Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀରେ ଶୁଭାରମ୍ଭ ହେଲା ବିଶ୍ଵକର୍ମା ଯୋଜନା, ଭର୍ଚୁଆଲରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

ପୁରୀ: ଶୁଭାରମ୍ଭ ହୋଇଛି ପିଏମ ବିଶ୍ଵକର୍ମା ଯୋଜନା । ଏହି ଯୋଜନା ମାଧ୍ୟମରେ କୌଳିକ ବୃତ୍ତିଗତଙ୍କୁ ମିଳିବ ବିଶ୍ୱକର୍ମା ପରିଚୟ । ୫% ସୁଧ ହାରରେ ୨ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ଯୋଗାଇଦେବେ କେନ୍ଦ୍ର ସରକାର ।  ଏଥିପାଇଁ ୫ ବର୍ଷରେ ୧୩ ହଜାର କୋଟି ଖର୍ଚ୍ଚ କରିବେ କେନ୍ଦ୍ର ସରକାର । ପ୍ରାୟ…

ରାଜ୍ୟରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ଆଉ ଏକ ଜୀବନ ନେଲା ସ୍କ୍ରବ୍ ଟାଇଫସ୍

ଭୁବନେଶ୍ଵର: ସାରା ରାଜ୍ୟରେ ଅହେତୁକ ଭାବେ ବୃଦ୍ଧି ହେବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ସଂକ୍ରମିତଙ୍କ ସଂଖ୍ୟା । ଏହାରି ଭିତରେ ଏହି ରୋଗରେ ଗତକାଲି ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ୍ ୬ ଜଣଙ୍କର ଜୀବନ ହାନି ହେଲାଣି । ସେପଟେ ସୁନ୍ଦରଗଡ଼ରେ ଆଜି ପୁଣି ୧୧ ଜଣ ସ୍କ୍ରବ୍ ଟାଇଫସ୍…

ପାଖରେ ନାହିଁ ଜମିପଟା, ତେଣୁ ପାଠପଢ଼ାରୁ ବଞ୍ଚିତ ଆଦିବାସୀ ଛାତ୍ରଛାତ୍ରୀ

ଯାଜପୁର: ଆଦିବାସୀ ମାନଙ୍କର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଯୋଜନା କରିଛନ୍ତି l ହେଲେ ସତରେ କଣ ସେହି ଯୋଜନା ସଫଳ ହେଉଛି? ଜମିପଟା ନଥିବାରୁ ପାଠ ପଢ଼ାରୁ ବଞ୍ଚିତ ହେଉଛନ୍ତି ଅନେକ ଆଦିବାସୀ ଛାତ୍ରଛାତ୍ରୀ l ତାହା ବି କେଉଁ ଉପାନ୍ତ ଅଞ୍ଚଳ ନୁହେଁ , ଉପକୁଳ ଓଡିଶାର ବିକଶିତ…

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ  । କହିଛନ୍ତି  ରାଜ୍ୟରେ ବନ୍ୟା ସ୍ଥିତି ନାହିଁ  । ଉପରମୁଣ୍ଡରେ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମୁଛି  ।   ଆଉ ଦିନେ ଦୁଇ ଦିନ ଭିତରେ ସେଠାରୁ ପାଣି ଛାଡ଼ିଯିବ ।  …

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ନିଆରା ଢଙ୍ଗରେ ଜନ୍ମଦିନ ଶୁଭେଛା ଜଣାଇଲେ ଭାସ୍କର୍ଯ୍ୟ ଶିଳ୍ପୀ…

ପୁରୀ: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୩ତମ ଜନ୍ମ ଦିବସ । ମୋଦିଙ୍କ ଜନ୍ମଦିବସ ଅବସରରେ ଚାରିଆଡୁ ଛୁଟୁଛି ଶୁଭେଛାର ସୁଅ । ତେବେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ନିଆରା ଢଙ୍ଗରେ ଜନ୍ମଦିନର ଶୁଭେଛା ଜଣାଇଛନ୍ତି ପୁରୀ ଅଠରନଳାର ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ଦାସ । ୭୩ ତମ ଜନ୍ମ ଦିନ…

ପାନବରଜ ଓ କିଆଫୁଲ ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା

ଭୁବନେଶ୍ବର : ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଉଭୟ ଚାଷର ପ୍ରକ୍ରିୟାକରଣ ୟୁନିଟ ପାଇଁ ସହାୟତା ମିଳିବ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଫାଇଭ୍-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ  ପୁରୀ ଓ ଗଞ୍ଜାମ …

ଆଜି ପ୍ରଧାନମନ୍ତ୍ରୀଙ୍କ ୭୩ତମ ଜନ୍ମଦିନ: ବାଲୁକାକଳା ଜରିଆରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ପବିତ୍ର ବିଶ୍ବକର୍ମା ପୂଜା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ ତମ ଜନ୍ମଦିନ। ଏହି ଅବସରରେ ଆଜିଠାରୁ ଦେଶରେ ଆରମ୍ଭ ହେବାକୁ ଯାଉଛି ବିଶ୍ବକର୍ମା ଯୋଜନା  ।  ସାରା ଭାରତରେ ତାଙ୍କର ଜନ୍ମଦିନକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଉଛି  । ୧୯୫୦ ମସିହା ଆଜିର ଦିନରେ…

କଲେଜରେ ଲାଗିବ ସରକାରୀ ଯୋଜନାର ହୋର୍ଡିଂ, ଶିକ୍ଷାବିତ୍ କହିଲେ ନଷ୍ଟ ହୋଇପାରେ ଶୈକ୍ଷିକ ମାହୋଲ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜରେ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କିତ ହୋର୍ଡିଂ ଲାଗିବ। ଏଥିସହ ଉଚ୍ଚଶିକ୍ଷା ପାଇଁ ଛାତ୍ରବୃତ୍ତି ବ୍ୟବସ୍ଥା ପ୍ରଦର୍ଶନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ସରକାରଙ୍କ ଦ୍ୱାରା ପ୍ରଦାନ…

ପରଲୋକରେ ଗୀତା ମେହେଟ୍ଟା: ଶେଷ ଦର୍ଶନ ପାଇଁ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପରଲୋକରେ ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ଘଟିଛି  । ଗତକାଲି ଦିଲ୍ଲୀସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି  । ୧୯୪୩ ମସିହାରେ ନୂଆଦିଲ୍ଲୀରେ ସେ ଜନ୍ମଗ୍ରହଣ କରିଥିଲେ  । ସେ ହେଉଛନ୍ତି…

ଓଡ଼ିଶାର ୪ ଜଣ ସଙ୍ଗୀତ ନାଟକ ଏକାଡେମୀ ଅମୃତ ପୁରସ୍କାରରେ ସମ୍ମାନିତ

ଭୁବନେଶ୍ୱର: ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୮୪ ଜଣ କଳାକାରଙ୍କ ମଧ୍ୟରୁ ଓଡ଼ିଶାର ୪ ଜଣ ବରିଷ୍ଠ କଳାକାରଙ୍କୁ ମର୍ଯ୍ୟାଦାଜନକ ସଙ୍ଗୀତ ନାଟକ ଏକାଡେମୀ ଅମୃତ ପୁରସ୍କାରରେ ସମ୍ମାନିତ କରାଯାଇଛି। ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ ୭୫ ବର୍ଷରୁ ଅଧିକ ବୟସର ୮୪ ଜଣ କଳାକାରଙ୍କୁ 'ଆଜାଦୀ କା ଅମୃତ…