକଙ୍କୁ ନିଆରା ଅନୁଭୂତି ଦେବାକୁ ହୀରାକୁଦ, ସାତକୋଶିଆ, ସୁନାପୁର (ଗଞ୍ଜାମ), ଦାରିଙ୍ଗିବାଡି,…

ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି, ଡାକ୍ତର ସ୍ବାମୀଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ପତ୍ନୀ

କଟକ: ଜଣେ ଯୁବ ଡାକ୍ତର ତାଙ୍କ ପତ୍ନୀଙ୍କୁ ୧୦ ଦିନରୁ ଅଧିକ ହେବ ଘରେ ବନ୍ଦ କରିବା ସହ ମାନସିକ ଯନ୍ତ୍ରଣା ଦେଉଛନ୍ତି, ଏହା ସହ ଜୀବନରୁ ମାରିଦେବାକୁ ମଧ୍ୟ ଧମକ ଦେଉଥିବା ଅଭିଯୋଗ ହୋଇଛି । ଏନେଇ ନିଜେ ଖୋଦ ଡାକ୍ତରଙ୍କ ପତ୍ନୀ ଅଭିଯୋଗ ଆଣିଛନ୍ତି । ମହିଳାଙ୍କ ଅଭିଯୋଗକୁ ଭିତ୍ତି କରି କଟକ…

Weather update: ଆସନ୍ତା ୩୦ ତାରିଖରୁ ଆହୁରି ବଢିବ ଶୀତର ପ୍ରକୋପ !

ଭୁବନେଶ୍ବର:ପାରଦ ଖସୁଛି, ଶୀତ ବଢୁଛି। ଉପକୂଳ, ପଶ୍ଚିମ, ଦକ୍ଷିଣ ଓଡ଼ିଶା ସବୁଠି ବଢିଲାଣି ଥଣ୍ଡା । କନ୍ଧମାଳ ଜିଲ୍ଲାରେ ୧୦ ଡିଗ୍ରୀ ତଳେ ପାରଦ ରହୁଛି । ଘନ କୁହୁଡି ସକାଳ ୯ଟା ପର୍ଯ୍ୟନ୍ତ ରହୁଛି । ତେବେ ରାଜ୍ୟବାସୀଙ୍କୁ ଆଗୁଆ ସତର୍କ କରାଇଛନ୍ତି ବରିଷ୍ଠ ପାଣିପାଗ ବିଜ୍ଞାନୀ ଶରତ ଚନ୍ଦ୍ର…

ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କୁ ବଡ଼ ଆଶ୍ୱସ୍ତି, ଜରିମାନା ୫୦% ହ୍ରାସ କଲେ ଓଡ଼ିଶା ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ମୋଟର ଯାନ ଆଇନ, ୧୯୮୮ ଅନୁଯାୟୀ ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଯାନବାହାନ ମାଲିକ ଏବଂ ଡ୍ରାଇଭରମାନଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହି ସୁବିଧା ଜୁଲାଇ ୩୧, ୨୦୨୫ ପର୍ଯ୍ୟନ୍ତ ଉପଲବ୍ଧ ରହିବ।…

ମହାପ୍ରଭୁଙ୍କର ପଇତାଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ମାର୍ଗଶିର କୃଷ୍ଣ ତ୍ରୟୋଦଶୀ ତିଥି ଅର୍ଥାତ୍ ଆସନ୍ତା କାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଅପରାହ୍‌ଣରେ ହେବ ‌ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମହାପ୍ରଭୁଙ୍କର ପଇତାଲାଗି ନୀତି ଅବସରରେ ୫ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ…

ପୋଲିସ ଓ ବିଏସଏଫକୁ ଆଉ ଏକ ସଫଳତା, ଗୁମ୍ଫାରୁ ମାଓବାଦୀ ଲୁଚାଇଥିବା ବିସ୍ଫୋରକ ଜବତ

ମାଲକାନଗିରି: ପୋଲିସ ଓ BSFକୁ ମିଳିଛି ଆଉ ଏକ ସଫଳତା। ଏକ ଗୁମ୍ଫାରୁ ମାଓବାଦୀ ଲୁଚାଇଥିବା ବିସ୍ଫୋରକ ଜବତ ହୋଇଛି। କାଲିମେଳା ଥାନା ଦୁଲାଗୁଣ୍ଡି ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଏହି ବିସ୍ଫୋରକକୁ ଜବତ କରିଛନ୍ତି ପୋଲିସ ଓ ବିଏସଏଫ। ଜବତ ହୋଇଥିବା ବିସ୍ଫୋରକ ମଧ୍ୟରେ ରହିଛି ଗୋଟିଏ ବନ୍ଧୁକ,…

Nuapada Results: ନୂଆପଡା ଫଳାଫଳକୁ ନେଇ ବିଜେଡି ଆଣିଲା ଅଭିଯୋଗ, ନୂଆପଡ଼ାରେ କାରସାଦି ହୋଇଛି କହିଲେ ସ୍ନେହାଙ୍ଗିନୀ

ନୂଆପଡ଼ା: ନୂଆପଡା ଉପନିର୍ବାଚନ ଶେଷ ହେବା ପରେ ପୁଣି ଆରମ୍ଭ ହେଲା ରାଜନୀତି। ଭୋଟରେ ଯାହା ଆଶା କରାଯାଉଥିଲା ତା ଠାରୁ ଅଧିକ ଭୋଟରେ ଜିତିଲା ବିଜେପି । କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୮୩ ହଜାର୭୪୮ ଖଣ୍ଡ ଭୋଟରେ ହରାଇ ବିଜୟୀ ମୁକୁଟ ପିନ୍ଧିଛନ୍ତି ଜୟ। ନୂଆପଡାରେ ୪୦ ହଜାରରୁ ଅଧିକ…

ଭାଙ୍ଗୁଛି ମାଓଗଡ଼, ପୋଲିସ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ ଦମ୍ପତି

କନ୍ଧମାଳ: ଭାଙ୍ଗୁଛି ମାଓଗଡ଼। ପୋଲିସକୁ ମିଳୁଛି ସଫଳତା। ୨୦୨୬ ସୁଦ୍ଧା ନକ୍ସଲ ମୁକ୍ତ ଦେଶ ହେବ। ଆଉ ଏହାର ଲକ୍ଷରେ କନ୍ଧମାଳ ଜିଲ୍ଲାକୁ ମାଓମୁକ୍ତ କରିବା ନେଇ ଅଭିଯାନ ଚାଲୁ ରଖିଛି କନ୍ଧମାଳ ପୋଲିସ। ନିକଟ ଅତୀତରେ ଅନେକ କ୍ୟାଡର ମାଓବାଦୀ ସୁରକ୍ଷା ବାହିନୀ ସହିତ ଏନକାଉଣ୍ଟରରେ ମୃତ୍ୟୁ ବରଣ…

Doctor Dies On Duty: ଏମିତି ଆସେ ମୃତ୍ୟୁ: ଓପିଡିରେ ରୋଗୀ ଦେଖୁଥିବା ବେଳେ ଚାଲିଗଲା ଡାକ୍ତରଙ୍କ ଜୀବନ

ବାଲେଶ୍ବର: ଏମିତି ଆସେ ମୃତ୍ୟୁ। ରୋଗୀ ଦେଖୁ ଦେଖୁ ଟଳିପଡ଼ିଲେ ଡାକ୍ତର। ଡ୍ୟୁଟିରେ ଥିବା ଜଣେ ଡାକ୍ତରଙ୍କ ଅକାଳ ମୃତ୍ୟୁ। ଏଭଳି ଅଭାବନୀୟ ଦୁଃଖଦ ଘଟଣା ବାଲେଶ୍ବର ଜିଲ୍ଲା ନୀଳଗିରି ଡାକ୍ତରଖାନାରେ ଦେଖିବାକୁ ମିଳିଛି। ମୃତକ ହେଲେ ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ତ୍ରିନାଥ ପାଲ। ଆଜି…

ପୁଅ ନହେବାରୁ ପତ୍ନୀ ସମେତ ୫ ଝିଅଙ୍କୁ ଘରୁ ତଡ଼ିଲେ ସ୍ବାମୀ… 

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟ ଘଟଣା ସାମ୍ନାକୁ ଆସିଛି। ଜିଲ୍ଲାର ମୁରୁଗା ଗାଁରେ ପୁତ୍ର ସନ୍ତାନ ଜନ୍ମ ନ କରିପାରିବାରୁ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ୧୫ ଦିନର ନବଜାତ ଶିଶୁ ସମେତ ପାଞ୍ଚ ଝିଅଙ୍କୁ ଘରୁ ବାହାର କରି ଦେଇଥିବା ଖବର ମିଳିଛି। ପୀଡ଼ିତା ସୁଲୋଚନା…