Latest Odisha News

BREAKING NEWS

Browsing Category

ଓଡିଶା

Odisha

ନକ୍ସଲଗଡରୁ ଇସ୍ରୋ: ଚର୍ଚ୍ଚାରେ ମାଲକାନଗିରିର ଯୁବ ବୈଜ୍ଞାନିକ ଜୟନ୍ତ

ମାଲକାନଗିରି: ଉପାନ୍ତ ଅଞ୍ଚଳରୁ ଇସ୍ରୋ ବୈଜ୍ଞାନିକ। ଚନ୍ଦ୍ରଯାନ ୩ ପ୍ରକଳ୍ପରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି ମାଲକାନଗିରିର ଯୁବ ବୈଜ୍ଞାନିକ ଜୟନ୍ତ କୁମାର ହାଲଦାର । ଜୟନ୍ତ କେରଳ ତିରୁଅନନ୍ତପୁରମ ସ୍ଥିତ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ମେକାନିଜମ୍ ବିଭାଗରେ ବରିଷ୍ଠ…

ସୌମ୍ୟଙ୍କୁ ଅନୁଭବ ପଟ୍ଟନାୟକଙ୍କ ଚ୍ୟାଲେଞ୍ଜ: କହିଲେ, ୧୨ ଘଣ୍ଟା ମଧ୍ୟରେ ପ୍ରମାଣ ଦେଲେ ଛାଡିଦେବି ରାଜନୀତି

ଭୁବନେଶ୍ୱର: ବିଜେଡି ବିଧାୟକ ସୌମ୍ୟ ପଟ୍ଟନାୟକଙ୍କ ସମ୍ପାଦକୀୟକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। କିଛିଦିନର ବ୍ୟବଧାନ ପରେ ପୁଣି ଥରେ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ତଥା ସମ୍ବାଦ ସଂପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ। ରାଜ୍ୟର ପ୍ରମୁଖ ଗଣମାଧ୍ୟମଠାରୁ ଆରମ୍ଭ କରି…

ପିହୁ ନିଖୋଜ ହେବା ପରଠୁ ‘ରାକ୍ଷୀ ପୁର୍ଣ୍ଣିମା’ ପାଳୁନାହାଁନ୍ତି ପରିବାର ଲୋକେ

ଯାଜପୁର: ଆସୁଛି ସ୍ନେହ,ଶ୍ରଦ୍ଧା, ଭଲପାଇବା ଓ ପବିତ୍ର ବନ୍ଧନର ପର୍ବ ରକ୍ଷା ବନ୍ଧନ ବା ରାକ୍ଷୀ ପୁର୍ଣ୍ଣିମା । ଏହା ପ୍ରତ୍ୟେକ ଭାଈ ଓ ଭଉଣୀଙ୍କ ପାଇଁ ଏକ ସ୍ୱତନ୍ତ୍ର ପର୍ବ । ଭଉଣୀ ନିଜର ସୁରକ୍ଷା ପାଇଁ ଭାଈ ହାତରେ ରାକ୍ଷୀ ବାନ୍ଧେ ।  ଭଉଣୀ ଯେତେ ଦୂରରେ ଥିଲେ ବି ଭାଈ ପାଖକୁ ଚାଲିଆସେ…

ବଜାରକୁ ଆସିବ ହଳଦୀ ବ୍ୟାଣ୍ଡେଜ, ଚୁଟକିରେ ଭଲ ହେବ ଶରୀରର କ୍ଷତ

ଭୁବନେଶ୍ବର: ଏଣିକି ବଜାରରେ ମିଳିବ ହଳଦୀ ବ୍ୟାଣ୍ଡେଜ । ଶରୀରରେ କୌଣସି କ୍ଷତ ହେଲେ ତୁରନ୍ତ ଚିକିତ୍ସା ପାଇଁ ଏହି ହଳଦୀ ବ୍ୟାଣ୍ଡେଜ ଭଲ କାମ ଦେବ । ଏହି ହଳଦୀ ବ୍ୟାଣ୍ଡେଜ ଖୁବ ଶୀଘ୍ର ବଜାରରେ ଉପଲବ୍ଧ ହେବ । ହଳଦୀର ନାନୋ ପାର୍ଟିକିଲ୍ କର୍କ୍ୟୁମିନକୁ ବ୍ୟବହାର କରି ଏମିତି ସ୍ୱତନ୍ତ୍ର…

ଗୋଲ୍ଡେନ ବାବାର ୧କୋଟି ୫୩ଲକ୍ଷ ଟଙ୍କାର ସମ୍ପତ୍ତି ଆଟାଚ୍ କଲା ଇଡି

ଭୁବନେଶ୍ବର: ଜ୍ୟୋତିରଞ୍ଜନ ବେଉରା ଓରଫ ଗୋଲ୍ଡେନ୍ ବାବାଙ୍କର ୧ କୋଟି ୫୩ ଲକ୍ଷ ଟଙ୍କାର ସମ୍ପତ୍ତି ଆଟାଚ କରିଛି ଇଡି। ଏଥିରେ ରହିଛି ତା ଘର , ଗାଡ଼ି ଓ ବ୍ୟାଙ୍କ ଆକାଉଣ୍ଟ। କମ ସୁଧରେ ଋଣ ଦେବାର ପ୍ରଲୋଭନ ଦେଖାଇ ବ୍ୟବସାୟୀଙ୍କୁ ଠକୁଥିଲା। ସେମାନଙ୍କ ଠାରୁ କୋଟି କୋଟି ଟଙ୍କା ହଡପ କରିଛି।…

ହାଇୱା ଧକ୍କାରେ ୨ କିନ୍ନର ମୃତ

ସୁନ୍ଦରଗଡ: ହାଇୱା ଧକ୍କାରେ ଦୁଇ କିନ୍ନର ମୃତ। ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ୧୪୩ ନମ୍ବର ଜାତୀୟ ରାଜପଥ ରଜାମୁଣ୍ଡା ବାଇପାସ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ରାତିରେ ଦୁଇ କିନ୍ନର ରଥ କିଷାନ ଓ ରାଜା ପାତ୍ର ଙ୍କ ସହ ହାଇୱା ଡ୍ରାଇଭରଙ୍କ ବଚସା ହୋଇଥିଲା। ସୂଚନା…

ତିହିଡିରେ ଚାଞ୍ଚଲ୍ୟ: ସରକାରୀ କ୍ବାର୍ଟର୍ସରୁ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି ।  କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତାହା ପୁଣି ତାଙ୍କ ସରକାରୀ କ୍ବାର୍ଟର୍ସରୁ । ମୃତ କନେଷ୍ଟବଳ କେନ୍ଦୁଝରର ତୋଫାନ କୁମାର ପାତ୍ର ବୋଲି ଜଣାପଡିଛି  । ଘଟଣାସ୍ଥଳରେ ତିହିଡ଼ି…

ଥମୁନି ବେଆଇନ ଗଞ୍ଜେଇ ଚୋରାଚାଲାଣ: ରାୟଗଡାରୁ ୮୦ କେଜି ଗଞ୍ଜେଇ ଜବତ, ୭ ଗିରଫ

ମୁନିଗୁଡା: ରାୟଗଡା ପୋଲିସକୁ ବଡ ସଫଳତା ମିଳିଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢାଉ କରି ପାଖାପାଖି ୮୦ କେଜି ଗଞ୍ଜେଇ ଜବତ କରିଛି ରାୟଗଡା ପୋଲିସ । ଘଟଣାରେ ୭ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି । ଚନ୍ଦ୍ରପୁର ଅଞ୍ଚଳରୁ ରାୟପୁରକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବାବେଳେ  ମୁନିଗୁଡା ପୋଲିସ…

ମହିଳା ଅଧ୍ୟାପିକାଙ୍କୁ ନିର୍ଯାତନା ମାମଲା: ନିଲମ୍ବିତ ହେଲେ ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁର

ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟ ମହିଳା ପ୍ରଫେସରଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କାର୍ଯ୍ୟାନୁଷ୍ଠାନ । ନିଲମ୍ବିତ ହେଲେ ରାଜନୀତି ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁର । ବିଶ୍ୱବିଦ୍ୟାଳୟ ଆଭ୍ୟନ୍ତରୀଣ କମିଟିର ୯ ଜଣିଆ ଟିମକୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।…

ପଥର ବ୍ଲାଷ୍ଟିଂ ବେଳେ ଦୁଇ ଶ୍ରମିକ ମୃତ୍ୟୁ ଘଟଣା: ୩୨ଘଣ୍ଟା ପରେ ମିଳିଲା ମୃତଦେହ

ମୋହନା: ପଥର ବ୍ଲାଷ୍ଟିଂ ବେଳେ ଦୁଇ ଶ୍ରମିକ ମୃତ୍ୟୁ ଘଟଣା  । ଦୀର୍ଘ ୩୨ ଘଣ୍ଟା ପରେ ଉଦ୍ଧାର ହେଲା ମୃତଦେହ । ଗତକାଲି ଗଜପତି ମୋହନା ଥାନା ବନ୍ଧାଗୁଡା ଗାଁରେ କ୍ରସର ପାଇଁ ପଥର ବ୍ଲାଷ୍ଟିଂ ବେଳେ ମାମୁ ଭଣଜା ପଥର ତଳେ ଚାପି ହୋଇ ପ୍ରାଣ ହରାଇ ଥିଲେ । ପଥର ଟି ପ୍ରାୟ ୧୦୦ ଟନ ରୁ ଅଧିକ…