Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରେମ ପାଇଁ ମହାଭାରତ: ୧୦ ଅଟକ, ୨ ସେକ୍ସନ ପୋଲିସ ମୁତୟନ

ସମ୍ବଲପୁର: ପ୍ରେମ ପାଇଁ ମହାଭାରତ । ଯୁବକ-ଯୁବତୀଙ୍କ ପ୍ରେମ ସମ୍ପର୍କ ପାଇଁ ମୁହାଁମୁହିଁ ହେଲେ ଦୁଇ ପଡାବାସୀ । ପ୍ରଥମେ ଗାଳିଗୁଲଜ ଓ ପଥରମାଡ ପରେ ଗୋଷ୍ଠୀ ସଂଘର୍ଷର ବଦଳିଲା ଘଟଣା । ସ୍ଥିତି ନିୟନ୍ତ୍ରଣ କରିବାକୁ ଯାଇ ନାକେଦମ ହେଲା ପୋଲିସ । ଘଟଣା ଘଟିଛି ସମ୍ବଲପୁର ସହର କ୍ଷେତରାଜପୁର…

ଧରା ପଡିଗଲା ଅଧ୍ୟାପିକାଙ୍କ କାରସାଦି: ପରୀକ୍ଷାର୍ଥୀଙ୍କ ପାଇଁ ନିଜେ ଦେଉଥିଲେ ପରୀକ୍ଷା

ଉଦଳା: ଗୁରୁ ହେଉଛନ୍ତି ଏମିତି ଜଣେ ମଣିଷ, ଯାହାଙ୍କର କୌଣସି ଏକ କ୍ଷେତ୍ରରେ ବିଶେଷ ଜ୍ଞାନ ଓ ଦକ୍ଷତା ରହିଛି, ଏବଂ ଯିଏ ଏହାକୁ ଅନ୍ୟମାନଙ୍କର ମାର୍ଗଦର୍ଶନ ପାଇଁ ବ୍ୟବହାର କରନ୍ତି । ଗୁ ଶବ୍ଦର ଅର୍ଥ ହେଲା ଅନ୍ଧାର ଓ ରୁ ଶବ୍ଦର ଅର୍ଥ ହେଲା ଆଲୁଅ । ଯିଏ ଅନ୍ଧାରରୁ ଆଲୁଅକୁ ବାଟ କଢ଼େଇ…

ବାମ କି ଡାହାଣ? ଜାଣନ୍ତୁ କେଉଁ ପାର୍ଶ୍ଵରେ ଶୋଇବା ସ୍ବାସ୍ଥ୍ୟପ୍ରତି ଉପକାରୀ ….

ଭୁବନେଶ୍ଵର: ଶରୀରକୁ ସୁସ୍ଥ ଓ ନିରୋଗ ରଖିବା ପାଇଁ ହେଲେ ଆମକୁ ପ୍ରତ୍ୟେକ ଦିନ ୭ ରୁ ୮ ଘଣ୍ଟା ଶୋଇବା ନିହାତି ଆବଶ୍ୟକ । କିନ୍ତୁ କେଉଁ ପଟକୁ କଡେଇ ଶୋଇବେ ତାହା ଯଦି ଆପଣ ଜାଣି ନାହାନ୍ତି ତାହେଲେ ଆପଣଙ୍କୁ ଠିକ୍ ଭାବରେ ନିଦ ହୋଇନଥାଏ । ତେବେ ଆୟୁର୍ବେଦ ଅନୁଯାୟୀ, ବାମ ପାର୍ଶ୍ୱରେ ଶୋଇବା…

ଭାରସାମ୍ୟ ହରାଇ ଓଲଟିଲା ଟାଟା ମେଜିକ ଗାଡି: ୨୭ ଶ୍ରମିକ ଆହତ, ୭ ଗୁରୁତର

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ଜୁଡାମ୍ବ ଘାଟି ନିକଟରେ ମମର୍ନ୍ତୁଦ ଦୁର୍ଘଟଣା ଘଟିଛି । ଶ୍ରମିକ ମାନଙ୍କୁ ନେଇ ଯାଉଥିବା ବେଳେ ଏକ ଟାଟା ମେଜିକ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗାଡ଼ିରେ ଥିବା ୭ ଜଣ ଶ୍ରମିକ ଗୁରୁତର ହୋଇଥିବା ବେଳେ ୨୭ ଜଣ ଆହତ ହୋଇଥିବା ସୂଚନା…

ଆଜି ଅବତରଣ କରିବ ଚନ୍ଦ୍ରଯାନ-୩: ବାଲୁକା କଳାରେ ଇସ୍ରୋକୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ:  ଚନ୍ଦ୍ରର ଦକ୍ଷିଣମେରୁରେ ଅବତରଣ କରି ଇତିହାସ ରଚିବାକୁ ଯାଉଛି ଚନ୍ଦ୍ରଯାନ-୩। ଆଉ କିଛି ଘଣ୍ଟାର ଅପେକ୍ଷା ରହିଛି  । ଯାହାକୁ ସାରା ବିଶ୍ବ ଚାହିଁରହିଛି  । ଏହି ଅବସରରେ ଚନ୍ଦ୍ରଯାନ-୩ର ସଫଳତା ନେଇ ବାଲୁକା କଳା ମାଧ୍ୟମରେ ଇସ୍ରୋକୁ ଶୁଭେଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କର ବନକଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ…

କେନ୍ଦ୍ରର ଅନୁମୋଦନକୁ ଅପେକ୍ଷା: ଅଟକିଛି ଜୟପୁରରୁ-ବୋରିଗୁମ୍ମା ଏଲଇଡି ଆଲୋକୀକରଣ ପ୍ରସ୍ତାବ

ଜୟପୁର: ଅବିଭକ୍ତ କୋରାପୁଟ ଜିଲ୍ଲାର ଲାଇଫଲାଇନ୍ ରାସ୍ତା ଜୟପୁର-ବୋରିଗୁମ୍ମା ଜାତୀୟ ରାଜପଥରେ ୩୦୦ରୁ ଊର୍ଦ୍ଧ୍ବ ସୋଲାର ଏଲଇଡି ଲାଇଟ୍ ଲଗାଇବାକୁ ଜୟପୁର ଏନଏଚ ଡିଭିଜନ ଯୋଜନା କରିଛି। ଏ ନେଇ କେନ୍ଦ୍ର ସଡକ ଓ ପରିବହନ ମନ୍ତ୍ରଳାୟକୁ ପ୍ରସ୍ତାବ ଯାଇଛି ପ୍ରସ୍ତାବ। କିନ୍ତୁ  ଏଯାଏଁ…

ଗଜପତି କାଶୀନଗର ବ୍ଲକରେ ଆତଙ୍କ ଖେଳାଉଛି ଡେଙ୍ଗୁ: ୮ ଦିନରେ ୨୭ ପଜିଟିଭ୍

ପାରଳାଖେମୁଣ୍ଡି: ଥମୁନି ଡେଙ୍ଗୁ ଆତଙ୍କ  । ଗଜପତି ଜିଲ୍ଲା କାଶୀନଗର ବ୍ଲକ୍‌ରେ ଡେଙ୍ଗୁ ଜ୍ବର ଆତଙ୍କ ଦେଖିବାକୁ ମିଳିଛି ।  ଗତ ୧୪ ତାରିଖରୁ ଆଜି ସୁଦ୍ଧା ୮ ଦିନ ଭିତରେ ୨୭ ଜଣ ଡେଙ୍ଗୁ ଜ୍ବର ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକି ସ୍ବାସ୍ଥ୍ୟ ବିଭାଗର ଚିନ୍ତାକୁ ଦ୍ବିଗୁଣିତ କରିଛି  ।  …

ଡିଆଇଜି ବ୍ରିଜେଶଙ୍କ ବଦଳି ହୋଇଛି ବୋଲି ଡିଜିପି ଅବଗତ ନାହାନ୍ତି: ଲେଖାଶ୍ରୀ

ଭୁବନେଶ୍ୱର: ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ଦେବା ମାମଲାରେ କଟକ ମୁଖ୍ୟାଳୟକୁ ବଦଳି ହୋଇଥିବା ଡିଜିପି ବ୍ରିଜେଶ ରାଏଙ୍କ ବଦଳି ବାବଦରେ ସଂପୂର୍ଣ୍ଣ ଅବଗତ ନଥିଲେ ଡିଜିପି। ମଙ୍ଗଳବାର ରାଜ୍ୟ ବିଜେପି ଉପ ସଭାନେତ୍ରୀ ଡିଜିପିଙ୍କୁ ଭେଟିବା ପରେ ଜାରି କରିଥିବା ପ୍ରେସ ରିଲିଜ ଜରିଆରେ ଏପରି…

ସରିଲା ଦ୍ୱିତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ : ୫ ପାଇଲେ ଫଟୋ ବନ୍ଧୁ ସମ୍ମାନ

ଭୁବନେଶ୍ୱର: ସରିଲା ଭୁବନେଶ୍ୱର ଜୟଦେବ ଭବନରେ ନବୀନ ସୁତ୍ରଧର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଦ୍ୱିତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ । ଗ୍ରାମ୍ୟ ଜୀବନ, ପ୍ରକୃତି ଓ ବନ୍ୟ ପ୍ରାଣୀ, ଭାବଭଙ୍ଗି ଉପରେ ଆଧାରିତ ହୋଇଥିବା ଏହି ଫଟୋ ପ୍ରଦର୍ଶନୀରେ ସାରା ରାଜ୍ୟ ୮୦ ଜଣ ପ୍ରତିଯୋଗୀଙ୍କର ୨୫୩ଟି ଫଟୋ…