Latest Odisha News

BREAKING NEWS

Browsing Category

ଓଡିଶା

Odisha

ବେକାବୁ ଡେଙ୍ଗୁ, ରାଜ୍ୟ ସରକାର ପଙ୍ଗୁ କହି ରାଜ୍ୟ ସରକାର ଓ ବିଏମସିକୁ ବିଜେପିର କଟାକ୍ଷ

ଭୁବନେଶ୍ୱର: “ଗଲି ଗଲି ମେ ଶୋର୍ ହୈ, ଡେଙ୍ଗୁ ବଡା ଜୋର୍ ହୈ”। ଦୁଃଖ ପରିତାପର ବିଷୟ ରାଜ୍ୟରେ ଡେଙ୍ଗୁ ରୋଗ “ନିୟନ୍ତ୍ରଣହୀନ” ହୋଇପଡିଥିବା ବେଳେ, ମୁକାବିଲାରେ ରାଜ୍ୟ ସରକାର “ପଙ୍ଗୁ” ହୋଇପଡିଛନ୍ତି ବୋଲି କହି ରାଜ୍ୟ ସରାକାରଙ୍କୁ ଟାର୍ଗେଟ କରିଛନ୍ତି ରାଜ୍ୟ ବିଜେପି ମୁଖପାତ୍ର ଦିଲୀପ…

ପବିତ୍ର ମୋହନ ସେତୁ ନାମରେ ନାମିତ ହେଲା କଣିହାସ୍ଥିତ ବ୍ରାହ୍ମଣୀ ନଦୀ ସେତୁ

ଭୁବନେଶ୍ୱର: ଅନୁଗୋଳ ଜିଲ୍ଲା କଣିହାଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସେତୁକୁ ରାଜ୍ୟ ସରକାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ନେତା ତଥା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିରେ ପବିତ୍ର ମୋହନ ସେତୁ ନାମରେ ନାମିତ କରିଛନ୍ତି।…

ସ୍କୁଲ ପାଖ ନାଳରେ ବୁଡ଼ି ଛାତ୍ର ମୃତ; ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ତାଲା ପକାଇ ଗ୍ରାମବାସୀଙ୍କ ବିରୋଧ

ନୂଆପଡା: ବୋଡେନ ବ୍ଲକ ବୁଢ଼ାପଡା ଅପଗ୍ରେଡ ହାଇସ୍କୁଲରେ ଅଭାବନୀୟ ଘଟଣା। ସ୍କୁଲ ପାଖ ନାଳରେ ବୁଡ଼ି ୩ୟ ଶ୍ରେଣୀ ଛାତ୍ର ମୃତ। ମଧ୍ୟାହ୍ନ ଭୋଜନ ପରେ ନାଳକୁ ଗାଧୋଇବା ପାଇଁ ଯାଇ ବୁଡ଼ି ଯାଇଥିଲେ ଛାତ୍ର। ଘଟଣାକୁ ନେଇ ସ୍କୁଲରେ ଅଭିଭାବକଙ୍କ ମଧ୍ୟରେ ଉତ୍ତେଜନା ଦେଖିବାକୁ ମିଳିଛି। ସେପଟେ…

ଚନ୍ଦନପୁରରେ ଆତଙ୍କ: ଦୋକାନରେ ପଶି ମହିଳାଙ୍କୁ ହାଣିଦେଲେ ଦୁର୍ବୃତ୍ତ

ପୁରୀ:  ପୁରୀ ଚନ୍ଦନପୁର ଥାନା ଅନ୍ତର୍ଗତ ଭାଇଲିପୁର ରୁଆ ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ। ଜଣେ ମହିଳାଙ୍କୁ କିଛି ଦୁର୍ବୁତ୍ତ  ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଛନ୍ତି। ମୃତ ମହିଳା ଜଣକ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ସସ୍ମିତା ବରାଳ। ସସ୍ମିତାଙ୍କର ଏକ ଦୋକାନ ଅଛି । ସେ ଆଜି…

ଶ୍ରୀମନ୍ଦିର ସୁରକ୍ଷିତ ଅଛି, ମରାମତି କାମ ମଧ୍ୟ ଠିକଭାବେ ଚାଲିଛି- ଆଶ୍ୱସ୍ତି ପ୍ରକାଶ କଲେ ଏଏସଆଇ ଅଧିକାରୀ

ପୁରୀ:ଶ୍ରୀମନ୍ଦିର ସୁରକ୍ଷିତ ଅଛି । ସମସ୍ତ ମରାମତି କାମ ମଧ୍ୟ ଠିକଭାବେ ଚାଲିଛି । କାମ ନେଇ ଆଶ୍ୱସ୍ତି ପ୍ରକାଶ କରିଛନ୍ତି ଏଏସଆଇ ଅଧିକାରୀ ।ଶ୍ରୀମନ୍ଦିର ନାଟମଣ୍ଡପ ଦୁର୍ବଳତାକୁ ନେଇ ଅମିକଶ କ୍ୱରୀଙ୍କ ସତ୍ୟପାଠ ହାଇକୋର୍ଟରେ ଦାଖଲ ପରେ ଆଜି ଶ୍ରୀମନ୍ଦିର ଯାଞ୍ଚ କରାଯାଇଛି ।  ଶ୍ରୀମନ୍ଦିର…

ରାଜ୍ୟରେ ଫସଲ ବୀମା ପଞ୍ଜିକରଣ ୨୩.୫୦ ଲକ୍ଷକୁ ବୃଦ୍ଧି

ଭୁବନେଶ୍ୱର: ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମଏଫ୍‍ବିୱାଇ) ଅନ୍ତର୍ଗତ ପଞ୍ଜିକରଣ ପୂର୍ବ ବର୍ଷଗୁଡିକରେ ପ୍ରାୟ ୧୦/୧୧ ଲକ୍ଷ ହୋଉଥିବା ବେଳେ ଚଳିତବର୍ଷ ଖରିଫରେ ଏହା ୨୩.୫୦ ଲକ୍ଷକୁ ଟପି ଯାଇଛି। ୨୦୧୬ ଖରିଫ ଠାରୁ ରାଜ୍ୟରେ ପିଏମଏଫ୍‍ବିୱାଇ କାର୍ଯ୍ୟ କରୁଛି। ଏହି ଯୋଜନା ବୀମା…

ସ୍କାନର ମାଧ୍ୟମରେ ଭଉଣୀ ପଠେଇବ ଭାଇକୁ ମେସେଜ, ବଜାରରେ ମିଳୁଛି ମାତ୍ର ୧୦୦ ଟଙ୍କାରେ AI ରାକ୍ଷୀ

କଟକ: ଭାଇ ଭଉଣୀ ମଧ୍ୟରେ ରହିଥିବା ସଂପର୍କ ତଥା ପ୍ରେମର ଡ଼ୋରୀକୁ ବାନ୍ଧିବାର ପରମ୍ପରାକୁ ରାକ୍ଷୀ କୁହାଯାଇଥାଏ । ପୁରାତନ କାଳରୁ ହିଁ ଭାରତୀୟ ସଂସ୍କୃତିରେ ଏହାକୁ ପାଳନ କରାଯାଉଛି । ଏହାର ଅନେକ ପୁରାଣ ଓ ଇତିହାସ ରହିଛି । ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ…

କୁନିପୁଅକୁ ସ୍କୁଲରେ ଛାଡିବାକୁ ଯାଉଥିଲେ; ଅଧାବାଟରେ ଚାଲିଗଲା ମା’ଙ୍କ ଜୀବନ

କୁଜଙ୍ଗ:କୁନି ପୁଅ ସ୍କୁଲ ଯିବ । ବାପା-ମା’ ପୁଅକୁ ନେଇ ସ୍କୁଲରେ ଛାଡିବା ପାଇଁ ତତ୍ପର ଥିଲେ । ଏକାଠି ଯାଇଥିଲେ ପୁଅକୁ ଛାଡିବା ପାଇଁ । ହେଲେ  ପୁଅକୁ ସ୍କୁଲରେ ଛାଡି ଯାଇଥିବା ମା’ ଯେ ଏମିତି ଦୁନିଆ ଛାଡି ଚାଲିଯିବେ କିଏ ଜାଣିଥିଲା ? କଟକ-ପାରାଦୀପ ରାସ୍ତାର ପଙ୍କପାଳ ନିକଟରେ ଏକ…

ଦରକାର ପଡ଼ିବନି ଡ୍ରାଇ କ୍ଲିନିକ, ଏମିତି ଧୋଇଲେ ନୂଆ ଦିଶିବ ସିଲ୍କ ଶାଢ଼ୀ

ଭୁବନେଶ୍ଵର: ରେଶମ ଶାଢ଼ୀ ବା ସିଲ୍କ ଶାଢ଼ୀ ପିନ୍ଧିବା ପ୍ରାୟତଃ ଆଜିକାଲିର ଏକ ଫ୍ୟାସନ । ଆଜିକାଲିର ମହିଳାମାନେ ରେଶମ ଶାଢ଼ୀ ପିନ୍ଧିବାକୁ ଅଧିକ ପସନ୍ଦ କରୁଛନ୍ତି । ସେ ବିବାହ ହେଉ କି ବ୍ରତଘର, ପାର୍ଟି ହେଉ କି କୌଣସି ସଭା ସବୁଠି ଯିବା ପାଇଁ ପ୍ରାୟତଃ ମହିଳାମାନେ ରେଶମ ଶାଢ଼ୀ ହିଁ…

ନବ ଦାସ ହତ୍ୟା ମାମଲା: ଘୁଞ୍ଚିଲା ଗୋପାଳ ଦାସ ଡିସଚାର୍ଜ ପିଟିସନ୍ ଶୁଣାଣି

ଝାରସୁଗୁଡା: ମନ୍ତ୍ରୀ ନବଦାସ ହତ୍ୟା ମାମଲା  । ଆସନ୍ତା ସେପ୍ଟେମ୍ବର ୨ ତାରିଖକୁ ଘୁଞ୍ଚିଲା ଅଭିଯୁକ୍ତ ଗୋପାଳ ଦାସର ଡିସଚାର୍ଜ ପିଟିସନ୍ ଶୁଣାଣି  । ଝାରସୁଗୁଡା ଅତିରିକ୍ତ ଜିଲ୍ଲା ଦୌରା ଜଜ ଛୁଟିରେ ଥିବାରୁ ଡିସଚାର୍ଜ ପିଟିସନର ଶୁଣାଣିକୁ ଘୁଞ୍ଚାଇ ଦିଆଯାଇଛି । ତେବେ ଡିସଚାର୍ଜ…