Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ଥାୟୀ ଶିକ୍ଷକ ହେବା କାଠିକର! ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ବଢ଼ାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶା ଶିକ୍ଷା ବିଭାଗରେ ଠିକା ନିଯୁକ୍ତି ବ୍ୟବସ୍ଥାର ଅବସାନ ହୋଇଛି ବୋଲି ଘୋଷଣା କରିଥିବା ରାଜ୍ୟ ସରକାର ଏବେ ଏକ ନୂଆ ବିଜ୍ଞପ୍ତି ଜାରି କରିଛନ୍ତି ଯାହା ତାଙ୍କ ପୂର୍ବ ନିଷ୍ପତ୍ତିର ବିରୋଧାଭାଷ କରୁଥିବା ଭଳି ମନେ ହେଉଛି। ମଙ୍ଗଳବାର ଦିନ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…

ଡରାଇ ଚାଲିଛି ଡେଙ୍ଗୁ ମଶା, ଭୁବନେଶ୍ବରର ୪ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡେଙ୍ଗୁ ଓ୍ୱାର୍ଡ ଖୋଲିବାକୁ ନିଷ୍ପତ୍ତି

ଭୁବନେଶ୍ୱର: ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ଯା ଉଦବେଗଜନକ ଭାବେ ବୃଦ୍ଧି ପାଉଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭୁବନେଶ୍ୱରରେ ୪ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡେଙ୍ଗୁ ଓ୍ୱାର୍ଡ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଅନେକ ସ୍ଥାନରେ ହସ୍ପିଟାଲ ବେଡ  ତଳେ ଡେଙ୍ଗୁ ରୋଗୀ ଚିକିତ୍ସିତ…

ଆସନ୍ତା ୨୪ରେ ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ପେନସନ ଅଦାଲତ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଏବଂ ପ୍ରଧାନ ମହଲେଖାକାର (ଲେଖା ଓ ହକଦାରୀ)ଙ୍କ ସହଯୋଗରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଆସନ୍ତା ୨୪ ତାରିଖ ଦିନ ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ହୋମଗାର୍ଡଙ୍କୁ ନିର୍ଯାତନା: ସେପ୍ଟେମ୍ବର ୧୫ ସୁଦ୍ଧା ରିପୋର୍ଟ ଦେବାକୁ ଡିଜିପିଙ୍କୁ ଓଏଚଆରସିର ନୋଟିସ

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଧିକାରୀ ବ୍ରିଜେଶ ରାଏଙ୍କ ପତ୍ନୀଙ୍କ ଦ୍ୱାରା ଜଣେ ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ଦିଆଯାଉଥିବା ନେଇ ଖବର ପ୍ରକାଶ ପାଇବା ପରେ ମଙ୍ଗଳବାର ଓଡ଼ିଶା ମାନବାଧିକାର କମିସନ (ଓଏଚଆରସି) ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ରିପୋର୍ଟ ତଲବ କରିବା ସହ ଗଭୀର ଉଦବେଗ…

ସାରଦା ଚିଟଫଣ୍ଡ ଠକେଇ, ଦୁଇ ଅଧିକାରୀଙ୍କୁ ୫ ବର୍ଷ ଜେଲ୍ ସହ ଜରିମାନା

ବାଲେଶ୍ୱର: ଚିଟଫଣ୍ଡ କମ୍ପାନୀ 'ସାରଦା ରିୟଲିଟି ଇଣ୍ଡିଆ ଲିମିଟେଡ୍'ର ଦୁଇ ଅଧିକାରୀଙ୍କୁ ୫ ବର୍ଷ ଜେଲ୍ ଦଣ୍ଡାଦେଶ ସହ ଜରିମାନା ଶୁଣାଇଛନ୍ତି ବାଲେଶ୍ବରର ସ୍ୱତନ୍ତ୍ର କୋର୍ଟ। କୋଟି କୋଟି ଟଙ୍କାର ନିବେଶକଙ୍କଠାରୁ ଠକେଇ କରିଥିବା ଅଭିଯୋଗରେ ମଙ୍ଗଳବାର କୋର୍ଟ ଏଭଳି ଏକ ରାୟ ଦେଇଛନ୍ତି।…

ଏସସି-ଏସଟି, ପଛୁଆବର୍ଗ ଓ ସଂଖ୍ୟାଲଘୁ ସମ୍ପ୍ରଦାୟର ନେତୃତ୍ୱ ବିକାଶ ରାଜ୍ୟ ପ୍ରଗତୀ ପାଇଁ ଏକାନ୍ତ ଆବଶ୍ୟକ: କଂଗ୍ରେସ

ଭୁବନେଶ୍ୱର: ରାଜ୍ୟର ଅନୁସୂଚିତ ଜାତି, ଜନଜାତି, ପଛୁଆବ ବର୍ଗ ଓ ସଂଖ୍ୟାଲଘୁ ସଂପ୍ରଦାୟଙ୍କ ଜନସଂଖ୍ୟା ଆନୁପାତିକ ଭାବରେ ସର୍ବାଧିକ ରହିଛି। ଯେପର୍ଯ୍ୟନ୍ତ ରାଜ୍ୟର ଏହି ବର୍ଗର ଜନସାଧାରଣଙ୍କ ମଧ୍ୟରେ ନେତୃତ୍ୱର ବିକାଶ ହୋଇନାହିଁ ସେ ପର୍ଯ୍ୟନ୍ତ ରାଜ୍ୟର ବିକାଶ ଅସମ୍ଭବ ବୋଲି କହିଛନ୍ତି…

ବେଆଇନ କଫ ସିରପ କାରବାର, ୩୦ ଔଷଧ ବେପାରୀ ଗିରଫ

ବରଗଡ: ବେଆଇନ କଫ ସିରପ୍ ଚୋରା ଚାଲାଣ କରୁଥିବା ୩୦ ଜଣ ଔଷଧ ବେପାରୀଙ୍କୁ ମଙ୍ଗଳବାର ବରଗଡ଼ ପୁଲିସ କାବୁ କରିଛି।ଗିରଫ ପରେ ସମସ୍ତ ଅଭିଯୁକ୍ତଙ୍କୁ ଏସପିଙ୍କ କାର୍ଯ୍ୟାଳୟକୁ ପଠାଇ ଦିଆଯାଇଛି। ଏହା ପୂର୍ବରୁ ଫେବୃଆରୀ ଓ ମାର୍ଚ୍ଚ ମାସରେ ସମାନ ପରିମାଣରେ ଚଢାଉ କରାଯାଇ ବେଆଇନ କଫ୍ ସିରଫ କରିବାରର…

ମାହାଙ୍ଗା ନାବାଳିକା ମୃତ୍ୟୁ: ଶରତ ନାୟକ, ଖେଳ ଶିକ୍ଷକ ଗିରଫ, ଏବେ ବି ସନ୍ଦେହ ଘେରରେ ପୋଲିସ

କଟକ: ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲାରେ ଶେଷରେ ଗିରଫ ହେଲେ ଶରତ ନାୟକ ଓ ଖେଳ ଶିକ୍ଷକ ଅନୁପମ ରାୟ। ନିକଟରେ ଏହି ମାମଲାରେ ନିଜର ଭୂମିକାକୁ ନେଇ ଶରତ ବିବାଦୀୟ ହୋଇପଡ଼ିବା ପରେ ବିଜେଡି ତାଙ୍କୁ ନିଲମ୍ବନ କରିଛି। ତେବେ ଏହି ମାମାଲାରେ ପୋଲିସର ଭୂମିକା ବିବାଦମୁକ୍ତ ନଥିବା ବେଳେ ଆଜି…

କଟକରେ ଥମୁନି ନକଲି ଖାଦ୍ୟ ସାମଗ୍ରୀ କାରବାର, ଚଢାଉ ବେଳେ ୫ କ୍ବିଣ୍ଟାଲ ମସଲା ଜବତ

କଟକ: ଥମୁନି ଅପମିଶ୍ରତି ଖାଦ୍ୟ ସାମଗ୍ରୀ କାରବାର। ନକଲି ସାମଗ୍ରୀର ହବ ପାଲଟିଗଲାଣି କଟକ। ପୁଣିଥରେ କଟକରୁ ଉଦ୍ଧାର ହୋଇଛି ନକଲି ମସଲା ସାମଗ୍ରୀ। ଯାହାକୁ ନେଇ ନାନା ପ୍ରଶ୍ନ ଉଠିଛି। ଅପମିଶ୍ରଣକୁ ରୋକିବା ପାଇଁ କଟକ ପ୍ରଶାସନ କଡା ପଦକ୍ଷେପ ଗ୍ରହଣ କରିଥିବା ବେଳେ ମଙ୍ଗଳବାର କଟକ ମହାନଗର…

କ୍ରେଡିଟ୍ କାର୍ଡ ଜରିଆରେ ଠକୁଥିଲା କୁଖ୍ୟାତ ଠକ, ୩୩ ଲକ୍ଷ ଟଙ୍କା ଲୁଟି ଇଞ୍ଜିନିୟର ଗିରଫ

ଭୁବନେଶ୍ୱର: କ୍ରେଡିଟ୍‌ କାର୍ଡ ଜରିଆରେ ସାଙ୍ଗମାନଙ୍କୁ ଠକୁଥିଲା କୁଖ୍ୟାତ ଠକ। ୩୩ ଲକ୍ଷ ଟଙ୍କା ଚୂନ ଲଗାଇଥିବା କମ୍ପ୍ୟୁଟର ଇଞ୍ଜିନିୟରକୁ ଗିରଫ କଲା କମିଶନରେଟ୍ ପୋଲିସ। ଗିରଫ ଅଭିଯୁକ୍ତ ହେଲା ଯାଜପୁର ବ୍ୟାସନଗର ଅଞ୍ଚଳର ଦୁଷ୍ମନ୍ତ ରାଉତ। ସାଙ୍ଗମାନଙ୍କ କ୍ରେଡିଟ୍‌ କାର୍ଡରୁ ଟଙ୍କା…