Latest Odisha News

BREAKING NEWS

Browsing Category

ଓଡିଶା

Odisha

କୌଣସି ପ୍ରକାରର ଭିଡ଼ ହିଂସାରେ ଭାଗ ନେଲେ ଆଇନ ଅନୁଯାୟୀ ମିଳିବ କଠୋର ଦଣ୍ଡ

ଭୁବନେଶ୍ୱର: ଭିଡ ହିଂସା ଏକ ଅପରାଧ ଏବଂ ସେଥିରେ ଯେଉଁ ବ୍ୟକ୍ତି ଭାଗ ନିଅନ୍ତି ତାହା ମଧ୍ୟ ବଡ଼ ଅପରାଧ। ଜଣେ ବ୍ୟକ୍ତି କୌଣସି ପ୍ରକାରର ଭିଡ ହିଂସାରେ ଭାଗ ନିଏ ତେବେ ତାକୁ ଆଇନ ଅନୁଯାୟୀ ଦଣ୍ଡ ମିଳିବ। ଏନେଇ ଓଡ଼ିଶା ପୋଲିସ ପକ୍ଷରୁ ଏକ ସୂଚନା ଦିଆଯାଇଛି। ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ…

ଡିଆଇଜି ପତ୍ନୀଙ୍କ ନିର୍ଯାତନା ସହି ନ ପାରି ହୋମଗାର୍ଡଙ୍କ ଆତ୍ମହତ୍ୟା ଉଦ୍ୟମ; ସଫେଇ ଦେଲେ ଡିଆଇଜି

ଭୁବନେଶ୍ୱର:ବଢିଲା ଡିଆଇଜିଙ୍କ ଅଡୁଆ । ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳା ହୋମଗାର୍ଡଙ୍କ ବୟାନ ଡିଆଇଜିକୁ ବିବାଦ ଭିତରେ ଫସାଇ ଦେଇଛି । ଅବଶ୍ୟ ହୋମଗାର୍ଡଙ୍କ ଏପରି ଅଭିଯୋଗକୁ ଡିଆଇଜି ଖଣ୍ଡନ କରିଛନ୍ତି । ଏପରି ଅଭିଯୋଗ ଭୁଲ । ତାଙ୍କ କୌଣସି ନିର୍ଯାତନା ଦେଇ ନାହାନ୍ତି ବରଂ ତାଙ୍କୁ…

ଆନ୍ଧ୍ର-ଓଡିଶା ସୀମାରେ ବୁଲୁଛି ମହାବଳ, ଭିଡିଓ ଭାଇରାଲ

ରାୟଗଡା: ଆନ୍ଧ୍ର-ଓଡ଼ିଶା ସୀମାରେ ବୁଲୁଛି ମହାବଳ ବାଘ  ।  ସାମ୍ନାକୁ ଆସିଲା ରାସ୍ତା ଉପରେ ବାଘ ବୁଲୁଥିବାର ଭିଡିଓ । ଯାହାକୁ ନେଇ ରାୟଗଡ଼ା ଗୁଣୁପୁର ଅଞ୍ଚଳରେ ଆତଙ୍କ  ସୃଷ୍ଟି ହୋଇଛି । ଗୁଣପୁର ବ୍ଳକର ଅଳ୍ପ ଦୂରରେ ବାଘ ବୁଲୁଥିବା କୁହାଯାଉଛି । ଆନ୍ଧ୍ରର ଶ୍ରୀକାକୁଲମ୍ ଜିଲ୍ଲା ଭାମିନି…

ଆଖି ବୁଜିଲେ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସ

କଟକ: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସ ଆଉ ନାହାନ୍ତି । ୯୯ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଆଜି ସକାଳ ପ୍ରାୟ ୬.୪୦ରେ କଟକ ବଡ ମେଡିକାଲରେ ତାଙ୍କର ବୟୋଗ ଘଟିଛି । ସେ କିଛି ଦିନ ହେବ  ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ କଟକ ଏସ୍‌.ସି.ବି ମେଡିକାଲ କଲେଜ…

ଭିଜିଲାନ୍ସ ଜାଲରେ ପୂର୍ବତନ ସରପଞ୍ଚ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

ବାଙ୍କୀ: ଭିଜିଲାନ୍ସ ଜାଲରେ ପୂର୍ବତନ ସରପଞ୍ଚ । ଡମପଡା ବ୍ଲକ ଦୁଲଣାପୁର ଗାଁର ପୂର୍ବତନ ସରପଞ୍ଚ ସୁନୀଲ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଏକକାଳୀନ ବିଭିନ୍ନ ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍  । ତୁଳସୀପୁରସ୍ଥିତ ପେଟ୍ରୋଲ ପମ୍ପରେ ରେଡ୍ କରାଯାଉଛି  । ମନରେଗା ଦୁର୍ନୀତି…

ଆସୁଛି ରାକ୍ଷୀ ପୂର୍ଣ୍ଣିମା : ବଜାରରେ ବଢୁଛି ରୁଦ୍ରାକ୍ଷ ରାକ୍ଷୀର ଚାହିଦା

ଭୁବନେଶ୍ବର: ଆସୁଛି ରାକ୍ଷୀ ପୂର୍ଣ୍ଣିମା  । ସ୍ନେହର ଡୋରିରେ ଭାଈର ହାତରେ ରାକ୍ଷୀ ବାନ୍ଧିବ ଉଭଣୀ । ଖଣ୍ଡିଏ ରେଶମୀ ଡୋର ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ମୂକସାକ୍ଷୀ ରହିବ। ଆସନ୍ତା ୩୦ ତାରିଖରେ ପାଳିତ ହେବାକୁ ଯାଉଛି  ରାକ୍ଷୀ ପୂର୍ଣ୍ଣିମା। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଲାଣି ହାଟ,…

ସାମ୍ବାଦିକଙ୍କୁ ହତ୍ୟା ପାଇଁ ଷଡଯନ୍ତ୍ର ଘଟଣା: ବଢିଲା ମହିଳା ଜେଲରଙ୍କ ଅଡୁଆ, ତଦନ୍ତ ଆରମ୍ଭ କଲେ ଜେଲ ଡିଆଇଜି

କଣ୍ଟାବାଞ୍ଜି: ସାମ୍ବାଦିକଙ୍କୁ ହତ୍ୟା ପାଇଁ କଣ୍ଟାବାଞ୍ଜି ଜେଲରଙ୍କ ଷଡଯନ୍ତ୍ର ଘଟଣା ।  ତଦନ୍ତ ପାଇଁ ଜେଲରେ ପହଞ୍ଚିଛନ୍ତି ଜେଲ୍ ଡିଆଇଜି । ଜେଲ ଡିଆଇଜି କୁଳମଣି ବେହେରା ଓ ଅନ୍ୟ ଅଧିକାରୀ ଜେଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସେପଟେ ଥାନାରେ ମାମଲା ରୁଜୁ ପରେ ୱେବ ସାମ୍ବାଦିକ…

୧୨ ଦଫା ଦାବିରେ ୧୨ଘଣ୍ଟିଆ ଭୁବନ ବନ୍ଦ, ଗାଡି ଚଳଚଳ ଠପ୍

କାମାକ୍ଷାନଗର: ୧୨ ଦଫା ଦାବିରେ ଆଜି ୧୨ ଘଣ୍ଟିଆ ଭୁବନ ବନ୍ଦ ପାଳନ କରାଯାଉଛି  । କାମାକ୍ଷାନଗର ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ ଟା ଯାଏଁ ଏହି ବନ୍ଦ ପାଳନ କରାଯିବ  ।  ପାନୀୟ ଜଳ , ରାସ୍ତା ସହ ଡାକ୍ତର ଓ ଶିକ୍ଷକ ନିଯୁକ୍ତି ଦାବିରେ ବନ୍ଦ ପାଳନ…

ବୁଢାପଡା ସ୍କୁଲ ଛାତ୍ର ମୃତ୍ୟୁ ଘଟଣାରେ ଆକ୍ସନ: ୪ ଶିକ୍ଷକ ଓ ଶିକ୍ଷୟିତ୍ରୀ ନିଲମ୍ବିତ

ନୂଆପଡା ଜିଲ୍ଲା ବୋଡେନ ବ୍ଲକ ବୁଢାପଡା ସ୍କୁଲରେ ଛାତ୍ର ମୃତ୍ୟୁ ଘଟଣାରେ ଆକ୍ସନ  ।  ଦୁଇ ଜଣ ଶିକ୍ଷକ ଓ ଦୁଇ ଜଣ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯାଇଛି  । ଏହି ୪ ଜଣଙ୍କୁ ନିଲମ୍ବନ କରିଛନ୍ତି ବ୍ଲକ ଶିକ୍ଷା ଅଧିକାରୀ । ଗତକାଲି ସ୍କୁଲ ପାଖ ଏକ ନାଳରେ ବୁଡି ଜଣେ ତୃତୀୟ ଶ୍ରେଣୀ ଛାତ୍ରର…