Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଓବାଦୀ ଷଡ଼ଯନ୍ତ୍ର ପଣ୍ଡ: ରେଳ ଧାରଣାରୁ ୧୦ କେଜିରୁ ଅଧିକ ଓଜନର ଲ୍ୟାଣ୍ଡମାଇନ ଜବତ

ସୁନ୍ଦରଗଡ଼: ଥମୁନି ମାଓ ହିଂସା। ନକ୍ସଲମାନଙ୍କ ହିଂସାକାଣ୍ଡ ଯୋଜନା ଯବାନମାନଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିଛି। ସୁନ୍ଦରଗଡ଼ କେ.ବଲାଙ୍ଗ ଥାନା ଅନ୍ତର୍ଗତ ଟୋପାଡିହିରେ ମାଓବାଦୀ ଏକ ବଡ଼ ଧରଣର ହିଂସାକାଣ୍ଡ ଘଟାଇବା ପାଇଁ ଷଡ଼ଯନ୍ତ୍ର କରିଥିଲେ। କିନ୍ତୁ ଏହି ଯୋଜନାକୁ ପଣ୍ଡ କରିଛନ୍ତି ଯବାନ।…

ବନ୍ଦ ଘରୁ ମିଳିଲା ୨ ଯୁବକଙ୍କ ମୃତ ଦେହ; ପୋଲିସର ତନାଘନା

ବାଲିଅନ୍ତା: ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ଗାଁରେ ଖେଳି ଯାଇଛି ଚାଞ୍ଚଲ୍ୟ । ଏକ ବନ୍ଦ ଘରୁ ମିଳିଛି ଦୁଇ ଦୁଇଟି ମୃତ ଦେହ । ସକାଳୁ ସକାଳୁ ଗାଁରେ ପୋଲିସ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିଛି । ଏହି ଘଟଣା ଏବେ ସାରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ଭୁବନେଶ୍ୱର ଉପକଣ୍ଠ…

ଭତ୍ତା ପାଇଁ ହଟହଟା: ଟ୍ରଲିରେ ବୁହାହେଲେ ବୃଦ୍ଧା

ପାରଳାଖେମୁଣ୍ଡି: ଡିବିଟି ବ୍ୟବସ୍ଥା ବନ୍ଦ କରି ପୁଣି ହିତାଧିକାରୀଙ୍କ ହାତରେ ବାର୍ଦ୍ଧକ୍ୟ ଭତ୍ତା ଦେବାର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲିବୁଲି ପାରୁନାହାନ୍ତି,  ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବାର ବ୍ୟବସ୍ଥା ମଧ୍ୟ  କରିଛନ୍ତି। ହେଲେ ଆଜି ଜଣେ ୯୫ ବର୍ଷର…

ମାଲକାନଗିରିରେ ଡ୍ରଗ୍ସ ରାକେଟ: ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

କାଲିମେଳା : ମାଲକାନଗିରିରେ ଥମୁନି ଧଳା ଜହର କାରବାର । ପୋଲିସ କବଜାରେ ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ । ଧଳା ଜହର କାରବାର ମାମଲାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି । ଅଭିଯୁକ୍ତଙ୍କ ଠାରୁ ୧.୬ ଗ୍ରାମର ବ୍ରାଉନସୁଗାର, ୫୦ କିଲୋଗ୍ରାମ ଗଞ୍ଜେଇ ସହ ୨ଟି କାର ଜବତ କରିଛି…

ଅଲିମ୍ପିଆନ ଦୂତି ଚାନ୍ଦଙ୍କୁ ଶକ୍ତ ଧକ୍କା, ଡୋପ୍ ଟେଷ୍ଟରେ ବିଫଳ ହୋଇ ୪ ବର୍ଷ ପାଇଁ ବାସନ୍ଦ ହେଲେ ଦୂତି

ଭୁବନେଶ୍ଵର: ଅଲିମ୍ପିଆନ ଦୂତି ଚାନ୍ଦଙ୍କୁ ଲାଗିଛି ଶକ୍ତ ଧକ୍କା । ଡୋପ ଟେଷ୍ଟ ମାମଲାରେ ବିଫଳ ହୋଇ ଶେଷରେ ସେ ୪ ବର୍ଷ ବାସନ୍ଦ ହୋଇଛନ୍ତି । ଦଣ୍ଡାଦେଶ ଚଳିତ ବର୍ଷ ଜାନୁଆରୀ ୩ତାରିଖରୁ ଲାଗୁ ହୋଇଛି । ତେଣୁ ସେ ୨୦୨୭ ଜାନୁଆରୀ ମାସ ପର୍ଯ୍ୟନ୍ତ କୌଣସି ରାଜ୍ୟ, ଜାତୀୟ କିମ୍ବା ଅନ୍ତର୍ଜାତୀୟ…

ସେପ୍ଟେମ୍ବର ୩ରେ ଜେଇ ସିଭିଲ୍ ମେନ୍ ପରୀକ୍ଷା

ଭୁବନେଶ୍ବର: ସେପ୍ଟେମ୍ବର ୩ ତାରିଖରେ ଜେଇ ସିଭିଲ୍ ମେନ୍ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି  । ଏନେଇ ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି  । ମୋଟ୍ ୨୦୦ ମାର୍କର ପରୀକ୍ଷା ହେବାକୁ ଥିବାବେଳେ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା କରାଯିବ  । ଗତ…

ରାସ୍ତାକୁ ଓହ୍ଲାଇବ କଂଗ୍ରେସ୍, ୯ ଦଫା ଦାବି ନେଇ ସମସ୍ତ ବ୍ଲକ ଅଫିସ୍ ଘେରିବ ରାଜ୍ୟ କଂଗ୍ରେସ

ଭୁବନେଶ୍ଵର: ରାସ୍ତାକୁ ଓହ୍ଲାଇବ ରାଜ୍ୟ କଂଗ୍ରେସ୍ । ୯ ଦଫା ଦାବି ନେଇ ରାଜ୍ୟର ସମସ୍ତ ବ୍ଲକ ଅଫିସ୍ ଘେରାଉ କରିବ ରାଜ୍ୟ କଂଗ୍ରେସ। ରାଜ୍ୟରେ ବ୍ଲକ ସ୍ତରରେ ଚାଲିଥିବା ପିସି କାରବାର, ପାୱାର କଟ୍, ବିଦ୍ୟୁତ ଦର ବୃଦ୍ଧି, ବେକାର ଯୁବକଙ୍କୁ ଚାକିରୀ,ଧାନ କିଣାରେ କଟନି ଛଟନି ବନ୍ଦ, ଚାଷୀଙ୍କୁ…

ନନ୍ଦନକାନନରେ ସମ୍ବର ଶାବକ ଜନ୍ମ, ତିନି ଅସୁସ୍ଥ ସିଂହ ଶାବକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୩୯ନମ୍ବର ଖୁଆଡ଼ରେ ରହୁଥିବା ସମ୍ବର ଗୁରୁବାର ଏକ ଶାବକ ଜନ୍ମ ଦେଇଛି। ମାଆ ଓ ଶାବର ଉଭୟ ସୁସ୍ଥ ଥିବା ଜଣାପଡ଼ିଛି। ଅନ୍ୟପଟେ ସିଂହ ସଫାରୀରେ ଅସୁସ୍ଥ ଥିବା ସିଂହୀ ବିଜ୍‌ଲୀର ତିନୋଟି ଶାବକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କଲେ ଓୟୁଏଟିର ଦୁଇଜଣିଆ ଡାକ୍ତରୀ…

ଆସନ୍ତା ତିନି ଘଣ୍ଟା ପାଇଁ କଟକ, ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ତିନି ଘଣ୍ଟା ପାଇଁ ସତର୍କ ସୂଚନା ଜାରି କଲା ଭାରତୀୟ ପାଣିପାଗ ବିଭାଗ ଆଇଏମଡି। ଘଡ଼ଘଡ଼ି ସହ ବର୍ଷା ନେଇ ଟ୍ୱିନ୍‌ ସିଟି ସମେତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ପ୍ରବଳ ବର୍ଷା କିମ୍ବା ଘଡଘଡି ସହ ବର୍ଷା ହେବା ସମ୍ଭବନା ରହିଛି। ଏହି ସବୁ ଅଞ୍ଚଳ ପାଇଁ ୟେଲୋ…

୨୦ତମ ‘ଜାତୀୟ ସିଏ ସମ୍ମିଳନୀ’ରେ ଯୋଗଦେଲେ ଅର୍ଥମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଭାରତର ଚାର୍ଟାର୍ଡ ଆକାଉଣ୍ଟାଣ୍ଟଙ୍କୁ ଗ୍ଲୋବାଲ୍ ଲିଡର ବନାଇବା ପାଇଁ ଭାରତ ସରକାର ସକ୍ରିୟତାର ସହ କାର୍ଯ୍ୟ କରିବା ସହ ଏହାକୁ ସୁନିଶ୍ଚିତ କରୁଛନ୍ତି ବୋଲି ଗୁରୁବାର ଭୁବନେଶ୍ୱର ସ୍ଥିତ ସୋଆ ବିଶ୍ୱବିଦ୍ୟାଳୟରେ ଇନଷ୍ଟିଚ୍ୟୁଟ୍ ଅଫ୍ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଫ୍ ଇଣ୍ଡିଆ…