Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ମ୍ୟାଜିକ ମିରର’ ଆଗରେ ଛିଡାହେଲେ ଉଲଗ୍ନ ଦେଖାଯିବ କହି ଠକେଇ, ତିନି ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: 'ଯାଦୁକର' ବା ଆଣ୍ଟିକ୍ ମିରର୍ ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇ ନଅ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ୩ ଜଣଙ୍କୁ କମିଶନରେଟ ପୁଲିସ ଗିରଫ କରିଛି। ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ୟୁପି କାନପୁପରର ଅବିନାଶ ଶୁକ୍ଳା ଅଭିଯୋଗ କରିବା ପରେ କମିଶନରେଟ୍ ପୋଲିସ ଏହି ତିନି ଠକଙ୍କୁ…

ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ ପ୍ରକଳ୍ପ ପାଇଁ ଡିପିଆର ପ୍ରସ୍ତୁତ: ୨୬ କିଲୋମିଟରରେ ହେବ ୨୦ଟି ଷ୍ଟେସନ

ଭୁବନେଶ୍ୱର: ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ରାଜ୍ୟ ସରକାର । ଏହି  ପ୍ରକଳ୍ପ ପାଇଁ ସରକାର ପ୍ରସ୍ତୁତ କରିଛନ୍ତି ବିସ୍ତୁତ ପ୍ରକଳ୍ପ ରିପୋର୍ଟ ବା’ ଡିପିଆର । ଏହି ଡିପିଆର ଅନୁଯାୟୀ,ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ମୋଟ୍ ୨୬ କିଲୋମିଟର…

ଫେବୃୟାରୀ ୧୪ତାରିଖରୁ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା

ଭୁବନେଶ୍ୱର:  ଆସନ୍ତାବର୍ଷ ଫେବୃୟାରୀ ୧୪ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା  । ଉଭୟ କଳା,ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ପରୀକ୍ଷା ୨୦୨୪  ଫେବୃଆରୀ  ୧ ୪ ତାରିଖରୁ ଆରମ୍ଭ ହେବ । ଏହା  ମାର୍ଚ୍ଚ ୧୩ତାରିଖ ପର୍ଯ୍ୟନ୍ତ ଚାଲିବ ।  ଏନେଇ ଆଜି  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

ଅଗଷ୍ଟ ୧୮ରେ ୩୧୪ ବ୍ଲକ ଘେରିବ କଂଗ୍ରେସ

ଭୁବନେଶ୍ୱର:ବ୍ଲକ ସ୍ତରରେ ଚାଲିଥିବା ୧୫-୫୦ ପ୍ରତିଶତ ପିସି କାରବାର ବନ୍ଦ କର  ।  ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରତ୍ୟେକ ପଂଚାୟତକୁ ମଞ୍ଜୁର ହୋଇଥିବା ୫୦ଲକ୍ଷ ଟଙ୍କାର ପ୍ରକଳ୍ପ ତାଲିକା ପଂଚାୟତ ଦ୍ୱାରା ପ୍ରସ୍ତୁତ କର ।  ପଂଚାୟତ ମାଧ୍ୟମରେଏହି ଅର୍ଥ ଖର୍ଚ୍ଚ କର । ବଢ଼ିଚାଲିଥିବା ନାରୀ…

ବିଜେଡିକୁ ବିଜୟଙ୍କ ପ୍ରଶ୍ନ: ୨୪ ବର୍ଷର ଭିତରେ ମହାନଦୀରେ ଆନିକଟ କରିପାରିଲନି, ୩୫ ପ୍ରତିଶତ ଜମି ଜଳସେଚିତ କରିବ…

ଭୁବନେଶ୍ୱର: କଂଗ୍ରେସ ବର୍ଷିଲା ବିଜେଡି ଉପରେ | ପ୍ରଶ୍ନ ବାଣରେ ଘାଇଲା କଲା ନବୀନ ସରକାରଙ୍କୁ  । ୨୪  ବର୍ଷର ଶାସନ କାଳରେ ବିଜେଡି କରିଛି କଣ ? ଏମିତି ପ୍ରଶ୍ନ ପରେ ପ୍ରଶ୍ନ ବାଣ ବିନ୍ଧି ଚାଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ  । ଆଜି ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ…

ଭିଜିଲାନ୍ସ ଜାଲରେ ଭଦ୍ରକ ସିଡିପିଓ ଓ ସୁପରଭାଇଜର, ଚାକିରି ପାଇଁ ନେଉଥିଲେ ୧୦ ହଜାର ଟଙ୍କା

ଭଦ୍ରକ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଭଦ୍ରକ ସିଜିପିଓ ଓ ସୁପରଭାଇଜର। ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲେ ଭିଜିଲାନ୍ସ ଅଧିକାରୀ। ଅଙ୍ଗନୱାଡି କର୍ମୀ ନିଯୁକ୍ତି ପାଇଁ ନେଉଥିଲେ ଲାଞ୍ଚ। ଏହି ସମୟରେ ସିଡିପିଓ ସୁନନ୍ଦା ଦାସ ଏବଂ ସୁପରଭାଇଜର ସୁଲୋଚନା ବେହେରାଙ୍କୁ…

ବରଗଡ଼ ଜିଲ୍ଲାରେ ହେବ ୩ଟି ନୂଆ ବୃହତ୍ ସେତୁ, ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରଗଡ଼ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ…

୨୦୪୭ ସୁଦ୍ଧା ରାଜ୍ୟରୁ ମୁକ୍ତ ହେବ ସିକିଲ୍ ସେଲ୍, ଫୋକସ୍‌ରେ ୨୫ ବର୍ଷ ବୟସ୍କ ଯୁବ ପିଢ଼ି

ଭୁବନେଶ୍ୱର: ୨୦୪୭ ସୁଦ୍ଧା ଦେଶ ହେବ ସିକିଲ୍ ସେଲ୍ ମୁକ୍ତ। ଫୋକସ୍‌ରେ ୨୫ ବର୍ଷ ବୟସ୍କ ଯୁବ ପିଢ଼ି। ଏ ନେଇ କେନ୍ଦ୍ର ସରକାର ଓଡ଼ିଶାର ୨୦ ଜିଲ୍ଲାରେ କେନ୍ଦ୍ର ଓ ରାଜ୍ୟ ସହାଭାଗିତାରେ ଆରମ୍ଭ କରିବେ ସିକିଲ୍ ସେଲ୍ ପରୀକ୍ଷା। ତେବେ ଅନ୍ୟ ୧୦ ଜିଲ୍ଲାରେ ନିଜସ୍ୱ ଅର୍ଥରୁ ରାଜ୍ୟ ସରକାର କରିବେ…

ପତାକା ଉତ୍ତୋଳନ କରି ଆଖି ବୁଜିଲେ ପ୍ରଧାନଶିକ୍ଷକ, ଆମ୍ବୁଲାନ୍ସ ନ ଦେବାରୁ ଡାଲା ଅଟୋରେ ବୁହା ହୋଇ ଘରକୁ ଆସିଲେ

ପୁରୀ: ସେ ସ୍କୁଲରେ ପାଳନ କରୁଥିଲେ ସ୍ୱାଧୀନତା ଦିବସ । ପତାକା ଉତ୍ତୋଳନ କରୁଥିଲେ । ପରେ ପରେ ଟଳି ପଡିଥିଲେ । ଡାକ୍ତରଖାନା ଯିବା ପରେ ତାଙ୍କର ମୃତ୍ୟୁ ଘଟିଥିବା କହିଥିଲେ ଡାକ୍ତର । ଏମିତି ଏକ ଘଟଣା ଗତକାଲି ଆସିଥିଲା  ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଅଞ୍ଚଳରୁ  ।  ପ୍ରଧାନ ଶିକ୍ଷକଙ୍କ ଏପରି…