Latest Odisha News

BREAKING NEWS

Browsing Category

ଓଡିଶା

Odisha

ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ପ୍ରକାଶଯୋଗ୍ୟ, ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ ପାଇଁ ଗତ…

OUATର ୬୨ତମ ପ୍ରତିଷ୍ଠା ଦିବସ; ‘କୃଷିରେ ନୂତନ ଜ୍ଞାନକୌଶଳ ବ୍ୟବହାରକୁ ଲୋକପ୍ରିୟ କରାଇବା ଆବଶ୍ୟକ’

ଭୁବନେଶ୍ୱର: କୃଷିରେ ନୂତନ ଜ୍ଞାନକୌଶଳ ବ୍ୟବହାରକୁ ଲୋକପ୍ରିୟ କରାଇବା ଆବଶ୍ୟକ। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ୬୨ତମ ପ୍ରତିଷ୍ଠା ଦିବସ ଅବସରରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏପରି କହିଛନ୍ତି। ବିଗତ ଦୁଇ…

ରାଜ୍ୟରେ ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ସ୍ଥାୟୀ ନିଯୁକ୍ତି ଦାବି କଲା ରାଜ୍ୟ କଂଗ୍ରେସ

ଭୁବନେଶ୍ୱର: ୨୦୨୨ ମସିହା ଅକ୍ଟୋବର ମାସ ୧୫ ତାରିଖ ଦିନ ରାଜ୍ୟ କ୍ୟାବିନେଟ୍ ନିଷ୍ପତି ଅନୁସାରେ ରାଜ୍ୟ ସରକାର ଆଉ କୌଣସି ସରକାରୀ ପଦ ପଦବୀ ପାଇଁ ଠିକା ନିଯୁକ୍ତି କରିବେ ନାହିଁ କିମ୍ବା ଆଉଟ୍‌ସୋରସିଙ୍ଗ କରିବେ ନାହିଁ ବୋଲି ଖୁବ୍ ଜୋରସରରେ ପ୍ରଚାର କଲେ। ଏପରିକି ମିଷ୍ଟାନ୍ନ ବାଣ୍ଟିବା ସହ…

ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଅନୁଷ୍ଠିତ

ଖୋର୍ଦ୍ଧା: ଆଜି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଓଡିଶା ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସହଯୋଗରେ ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ…

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’, ହିନ୍ଦୀରେ ‘ସର୍ଦ୍ଦାର ଉଦ୍ଧମ’

ନୂଆଦିଲ୍ଲୀ: ଶ୍ରେଷ୍ଠ ଓଡ଼ିଆ ସିନେମା ଭାବେ ଚଳଚ୍ଚିତ୍ର 'ପ୍ରତୀକ୍ଷା'କୁ ମିଳିବ ଜାତୀୟ ପୁରସ୍କାର। ଭାରତ ସରକାର ଆଜି ୬୯ତମ ଜାତୀୟ ଫିଲ୍ମ ପୁରସ୍କାର ତାଲିକା ଘୋଷଣା କରିଛନ୍ତି। ଏହି ଫିଲ୍ମର ପ୍ରଯୋଜନା ଅମୀୟ ପଟ୍ଟନାୟକ କରିଥିବା ବେଳେ ନିର୍ଦ୍ଦେଶକ ଥିଲେ ଅନୁପମ ପଟ୍ଟନାୟକ। ସେହିପରି ଭିକି…

ଚନ୍ଦ୍ରଯାନ-୩ର ସଫଳ ଅବତରଣ; ଓଡ଼ିଆ ବୈଜ୍ଞାନିକଙ୍କ ଅବଦାନକୁ ଭୁରି ଭୁରି ପ୍ରଶଂସା

ଭୁବନେଶ୍ୱର: ବୁଧବାର ସନ୍ଧ୍ୟାରେ ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ ସଫଳତାର ସହ ଅବତରଣ କରିବା ପରେ ଚାରିଆଡ଼େ ସୃଷ୍ଟି ହୋଇଛି ଖୁସିର ମାହୋଲ। ଭାରତ ଏବଂ ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କ ପାଇଁ ଶୁଭେଚ୍ଛାର ସୁଅ ଛୁଟିଛି। ପ୍ରତ୍ୟେକ ଭାରତୀୟ ଗର୍ବିତ ଅନୁଭବ କରୁଥିବା ବେଳେ ଏହି ସମୟରେ ଓଡ଼ିଶା ମଧ୍ୟ…

ପୁରୀରେ ଏନକାଉଣ୍ଟର: ପୁଲିସ ଗୁଳିରେ ଅପରାଧୀ ପିନୁ ବରାଳ ଆହତ

ପୁରୀ:  ପୁରୀରେ ଏନ୍‌କାଉଣ୍ଟର  ।  ପୁଲିସ ଗୁଳିରେ ଅପରାଧୀ ପିନୁ  ଓରଫ ପିନାକୀ ବରାଳ ଆହତ । ପିନୁର ବାମ ଗୋଡ଼ରେ  ଗୁଳି ବାଜିଥିବା ଜଣାଯାଇଛି । ତାକୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।  ଦୁର୍ଦ୍ଦାନ୍ତ ପିନୁ ନାଁରେ ବିଭିନ୍ନ ଥାନାରେ ରହିଛି ୧୧ଟି ମାମଲା । ପିନୁଠାରୁ…

ରାଜ୍ୟର ଏକାଧିକ ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ ଦିନ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ବୁଧବାର ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଦେଖା ଯାଇଛି। ଗତକାଲିର ବର୍ଷା ସବୁ ଜିଲ୍ଲାକୁ ବେହାଲ କରିଛି। ଭାରତ ପାଣିପାଗ ବିଭାଗ (ଆଇଏମଡି) ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା,…

ଯବାନ ପିନ୍ଧିବେ ଯାଜପୁର ରାକ୍ଷୀ: ସୀମାରେ ସୁରକ୍ଷା ଯୋଗାଉଥିବା ଯବାନଙ୍କ ପାଇଁ ସେନା ଅଫିସକୁ ରାକ୍ଷୀ ପଠାଇଲେ କଲେଜ…

ଯାଜପୁର: ଆସୁଛି ସ୍ନେହ ଓ ବନ୍ଧନର ପର୍ବ ରକ୍ଷାବନ୍ଧନ । ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରାକ୍ଷୀ । କିନ୍ତୁ ଯେଉଁମାନେ ଦେଶ ମାତୃକାର ଦିନରାତି ରକ୍ଷା କରୁଛନ୍ତି ସେମାନଙ୍କ ହାତରେ ରାକ୍ଷୀ ବାନ୍ଧିବା ପାଇଁ ଆଗେଇ ଆସିଛନ୍ତି କଲେଜ ଛାତ୍ରୀ । ସେହି ବୀର ଯବାନ ମାନଙ୍କୁ ବଡ ଭାଇର…